ଅଣସର ଘରେ ଥିବା ମହାପ୍ରଭୁଙ୍କ ଚାଲିଛି ଗୁପ୍ତ ଉପଚାର । ଅନବସରର ଷଷ୍ଠୀ ଅବସରରେ ଆଜି ମହାପ୍ରଭୁଙ୍କୁ ଓଷ ବା ଔଷଧ ଲାଗି କରାଯିବ। ଏହି ଓସ୍ୱକୁ ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକ ମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲେପନ କରିଥାନ୍ତି । ଯାହା ଫଳରେ ମହାପ୍ରଭୁ ସୁସ୍ଥ ଅନୁଭବ କରିଥାନ୍ତି ବୋଲି ବିଶ୍ୱାସ ରହିଛି । ଏହି ଓସ୍ୱ ଲାଗି ସେବା ଷଷ୍ଠିଠାରୁ ଆରମ୍ଭ ହୋଇ ନବମୀ ତିଥି ପର୍ଯ୍ୟନ୍ତ ଚାରିଦିନ ଧରି ଚାଲିବ ।ପରମ୍ପରା […]
ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ। ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]
ମେଷ ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ […]
ମେଷ ଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି । ବୃଷ ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହୋଇପାରେ। ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। […]
ଆଜି ପହିଲି ରଜ । ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ । ଝିଅ ମାନେ ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି ପିନ୍ଧି ପରମ୍ପରା ଅନୁଯାୟୀ ପାଳନ କରୁଛନ୍ତି ପହିଲି ରଜ ।ରଜର ପ୍ରଥମ ଦିନକୁ ପହିଲି ରଜ, ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ। ଚତୁର୍ଥ ଦିନରେ ବସୁମତୀ ସ୍ନାନ ପାଳନ ସହ ରଜ ଶେଷ ହୁଏ। ପହିଲି ରଜକୁ ରାଜ୍ୟର […]
ମେଷ : ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ। ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି। ମିଥୁନ: ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି […]
ମେଷ ଆଜି ଯାତ୍ରା, ବ୍ୟବସାୟ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ। ବୃଷ ଆଜି କୌଣସି କର୍ମାରମ୍ଭ ପାଇଁ ମନ୍ଦ ନ ହେଲେ ମଧ୍ୟ ଝିନଝଟ୍ ଜନିତ ବ୍ୟସ୍ତତାରୁ ମୁକ୍ତି ମିଳିବ ନାହିଁ। ଏପରି କି ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ, […]
ସ୍ନାନଯାତ୍ରାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଜ୍ବରରେ ପୀଡ଼ିତ ଦାରୁ ଦିଅଁ । ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଅଣସର ନୀତି । ଜ୍ଵରରେ ଆକ୍ରାନ୍ତ ଦାରୁଦିଅଁଙ୍କ ପାରମ୍ପାରିକ ଉପଚାର ଆରମ୍ଭ କରିଛନ୍ତି ଦଇତାପତି ସେବକ ।ମନୁଷ୍ୟ ଯେଭଳି ଅତ୍ୟଧିକ ସ୍ନାନ କଲେ ଜ୍ବରରେ ଆକ୍ରାନ୍ତ ହୋଇଥାଏ ମହାପ୍ରଭୁ ମଧ୍ୟ ସ୍ନାନଯାତ୍ରା ପରେ ଜ୍ଵରରେ ଆକ୍ରାନ୍ତ ହୋଇଛନ୍ତି । ଜ୍ବର ଆକ୍ରାନ୍ତ ଦାରୁ ଦିଅଁଙ୍କ ଉପଚାର ପାଇଁ ଅଣସର ପିଣ୍ଡିରେ ଠାକୁରଙ୍କୁ ଅବସ୍ଥାନ […]
ମେଷଆଜିର ଦିନଟିରେ ଆପଣଙ୍କ ଆତ୍ମିଅଙ୍କ ସହଯୋଗ କରିବାରୁ ଆନନ୍ଦିତ ରହିବେ । ବସ୍ତ୍ରଭୂଷଣ ପ୍ରାପ୍ତି ମାଧ୍ୟମରେ ଦିନଟି ଖୁସିରେ ଅତିବାହିତ କରିବେ। ସ୍ବାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ। ବୃଷସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ […]
ଦେବସ୍ନାନ ପୂର୍ଣ୍ଣିମାରେ ହୁଏ ମହାପ୍ରଭୁଙ୍କ ମହାସ୍ନାନ ଯାତ୍ରା । ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯିବ ।ତେବେ ଏହି ଜଳ ଗୋଟିଏ ବର୍ଷ ପୂର୍ବରୁ ଗଚ୍ଛିତ ହୋଇ ରଖାଯାଇଥାଏ । କୁହାଯାଏ ଏହି ଜଳ ଯେଉଁ ସ୍ଥାନରୁ ଆସିଥାଏ ତାହାର ନାମ ‘ସୁନା କୂଅ’ । ତେବେ ଏହିଠାରୁ ହିଁ […]
ମେଷ ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି। ବୃଷ ଅସ୍ବାଭାବିକ ଚିନ୍ତାଧାରାର ସୃଷ୍ଟି ହେବାସହ ବିକ୍ଷିପ୍ତ ମାନସିକ ସ୍ଥିତି ଉପତ୍ନ କରିବ। କିନ୍ତୁ କର୍ମାଧିପ ରାଶିରେ କର୍ମସାଧନ ପାଇଁ ଆପ୍ରାଣ ଉଦ୍ୟମ ଚଳାଇ କୃତକାର୍ଯ୍ୟ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, […]
ମେଷ : ଆଜି କୋର୍ଟ-କଚେରୀ ବିଷୟରେ ନ ପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନ ପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ।କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ। ବୃଷ : ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର […]
