ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ ଆରମ୍ଭରେ ହିଁ ପ୍ରଭୁ ଜଗନ୍ନାଥ ଓ ପୁରୀ ସହ ଜଡିତ ବିକାଶ ପ୍ରକଳ୍ପ ବାବଦରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ପାଇଁ ୧ ହଜାର କୋଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଶ୍ରୀଜଗନ୍ନାଥ ମନ୍ଦିର ପାଇଁ ‘ସମର୍ପଣ’ ନାଁରେ ଅନଲାଇନ ଡିଜିଟାଲ ହୁଣ୍ଡି କରାଯିବ। ରତ୍ନଭଣ୍ଡାର ଗଣତିମଣତି ପାଇଁ ୫ କୋଟି ଟଙ୍କା […]
ଆସିଲା ରାଜ୍ୟ ବଜେଟ୍ ୨୦୨୬-୨୭। ବିଧାନସଭାରେ ବଜେଟ୍ ଉପସ୍ଥାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚଳିତବର୍ଷ ୩ ଲକ୍ଷ ୧୦ ହଜାର କୋଟିର ବଜେଟ୍ ଉପସ୍ଥାପନ କରାଯାଉଛି। ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି।ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ବ୍ୟବସ୍ଥା ହୋଇଛି। ପଞ୍ଚାୟତିରାଜ ବିଭାଗ ପାଇଁ ୩୪ ହଜାର ୧୧୪.୧୪ କୋଟି ଏବଂ ୧୦୦ଟି ମଡେଲ ମଣ୍ଡି ପାଇଁ ବ୍ୟବସ୍ଥା ହୋଇଛି। ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ […]
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ପୂର୍ବରୁ ଗୁରୁବାର ରାଜ୍ୟ ସରକାର ବିଧାନସଭାରେ ଅର୍ଥନୀତିକ ସର୍ଭ ଉପସ୍ଥାପନ କରିଥିଲେ । ଅର୍ଥନୈତିକ ସର୍ଭରେ ବିକାଶର ଗୋଲାପୀ ଚିତ୍ର ରଖିଥିଲେ ସରକାର । ବଜେଟର ଅର୍ଥନୀତିକ ସର୍ଭରେ କରାଯାଇଥିବା ଆଗୁଆ ଆକଳନକୁ ବାସ୍ତବ ରୂପ ଦେବା ପାଇଁ ପ୍ରୟାସ କରାଯାଇଛି !ଗତବର୍ଷ ରାଜ୍ୟ ସରକାର ୨ ଲକ୍ଷ ୯୦ ହଜାର କୋଟିର ପୂର୍ଣ୍ଣାଙ୍ଗ ବଜେଟ ଆଣିଥିଲେ […]
ଡ୍ରପ୍ ଆଉଟକୁ ନେଇ ବିଧାନସଭାରୁ ଆସିଛି ବଡ ଖବର । ପୁଣି ବଢ଼ିଛି ଡ୍ରପ୍ ଆଉଟ୍। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି।ନବମ ଓ ଦଶମ ଶ୍ରେଣୀରେ ୧୨.୫% ଝିଅ, ୧୭.୩ % ପୁଅ ପାଠ ଛାଡିଛନ୍ତି । ଷଷ୍ଠରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୩.୨% ଡ୍ରପ ଆଉଟ କରିଛନ୍ତି ଛାତ୍ରଛାତ୍ରୀ । ପ୍ରଥମରୁ ପଞ୍ଚମ ଶ୍ରେଣୀ ଭିତରେ ୦.୭% ପିଲା ପାଠ ଛାଡିଛନ୍ତି । ୨୦୨୪-୨୫ ଶିକ୍ଷାବର୍ଷରେ ୯ମ ଓ ୧୦ମର ସବୁଠୁ ଅଧିକ ଡ୍ରପ […]
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଭାରତ-ପାକିସ୍ତାନ ମଧ୍ୟରେ ଗତବର୍ଷ ହୋଇଥିବା ଯୁଦ୍ଧ ବନ୍ଦ କରିବାରେ ମଧ୍ୟସ୍ଥତା କରିଥିବା ନେଇ ଦାବି ଦୋହରାଇଛନ୍ତି। ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା ଯାହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ବ୍ୟାପକ ଭାବରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶାନ୍ତି ପାଇଁ ସମ୍ପୂର୍ଣ୍ଣ ଶ୍ରେୟ ନେଇଥିଲେ। ଏହା ବ୍ୟତୀତ, ସେ ପାକିସ୍ତାନ ପ୍ରଧାନମନ୍ତ୍ରୀ […]
ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି।ବାରମ୍ବାର ଗୃହ ମୁଲତବୀ ପରେ ମୁଲତବୀ କରୁଛନ୍ତି ବାଚସ୍ପତି ସୁରମା ପାଢୀ । ଚାଷୀ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଛନ୍ତି ବିରୋଧୀ ଏଥିସହ ପ୍ଲାକାର୍ଡ ଧରି ନାରାବାଜି କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ତେବେ ଚାଷୀଙ୍କ ସମସ୍ୟା ସମାଧାନ ପାଇଁ ୩ଟି ଦାବି ରଖିଲା ବିଜେଡି । ମୁଖ୍ୟମନ୍ତ୍ରୀଙ୍କ ବିବୃତି ସହ ଯୋଗାଣ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି […]
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି । ପୁଣି କମିଲା ସୁନା କିନ୍ତୁ ଆଜି ରୂପା ଦର ଅପରିବର୍ତ୍ତିତ ରହିଛି । ଆଜି ୨୪କ୍ୟାରେଟ ସୁନାର ଦାମ୍ ୧୦ଗ୍ରାମ୍ ପ୍ରତି ୩୨୦ଟଙ୍କା ହ୍ରାସ ପାଇ ୧ଲକ୍ଷ ୫୬ହଜାର ୩୨୦ଟଙ୍କାରେ ପହଞ୍ଚିଛି । ଗତକାଲି ୨୪କ୍ୟାରେଟ ସୁନାର ଦାମ୍ ୧ଲକ୍ଷ ୫୬ହଜାର ୬୪୦ଟଙ୍କା ରହିଥିଲା । ସେହିପରି ୨୨କ୍ୟାରେଟ ସୁନାର ଦାମ୍ ଆଜି ୩ଶହ […]
ଚାଲିପାରୁନି ଗୃହ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି । ଗୃହରେ ଚାଷୀ ସମସ୍ୟା ନେଇ ବିଜେଡି ଓ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ ଜାରି ରଖିଛନ୍ତି । ଆଜି ମାତ୍ର ୬ମିନିଟ ଗୃହ ଚାଲିବା ପରେ ଆଜି ପ୍ରଶ୍ନକାଳ ମୁଲତବୀ କରିଥିଲେ ବାଚସ୍ପତି ସୁରମା ପାଢୀ । ବିଜେଡି ସଦସ୍ୟମାନେ ହାତରେ ପ୍ଲାକାର୍ଡ ଧରି ପ୍ରତିବାଦ କରିଥିବା ବେଳେ କଂଗ୍ରେସ ସଦସ୍ୟମାନେ କଳାପଟି ବାନ୍ଧି ପ୍ରତିବାଦ କରିଛନ୍ତି । ୧୧ଟା ୩୦ପରେ ଗୃହ କାର୍ଯ୍ୟ ଆରମ୍ଭ ହେବାରୁ […]
୨୦୨୬ର ପ୍ରଥମ ଚନ୍ଦ୍ର ଗ୍ରହଣ, ପୁଣି ବଡ଼ ଗ୍ରହଣ |ଏଥର ଦୋଳ ପୂର୍ଣ୍ଣିମା ଫାଲଗୁନ ପୂର୍ଣ୍ଣିମାରେ ପଡ଼ୁଛି ।୨୦୨୬ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ମାର୍ଚ୍ଚ ୩ ତାରିଖରେ ଘଟିବ, ଏବଂ ଏହା କେବଳ ଏକ ଚମତ୍କାର ଜ୍ୟୋତିର୍ବିଜ୍ଞାନ ଘଟଣା ହେବ ନାହିଁ, ବରଂ ଭାରତ ସମେତ ସାରା ବିଶ୍ୱରେ ଦୃଶ୍ୟମାନ ହେବ। ଏହି ପୂର୍ଣ୍ଣ ଚନ୍ଦ୍ରଗ୍ରହଣର ଭାରତୀୟ ମାନକ ସମୟ ଅନୁସାରେ ଏକ ନିର୍ଦ୍ଦିଷ୍ଟ ସମୟ ଏବଂ ସ୍ଥାନ ରହିବ। ପଞ୍ଚାଙ୍ଗ ଅନୁସାରେ , ଚନ୍ଦ୍ରଗ୍ରହଣ ମାର୍ଚ୍ଚ […]
ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ଓୟୋ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି, ଯୁବକଙ୍କ ମୃତ୍ୟୁ ପରେ ତାଙ୍କ ପ୍ରେମିକା ଏବେ ଫେରାର୍ ଥିବା ସୂଚନା ମିଳିଛି।ପରିବାର ଲୋକଙ୍କ ଅଭିଯୋଗ ମତେ ଯୁବକଙ୍କର ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ଥିଲା ।ମୃତ ଯୁବକ ପୁରୁଣା ଭୁବନେଶ୍ୱର ଅଞ୍ଚଳର। ସେ ଉକ୍ତ ଯୁବତୀଙ୍କ ସହ ଦୀର୍ଘ ୬ […]
ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା ଆରମ୍ଭ କରିବାକୁ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପଦକ୍ଷେପ ଚଳିତ ବର୍ଷ ଏପ୍ରିଲରୁ ସାରା ଦେଶରେ ପର୍ଯ୍ୟାୟକ୍ରମେ କାର୍ଯ୍ୟକାରୀ କରାଯିବ। ଏହା ଉଲ୍ଲେଖନୀୟ ଯେ ଏହି ପ୍ରକ୍ରିୟା ନିର୍ବାଚନ କମିଶନଙ୍କ ଦ୍ୱାରା ବିହାର ସମେତ ୧୩ଟି ରାଜ୍ୟରେ ପୂର୍ବରୁ କାର୍ଯ୍ୟକାରୀ ହୋଇସାରିଛି।ଅବଶିଷ୍ଟ ୨୨ ରାଜ୍ୟ ଓ କେନ୍ଦ୍ର ଶାସିତ […]
ଏଣିକି ତୃତୀୟ ଲିଙ୍ଗ ବା କିନ୍ନର ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା (ଓସିଏସ୍ଇ) ଦେଇପାରିବେ । ଏ ସଂକ୍ରାନ୍ତରେ ଓଡ଼ିଶା ଲୋକସେବା ଆୟୋଗଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯଦି ତୃତୀୟ ଲିଙ୍ଗ ମାନ୍ୟତା ପାଇବା ପରେ ପ୍ରାର୍ଥୀଙ୍କ ନାମରେ କୌଣସି ପରିବର୍ତ୍ତନ ହୋଇଥାଏ, ତେବେ ସେ ସମ୍ପର୍କିତ ଡକ୍ୟୁମେଣ୍ଟ ମଧ୍ୟ ଦାଖଲ କରିବା ଅନିର୍ବାର୍ଯ୍ୟ। ଏହି ନିଷ୍ପତ୍ତି ପଛରେ ଓଡ଼ିଶା ମାନବାଧିକାର କମିଶନ OHRCଙ୍କ ନିର୍ଦ୍ଦେଶ ରହିଛି। ଆସନ୍ତା ୨୦ ତାରିଖ ପଞ୍ଜୀକରଣ ଅବଧି […]
