ପୁଣି କ୍ରିକେଟ୍ ଜଗତରୁ ଆସିଲା ନିରାଶର ଖବର । ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ପ୍ରସିଦ୍ଧ ଖେଳାଳି ବିରେନ୍ଦ୍ର ସେହୱାଗଙ୍କ ସହ ଜଡ଼ିତ ଏକ ବଡ଼ ଆଶ୍ଚର୍ଯ୍ୟକର ଖବର ସାମନାକୁ ଆସିଛି । ସେହ୍ବାଗ-ଆରତୀ ପରସ୍ପରଠାରୁ ଏକ ବର୍ଷ ଧରି ଅଲଗା ରହୁଛନ୍ତି। ଏବେ ଦୁହେଁ ଦୁହିଁଙ୍କୁ ସୋସିଆଲ ମିଡିଆରେ ଅନ୍ଫଲୋ କରିଦେଇଛନ୍ତି। ଦେଖିବାକୁ ଗଲେ ସେହ୍ବାଗ ନିଜର ପାରିବାରିକ ଜୀବନକୁ ଗଣମାଧ୍ୟମଠାରୁ ଦୂରରେ ରଖିଥାନ୍ତି। କେବଳ କୌଣସି ଉତ୍ସବ ହେଲେ ପରିବାର ସହ ସେ ଫଟୋ […]
ଆସନ୍ତା ମାସ ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଭାରତ ବନାମ ଇଂଲଣ୍ତ ଦିନିକିଆ କ୍ରିକେଟ ମ୍ୟାଚ୍ । ଏହି ବହୁ ପ୍ରତିକ୍ଷିତ ମ୍ୟାଚ ପାଇଁ ଫେବ୍ରୁଆରୀ ପ୍ରଥମ ସପ୍ତାହରୁ ଟିକେଟ ବିକ୍ରି କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି ଓସିଏ । ତେବେ ଦୁଇ ବର୍ଷର ବ୍ୟବଧାନ ପରେ ବାରବାଟୀରେ ବାଜିବ ଯୁଦ୍ଧଭେରୀ । ମୁହାଁମୁହିଁ ହେବେ ଭାରତ ଓ ଇଂଲଣ୍ଡ । ଏହି ମ୍ୟାଚ ପାଇଁ ହାତରେ କମ ସମୟ ବାକି ଥିବାବେଳେ […]
ଜାତୀୟ ଖେଳ ପୁରସ୍କାର ସମାରୋହରେ ରାଷ୍ଟ୍ରପତି ଭବନରେ ଆୟୋଜିତ ହୋଇଛି । ସମାରୋହରେ ପ୍ରମୁଖ ଖେଳାଳିଙ୍କୁ ସମ୍ମାନିତ କରାଯାଇଛି । ଏହି ଅବସରରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ଦୁଇ ଅଲମ୍ପିକ୍ସ ପଦକ ବିଜେତାକୁ ପ୍ରଦାନ କରିଛନ୍ତି । ପ୍ୟାରିସ୍ ଅଲମ୍ପିକ୍ସରେ ୨ଟି ପଦକ ଜିତିଥିବା ସୁଟର୍ ମନୁ ଭାକର, କିଶୋର ବର୍ଗରେ ୱାର୍ଲ୍ଡ ଚାମ୍ପିଅନ୍ ହୋଇଥିବା ଡି. ଗୁକେଶଙ୍କୁ ମିଳିଛି ପୁରସ୍କାର ।ଅନ୍ୟପକ୍ଷେ ୩୨ଜଣ ଖେଳାଳିଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ […]
ନୂଆଗାଁ: ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ନୂଆଗାଁ ଗ୍ରାମ ପଞ୍ଚାୟତ ଖାଲମଡା ଗ୍ରାମରେ ଅନୁଷ୍ଠିତ ୨୭ ତମ ମା ବାଗଦେଵୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ର ଦ୍ଵିତୀୟ ସେମିଫାଇନାଲ ମ୍ୟାଚ୍ ରେ ଢୋଲମରା କ୍ରିକେଟ୍ ଟିମ୍ ବିଜୟୀ ହୋଇ ଫାଇନାଲ ପ୍ରବେଶ କରିଛି।ପ୍ରଥମେ ଟସ୍ ଜିତି ଜଗନ୍ନାଥ ପ୍ରସାଦ କ୍ରିକେଟ୍ ଟିମ୍ ୧୫ ଓଭରରେ ୧୦ ଉଇକେଟ୍ ହରାଇ ୪୯ ରନ କରିଥିବା ବେଳେ ଜବାବରେ ଢୋଲମରା କ୍ରିକେଟ୍ ଟିମ୍ ୯ ଓଭରରେ ୫ ଉଇକେଟ୍ ହରାଇ […]
ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ ଖେଳୁଥିବା ଟିମ ଇଣ୍ଡିଆକୁ ମେଲବୋର୍ନରେ ଖେଳାଯାଇଥିବା ଚତୁର୍ଥ ଟେଷ୍ଟରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏହି ପରାଜୟ ପରେ ଅଧିନାୟକ ରୋହିତ ଶର୍ମାଙ୍କ ଉପରେ ପ୍ରଶ୍ନ ଉଠିଥିଲା। ରୋହିତଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ କ୍ରମାଗତ ଭାବେ ଟେଷ୍ଟରେ ବିଫଳତା ଦେଖୁଛି। କ୍ୟାପ୍ଟେନ୍ସିରେ ତାଙ୍କର ଆଉ ସେହି ପୁରୁଣା ଚମକ ନାହିଁ। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଘରୋଇ ସିରିଜରେ ଫ୍ଲପ୍ ହେବା ପରେ ରୋହିତ ଶର୍ମା ବର୍ଡର-ଗାଭାସ୍କର ଟ୍ରଫିରେ ବି ଫେଲ୍ । ଫଳରେ ତାଙ୍କର […]
ଭାରତୀୟ କ୍ରିକେଟରେ ଏକଦା ମ୍ୟାଚ ଜିତିଥିବା ଯୋଡି ହରଭଜନ ସିଂ ଏବଂ ଏମଏସ ଧୋନି ଅଲଗା ହୋଇଯାଇଛନ୍ତି। ଉଭୟେ ୨୦୦୭ ରେ (ଟି -୨୦ ବିଶ୍ୱକପ) ଏବଂ ୨୦୧୧ (ODI ବିଶ୍ୱକପ) ରେ ଦେଶ ପାଇଁ ବିଶ୍ୱକପ ଜିତିଛନ୍ତି । ପୂର୍ବତନ ଭାରତୀୟ ସ୍ପିନର ତାଙ୍କ ସହ ଧୋନିଙ୍କ ମଧ୍ୟରେ ଥିବା ମତଭେଦ ବିଷୟରେ ବର୍ଣ୍ଣନା କରିନାହାଁନ୍ତି, କିନ୍ତୁ ତାଙ୍କର ଶେଷ ବିବୃତ୍ତିରୁ ଏହା ସ୍ପଷ୍ଟ ହୋଇଛି ଯେ ଉଭୟଙ୍କ ମଧ୍ୟରେ କିଛି ଘଟିଛି। ୨ ଏପ୍ରିଲ […]
ଭାରତୀୟ କ୍ରିକେଟ୍ ଦଳ ପାଇଁ ଲଞ୍ଚ୍ ହୋଇଛି ନୂଆ ଜର୍ସି। ଦିନିକିଆ ଫର୍ମାଟରେ ନୂଆ ଜର୍ସି ପିନ୍ଧି ମୈଦାନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ। ବିସିସିଆଇ ସଚିବ ଜୟ ଶାହ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ହରମନପ୍ରୀତ କୌର ଏହି ନୂଆ ଜର୍ସିକୁ ଉନ୍ମୋଚନ କରିଛନ୍ତି। ବିସିସିଆଇ ଏହାର ସୋଶିଆଲ ମିଡିଆରେ ଏହି ସମୟର ଭିଡିଓ ଶେୟାର କରିଛି । ଉଭୟ ପୁରୁଷ ଏବଂ ମହିଳା କ୍ରିକେଟ ଦଳ ପାଇଁ ଏହି ଜର୍ସି ପ୍ରସ୍ତୁତ ହୋଇଛି। […]
ପାକିସ୍ତାନ କ୍ରିକେଟ୍ ବୋର୍ଡ(ପିସିବି) ଚାମ୍ପିଅନ୍ସ ଟ୍ରଫିକୁ ନେଇ ଆଇସିସି ସହ ମୁକାବିଲା କରିବାକୁ ମନସ୍ଥ କରି ନେଇଛି। ପିସିବି ଗୁରୁବାର ଆଇସିସିକୁ ସ୍ପଷ୍ଟ ଶବ୍ଦରେ ଜଣାଇ ଦେଇଛି ଯେ, ବୋର୍ଡ ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ‘ହାଇବ୍ରିଡ ମୋଡେଲ୍’ ଆଦୌ ସ୍ଵୀକାର କରିବ ନାହିଁ। ଏଥିସହ ପିସିବି ଟୁର୍ଣ୍ଣାମେଣ୍ଟକୁ ନେଇ ଆଇସିସି ସହ କୌଣସି ପ୍ରକାରର ବିକଳ୍ପ ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ ନୁହେଁ। ଶୁକ୍ରବାର ହେବାକୁ ଥିବା ବୋର୍ଡ ବୈଠକରେ ଏହି ବିକଳ୍ପ ଉପରେ ଆଲୋଚନା […]
ଭାରତର ଦକ୍ଷ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ବିଶ୍ୱର ନମ୍ବର-୧ ଅଲରାଉଣ୍ଡର ହୋଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟର ସର୍ବଶେଷ ଅନ୍ତର୍ଜାତୀୟ ଟି-୨୦ ର଼୍ୟାଙ୍କିଙ୍ଗ୍ରେ ହାର୍ଦ୍ଦିକ ପାଣ୍ଡ୍ୟା ଏକ ନମ୍ବର ଅଲରାଉଣ୍ଡର ହୋଇଛନ୍ତି। ଭାରତର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଟି-୨୦ ଅଲରାଉଣ୍ଡର ରାଙ୍କିଙ୍ଗର ପ୍ରଥମ ସ୍ଥାନ ଅକ୍ତିଆର କରିଥିବାବେଳେ, ଯୁବ ଖେଳାଳି ତିଲକ ବର୍ଲା ଟପ-୧୦ରେ ଏଣ୍ଟ୍ରି ମାରିଛନ୍ତି । ତେବେ ୬୯ଟି ସ୍ଥାନ ଉପରକୁ ଉଠି ଟପ୍-୧୦ରେ ପ୍ରବେଶ କରିଛନ୍ତି ତିଲକ୍ ବର୍ମା ।ଚଳିତ ବର୍ଷ ହାର୍ଦ୍ଦିକ ଅନ୍ତର୍ଜାତୀୟ […]
ଖୁସି ଖବର ଦେଲେ ଭାରତୀୟ କ୍ରିକେଟର ରୋହିତ ଶର୍ମା। ସେ ଦ୍ଵିତୀୟ ଥର ପାଇଁ ବାପା ହୋଇଛନ୍ତି। ତାଙ୍କ ସ୍ତ୍ରୀ ରିତିକା ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହା ପୂର୍ବରୁ ତାଙ୍କର ଏକ ଝିଅ ଥିଲା।ବର୍ଡର ଗାଭାସ୍କର ଟ୍ରଫି ପାଇଁ ଭାରତୀୟ ଟିମ୍ ଅଷ୍ଟ୍ରେଲିଆ ଗସ୍ତ କରି ଅଭ୍ୟାସ ଜାରି ରଖିଛି । ହେଲେ ରିତିକାଙ୍କ ପାଇଁ ରୋହିତ ଏପର୍ଯ୍ୟନ୍ତ ଦଳରେ ଯୋଗ ଦେଇନାହାନ୍ତି ।ସେ ମୁମ୍ବାଇରେ ରହି ଅଭ୍ୟାସ ଜାରି ରଖିଛନ୍ତି । ପ୍ରଥମେ […]
ଭାରତରେ ଗେମିଂ ମାର୍କେଟ୍ ଲଗାତାର ବଡ଼ ହେବାରେ ଲାଗିଛି । ଏକ ରିପୋର୍ଟ ଅନୁସାରେ ବର୍ତ୍ତମାନ ସମୟରେ ଭାରତୀୟ ଗେମିଂ ବଜାର ପ୍ରାୟ ୩୨ ହଜାର କୋଟି ଟଙ୍କା ।ଇଣ୍ଟରଆକ୍ଟିଭ ମିଡିଆ ଏବଂ ଗେମିଂ ଭେଞ୍ଚର କ୍ୟାପିଟଲ୍ ଫଣ୍ଡ ଲୁମିକାଇ (Lumikai) ଷ୍ଟେଟ୍ ଅଫ୍ ଇଣ୍ଡିଆ ଇଣ୍ଟରଆକ୍ଟିଭ ମିଡିଆ ଆଣ୍ଡ ଗେମିଂ ରିପୋର୍ଟରେ ଏହି ଅନୁମାନ କରିଛି ଯେ ଆଗାମୀ ପାଞ୍ଚ ବର୍ଷରେ ଅର୍ଥାତ୍ FY ୨୦୨୯ ସୁଦ୍ଧା ଭାରତୀୟ ଗେମିଂ ବଜାର ୯.୨ ବିଲିୟନ ଡଲାର […]
ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଆଲଜେରିଆର ବକ୍ସର ଇମାନ ଖଲିଫ ମହିଳା ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ଅଲିମ୍ପିକ୍ସ ସମୟରେ ଇମାନଙ୍କ ଲିଙ୍ଗକୁ ନେଇ ବିବାଦ ଦେଖାଦେଇଥିଲା। ବର୍ତ୍ତମାନ ସାମ୍ନାକୁ ଆସିଥିବା ଡାକ୍ତରୀ ରିପୋର୍ଟ ସମସ୍ତଙ୍କୁ ଆଶ୍ଚର୍ଯ୍ୟଜନକ କରିଛି | ଯେଉଁଥିରେ କୁହାଯାଇଛି ଯେ ଇମାନଙ୍କ ଶରୀରରେ ରହିଛି ଅନେକ ପୁରୁଷ ଅଙ୍ଗ । ରିପୋର୍ଟ ଅନୁଯାୟୀ ଖଲିଫାଙ୍କ ଶରୀରରେ ଅତିରିକ୍ତ ଅଣ୍ଡକୋଷ ଏବଂ XY କ୍ରୋମୋଜୋମ୍ ଅଛି, ଯାହା ୫-ଆଲଫା ରେଡକ୍ଟେଜ୍ ଅଭାବ ବୋଲି ଦର୍ଶାଏ । […]
