ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏଥିରେ କେଏଲ ରାହୁଲଙ୍କୁ ଅଧିନାୟକ ଦାୟିତ୍ୱ ମିଳିଛି । ସେ ଆହତ ହୋଇ ବାଦ ପଡିଥିବା ଶୁଭମନ ଗିଲ୍ ଏବଂ ଉପ ଅଧିନାୟକ ଶ୍ରେୟସ ଆୟରଙ୍କ ଜାଗାରେ ଦଳର ନେତୃତ୍ୱ ନେବେ । ତେବେ ଏହି ଦଳରୁ ଅପ୍ରତ୍ୟାଶିତ ଭାବରେ ୫ ଜଣ ଷ୍ଟାର୍ ଖେଳାଳିଙ୍କୁ ବାଦ୍ ଦେଇଛି ବିସିସିଆଇ । କେହି ଆହତ ସମସ୍ୟା ଦେଇ ଗତି କରୁଥିବା ବେଳେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): କ୍ରିକେଟ ଖେଳା ଯାଉଥିବା ଆଇପିଏଲ ଢାଞ୍ଚାରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶା ଚେସ ପ୍ରିମିୟର ଲିଗ୍ ଭୁବନେଶ୍ୱର ଠାରେ ଆସନ୍ତା ୧୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଚେସ ପ୍ରିମିୟର ଲିଗ ପାଇଁ ଖେଳାଳି ନିଲାମୀ ପ୍ରକ୍ରିୟା ଭୁବନେଶ୍ୱର ସ୍ଥିତ ହୋଟେଲ ଲେମନ ଟ୍ରି ଠାରେ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟ ତଥା ଜାତୀୟ ସ୍ତରର ମନ୍ୟତା ପ୍ରାପ୍ତ ଖେଳାଳି ମାନେ ସାମିଲ ହୋଇଥିବା ବେଳେ ୧୨ଟି […]
ନୟାଗଡ଼,(ଓଡ଼ିଶା ଦର୍ପଣ) : ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ ଅଲ ଓଡ଼ିଶା ଚେସ ଆସୋସିଏସନର ମିଳିତ ଆନୁକୂଲ୍ୟ ତଥା କେସି କ୍ଳବର ପ୍ରତ୍ୟକ୍ଷ ସହଯୋଗରେ ଚାଲିଥିବା ନୟାଗଡ଼ ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ-୨୦୨୫ ଉଦଯାପିତ ହୋଇଯାଇଛି। ଏଥିରେ ଜୁନିଅର ବିଭାଗରେ ସ୍ୱୟଂ ପ୍ରକାଶ ସାହୁ ସର୍ବାଧିକ ପଏଣ୍ଟ ପାଇ ଚାମ୍ପିୟନ ହୋଇଥିବା ବେଳେ ସିନିଅର ବିଭାଗରେ ଦାସ ଜିତେନ୍ଦ୍ର କୁମାର ଚମ୍ପିୟାନ ହୋଇଛନ୍ତି। ଦୁଇଦିନିଆ ଏହି ଟୁର୍ଣ୍ଣାମେଣ୍ଟରେ ମୋଟ ୬ ରାଉଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଉଥିଲା। […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ, ଅଲ ଓଡ଼ିଶା ଚେସ ଆସୋସିଏସନ ତଥା କେସି କ୍ଲବର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ସ୍ଥାନୀୟ କେସି କ୍ଲବଠାରେ ଉଦଘାଟିତ ହୋଇଯାଇଛି। ପୂର୍ବତନ କନ୍ଧମାଳ ସାଂସଦ ତଥା ନୟାଗଡ଼ର ବିଶିଷ୍ଟ ନାରୀନେତ୍ରୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦାନ ପୂର୍ବକ ପ୍ରଦୀପ ପ୍ରଜ୍ବଳନ କରି ବିଧିବଦ୍ଧ ଭାବେ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିଥିଲେ। ଏହି ଅବସରରେ ଅନୁଷ୍ଠାନ ପକ୍ଷରୁ ମୁଖ୍ୟଅତିଥି ଏବଂ ମ୍ୟାଚ ପରିଚାଳନା […]
ପାକଟିକା ପ୍ରଦେଶରେ ପାକିସ୍ତାନର ଏୟାର୍ ଷ୍ଟ୍ରାଇକ୍ରେରେ ୩ ଆଫ୍ଗାନୀ କ୍ରିକେଟର୍ଙ୍କ ମୃତ୍ୟୁ ହୋଇଛି ବୋଲି ଅଭିଯୋଗ ଅାଣିଛି ଆଫ୍ଗାନିସ୍ତାନ। ତିନି ଜଣ ଆଫଗାନିସ୍ତାନ ଘରୋଇ କ୍ରିକେଟରଙ୍କ ମୃତ୍ୟୁ ପରେ, ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ପାକିସ୍ତାନ ଏବଂ ଶ୍ରୀଲଙ୍କାକୁ ନେଇ ହେବାକୁ ଥିବା ଆଗାମୀ ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜରୁ ଓହରି ଯିବାର ନିଷ୍ପତ୍ତି ଘୋଷଣା କରିଛି।ପାକିସ୍ତାନର ଏଭଳି ଆକ୍ରମଣକୁ ନିନ୍ଦା କରିଛି ଆଫଗାନିସ୍ତାନ । ଏହାକୁ ପାକିସ୍ତାନର ଭୀରୁତା ଓ ବର୍ବରତା କୁହାଯାଇଛି ।ସୂଚନା ରହିଛି ଯେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆସନ୍ତା ଅକ୍ଟୋବର ୧୮ ଏବଂ ୧୯ ତାରିଖ ଦୁଇଦିନ ଧରି ସ୍ଥାନୀୟ କେସି କ୍ଳବ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ ଅଲ ଓଡ଼ିଶା ଚେସ ଆସୋସିଏସନର ମିଳିତ ଆନୁକୂଲ୍ୟ ତଥା କେସି କ୍ଳବର ପ୍ରତ୍ୟକ୍ଷ ସହଯୋଗରେ ଅନୁଷ୍ଠିତ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ୧୭ ବର୍ଷରୁ କମ କନିଷ୍ଠ ବର୍ଗ ଏବଂ ୧୭ ବର୍ଷରୁ ଉର୍ଦ୍ଧ୍ୱ ବରିଷ୍ଠ ବର୍ଗ ଏହିପରି ଦୁଇଟି […]
ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ୍ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଦଳରେ ଅନେକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି ।ଅଧିନାୟକ ଶୁବମନ ଗିଲଙ୍କ ନେତୃତ୍ବରେ ଦଳ ଘୋଷଣା । ଅଲରାଉଣ୍ଡର ରବୀନ୍ଦ୍ର ଜାଡ଼େଜାଙ୍କୁ ଉପଅଧିନାୟକ ଦାୟିତ୍ୱ । ଆହତ ଜନିତ କାରଣ ପାଇଁ ଋଷଭ ପନ୍ତ ସ୍ଥାନ ପାଇଲେ ନାହିଁ । କେବେ ୱିକେଟ କିପର ତାଲିକାରେ ଧ୍ରୁବ ଜୁରେଲଙ୍କ ସହ ଏନ୍ ଜଗଦିଶାନ । ବାଦ ପଡ଼ିଲେ କରୁଣ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆସନ୍ତା ଅକ୍ଟୋବର ୧୧ ଏବଂ ୧୨ ତାରିଖ ଦୁଇଦିନ ଧରି ସ୍ଥାନୀୟ କେସି କ୍ଳବ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ ଅଲ ଓଡ଼ିଶା ଚେସ ଆସୋସିଏସନର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ୧୭ ବର୍ଷରୁ କମ ବର୍ଗ ଏବଂ ୧୭ ବର୍ଷରୁ ଉର୍ଦ୍ଧ୍ୱ ବର୍ଗ ଏହିପରି ଦୁଇଟି ବିଭାଗରେ ଚେସ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏ ନେଇ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଚଳିତ ସେପ୍ଟେମ୍ବର ମାସ ୧୦ ତାରିଖ ରୁ ୧୨ ତାରିଖ ମଧ୍ୟରେ ୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ଟାଇକୋଣ୍ଡ ଏବଂ ଉସୁ ପ୍ରତିଯୋଗୀତା ୨୦୨୫-୨୬ କେନ୍ଦୁଝର ଜିଲ୍ଲାର ବଡ଼ବିଲ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏଥିରେ ନୟାଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ୫ ଜଣ ଖେଳାଳି ଏବଂ ଦୁଇଜଣ ଅଫିସିଆଲ୍ ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରୁ ୩ଜଣ ସ୍ବର୍ଣ୍ଣ ପଦକ, ଜଣେ କାଂସ୍ୟ ଏବଂ ଅନ୍ୟ ଜଣେ ରୌପ୍ୟ ପଦକ ହାସଲ କରି ଜିଲ୍ଲା […]
ଆଇସିସି ଟି୨୦ ବିଶ୍ବକପକୁ ନେଇ ନେଇ ବଡ଼ ଖବର ଆସିଛି । ପୁରୁଷ ଟି୨୦ ବିଶ୍ବକପର ୧୦ମ ସଂସ୍କରଣ ଭାରତ ଓ ଶ୍ରୀଲଙ୍କାରେ ଆୟୋଜନ ହେବ । ଏହି ବିଶ୍ବକପରେ ୨୦ଟି ଦଳ ଖେଳିବେ । ଏହି ବିଶ୍ବକପ୍ ୨୦୨୬ ଫେବୃଆରୀ ୭ରୁ ମାର୍ଚ୍ଚ ୮ ପର୍ଯ୍ୟନ୍ତ ଖେଳାଯିବାର ସମ୍ଭାବନା ରହିଛି । ଭାରତର ୫ଟି ଓ ଶ୍ରୀଲଙ୍କାର ୨ଟି ଷ୍ଟାଡିୟମରେ ଏହି ବିଶ୍ବକପର ସମସ୍ତ ୫୫ଟି ମ୍ୟାଚ୍ ଖେଳାଯିବ ।ଭାରତର ୫ଟି ଓ ଶ୍ରୀଲଙ୍କାର ୨ଟି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଗତ ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉ ଥିବା ଜାତୀୟ କ୍ରୀଡ଼ା ଦିବସ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଏକ ସାଇକେଲ ରାଲି ଅନୁଷ୍ଠିତ ହୋଇଥିଲା। ଏଥିରେ ଏନଏସି ହାଇସ୍କୁଲ ଏବଂ ବ୍ରଜେନ୍ଦ୍ର ହାଇସ୍କୁଲର ଛାତ୍ରଛାତ୍ରୀ ମାନେ ଭାଗ ନେଇଥିଲେ। ପୁରୁଣା ସହରସ୍ଥିତ ଦକ୍ଷିଣକାଳୀ ମନ୍ଦିର ସମ୍ମୁଖରୁ ମହର୍ଷି ବିଦ୍ୟାମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ସାଇକେଲ ରାଲିକୁ ମୁଖ୍ୟ ଅତିଥି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏବଂ […]
ଭାରତୀୟ କ୍ରିକେଟର ପୀୟୁଷ ଚାୱଲା ସମସ୍ତ ଫର୍ମାଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି । ଗତବର୍ଷ ମୁମ୍ବାଇ ଇଣ୍ଡିଆନ୍ସ ତରଫରୁ ଖେଳୁଥିଲେ । ସେ ଆଇପିଏଲ ୨୦୨୫ ନିଲାମୀରେ ନିଜର ନାମ ଦେଇଥିଲେ, କିନ୍ତୁ ଅନସୋଲ୍ଡ ରହିଥିଲେ । ଚାୱଲା ୨୦୦୭ ଟି-୨୦ ବିଶ୍ୱକପ୍ ଏବଂ ୨୦୧୧ ଏକଦିବସୀୟ ବିଶ୍ୱକପରେ ଭାରତୀୟ ଦଳର ଅଂଶ ଥିଲେ । ଭାରତୀୟ ଦଳ ମହେନ୍ଦ୍ର ସିଂହ ଧୋନୀଙ୍କ ଅଧିନାୟକତ୍ୱରେ ସେହି ଦୁଇଟି ବିଶ୍ୱକପ୍ ଜିତିଥିଲା ।୩୬ ବର୍ଷୀୟ ପୀୟୂଷ ଚାୱଲା ଇନଷ୍ଟାଗ୍ରାମରେ […]
