author

ମନ୍ଦିରରେ ଭିକ୍ଷା ବୃତ୍ତି ପାଇଁ ଦୁଇ ପ୍ରେମିକ ଚୋରି କରିଥିଲେ ପିଲା

ବାପାଙ୍କ ସହ ବଲାଙ୍ଗୀର ବୁଲିବାକୁ ଆସିଥିବା ବେଳେ ଗତ ୨୯ ତାରିଖରେ ଜଣେ ଶିଶୁପୁତ୍ରଙ୍କୁ ଅପହରଣ କରି ନିଆଯାଇଥିଲା। ଦୀର୍ଘ ୧୨ଦିନ ପରେ ହାଇଦ୍ରାବାଦରୁ ଅପହୃତ ଶିଶୁପୁତ୍ରଙ୍କୁ ପୋଲିସ ଉଦ୍ଧାର କରିବା ସହ ୨ଜଣ ଅଭିଯକ୍ତଙ୍କୁ ପୋଲିସ ଗିରଫ କରିଛି।ନୂଆପଡା କୋମନା ଥାନା ଲୋହଣ୍ଡୋପାଲି ଗାଁର ଅପହୃତ ହୋଇଥିବା ୫ ବର୍ଷର ପୁଅକୁ ହାଇଦ୍ରାବାଦ ରାମୋଜୀ ଫିଲ୍ମସିଟି ନିକଟରୁ ଉଦ୍ଧାର କଲା କୋମନା ପୋଲିସ । ଗିରଫ ଦୁଇ ଜଣ ହେଲେ ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା […]

ନିଆରା ପରମ୍ପରା : ମାନସିକ ପୂରଣ ହେଲେ ଝୁଣା ଦାନ ହୁଏ

ବଙ୍ଗୀୟ ପରମ୍ପରାରେ ପୂଜା ପାଉଛନ୍ତି ମାଆ ଦୁର୍ଗା। ମହିଳାମାନେ ମୁଣ୍ଡରେ ଧରିଛନ୍ତି ମାନସିକର ଝୁଣା। ଭଦ୍ରକ ସନ୍ତିଆ ନୀଳକଣ୍ଠପୁର ସାହିରେ ବଙ୍ଗୀୟ ପରମ୍ପରାରେ ମା’ଙ୍କ ପୂଜା କରାଯାଉଛି । ଏଠାରେ ମଧ୍ୟ କାହିଁ କେଉଁ ଦିନରୁ ମା’ ଦୁର୍ଗାଙ୍କର ଆବାହନ କରାଯାଏ । କିନ୍ତୁ ଏଠାରେ ମା’ଙ୍କୁ ବୈଷ୍ଣବ ପଦ୍ଧତିରେ ଆବାହନ ହେଉଥିବା ବେଳେ କିଏ କିଏ ଦୁର୍ଗା ମାଧବ ଭାବେ ପୂଜନ୍ତି । ଅଷ୍ଟମୀ ଦିନ ବହୁ ଦୂର ଦୁରାନ୍ତରୁ ଭକ୍ତଙ୍କ ଭିଡ଼ ଜମେ । […]

ପୁଣି ଗୁରୁ ଶିଷ୍ୟ ସଂପର୍କରେ କଳଙ୍କ । ଛାତ୍ରୀଙ୍କୁ ଅସଦାଚରଣ କରି ବନ୍ଧା ହେଲେ ଟ୍ୟସନ ସାର ।

ଖୋର୍ଦ୍ଧା ନାଚୁଣୀ ଥାନା ଅଞ୍ଚଳରେ ଜଣେ ସପ୍ତମ ଶ୍ରେଣୀର ଛାତ୍ରୀଙ୍କୁ ଦୁଷ୍କର୍ମ ମାମଲାରେ ଟ୍ୟୁସନ ସାର ଲିଙ୍ଗରାଜ ମୁଦୁଲିକୁ ଗିରଫ କରିଛି ପୋଲିସ । ପରୀକ୍ଷାରେ ପାସ୍‌ କରାଇଦେବା ନାଁରେ ଅଞ୍ଚଳର କିଛି ପିଲାଙ୍କୁ ଟ୍ୟୁସନ କରୁଥିଲା ଅଭିଯୁକ୍ତ । କିନ୍ତୁ ଗତ ୫ ତାରିଖରେ ଅନ୍ୟ ପିଲାମାନଙ୍କୁ ଭୟଭୀତ କରି ଟ୍ୟୁସନରୁ ବାହାର କରିବା ସହ ନାବାଳିକା ଛାତ୍ରୀଙ୍କ ସହ ଦୁଷ୍କର୍ମ କରିଥିଲା । ଘଟଣା ସଂପର୍କରେ କାହାକୁ କହିଲେ ଜୀବନରୁ ମାରିଦେବାର ଧମକ ଦେଇଥିଲା […]

ବିଦା ହେବେ ଅଳସୁଆ ଓ ଦୁର୍ନୀତିଖୋର କର୍ମଚାରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ସଚିବମାନଙ୍କୁ ସ୍ପଷ୍ଟ ରୂପେ ଭ୍ରଷ୍ଟ ଓ ପ୍ରଦର୍ଶନରେ ନିକମା ସରକାରୀ କର୍ମଚାରୀଙ୍କୁ ବାହାରକୁ ରାସ୍ତା ଦେଖାଇବା ପାଇଁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଜନତାଙ୍କ ସ୍ଵାର୍ଥକୁ ଦୃଷ୍ଟିରେ ରଖି ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଚିବମାନଙ୍କୁ ନିର୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ସମସ୍ତ କର୍ମଚାରୀଙ୍କ କାର୍ଯ୍ୟର ମୂଲ୍ୟାୟନ କରାଯାଉ। ଯେଉଁମାନେ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରୁଛନ୍ତି କିମ୍ବା ଦୁର୍ନୀତିରେ ଲିପ୍ତ ରହୁଛନ୍ତି ସେମାନଙ୍କୁ ବହିସ୍କାର କରିବା ଲାଗି […]

ରକ୍ତ ରଞ୍ଜିତ ହେଲା ମାଣିକେଶ୍ୱରୀଙ୍କ ପୀଠ, ପଡ଼ିଲା ୧୦ ହଜାର ପଶୁବଳି

କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ଶୁକ୍ରବାର ମହାସମାରୋହରେ ପାଳିତ ହୋଇଯାଇଛି। ଜେନାଖାଲ ରେ ସମ୍ପୂର୍ଣ୍ଣ ଗୁପ୍ତବିଧୂରେ ପୂଜାର୍ଚ୍ଚନା ପରେ ଭୋର ୫.୪୦ ରେ ମା’ଙ୍କ ବିଜୟ ପ୍ରତିମା ଛତର ମନ୍ଦିର ଅଭିମୁଖେ ବାହାରିଥିଲା। ରମ୍ପରା ଅନୁଯାୟୀ ଆଜି ନବରାତ୍ର ସମେତ ମାଙ୍କ ଷୋଡ଼ଶଦିନାତ୍ମକ ଅଷ୍ଟମୀରେ ମା‘ଙ୍କ ନିକଟରେ ୧୦ ହଜାର ପଶୁବଳି ଦେଇଛନ୍ତି ମାନସିକଧାରୀ । ଫଳରେ ରକ୍ତ ରଞ୍ଜିତ ହୋଇଛି ମା’ଙ୍କ ପୀଠ । ଆଜି ସକାଳୁ ସକାଳୁ […]

ନୋଏଲ ଟାଟା ହେଲେ ଟାଟା ଟ୍ରଷ୍ଟର ନୂତନ ଚେୟାରମ୍ୟାନ ।

ନୋଏଲ ଟାଟା ହେଲେ ଟାଟା ଟ୍ରଷ୍ଟର ନୂତନ ଅଧ୍ୟକ୍ଷ । ନୋଏଲଙ୍କୁ ଟାଟା ଟ୍ରଷ୍ଟର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି । ବୁଧବାର ରତନ ଟାଟାଙ୍କ ନିଧନ ପରେ ଆଜି ମୁମ୍ବାଇରେ ଏକ ବୈଠକ ହୋଇଥିଲା । ଏହି ବୈଠକରେ ରତନ ଟାଟାଙ୍କ ସାବତ ଭାଇ ନୋଏଲ ଟାଟାଙ୍କୁ ଟାଟା ଟ୍ରଷ୍ଟର ନୂଆ ଚେୟାରମ୍ୟାନ କରାଯାଇଛି । ବୈଠକରେ ସମସ୍ତଙ୍କ ସହମତିରେ ଏହି ନିଷ୍ପତ୍ତି ନିଆଯାଇଛି । ନୋଏଲ ଟାଟା ହେଉଛନ୍ତି ରତନ ଟାଟାଙ୍କ ସାନ […]

ବିଭିନ୍ନ ପୂଜା ମଣ୍ଡପ ବୁଲି ମା’ଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପବିତ୍ର ମହାଷ୍ଟମୀ, ଦେବୀ ପୀଠ ଚଳଚଞ୍ଚଳ । ଭୁବନେଶ୍ବର ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଭିନ୍ନ ପୂଜା ମଣ୍ଡପ ବୁଲି ମା’ଙ୍କ ଦର୍ଶନ କରୁଛନ୍ତି ମୁଖ୍ୟମନ୍ତ୍ରୀ । ପାଟଣାସାହି ମଣ୍ଡପରେ ମୁଖ୍ୟମନ୍ତ୍ରୀ ମା’ଙ୍କ ଦର୍ଶନ କରିଛନ୍ତି । ରାଜ୍ୟବାସୀଙ୍କୁ ଶାରଦୀୟ ପୂଜା ପାଇଁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।ଏହାପରେ ସୁନ୍ଦରପଦା , ବରମୁଣ୍ଡା , ନୟାପଲ୍ଲୀ , ରସୁଲଗଡ଼ , ସହିଦ ନଗର , ବମିଖାଲ , ଲକ୍ଷ୍ମୀ ସାଗର ଓ […]

ରାଜ୍ୟର ସବୁ ଦୁର୍ଗା ପୂଜା ପେଣ୍ଡାଲର ସରକାରୀ ଭଡ଼ା ଛାଡ଼ କରିବାକୁ ନିଷ୍ପତ୍ତି।

ଶାରଦୀୟ ଦୁର୍ଗା ପୂଜା ଅବସରରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟର ସବୁ ଦୁର୍ଗା ପୂଜା ପେଣ୍ଡାଲର ସରକାରୀ ଭଡ଼ା ଛାଡ଼ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱର ସମେତ ରାଜ୍ୟବ୍ୟାପୀ ସବୁ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କରାଗଲା ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଫଳରେ ଆଉ ପୂଜା ମଣ୍ଡପ ତଥା ଷ୍ଟାଣ୍ଡ ନିମନ୍ତେ କମିଟିକୁ ଆଉ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ ।ଆଜି ମୁଖ୍ୟମନ୍ତ୍ରୀ ରାଜଧାନୀରେ ପ୍ରାୟ […]

ପୂଜା ଘରେ ଏହି ଦିଗରେ ଦୀପ ଜଳାଇବା ଠିକ ନୁହେଁ

ପ୍ରତ୍ୟେକ ଘରେ ପ୍ରତିଦିନ ସକାଳେ ଓ ସନ୍ଧ୍ୟାରେ ଭଗବାନଙ୍କ ସମ୍ମୁଖରେ ଦୀପ ଜାଳିଥାଉ। କୁହାଯାଏ ଦୀପ ଜାଳିବା ଦ୍ୱାରା ଇଶ୍ୱରଙ୍କ ଆଶୀର୍ବାଦ ପ୍ରାପ୍ତ ହେବା ସହିତ ଘରେ ସକରାତ୍ମକ ଶକ୍ତିର ପ୍ରବେଶ ହୋଇଥାଏ। ଏଥିପାଇଁ ଯେକୌଣସି ପୂଜାବ୍ରତରେ ଆରମ୍ଭରୁ ଦୀପ ଲଗାଯାଇଥାଏ। ତା’ପରେ ପୂଜାପାଠର ଅନ୍ୟ ବିଧି କରାଯାଇଥାଏ। ବିଶ୍ୱାସ କରାଯାଏ ଯେଉଁ ଘରେ ପ୍ରତିଦିନ ପୂଜା କରାଯାଏ ଏବଂ ଭଗବାନଙ୍କ ସାମ୍ନାରେ ଦୀପ ଜଳା ଯାଇଥାଏ ସେହି ଘରେ କେବେ ଦାରିଦ୍ର୍ୟ ଦେଖାଯାଏ ନାହିଁ । […]

୮୨ ବର୍ଷରେ ପାଦ ଥାପିଛନ୍ତି ଶତାବ୍ଦୀର ମହାନାୟକ ।

ଆଜି ୮୨ ବର୍ଷରେ ପାଦ ଥାପିଛନ୍ତି ଶତାବ୍ଦୀର ମହାନାୟକ ଅମିତାଭ ବଚ୍ଚନ । ଏହାକୁ ନେଇ ସାରା ବିଶ୍ୱରେ ତାଙ୍କ ପ୍ରଶଂସକମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ମେଗାଷ୍ଟାର ଅମିତାଭ ବଚ୍ଚନ ବର୍ଷ ବର୍ଷ ଧରି ବଲିଉଡ ଇଣ୍ଡଷ୍ଟ୍ରିରେ ସକ୍ରିୟ ରହି ପ୍ରଶଂସକଙ୍କୁ ମନୋରଞ୍ଜନ କରୁଛନ୍ତି। ଅମିତାଭ ତାଙ୍କ ବୃତ୍ତିଗତ ଏବଂ ବ୍ୟକ୍ତିଗତ ଜୀବନରେ ଏକ ଭଲ ସନ୍ତୁଳନ ବଜାୟ ରଖନ୍ତି। ପ୍ରଶଂସକମାନେ ତାଙ୍କୁ ସ୍ନେହରେ ବିଗ ବି ବୋଲି ଡାକନ୍ତି। ଆଜି ତାଙ୍କ ଅଭିନୟର ଯାଦୁଗରୀରେ ଦର୍ଶକଙ୍କୁ […]

ଆଜି ମଣ୍ଡପରେ ମହାମାୟାଙ୍କ ମହାଷ୍ଟମୀ ପୂଜା

ଆବିର୍ଭୁତା ହୋଇଛନ୍ତି ଜଗତଜନନୀ ମା’ ଦୁର୍ଗା । ଆଜି ମହାମାୟାଙ୍କ ମହାଷ୍ଟମୀ ପୂଜା । ମଣ୍ଡପରେ ମା’ଙ୍କର ମହା ଅଷ୍ଟମୀ ପୂଜା ଚାଲିଥିବା ବେଳେ ପୀଠରେ ଚାଲିଛି ମହା ନବମୀ ପୂଜା । ଆକର୍ଷିତ କରୁଛି ସୁଉଚ୍ଚ ତୋରଣ, ମନ ମୋହୁଛି ସାଜସଜ୍ଜା । ମଣ୍ଡପରେ ଲାଗିଛି ଭକ୍ତଙ୍କ ଗହଳି । ଘଣ୍ଟଘଣ୍ଟା ଓ ମନ୍ତ୍ରଧ୍ବନିରେ ପ୍ରକମ୍ପିତ ହେଉଛି ପରିବେଶ । ଭକ୍ତି ଭାବରେ ମାଆଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ଦୁର୍ଗାଷ୍ଟମୀ ବ୍ରତ ପାଳନ କରୁଥିବା […]

ଆଜି ମଣ୍ଡପରେ ହେଉଛି ମହାମାୟାଙ୍କ ମହାଷ୍ଟମୀ ପୂଜା |

ଆବିର୍ଭୁତା ହୋଇଛନ୍ତି ଜଗତଜନନୀ ମା’ ଦୁର୍ଗା । ଆଜି ମହାମାୟାଙ୍କ ମହାଷ୍ଟମୀ ପୂଜା । ମଣ୍ଡପରେ ମା’ଙ୍କର ମହା ଅଷ୍ଟମୀ ପୂଜା ଚାଲିଥିବା ବେଳେ ପୀଠରେ ଚାଲିଛି ମହା ନବମୀ ପୂଜା । ଆକର୍ଷିତ କରୁଛି ସୁଉଚ୍ଚ ତୋରଣ, ମନ ମୋହୁଛି ସାଜସଜ୍ଜା । ମଣ୍ଡପରେ ଲାଗିଛି ଭକ୍ତଙ୍କ ଗହଳି । ଘଣ୍ଟଘଣ୍ଟା ଓ ମନ୍ତ୍ରଧ୍ବନିରେ ପ୍ରକମ୍ପିତ ହେଉଛି ପରିବେଶ । ଭକ୍ତି ଭାବରେ ମାଆଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ଦୁର୍ଗାଷ୍ଟମୀ ବ୍ରତ ପାଳନ କରୁଥିବା […]