ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ତଥା ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସଓ୍ବେଲ ଦିନିକିଆ କ୍ରିକେଟରୁ ସୋମବାର ଅବସର ଘୋଷଣା କରିଛନ୍ତି। ଅବସର ସମ୍ପର୍କରେ ମ୍ୟାକ୍ସଓ୍ବେଲ ଘୋଷଣା କରିବା ପରେ ତାଙ୍କ ପ୍ରଶଂସକମାନେ ନିରୁତ୍ସାହିତ ହୋଇପଡ଼ିଛନ୍ତି।ତେବେ ସେ ଟି୨୦ କ୍ରିକେଟ ଖେଳିବା ଜାରୀ ରଖିବେ ବୋଲି ସ୍ପଷ୍ଟ କରିଛନ୍ତି । ୨୦୧୫ ଓ ୨୦୨୩ ବିଶ୍ୱକପ ଜିତିଥିବା ଅଷ୍ଟ୍ରେଲିଆ ଦଳର ସେ ସଦସ୍ୟ ଥିଲେ । ସେ ୧୯୪ ଦିନିକିଆ କ୍ରିକେଟରେ ୩୩.୮୧ ଆଭରେଜରେ ୩୯୯୦ ରନ କରିଥିଲେ । ଏଥିରେ […]
ପାକିସ୍ତାନରେ ଆତଙ୍କବାଦୀ ଶିବିର ଉପରେ ଭାରତର ଏୟାରଷ୍ଟ୍ରାଇକ୍ ପରେ ଧର୍ମଶାଳା ବିମାନବନ୍ଦରକୁ ଅସ୍ଥାୟୀ ଭାବରେ ବନ୍ଦ କରାଯାଇଥିବାରୁ ସେଠାରେ ଖେଳାଯିବାକୁ ଥିବା ଆଇପିଏଲ୍ ମ୍ୟାଚ୍ ପ୍ରଭାବିତ ହେବ ବୋଲି କୁହାଯାଉଛି। ଗୁରୁବାର ଧର୍ମଶାଳାରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ମଧ୍ୟରେ ମ୍ୟାଚ୍ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହା ପରେ, ମେ’ ୧୧ରେ ସେଠାରେ ପଞ୍ଜାବ କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍ଆଇ) ମଧ୍ୟରେ ମ୍ୟାଚ୍ ଖେଳାଯିବା ନେଇ ପୂର୍ବରୁ କାର୍ଯ୍ୟକ୍ରମ ରହିଛି। ଏବେ […]
ଆଜି ଏପ୍ରିଲ୍ ୨୪ । ‘ଗଡ୍ ଅଫ୍ କ୍ରିକେଟ୍’ ଅର୍ଥାତ ସଚିନ ତେନ୍ଦୁଲକରଙ୍କ ଜନ୍ମଦିନ। ଏହି ଦିନଟିକୁ କେବଳ ଦେଶ ନୁହେଁ ସାରା ବିଶ୍ୱ ପାଳନ କରେ। ଭାରତର ପ୍ରତ୍ୟେକ ଗଳିରେ କ୍ରିକେଟକୁ ପହଞ୍ଚାଇବାରେ ମହାନ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି।୧୯୮୯ ମସିହା ନଭେମ୍ବର ୧୫ ତାରିଖରେ ପାକିସ୍ତାନ ବିପକ୍ଷରେ ଟେଷ୍ଟରେ ଡେବ୍ୟୁ କରିଥିଲେ ସଚିନ ତେନ୍ଦୁଲକର । ୨୩ ବର୍ଷର ଅନ୍ତର୍ଜାତୀୟ କ୍ୟାରିଅରରେ ସଚିନ ୬୬୪ଟି ଅନ୍ତର୍ଜାତୀୟ ମ୍ୟାଚ୍ ଖେଳି ୩୪ ହଜାର […]
ପହଲଗାମ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସବୁଦିନ ପାଇଁ କ୍ରିକେଟ ମ୍ୟାଚ ବନ୍ଦ କରିବାକୁ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ନିକଟରେ ଦାବି ହୋଇଛି। ପୂର୍ବତନ କ୍ରିକେଟର ଶ୍ରୀବତ୍ସ ଗୋସ୍ଵାମୀ ଏହି ଦାବି କରିଛନ୍ତି। ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ୍ ସମ୍ପର୍କ ଛିନ୍ନ ହେବା ନେଇ ପରୋକ୍ଷରେ ଇସାରା ଦେଇଛନ୍ତି ବିସିସିଆଇ ଉପାଧ୍ୟକ୍ଷ ରାଜୀବ ଶୁକ୍ଳା । କହିଛନ୍ତି, ପହଲଗାମରେ ଯାହା ଘଟିଲା, ତାହା ସମସ୍ତଙ୍କୁ ମର୍ମାହତ କରିଛି । ଏଭଳି ସ୍ଥିତିରେ […]
କୁସ୍ତି ଯୋଦ୍ଧା ତଥା ଜୁଲାନାରୁ କଂଗ୍ରେସ ବିଧାୟକ ଭିନେଶ ଫୋଗାଟ ସରକାରଙ୍କୁ ନିଜ ପସନ୍ଦ ଜଣାଇଛନ୍ତି । ତାଙ୍କୁ ସରକାରୀ ଚାକିରି, ପ୍ଲଟ୍ କିମ୍ୱା ୪ କୋଟି ଟଙ୍କା କ୍ୟାସ୍ ବିକଳ୍ପ ଦିଆଯାଇଥିଲା । ୨୦୨୪ ପ୍ୟାରିସ୍ ଅଲିମ୍ପିକରେ ସେ ଫାଇନାଲ୍ ଯାଏଁ ପହଞ୍ଚିଥିଲେ । କିନ୍ତୁ ୧୦୦ ଗ୍ରାମ ଓଜନ ଅଧିକ ହେବା ଯୋଗୁଁ ସେ ଫାଇନାଲ୍ ମୁକିବାଲ୍ ଖେଳିବା ପାଇଁ ଅଯୋଗ୍ୟ ହୋଇଥିଲେ । ଅଲିମ୍ପିକ୍ସରୁ ଅଯୋଗ୍ୟତା ବିବାଦ ପରେ, ଭିନେଶ କୁସ୍ତିରୁ ଅବସର […]
କୋଲକାତାର ଇଡେନ ଗାର୍ଡେନରେ IPL ୨୦୨୫ର ଉଦଘାଟନୀ ଉତ୍ସବ ଏକ ଚମତ୍କାର ଢଙ୍ଗରେ ଅନୁଷ୍ଠିତ ହୋଇଥିଲା। ବଲିଉଡ ସୁପରଷ୍ଟାର ଶାହରୁଖ ଖାନ, ଗାୟକ ଶ୍ରେୟା ଘୋଷାଲ ଏବଂ କରଣ ଔଜଲା ଏବଂ ବଲିଉଡ ଅଭିନେତ୍ରୀ ଦିଶା ପାଟନି କାର୍ଯ୍ୟକ୍ରମରେ ଯୋଗ ଦେଇ ଏହି କାର୍ଯ୍ୟକ୍ରମରେ ଗ୍ଲାମର ବୃଦ୍ଧି କରିଥିଲେ।ଶାହାରୁଖ ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଓ ରିଙ୍କୁ ସିଂଙ୍କ ସହ ଡ୍ୟାନ୍ସ ମଧ୍ୟ କରିଥିଲେ । ଦିଶା ପାଟନୀ ଓ ପଞ୍ଜାବୀ ଗାୟମ କରଣ ଔଜଲ ମଧ୍ୟ […]
ବୁଧବାରଠାରୁ ଆଇସିସି ଚମ୍ପିଆନ୍ସ ଟ୍ରଫି ପାକିସ୍ତାନ ଓ ୟୁଏଇରେ ଆରମ୍ଭ ହେଉଛି। ଏହି ଟୁର୍ଣ୍ଣାମେଣ୍ଟ ଦିନିକିଆ ଫର୍ମାଟରେ ଖେଳାଯିବ। ବୁଧବାର ପ୍ରଥମ ମ୍ୟାଚ୍ ଆୟୋଜକ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ଆଜିଠାରୁ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେଉଥିବା ବେଳେ ଏହା ୯ ମାର୍ଚ୍ଚ ପର୍ଯ୍ୟନ୍ତ ଖେଳାଯିବ । ଗ୍ରୁପ୍ -ଏରେ ଭାରତ ସହ ବାଂଲାଦେଶ, ପାକିସ୍ତାନ ଓ ନ୍ୟୁଜିଲ୍ୟାଣ୍ଡ ଅଛନ୍ତି । ଭାରତ ଏହାର ପ୍ରଥମ ମ୍ୟାଚ୍ ଆସନ୍ତାକାଲି ଖେଳିବ। କାଲି ଟିମ୍ ଇଣ୍ଡିଆ ବାଂଲାଦେଶକୁ ଭେଟିବ। […]
ବାରବାଟୀ ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ କୁ ନେଇ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟରେ ଅଦ୍ଭୂତପୂର୍ବ ଉତ୍ସାହ ଦେଖିବାକୁ ମିଳିଛି । ଦିନ ପାଖେଇବା ସହ ବଢୁଛି ଉତ୍କଣ୍ଠା । ତେବେ ମ୍ୟାଚ ପାଇଁ ବାରବାଟୀ ଷ୍ଟାଡିୟମକୁ ପାଣି ବୋତଲ ମନା । ଦର୍ଶକମାନେ ପାଣି ବୋତଲ ନେଇ ଷ୍ଟାଡିୟମକୁ ଯାଇପାରିବେ ନାହିଁ । ଷ୍ଟାଡିୟମକୁ ଫିଙ୍ଗିବା ଆଦି ସାମଗ୍ରୀ ଉପରେ କଟକଣା ରହିଛି । ସୁରକ୍ଷା ପାଇଁ ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ । […]
ବାରବାଟୀ ଦିନିକିଆକୁ ଆଉ ମାତ୍ର ଗୋଟିଏ ଦିନ। ସୁପର ସଣ୍ଡେରେ ହେବ ସୁପର ଲଢ଼େଇ । ଆଜି ଭୁବନେଶ୍ବରରେ ପହଞ୍ଚିବେ ରୋହିତ ଓ ବଟଲର ବାହିନୀ । ଭୁବନେଶ୍ବର ବିମାନ ବନ୍ଦରରୁ କଡ଼ା ସୁରକ୍ଷା ବଳୟରେ ଆସିବେ ହୋଟେଲ ମେ ଫେୟାର । ଦୁଇ ଟିମକୁ ଭବ୍ୟ ସ୍ୱାଗତ କରାଯିବ। ମେ ଫାୟାର ଆଗରେ ଲାଗିଛି ବଡ଼ ସ୍ବାଗତ ହୋର୍ଡିଂ । ହୋଟେଲ ବାହାରେ ସଜା ହୋଇଛି ଫୁଲ କୁଣ୍ଡ । ପାରମ୍ପରିକ ନୃତ୍ୟରେ ଖେଳାଳିଙ୍କୁ ସ୍ବାଗତ […]
ବିରାଟ କୋହଲି ୧୩ ବର୍ଷ ପରେ ରଣଜୀ ଟ୍ରଫି ଖେଳିଥିଲେ । ତାଙ୍କ ବ୍ୟାଟିଂ ଦେଖିବା ଲାଗି ଅରୁଣ ଜେଟଲୀ ଷ୍ଟାଡିୟମରେ ହଜାର ହଜାର ସଂଖ୍ୟାରେ ଫ୍ୟାନ୍ସଙ୍କ ଭିଡ଼ ଜମିଥିଲା । ସମସ୍ତଙ୍କୁ ଆଶା ଥିଲା ଯେ, ଇଣ୍ଟରନେସନାଲ କ୍ରିକେଟରେ ସଂଘର୍ଷ କରୁଥିବା କୋହଲି ରେଲୱେଜ ବିପକ୍ଷ ମ୍ୟାଚରେ ଭଲ ପ୍ରଦର୍ଶନ କରିବେ, କିନ୍ତୁ ଏହା ହୋଇପାରିଲା ନାହିଁ ।ଏହି ଷ୍ଟାର ବ୍ୟାଟ୍ସମ୍ୟାନ ମାତ୍ର ୬ ରନ କରି ପାଭିଲିୟନ ଫେରିଯାଇଛନ୍ତି । ବିରାଟ ଆଉଟ ହେବା […]
ଆଜିଠାରୁ ଆରମ୍ଭ ହେଉଛି ରଣଜୀ ଟ୍ରଫି ୨୦୨୪-୨୫ । ଦିଲ୍ଲୀ ସ୍ଥିତ ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ ଟିମ୍ ଏବଂ ରେଳବାଇ ଟିମ୍ ମଧ୍ୟରେ ମୁକାବିଲା ହେବ ।ଦିଲ୍ଲୀ କ୍ରିକେଟ ଟିମରେ କେହଲିଙ୍କ ଉପସ୍ଥିତିି ଉତ୍ସାହର ମାହୋଲ ସୃଷ୍ଟି କରିଛି । ବିଶେଷ କରି ଯୁବ ଖେଳାଳିମାନେ ତାଙ୍କ ସହ ଖେଳି ପ୍ରେରିତ ହେବେ ବୋଲି ଆଶା ରହିଛିାନୂଆଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମ ବାହାରେ ବିରାଟଙ୍କୁ ଦେଖିବା ପାଇଁ ପ୍ରବଳ ଭିଡ଼ ସହ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି […]
ଫେବୃଆରୀ ୨ରୁ ଅନଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ । ଫେବୃଆରୀ ୯ରେ ବାରବାଟୀରେ ଭାରତ-ଇଂଲଣ୍ଡ ମ୍ୟାଚ୍ ଅନୁଷ୍ଠିତ ହେବ ।ଫେବୃଆରୀ ୬,୭.୮ରେ ହେବ ଅଫଲାଇନ୍ ଟିକେଟ ବିକ୍ରି ।କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାରତ-ଇଂଲଣ୍ଡ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚର ଏକ ଗ୍ୟାଲେରି ଟିକେଟ କିଣିଛନ୍ତି। ଟିକେଟର ମୂଲ୍ୟ ସେ ଡିଜିଟାଲ ମୋଡ୍ରେ ପ୍ରଦାନ କରିଛନ୍ତି। ଏହି ଅବସରରେ ଓସିଏ ସମ୍ପାଦକ ସଞ୍ଜୟ ବେହେରା ଓ ଆପେକ୍ସ କାଉନ୍ସିଲ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ।ସେହିଭଳି […]
