author

ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି କରାଯାଇଛି ।

ପାର୍ବଣ ଋତୁରେ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଉପହାର ଦେଇଛନ୍ତି । ସୂତ୍ର ସୂଚନା ମୁତାବକ ଚଳିତ ବର୍ଷ କେନ୍ଦ୍ରୀୟ କର୍ମଚାରୀଙ୍କର ମହଙ୍ଗା ଭତ୍ତା କେନ୍ଦ୍ର ସରକାର ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି କରାଯାଇଛି । ଏହିପରି ଭାବରେ ଭାରତ ସରକାର ପ୍ରାୟ ୪୯ ଲକ୍ଷ କର୍ମଚାରୀ ଏବଂ ୬୦ ଲକ୍ଷ ପେନଶନଭୋଗୀଙ୍କ ମହଙ୍ଗା ଭତ୍ତା ଅର୍ଥାତ୍‌ ଡିଏ ଏବଂ ଡିଆରକୁ ୩ […]

ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା

କବିସୂର୍ଯ୍ୟନଗରର ପୂର୍ବତନ ବିଧାୟିକା ଲତିକା ପ୍ରଧାନ ଏକ ବିସ୍ଫୋରକ ବୟାନ ଦେଇଛନ୍ତି । ସେ ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁଙ୍କ ନାମରେ ସଂଗୀନ ଅଭିଯୋଗ ଆଣିଛନ୍ତି । ଲତିକା ପ୍ରଧାନ କହିଛନ୍ତି ଯେ ରଞ୍ଜିତା ବିଭୀଷଣ ସାଜି ଦଳୀୟ ପ୍ରାର୍ଥୀଙ୍କୁ ହରାଇଛନ୍ତି । ରଞ୍ଜିତା ବିଜେପି ସହ ହାତ ମିଶାଇ ଦଳ ବିରୋଧୀ କାର୍ଯ୍ୟକରୁଛନ୍ତି ବୋଲି ଲତିକା ପ୍ରଧାନ କହିଛନ୍ତି ।ଏଭଳି ଜଣେ ପ୍ରାର୍ଥୀଙ୍କ ପାଇଁ ଆମ ହାତରୁ ଆସିକା ସିଟ ଚାଲିଗଲା। ବିଭୀଷଣ ସାଜି ଦଳବିରୋଧୀ […]

ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବିଜେଡି ସଭାପତି ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ଆଜି ଜନ୍ମଦିବସ। ୭୯ବର୍ଷରେ ପାଦ ଦେଇଛନ୍ତି ନବୀନ। ୧୯୪୬ ମସିହା ଅକ୍ଟୋବର ୧୬ରେ ଜନ୍ମଗ୍ରହଣ କରିଥିଲେ ନବୀନ। ଆଜି ତାଙ୍କ ଜନ୍ମଦିନକୁ ସଂକଳ୍ପ ଦିବସ ଭାବେ ପାଳନ କରୁଛି ବିଜେଡି। ଏଥିପାଇଁ ସାରା ରାଜ୍ୟରେ ରକ୍ତଦାନ ଶିବିର ଆୟୋଜନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ଏକ ପୋଷ୍ଟ ଶେୟାର କରି ସେ କହିଛନ୍ତି,ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା […]

ଗୁରୁତର ଗୋଟିଏ ହାତୀ ଛୁଆକୁ ଟ୍ରାଙ୍କୁଲାଇଜ୍ କରି ନନ୍ଦନକାନନ ଆଣୁଛି ବନ ବିଭାଗ

ମା’ ଓ ହାତୀ ଛୁଆକୁ କରାଗଲା ଟ୍ରାଙ୍କୁଲାଇଜ। ଗତକାଲି ବିଳମ୍ବିତ ରାତିରେ ମା’ ହାତୀ ଓ ଗୋଡ଼ରେ ଆଘାତ ଲାଗିଥିବା ହାତୀ ଛୁଆକୁ ଟ୍ରାଙ୍କୁଲାଇଜ କରି ଚିକିତ୍ସା କରିଥିଲେ ବନବିଭାଗ । ଚିକିତ୍ସା ପରେ ମା’ ହାତୀ କୁ ଜଙ୍ଗଲକୁ ଛାଡି ଦିଆଯାଇଛି । ହାତୀ ଛୁଆକୁ ଚିକିତ୍ସା ପରେ ଭୁବନେଶ୍ୱରକୁ ନିଆଯାଉଛି । ମାଲବାହୀ ଟ୍ରେନ ଧକ୍କାରେ ହାତୀ ପଲରେ ଥିବା ଗୋଟିଏ ହାତୀ ଛୁଆ ମୃତ୍ୟୁ ବରଣ କରିଥିଲା । ଟ୍ରେନ ଦୁର୍ଘଟଣାରେ ଆହତ […]

ରାଜଧାନୀରେ ବଡ଼ ଧରଣର ସାଇବର ଠକେଇ ପାଇଁ ପ୍ରି ପ୍ଲାନ।

ଭୁବନେଶ୍ୱର ଉପକଣ୍ଠ ସୁନ୍ଦରପଡ଼ା କାଞ୍ଚନ ଆପାର୍ଟମେଣ୍ଟର A-205 ବ୍ଲକରୁ ଠାବ ହୋଇଛି ନକଲି କଲ୍ ସେଣ୍ଟର । ସାଇବର ଠକେଇ ପାଇଁ ଆପାର୍ଟମେଣ୍ଟରେ ଚାଲୁଥିଲା ପ୍ଲାନ । ଆପାର୍ଟମେଣ୍ଟରୁ ସିମ୍ ବକ୍ସ ଭଳି ଦେଖାଯାଉଥିବା କିଛି ଡିଭାଇସ୍ ଠାବ ହୋଇଛି । ଏକାଧିକ ଲୋକଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।ଖବର ଅନୁଯାୟୀ, ସୁନ୍ଦରପଦା କାଞ୍ଚନ ଆପାର୍ଟମେଣ୍ଟର A-205 ବ୍ଲକରେ ଦୀର୍ଘ ଦିନ ଚାଲିଥିଲା କଲ୍‌ ସେଣ୍ଟର । କୌଣସି ସୁତ୍ରରୁ ଖବର ପାଇଁ କାଞ୍ଚନ […]

ସ୍ୱର୍ଗତ ପ୍ରଭାତ ଚନ୍ଦ୍ର ପଟ୍ଟନାୟକଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଲେ ପରିବାର ବର୍ଗ ଓ ବନ୍ଧୁ ପରିଜନ

ରାୟଗଡ଼ – ରାୟଗଡ଼ ସହର ନିବାସୀ ଅବସର ପ୍ରାପ୍ତ ଫରେଷ୍ଟ ଗାର୍ଡ ପ୍ରଭାତ ଚନ୍ଦ୍ର ପଟ୍ଟନାୟକଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ପରିବାର ବର୍ଗ ଓ ବନ୍ଧୁ ପରିଜନ।ରାୟଗଡ଼ ସହର ସୁଣ୍ଡି ସାହିସ୍ଥିତ ନିଜ ବାସ ଭବନରେ ପ୍ରଭାତ ଚନ୍ଦ୍ର ପଟ୍ଟନାୟକ ଚଳିତ ମାସ ୪ତାରିଖ ସୁକ୍ରୁବାର ଦିନ ହୁର୍ଦ୍ଧଘାତରେ ମୃତ୍ୟୁ ହୋଇଥିବା କହିଛନ୍ତି ପରିବାର ବର୍ଗ। ମୃତ୍ୟୁ ବେଳକୁ ତାଙ୍କୁ 76ବର୍ଷ ହୋଇଥିଲା । ଏଥି ପୂର୍ବରୁ ସ୍ଵର୍ଗତ ପଟ୍ଟନାୟକ ଥରେ/ଦୁଇଥର ହୁର୍ଦ୍ଧଘାତର ସମ୍ମୁଖୀନ ହୋଇଥିଲେ […]

୩୧ପର୍ଯ୍ୟନ୍ତ ଚାଲିବ ବିଜେପିର ସକ୍ରିୟ ସଦସ୍ୟ ସଂଗ୍ରହ ଅଭିଯାନ |

ବିଜେପିର ସଦସ୍ୟତା ଅଭିଯାନ ଚଳିତ ବର୍ଷ ସେପ୍ଟେମ୍ବର ୨ରୁ ଦେଶବ୍ୟାପୀ ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଚାଲୁରହିଛି। ଆଜିଠୁ ୩୧ ଅକ୍ଟୋବର ପର୍ଯ୍ୟନ୍ତ ସକ୍ରିୟ ସଦସ୍ୟ ଗ୍ରହଣ ପ୍ରକ୍ରିୟା ଚାଲୁ ରହିବ। ଏହି ସମୟରେ ପ୍ରାଥମିକ ସଦସ୍ୟ ସଂଗ୍ରହ ଅଭିଯାନ ମଧ୍ୟ ଜାରି ରହିବ।ବିଜେପିର ପ୍ରାଥମିକ ସଦସ୍ୟ ସଂଗ୍ରହ ପାଇଁ ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ୍‌ରେ ବ୍ୟବସ୍ଥା କରାଯାଇଛି ।ଅନ୍‌ଲାଇନ୍‌ରେ ମୋବାଇଲ୍ ନମ୍ବର-୮୮୦୦୦୦୨୦୨୪ରେ ମିସ୍ କଲ୍ ଦେଇ ସଦସ୍ୟ ହୋଇପାରିବେ । ଆଉ ଅଫ୍‌ଲାଇନରେ ସଦସ୍ୟତା ସଂଗ୍ରହ ଅଭିଯାନ […]

ଶ୍ୱଶୁର ଘରେ ସ୍ତ୍ରୀ ଓ ପୁତୁରାକୁ ହାଣିଲା ଜ୍ୱାଇଁ

ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା କୁସୁବେଣ୍ଟି ଗାଁରେ ଅଭାବନୀୟ ଘଟଣା ଘଟିଯାଇଛି । ନିଜ ଶଶୁର ଘରେ ସ୍ତ୍ରୀ ଓ ଦେଢ଼ଶାଶୁର ପୁଅକୁ ହାଣିଲା ଜ୍ଵାଇଁ । ଗ୍ରାମବାସୀଙ୍କ ଦ୍ବାରା ଅଭିଯୁକ୍ତକୁ ଅଟକ କରିବା ପରେ ପୋଲିସ ଜିମା ଦେଇଛନ୍ତି। ପୋଲିସ ଘଟଣାର ଛାନ୍‌ଭିନ୍‌ ଜାରି ରଖିଛି ।ଆହତମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ଅନୁଯାୟୀ, ଅଭିଯୁକ୍ତ ଗୁଣ୍ଡିଚା ପ୍ରଧାନ ଓରଫ କାଳୁ। ଦୁଇ ବର୍ଷ ହେବ ଶଶୁର ଘରେ ରହୁ […]

କ୍ଲାସ୍‌ରେ ୭୫% ଉପସ୍ଥାନ ନ ଥିଲେ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବେ ନାହିଁ।

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ୨୦୨୫ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ମାର୍ଗଦର୍ଶିକା ଅନୁଯାୟୀ, ଶ୍ରେଣୀଗୃହରେ ଛାତ୍ରୀଛାତ୍ରଙ୍କ ୭୫ ପ୍ରତିଶତ ଉପସ୍ଥାନକୁ ବାଧ୍ୟତାମୂଳକ କରାଯାଇଛି। ଦିନକୁ ଦିନ ବେସରକାରୀ ସ୍କୁଲରେ ପିଲାଙ୍କ ଉପସ୍ଥାନ ଉପରେ ବିଶେଷ ଜାଲିଆତି ହେଉଛି । ହଜାର ହଜାର ପିଲା ବର୍ତ୍ତମାନ ଡମି ସ୍କୁଲ ରେ ପଢୁଛନ୍ତି । ସବୁ ସହରରେ ମାଳ ମାଳ ବେଆଇନ କୋଚିଂ ସେଣ୍ଟର ସହ ପ୍ରାଇଭେଟ ହଷ୍ଟେଲ […]

ଆସୁଛି ଆଉ ଏକ ଲଘୁଚାପ

ଭାରତରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ବିଦାୟ ନେଇଛି। ଉତ୍ତର ପଶ୍ଚିମ ଭାଗରୁ ୧୭ ତାରିଖ ବଦଳରେ ୨୩ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ଅପସାରଣ ପ୍ରକ୍ରିୟା ମଙ୍ଗଳବାର ଓଡ଼ିଶାରୁ ସମ୍ପୂର୍ଣ୍ଣ ହୋଇଛି। । ଏହି ପ୍ରକ୍ରିୟା ଅକ୍ଟୋବର ୧୩ରେ ଆରମ୍ଭ ହୋଇଥିବାବେଳେ ସ୍ବାଭାବିକ ତାରିଖର ୪ ଦିନପୂର୍ବରୁ ମୌସୁମୀ ଚାଲିଯାଇଛି। ରାଜ୍ୟକୁ ପୁଣି ଏକ ଲଘୁଚାପ ଆସୁଛି । ବଙ୍ଗୋପସାଗରରେ ହେବାକୁ ଥିବା ଏହି ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ । ପାଣିପାଗ ବିଶେଷଜ୍ଞ […]

ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମଫେଡ୍ ଘିଅ

ଶ୍ରୀମନ୍ଦିରରେ କେବଳ ଓମ୍‌ଫେଡ୍‌ ଘିଅର ବ୍ୟବହାର ନେଇ ‌ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ଏନେଇ ମୁଖ୍ୟ ପ୍ରଶାସକ ଚିଠି ଲେଖିଥିବା ସୂଚନା ମିଳିଛି। ମୁଖ୍ୟ ପ୍ରଶାସକ ପତ୍ରରେ ଲେଖିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଛି । ଏନେଇ ସମ୍ପୃକ୍ତ ନିଯୋଗଗୁଡ଼ିକ ସହ ମଧ୍ୟ ଆଲୋଚନା ହେବା ସହ ସହମତି ପ୍ରକାଶ ପାଇଛି । ଶ୍ରୀମନ୍ଦିରରେ ଓମଫେଡ଼ ଘିଅର ଆବଶ୍ୟକତାକୁ ନଜରରେ ଯଥେଷ୍ଟ ଘିଅ ମହଜୁଦ୍ […]

୭୮ ବର୍ଷ ବୟସରେ ପଦାର୍ପଣ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ପୂର୍ବତନ ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ୭୯ ବର୍ଷରେ ପାଦ ଥାପିଛନ୍ତି ।ଆଜି ନବୀନଙ୍କ ଜନ୍ମଦିନ । ତାଙ୍କ ଜନ୍ମଦିନରେ ବିଜେଡି ରାଜ୍ୟର ବିଭିନ୍ନ ସ୍ଥାନରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ରକ୍ତଦାନ ଶିବିର ଆୟୋଜନ କରିବ । ୧୯୪୬ ଅକ୍ଟୋବର ୧୬ ତାରିଖରେ କଟକରେ ଜନ୍ମ ନେଇଥିଲେ ନବୀନ । ଜୀବନର ୫୦ ବର୍ଷରୁ ଊଦ୍ଧ୍ୱର୍ କାଳ ରାଜନୀତିରୁ ଦୂରେଇ ରହିଥିବା ନବୀନ ଆକସ୍ମିକ ଭାବେ ପିତା […]