author

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଓଏଏସ୍ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର । ଅନାମ ଚରଣ ମିଶ୍ର ହେଲେ କଟକ ମହାନଗର ନିଗମ କମିଶନର । କଳ୍ପତରୁ ବେହେରା ହେଲେ କଟକ ମହାନଗର ମିଗମ ଅତିରିକ୍ତ କମିଶନର । ସେ ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କର ପ୍ରାଇଭେଟ ସେକ୍ରେଟାରୀ ଥିଲେ। ପ୍ରଦୀପ କୁମାର ରାଉତ ହେଲେ ଓକାକ ମୁଖ୍ୟ ନିର୍ବାହୀ ଅଧିକାରୀ । ଅଶୋକ କୁମାର ଗଡତିଆ ହେଲେ ଅତିରିକ୍ତ ଅବକାରୀ କମିଶନର […]

ଶୈଳ ଶ୍ରୀକ୍ଷେତ୍ରରେ ଲୋକାର୍ପିତ ହେଲା ଜଗନ୍ନାଥ ଭଜନ

ନୟାଗଡ଼,(ଓଡ଼ିଶା ଦର୍ପଣ): ଇଣ୍ଡିଆନ ମ୍ୟୁଜିକ କ୍ରିଏସନ,ନୟାଗଡ଼ ଦ୍ୱାରା ପ୍ରଯୋଜିତ ଭଜନ ‘ଆକାଶ ପରି ମୁହଁକୁ ଶଗଡ଼ ପରି ଆଖି’ ଅନୁଗୁଳ ଶୈଳ ଶ୍ରୀକ୍ଷେତ୍ରରେ ଲୋକାର୍ପିତ ହୋଇଯାଇଛି। ଆକାଶବାଣୀ କଟକ କେନ୍ଦ୍ରର ସ୍ୱୀକୃତି ପ୍ରାପ୍ତ ଗୀତିକାର ବିରଞ୍ଚିନାରାୟଣ ତ୍ରିପାଠିଙ୍କ ରଚିତ ଏହି ଭଜନ ଗୁଡିକରେ କଣ୍ଠଦାନ ଏବଂ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ବେତାର କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନାଲକୋ ଜେନେରାଲ ମ୍ୟାନେଜର ଇଂ ଦିଲ୍ଲୀପ କୁମାର ସାହୁ […]

ପୁଣି ଖାକିରେ ଲାଗିଲା କଳଙ୍କ। ଥାନାବାବୁ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ।

ରାଉରକେଲାରେ ପୁଣି ଲଜ୍ଜା। ଥାନା ଭିତରେ ମହିଳା ପୁଲିସ କର୍ମଚାରୀଙ୍କ ଅସଦାଚରଣ ଅଭିଯୋଗ। ଅଭିଯୋଗ ଆସିଛି ବନ୍ଧମୁଣ୍ଡା ଥାନା ଅଧିକାରୀ ଅଶୋକ କୁମାର ଦାସଙ୍କ ନାଁରେ। ଏନେଇ ମହିଳା କର୍ମଚାରୀଜଣକ ବଣ୍ଡମୁଣ୍ଡା ଥାନାର ଆଇଆଇସିଙ୍କ ନାଁରେ ଅସଦାଚରଣ କରିଥିବା ଅଭିଯୋଗ ଆଣିଛନ୍ତି । ଅଭିଯୋଗ ପରେ ଆଇଆଇସିଙ୍କୁ ଏସପି ଅଫିସକୁ ବଦଳି କରାଯାଇଛି। ତେବେ ଏହି ଘଟଣା ମହିଳା ଡିଏସପିଙ୍କ ଦ୍ୱାରା ତଦନ୍ତ ଆରମ୍ଭ ହୋଇଛି। ତେବେ ଏଠି ପ୍ରଶ୍ନ ଉଠୁଛି ଯେ ଖୋଦ୍‌ ଥାନାରେ କାର୍ଯ୍ୟରତ […]

ସମ୍ବଲପୁରୀ ଗାୟିକା ରୁକ୍‌ସାନାଙ୍କ କବର ନଖୋଳି ଫେରିଆସିଲେ ମାଜିଷ୍ଟ୍ରେଟ୍‌-ପୋଲିସ

ଆଲବମ୍ ଅଭିନେତ୍ରୀ ରୁକ୍‌ସାନା ବାନୋ ମୃତ୍ୟୁ ଘଟଣାରେ କବର ଖୋଳି ଶବ ବାହାର କରିବା ପାଇଁ ମନା କଲେ ପରିବାର ଲୋକେ । କବରସ୍ଥାନରେ ହଙ୍ଗାମା କଲେ ରୁକ୍‌ସାନାଙ୍କ ମା’ । ପୋଲିସକୁ ଗାଳି କରିବା ସହ କବର ଖୋଳିଲେ ପୋଲିସ ବିରୋଧରେ କେସ୍ କରିବେ ବୋଲି ଅଭିନେତ୍ରୀଙ୍କ ମା’ କହିଛନ୍ତି । ସଦର ଥାନା ଏବଂ ଟାଉନ ଥାନା ପୋଲିସ ତାଙ୍କ ମା’ଙ୍କୁ ବୁଝାଇବାରେ ଅସଫଳ ହେବାପରେ ଫେରିଆସିଥିଲେ | ସୂଚନାମୁତାବକ ବଲାଙ୍ଗୀରରେ ଆଲବମ୍‌ ଶୁଟିଂ […]

ଆନ୍ଦୋଳନରୁ ଓହରିଲେ ସଫେଇ କର୍ମଚାରୀ ।

ବୋନସ୍ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ । ୩ ଦିନ ପରେ ଆନ୍ଦୋଳନରୁ ଓହରିଲେ ସଫେଇ କର୍ମଚାରୀ । ଆନ୍ଦୋଳନ ପ୍ରତ୍ୟାହର ପରେ ହସ୍ପିଟାଲରେ ସଫେଇ କାର୍ଯ୍ୟ ସ୍ୱାଭାବିକ । ସୂଚନାମୁତାବକ ସଫେଇ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲରେ ତିନି ଦିନ ହେବ ହସ୍ପିଟାଲରେ ସଫେଇ କାର୍ଯ୍ୟ ହୋଇ ନଥିଲା । ତୃତୀୟ ଦିନରେ ସଫେଇ କର୍ମଚାରୀ କ୍ୟାପିଟାଲ୍ ହସ୍ପିଟାଲ୍ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ଜାରି ରଖିଥିଲେ ।ପୂଜା […]

୨୭ରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ ।

ବିଜେଡିର ବସିବାକୁ ଯାଉଛି ବଡ଼ ବୈଠକ। ଅଧ୍ୟକ୍ଷତା କରିବେ ଖୋଦ୍‌ ସୁପ୍ରିମୋ ନବୀନ ପଟ୍ଟନାୟକ। ଆସନ୍ତା ୨୭ ତାରିଖ ଶୁକବ୍ରାର ଶଙ୍ଖ ଭବନରେ ଏକାଠି ହେବେ ବିଜେଡିର ସବୁ ବରିଷ୍ଠ ନେତା ଓ ଜିଲା ସଭାପତି। ଆଗକୁ ହେବାକୁ ଥିବା ପଦଯାତ୍ରା ସମ୍ପର୍କରେ ଆଲୋଚନା ହେବ । ଫୋକସରେ ରହିବ ନିର୍ବାଚନ ପରାଜୟ ପୋଷ୍ଟମର୍ଟର କାରଣ ଖୋଜା କମିଟି ଚୟନ ।ତେବେ ଦଳରେ ଅନ୍ତ କନ୍ଦଳ ବଢୁଥିବାରୁ ଦଳକୁ କିପରି ସୁଦୃଢ କରାଯିବ ଏନେଇ ଅଣ୍ଟା କଷିଛନ୍ତି […]

ସବୁ ଟେଷ୍ଟ ପାଇଁ ରାଜି ହେଲେ ଦୀନକୃଷ୍ଣ ମିଶ୍ର

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଅଭିଯୋଗ ମାମଲାରେ ଭରତପୁର ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ହୋଇପାରେ ପଲିଗ୍ରାଫ ଟେଷ୍ଟ।ଏଥିପାଇଁ ଭୁବନେଶ୍ୱର SDJM କୋର୍ଟରେ ହାଜର ହୋଇଛନ୍ତି ଦୀନକୃଷ୍ଣ। ଏଥିସହ ସେ ସମସ୍ତ ପ୍ରକାର ଟେଷ୍ଟ ପାଇଁ ସହମତି ପ୍ରକାଶ କରିଛନ୍ତି। ଖବର ଅନୁଯାୟୀ, ଭରତପୁର ଥାନା ହାଇଡ୍ରାମା ଘଟଣାରେ ତଦନ୍ତ କରୁଛି କ୍ରାଇମ୍‌ବ୍ରାଞ୍ଚ । ଏହିକ୍ରମରେ ଭରତପୁର ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରିଛି କ୍ରାଇମବ୍ରାଞ୍ଚ । କୋର୍ଟରେ […]

ମହିଳା ଦିବସରେ ଏକକାଳୀନ ମିଳିବ ଦ୍ବିତୀୟ କିସ୍ତି

ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍‌ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି ମାର୍ଚ୍ଚ ୮ ପୂର୍ବରୁ ସୁଭଦ୍ରା ଯୋଜନାର ସମସ୍ତ ହିତାଧିକାରୀଙ୍କୁ ପ୍ରଦାନ କରାଯିବ ପ୍ରଥମ କିସ୍ତି । କିନ୍ତୁ ଦ୍ବିତୀୟ କିସ୍ତି ଏକକାଳୀନ ମହିଳା ଦିବସ ଦିନ କୋଟିଏ ମହିଳାଙ୍କୁ ପ୍ରଦାନ କରାଯିବ । ୯୨ ଲକ୍ଷ ଆବେଦନ କରିସାରିଲେଣି । ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ଦେଇସାରିଛୁ । ଆଉ ସପ୍ତାହେ ମଧ୍ୟରେ କୋଟିଏ ଆବେଦନ ଆସିଯିବ […]

ଦୁଇଦିନିଆ ସମରାଭ୍ୟାସ ସାଗର କବଚ-୨ ଆରମ୍ଭ

ପାରାଦୀପରେ ଆଜିଠାରୁ ଆରମ୍ଭ ହୋଇଛି ଦୁଇଦିନିଆ ଉପକୂଳ ସମରାଭ୍ୟାସ । ଏହି ମିଳିତ ସମରାଭ୍ୟାସର ନାଁ ରଖାଯାଇଛି ‘ସାଗର କବଚ-୨’ । ଏହି ମିଳିତ ସମରାଭ୍ୟାସରେ ମେରାଇନ ପୋଲିସ, କୋଷ୍ଟ ଗାର୍ଡ, ନୌସେନା, ବନବିଭାଗ, ମତ୍ସ୍ୟ ବିଭାଗ, ଗୁଇନ୍ଦା ସଂସ୍ଥା ଭଳି ଏକାଧିକ ବିଭାଗ ଏଥିରେ ସାମିଲ ହୋଇଥିବା ଜଣାପଡିଛି । ଚଳିତ ବର୍ଷର ଦ୍ବିତୀୟ ସମରାଭ୍ୟାସ ସାଗର କବଚ-୨ ଦୁଇଦିନ ଧରି ଗଭିର ସମୁଦ୍ରରେ ଆରମ୍ଭ ହୋଇଯାଇଛି। ଏହି ମିଳିତ ସମରାଭ୍ୟାସରେ ଜଳପଥରେ ହେଉଥିବା ଆତଙ୍କବାଦୀ […]

ରାଉରକେଲାରେ ପୁଣି ଲଜ୍ଜା, ୪ ଦିନ ମଧ୍ୟରେ ଦୁଇ ଦୁଇଟି ଗଣଦୁଷ୍କର୍ମ ଘଟଣା

ରାଉରକେଲାରେରେ ଘଟିଛି ଲଜ୍ଜାଜନକ ଘଟଣା। ଯୌନ ପିପାସୁମାନେ ନାବାଳିକାଙ୍କୁ ଛାଡ଼ି ନାହାନ୍ତି। ଜଣେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ରଘୁନାଥପାଲି ଥାନା ଅଞ୍ଚଳ ଏକ ରେଷ୍ଟୁରାଣ୍ଟରେ ଜଣେ ନାବାଳିକାକୁ ୫ ଜଣ ଗଣଦୁଷ୍କର୍ମ କରିଛନ୍ତି । ଯାହାର ଅଭିଯୋଗ ରଘୁନାଥପାଲି ଥାନାରେ ହୋଇଛି । ପୁଲିସ ଅଭିଯୁକ୍ତ ଯୁବକଙ୍କୁ ଧରିବାକୁ ଖୋଳତାଡ ଆରମ୍ଭ କରିଛି ଓ ଘଟଣାର ତଦନ୍ତ କରୁଛି।ଗତ ୨୧ ତାରିଖରେ ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା ବିଶ୍ରା ଛକ ନିକଟ ଜଙ୍ଗଲରେ ଦୁଇ […]

ଲଘୁଚାପ ସୃଷ୍ଟି : ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ

କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ମଙ୍ଗଳବାର ପଶ୍ଚିମ-କେନ୍ଦ୍ରୀୟ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟରେ ଅଧିକ ବର୍ଷା ହୋଇପାରେ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।୨୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ାର କିଛି ସ୍ଥାନରେ ପ୍ରବଳ […]

ଭରତପୁର ଥାନାରେ କ୍ରାଇମ୍‌ବ୍ରାଞ୍ଚ, କୋର୍ଟରେ ହାଜର ହେବେ ନିଲମ୍ବିତ IIC

ଭରତପୁର ଥାନା ମାମଲାରେ ତଦନ୍ତକୁ ଜୋରଦାର କରୁଛି କ୍ରାଇମବ୍ରାଞ୍ଚ। ବିଭିନ୍ନ ଦିଗକୁ ନେଇ ତଦନ୍ତ ଆଗକୁ ବଢୁଛି। ଆଜି ଗ୍ରାଉଣ୍ଡ ଜିରୋରେ ପହଞ୍ଚି ତନାଘନା କରିବ କ୍ରାଇମବ୍ରାଞ୍ଚ ଟିମ୍।ଏହାପରେ ପଥରଗାଡିଆ ଯିବ ଟିମ୍‌ । ପଥରଗାଡ଼ିଆ ରାସ୍ତାରେ ମେଜର ଓ ତାଙ୍କ ବାନ୍ଧବୀଙ୍କ ସହ କିଛି ରୋଡ୍ ରୋମିଓ ଝାମେଲା କରିଥିଲେ। ସେହିପରି ଭରତପୁର ଥାନାରେ ସେମାନଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଥିଲା। ଏସବୁ ସ୍ଥାନରେ ସେଦିନ କ’ଣ ଘଟିଥିଲା, କେଉଁ ପରିସ୍ଥିତିରେ ଗଣ୍ଡଗୋଳ ହୋଇଥିଲା ? […]