author

ଆଜି ମନମୋହନଙ୍କ ଶେଷକୃତ୍ୟ ହେବ

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂଙ୍କର ଗୁରୁବାର ରାତିରେ ଦିଲ୍ଲୀ ଏମ୍ସରେ ପରଲୋକ ଘଟିଥିଲା। ତାଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଥିବାବେଳେ ଶନିବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ।ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ କେନ୍ଦ୍ରମନ୍ତ୍ରୀ। ମନମୋହନ ସିଂହଙ୍କ ଶେଷକୃତ୍ୟ ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନ ସହ ଅନୁଷ୍ଠିତ ହେବ। ସକାଳ […]

ଆଜିର ରାଶିଫଳ(୨୮ ଡିସେମ୍ବର, ୨୦୨୪)

ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]

ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଓଡିଶା, ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂଦେଓ ଓ ରାଜସ୍ୱ ଓ ବିପର୍ଯ୍ୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ରାୟଗଡ ଜିଲ୍ଲା ଗସ୍ତ “ବିଭିନ୍ନ ଉନ୍ନୟନ ଯୋଜନା ଉପରେ ସମୀକ୍ଷା

“ରାୟଗଡ:-ତା. ୨୭/୧୨-ଓଡ଼ିଶାର ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂଦେଓ ଦିନିକିଆ ରୟଗଡ଼ ଜିଲ୍ଲା ଗସ୍ତରେ ଆସି ଜିଲ୍ଲାରେ ଚାଲୁଥିବା ବିଭିନ୍ନ ସରକାରୀ ଯୋଜନା ଉପରେ ସମୀକ୍ଷା କାଟିଛନ୍ତି l ଏହି ସମୀକ୍ଷା ବୈଠକରେ ମାନ୍ୟବର ରାଜସ୍ୱ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଝରୀ ଉପସ୍ଥିତ ଥିବା ବେଳେ ରୟଗଡ଼ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଅଧ୍ୟକ୍ଷତା କରଥିଲେ l ସମୀକ୍ଷା ବୈଠକ ପୂର୍ବରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ଼ଃ ମନମୋହନ ସିଂହଙ୍କ ନିମନ୍ତେ […]

୨୭ ତମ ମା ବାଗଦେଵୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ଗବନଳକୁ ହରାଇ ସେମିଫାଇନାଲ ରେ ମଧ୍ୟଖଣ୍ଡ କ୍ରିକେଟ୍ ଟିମ୍

ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ନୂଆଗାଁ ଗ୍ରାମ ପଞ୍ଚାୟତ ଖାଲମଡା ଗ୍ରାମ ମାନପୁର ପଡ଼ିଆରେ ୨୭ ତମ ମା ବାଗଦେଵୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ପ୍ରଥମ ମ୍ୟାଚ୍ ଗବନଳ କ୍ରିକେଟ୍ ଟିମ୍ ସହ ଦଶପଲ୍ଲା ପାଟପୁର ପାଟଣା କ୍ରିକେଟ୍ ଟିମ୍ ମଧ୍ୟରେ ହୋଇଥିଲା। ଗବନଳ କ୍ରିକେଟ୍ ଟିମ୍ ୧୦ ଓଭରରେ ୯ ଉଇକେଟ୍ ହରାଇ ୧୨୯ ରନ କରିଥିଲା। ଜବାବରେ ପାଟପୁର ପାଟଣା କ୍ରିକେଟ୍ ଟିମ୍ ୧୦ ଓଭରରେ […]

ଡକାୟତି ମାମଲା ରେ ଦୁଇ ଜଣଙ୍କୁ ୫ ବର୍ଷ ଜେଲ ୧୦ ହଜାର ଜୋରିମାନା

ବାଲିଗୁଡା, ୨୦୧୪ ମସିହା ଜୁଲାଇ ୩୧ ତାରିଖ ସନ୍ଧ୍ୟା ସମୟରେ ଏକ ବ୍ୟବସାୟୀଙ୍କ ଘରେ ପଶି ୫ ଜଣ ଦୁର୍ବୁତ୍ତ ମାରଣାସ୍ତ୍ର ଦେଖାଇ ଘରୁ ସୁନା ,ରୂପା ଗହଣା ସାଙ୍ଗକୁ ଟଙ୍କା ଲୁଟିଦେବା ଘଟଣା ସହର ରେ ଚାଞ୍ଚଲ୍ୟ ଖେଳାଇ ଦେଇଥିଲା । ଏ ନେଇ କେ.ରାମକୃଷ୍ଣ ପାତ୍ର ବାଲିଗୁଡା ଥାନାରେ ଏକ ମାମଲା ରୁଜୁ କରିଥିଲେ । ୩୯୫ ଆଇପିସି ଆଧାର ରେ ଥାନା ଅଧିକାରୀ ଆଶୁତୋଷ ମିଶ୍ର ଏହାର ତଦନ୍ତ ଭାର ନେଇ ୪ […]

ମୃତଚାଷୀଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ଅଭିନେତ୍ରୀ ରାନୀ ପଣ୍ଡା ।

୪ଦିନ ତଳେ ମତ୍ୟୁବରଣ କରିଥିବା ସ୍ଥାନୀୟ ଡୁଙ୍ଗର ଗ୍ରାମର ମୃତ ଚାଷୀ ପୂର୍ଣଚନ୍ଦ୍ର ଦଳେଇଙ୍କ ପରିବାର ଲୋକଙ୍କୁ ଅଭିନେତ୍ରୀ ରାଣୀ ପଣ୍ଡା ଶୁକ୍ରବାର ଆର୍ଥିକ ସହାୟତାର ଯୋଗାଇ ଦେଇଛନ୍ତି। ତେବେ ପୂର୍ଣଚନ୍ଦ୍ର କିଛି ଋଣ କରି ଚାଷ କରିଥିଲେ । ଆଉ ଫସଲ ନଷ୍ଟ ହୋଇଯିବାରୁ ଦୁଃଖରେ ଭାଙ୍ଗିପଡ଼ିଥିଲେ । ରାନୀ ପଣ୍ଡା ତାଙ୍କ ପତ୍ନୀ ପାର୍ବତୀଙ୍କୁ ୧ ଲକ୍ଷ ଟଙ୍କାର ଚେକ ଦେବା ସହ ପାରିବାରିକ ରୀତିନୀତି ଅନୁଯାୟୀ ଏକାଦଶାହ ଉପଲକ୍ଷେ ୮୦୦ ଲୋକଙ୍କ ପାଇଁ […]

ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକଙ୍କ ଗାଡିରେ ଲାଗିଲା ନିଆଁ

ସିସିଟିଭି ନାହିଁ। ସର୍କିଟ୍‌ ହାଉସ୍‌ରେ ଢିଲା ସୁରକ୍ଷା ବ୍ୟବସ୍ଥା। ରାତିରେ ବିଧାୟକ ଥିଲେ। ଜାଳିଦେଲେ ଦୁଇ ଗାଡ଼ି! ହେଲେ କାରଣ ଜଣାପଡ଼ୁ ନାହିଁ। ଏନେଇ ଅଭିଯୋଗ ହେବା ପରେ ନିଆଁ ଲାଗିବାର କାରଣ ଖୋଜୁଛି ଫୁଲବାଣୀ ପୁଲିସ୍‌।ସୂଚନା ଅନୁସାରେ, ଗତକାଲି ଫୁଲବାଣୀ ସର୍କିଟ ହାଉସରେ ବିଧାୟକ ବିଶ୍ରାମ ନେଉଥିବାବେଳେ ବାହାରେ ଗାଡି ରଖାଯାଇଥିଲା । ପାଖରେ ଥିବା ସ୍କୁଟିରେ ପ୍ରଥମେ ନିଆଁ ଲାଗି କାରକୁ ବ୍ୟାପିଥିଲା ବୋଲି ଅନୁମାନ କରାଯାଉଛି । ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ […]

ଜଷ୍ଟିସ ବିଶ୍ବନାଥ ରଥ ହେଲେ ଓଡ଼ିଶା ଆଇନ କମିଶନର ଅଧ୍ୟକ୍ଷ

ରାଜ୍ୟର ନୂଆ ଆଇନ କମିଶନ ଗଠନ । ନବଗଠିତ ଲ କମିସନର ଅଧ୍ୟକ୍ଷ ରହିଛନ୍ତି ଜଷ୍ଟିସ ବିଶ୍ବନାଥ ରଥ । ଏନେଇ ଶୁକ୍ରବାର ଆଇନ ବିଭାଗ ବିଜ୍ଞପ୍ତି ପକ୍ଷରୁ ପ୍ରକାଶ ପାଇଛି । ଆଡଭୋକେଟ୍ ଜେନେରାଲ ପିତାମ୍ୱର ଆଚାର୍ଯ୍ୟ ଏବଂ ଓଡ଼ିଶା ସରକାରଙ୍କ ଆଇନ ବିଭାଗର ପ୍ରମୁଖ ସଚିବ କମିଶନର ଏକ୍ସ ଅଫିସିଓ ସଦସ୍ୟ ରହିବେ । ସେହିପରି ବରିଷ୍ଠ ଆଇଡୋକେଟ୍ ସୂର୍ଯ୍ୟ ପ୍ରକାଶ ମିଶ୍ର ଏବଂ ବରିଷ୍ଠ ଆଇଡୋକେଟ୍ ସୌର ଚନ୍ଦ୍ର ମହାପାତ୍ର କମିଶନର ସଦସ୍ୟ […]

‘ଏକ୍ସ’ରେ ନାହିଁ କାର୍ତ୍ତିକ ପାଣ୍ଡିଆନଙ୍କ ଆକାଉଣ୍ଟ, ଇନଷ୍ଟାଗ୍ରାମରେ କଲେ ସ୍ପଷ୍ଟ

ଓଡିଶା ରାଜନୀତିର ଏକ ଚର୍ଚ୍ଚିତ ଚେହେରା ଭି.କେ.ପାଣ୍ଡିଆନ ରାଜନୀତିରୁ ଅବସର ନେଇଥିଲେ ମଧ୍ୟ ତାଙ୍କୁ ନେଇ ଅନେକ ସମୟରେ ଚର୍ଚ୍ଚା ଲାଗିରହିଥାଏ। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭି.କେ. ପାଣ୍ଡିଆନଙ୍କ ଆକାଉଣ୍ଟ ନାହିଁ । ଇନଷ୍ଟାଗ୍ରାମ ଷ୍ଟୋରୀରେ ପାଣ୍ଡିଆନ ନିଜେ ଏନେଇ ସ୍ପଷ୍ଟ କରିଛନ୍ତି । ସେ ଲେଖିଛନ୍ତି, ‘ଏକ୍ସ’ରେ ତାଙ୍କ ନାଁରେ ଫେକ୍ ଆକାଉଣ୍ଟ ଖୋଲାଯାଇଛି । ତାଙ୍କ ଫଟୋକୁ ବ୍ୟବହାର କରି ଫେକ୍ ଆକାଉଣ୍ଟ ଖୋଲାଯାଇଛି । ରାଜନୈତିକ ଉଦ୍ଦେଶ୍ୟ ରଖି ଏଭଳି ଫେକ୍ […]

ନୂଆବର୍ଷ ଓ ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ କଡା ନିୟମ-ଡିସିପି ପିନାକ ମିଶ୍ର ।

କ୍ୟାଲେଣ୍ଡର ବର୍ଷ-୨୦୨୪ ସରିବାକୁ ଯାଉଥିବା ବେଳେ ନୂଆବର୍ଷ-୨୦୨୫ ଚାରିଦିନ ପରେ ଆସିବ। ନୂଆବର୍ଷକୁ ନେଇ ଯୁବପିଢ଼ି ବେଶ ଉତ୍ସାହିତ ଥିବା ବେଳେ ବ୍ୟବସାୟୀମାନେ ମଧ୍ୟ ଭଲ ରୋଜଗାର କରିବାକୁ ଆଶା ରଖିଛନ୍ତି। ତେବେ ନୂଆବର୍ଷ ଶାନ୍ତିର ସହିତ ଅତିକ୍ରମ କରୁ ବୋଲି ପୁଲିସ ବିଭାଗ ଆଶା କରୁଛି। ଜିରୋ ନାଇଟ୍‌ ସେଲିବ୍ରେସନ୍‌ ଓ ନୂଆବର୍ଷ ପାଇଁ କମିସନରେଟ ପୁଲିସ ସ୍ବତନ୍ତ୍ର ଭାବେ ପ୍ରସ୍ତୁତି କରିଛି। ଲୋକଙ୍କ ସୁରକ୍ଷା ଓ ନିରାପତ୍ତାକୁ ଗୁରୁତ୍ଵ ଦିଆଯିବ । ସେଳିବ୍ରେଶନ ବେଳେ […]

ରାଜ୍ୟରେ ଅଛନ୍ତି ୪୦ ଲକ୍ଷ ଭୂତ ରାସନକାର୍ଡଧାରୀ।

ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦେଲେ ବଡ଼ ସୂଚନା। ରାଜ୍ୟରେ ଅଛନ୍ତି ୪୦ ଲକ୍ଷ ଭୂତ ରାସନକାର୍ଡଧାରୀ।ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ ଭୂତ ହିତାଧିକାରୀ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ଇ-କେୱାଇସି ଜାରି ଥିବା ମନ୍ତ୍ରୀ କହିଥିବା ବେଳେ ଭୂତ ରାସନକାର୍ଡଧାରୀଙ୍କ ଭଳି ଭୂତ ଚାଷୀଙ୍କୁ ଧରାଯିବ ବୋଲି ମଧ୍ୟ କହିଛନ୍ତି। ପ୍ରକୃତ ଚାଷୀଙ୍କ ବାବଦରେ ଜାଣିବା ପାଇଁ ଆଉ ଥରେ ହେଉଛି ଚାଷୀ ପଞ୍ଜିକରଣ । ରାସନ କାର୍ଡ ଭଳି ଚାଷୀ ତାଲିକାରେ ଅନେକ ଅଣ […]

ଜିରୋ ନାଇଟ ପାଇଁ ଦିଆଯିବ ନାହିଁ ଅସ୍ଥାୟୀ ଲାଇସେନ୍ସ

ଆସୁଛି ନୂଆବର୍ଷ । ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ମଧ୍ୟ ଚାହିଁ ବସିଛନ୍ତି ଲୋକ । ସେଥିପାଇଁ ବିଭିନ୍ନ ହୋଟେଲ, ସଂସ୍ଥା ପକ୍ଷରୁ ଏହି ଜିରୋ ନାଇଟ୍ ଆୟୋଜନ କରାଯାଇଥାଏ । ଦେଶ ଓ ରାଜ୍ୟର ବିଭିନ୍ନ ସ୍ଥାନରେ ପାଲନ ହେବ ଜିରୋ ନାଇଟ୍ ସେଲିବ୍ରେସନ୍ । ତେବେ ସେଲିବ୍ରେସନ୍ ବେଳେ ଯେପରି କୌଣସି ଅପରାଧ ନଘଟେ ତା’ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର ।ଚୋରା ମଦ ବିକ୍ରି ଉପରେ ଅବକାରୀ ବିଭାଗର ନଜର ରହିଥିବା […]