ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅଲାରିଗଡ଼ ନିଷ୍ଟିପୁର ନିକଟରୁ ଠାବ ହୋଇଛି ପ୍ରେମୀ ଯୁଗଳଙ୍କ ମୃତଦେହ । ପରକୀୟା ପ୍ରିତି ପାଇଁ ଗଲା ଜୀବନ । ଚରମ ନିଷ୍ପତ୍ତି ନେଲେ ପ୍ରେମୀଯୁଗଳ । ଖବର ଅନୁଯାୟୀ, ଗୁରୁବାର ଦିନ ସକାଳୁ ସମୟରେ ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅଲାରିଗଡ଼ ନିଷ୍ଟିପୁର ରାସ୍ତା ପାଖ ଜଙ୍ଗଲରେ ଥିବା ଏକ ଗଛରେ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଦେଖିଥିଲେ ସ୍ଥାନୀୟ ଲୋକ । ଏହାପରେ ତୁରନ୍ତ ନିକଟସ୍ଥ ପାଟକୁରା ଥାନାକୁ […]
ଏସିଡ୍ ଆକ୍ରମଣ ଓ ଦୁଷ୍କର୍ମ ପୀଡିତା ନିଶୁଳ୍କ ଚିକିତ୍ସା ପାଇବାର ହକଦାର । ଏମାନଙ୍କଠୁ ଚିକିତ୍ସା ଫି’ ଆଦାୟ କରିବା ଦଣ୍ଡନୀୟ ଅପରାଧ। ପୀଡିତାଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇବାକୁ ହସ୍ପିଟାଲ କର୍ତ୍ତୃପକ୍ଷ ବାଧ୍ୟ । ଦୁଷ୍କର୍ମ, ଏସିଡ୍ ଆକ୍ରମଣ ଓ ଯୌନ ହିଂସାର ଶିକାର ହୋଇଥିବା ବ୍ୟକ୍ତିଙ୍କ ମାଗଣା ଚିକିତ୍ସା ପାଇଁ କୌଣସି ସରକାରୀ ବା ଘରୋଇ ହସ୍ପିଟାଲ୍ ଅବା ନର୍ସିଂହୋମ୍ ମନା କରିପାରିବେ ନାହିଁ। ଏଭଳି କିଛି ନିର୍ଦ୍ଦେଶ ଜାରି କରିଛନ୍ତି ଦିଲ୍ଲୀ ହାଇକୋର୍ଟ।ଅଦାଲତଙ୍କ ଏହି […]
ଭିଜିଲାନ୍ସ ପଞ୍ଝାରେ ବୋରିଗୁମ୍ମା ତହସିଲ ଏଆର୍ଆଇ । କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲ ଏଆର୍ଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ରେଡ୍ । ଏକାସାଙ୍ଗେ ୮ଟି ଠିକଣାରେ ଚାଲିଛି ଚଢାଉ । ବୋରିଗୁମ୍ମାରେ ଥିବା ଏକ ବିଲ୍ଡିଂ ସହ ସରକାରୀ ଅଫିସ ଚାମ୍ବରରେ ଚଢ଼ାଉ ହୋଇଛି । ବୋରିଗୁମ୍ମାରେ ଆବାସିକ ଦୁଇ ମହଲା ଘରେ ଚଢ଼ାଉ ଚାଲିଥିବା ବେଳେ ତାଙ୍କ ଝିଅଙ୍କ ଭଡା ଘର, ରଣସପୁରରେ ଥିବା ପୈତୃକ ଘର, ସମ୍ପର୍କୀୟଙ୍କ ଘର […]
ଚାଷୀଙ୍କ ଡାଟାବେସ୍ କରିବେ ମୋହନ ସରକାର, ଏସଓପି ଜାରି କଲା କୃଷି ବିଭାଗ। ଜାନୁଆରୀ ପହିଲାରୁ ଆରମ୍ଭ ହେବ ଚାଷୀ ପଞ୍ଜୀକରଣ, ମାର୍ଚ୍ଚ ଶେଷ ସୁଦ୍ଧା ପ୍ରସ୍ତୁତ ହେବ ଚାଷୀ ଡାଟାବେସ୍ । ଚାଷୀଙ୍କୁ ମିଳିବ ୧୪ ଟିକିଆ ନମ୍ବର ବିଶିଷ୍ଟ ସ୍ୱତନ୍ତ୍ର ଆଇଡି। ଡିଜିଟାଲ କୃଷକ କାର୍ଡ ବି ଯୋଗାଇ ଦେବେ ସରକାର। ଏଥିପାଇଁ ଚାଷୀଙ୍କ ଡାଟାବେସ୍ ପ୍ରସ୍ତୁତ କରିବା ଲାଗି ସବୁ ଜିଲ୍ଲାପାଳମାନଙ୍କୁ ଆକ୍ସନ ପ୍ଲାନ ଏବଂ ଏସଓପିକୁ ପଠାଇଛି କୃଷି ବିଭାଗ। ପିଏମ […]
ଶୀତ ଦିନେ ତ୍ୱଚା ରୁକ୍ଷ ଦେଖାଯିବା ସହ ଓଠ ମଧ୍ୟ ଫାଟିଥାଏ। ଏଥିପାଇଁ ଫଟା ଓଠରେ ବାରମ୍ବାର ଲିପ୍ ବାମ ଲଗାଇ ଥାନ୍ତି। ହେଲେ ଓଠ ଫାଟିବାରୁ ମୁକ୍ତି ମିଳି ନଥାଏ। ଓଠ ଫାଟି ଧୀରେ ଧୀରେ ଯନ୍ତ୍ରଣା ହେବା ଏବଂ ରକ୍ତସ୍ରାବ ମଧ୍ୟ ଦେଖାଯାଏ। ଏଭଳି ପରିସ୍ଥିତିରେ ଏହାର ବିଶେଷ ଯତ୍ନ ନେବା ମଧ୍ୟ ଜରୁରୀ ଅଟେ। ଏନେଇ ଏଥିରୁ ମୁକ୍ତି ପାଇବାକୁ ବଜାରରେ ଅନେକ ଉତ୍ପାଦ ମିଳୁଥିଲେ ମଧ୍ୟ ଏହା ଖୁବ ମହଙ୍ଗା ହୋଇଥାଏ। […]
ଆଜି ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ। ଦୀର୍ଘ ୨୪ ବର୍ଷ ଧରି ଶାସନରେ ରହିବା ପରେ ଏଥର ବିରୋଧୀ ଦଳ ଭାବେ ପ୍ରତିଷ୍ଠା ଦିବସ ପାଳିବ ବିଜେଡି । ଦଳୀୟ ନେତା ଓ କର୍ମୀ ମାନଙ୍କୁ ଗୁରୁମନ୍ତ୍ର ଦେବେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଚଳିତ ଥର ନିର୍ବାଚନମଣ୍ଡଳୀ ସ୍ତରରେ ପ୍ରତିଷ୍ଠା ଦିବସ ପାଳନ ପାଇଁ ଦଳ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଶଙ୍ଖ ଭବନରେ ଆୟୋଜନ ହେବ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ। ସରକାରରୁ […]
ଲଗାତାର ଅଦିନିଆ ବର୍ଷାରେ ଓଡ଼ିଶା ବେହାଲ୍। ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା ଯାଏଁ ସବୁଠି ଲାଗି ରହିଛି ବର୍ଷା। ପାଣିପାଗ ପୂରା ବିଗିଡ଼ିଯାଇଛି। ଫସଲ ପାଣିରେ ବତରୁ ବରବାଦ୍। ତେବେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି । ଆଜି ଅପରାହ୍ନ ବେଳକୁ ଏହା ଆହୁରି ଦୁର୍ବଳ ହେବ। ଫଳରେ ବର୍ଷାର ପ୍ରଭାବ କମିବ ।ହେଲେ ଆସନ୍ତାକାଲି ସଂଧ୍ୟା କିମ୍ବା ୨୮ ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରେ । ସୁନ୍ଦରଗଡ଼, […]
ମେଷ : ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ […]
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି । ଲୋକ ସେବା ଭବନର କନଭେନସନ ସେଣ୍ଟରଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ସମବାୟ ସମିତି ଗୁଡ଼ିକର ଶୁଭାରମ୍ଭ କରିଛନ୍ତି ।ସୂଚନା ଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ 2711ଟି ପ୍ୟାକ୍ସ (PACS)ଥିବା ବେଳେ, ରାଜ୍ୟ ସରକାର ଆଉ 1542ଟି ନୂଆ ବହୁମୁଖୀ ପ୍ୟାକ୍ସ ( MPACS) ଗଠନ କରିଛନ୍ତି । ଏହା ଦ୍ୱାରା ରାଜ୍ୟର ସମୁଦାୟ ପ୍ୟାକ୍ସ […]
କଟକଲାଲବାଗ୍ ଥାନା ସିଦ୍ଧେଶ୍ୱର ସାହିରେ ହତ୍ୟାକାଣ୍ଡ । ଧାରୁଆ ଛୁରୀରେ ସ୍ତ୍ରୀର ଗଳା କାଟିବା ପରେ ନିଜ ବେକ କାଟିଲା ସ୍ୱାମୀ । ସ୍ତ୍ରୀ ମୃତ ସ୍ୱାମୀ ଗୁରୁତର । ପାରିବାରିକ କଳହ କାରଣରୁ ରାଗରେ ସ୍ତ୍ରୀର ଗଳା କାଟି ଦେଲା ସ୍ୱାମୀ । ମୃତ ମହିଳା କନଷ୍ଟେବଲଙ୍କ ନାଁ ବିଷ୍ଣୁପ୍ରିୟା ମଲ୍ଲିକ। ସେ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ। ତାଙ୍କ ସ୍ୱାମୀଙ୍କ ନାଁ ବିଶ୍ୱଜିତ ମଲ୍ଲିକ। ୨୦୧୯ରେ ସେମାନେ ପ୍ରେମ ବିବାହ କରିଥିଲେ। ସେମାନଙ୍କର […]
ରାୟଗଡ:- ତା. ୨୫/୧୨- ରାୟଗଡ ଜିଲ୍ଲାସ୍ଥରୀୟ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପବିତ୍ର ଜୟନ୍ତୀ ଅବସରରେ ସ୍ଥାନୀୟ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି l ଏହି ଦିବସରେ ମୁଖ୍ୟ ଅତିଥି ଭାବରେ ରୟଗଡ଼ ଜିଲ୍ଲାପାଳ ଶ୍ରମତୀ ପାରୁଲ ପଟାୱରୀ ଯୋଗଦାନ କରି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ତୈଳ ଚିତ୍ରରେ ପୁଷ୍ପାଅର୍ଘ୍ୟ ଦେବl ସହ ଶ୍ରାଦ୍ଧଞ୍ଜଳି ଅର୍ପଣ କରିଥିଲେ ଓ ସୁଶlସନ ଦିବସ ଉପରେ […]
ନୟାଗଡ଼, (ଓଡ଼ିଶା ଦର୍ପଣ): ନୟାଗଡ଼ ପଞ୍ଚାୟତ ସମିତି ସଭାକକ୍ଷରେ ବିଶ୍ଵନାଥ ମହାପାତ୍ରଙ୍କ ସଦ୍ୟ ପ୍ରକାଶିତ ଉପନ୍ୟାସ ‘ଏଥୁ ଅନନ୍ତରେ’ ର ପାଠକୀୟ ଚର୍ଚ୍ଚା ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ! ପୁସ୍ତକର ସମୀକ୍ଷକ ଭାବରେ ଯୋଗଦେଇ ସାହିତ୍ୟିକ ତଥା ବିଧାୟକ ଡ.ଅରୁଣକୁମାର ସାହୁ ଉପନ୍ୟାସର ବିବିଧ ଦିଗ ଉପରେ ଆଲୋକପାତ କରି ଏହାକୁ ଏକ ସଫଳ ଯୁଗାନ୍ତକାରୀ ସୃଷ୍ଟି ବୋଲି କହିଥିଲେ ! ସ୍ଥାନ,କାଳ ଓ ପାତ୍ରର ଚୟନ, ଉପସ୍ଥାପନ ଓ ଗତିଶୀଳତାକୁ ଶ୍ରୀ […]
