ମେଷଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍ ହେବେ। ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ। ବୃଷପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, କଚେରି ମାମଲା, ପରିବହନ […]
ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ। ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ। ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]
ମେଷଆଜି ପରିବାରରେ ସନ୍ଦେହ ଓ ଭୁଲ୍ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ। ବୃଷଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, […]
ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ । ବୃଷ : ଆଜି ବାଣିଜ୍ୟ, […]
ମେଷକର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ। ବୃଷଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ […]
ମେଷ :ଆଜି କୌଣସି କାରଣ ରୁ ଆପଣ ଖୁସି ରେ ମାତ୍ରା ଅଧିକ ଭବବିହୋଳ ରହିପରାନ୍ତି। ବିଦ୍ୟାର୍ଥୀ ମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ। ବୃଷ : ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହୋଇପାରେ, ଏହାର ଧ୍ୟାନ ରଖିବେ। ଆପଣଙ୍କ ସ୍ଵଭାବରେ ଭାବୁକତା […]
ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ। ବୃଷ : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]
ମେଷ: ଆଜି ପ୍ରଶାସନ, ପରିବହନ ଓ ବିବାଦୀୟ କ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକରି ହେବେ। ଲକ୍ଷ୍ୟସ୍ଥଳକୁ ଯିବା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାବବେ ଆପଣଙ୍କୁ ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣି ଅଶାନ୍ତି ଅନୁଭବ କରିବେ। ବୃଷ: ଆଜି ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରି ପାରିବେ ନାହିଁ।କର୍ମକ୍ଷେତ୍ରରେ ଆପଣଙ୍କୁ ଅର୍ଥଲାଭ ସହ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ ହେବ। ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ […]
ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ। ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]
ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]
କାର୍ତ୍ତିକ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ଗୋପାଷ୍ଟମୀ ବା ଗୋଷ୍ଠାଷ୍ଟମୀ ପର୍ବ ପାଳିତ ହୋଇଥାଏ । ଏହିଦିନ ପ୍ରାତଃକାଳରୁ ସ୍ନାନାଦି ନିତ୍ୟକର୍ମ ସାରି ଗୋମାତାଙ୍କୁ ସ୍ନାନ କରାଇବା ପରେ ଜଳ, ଅକ୍ଷତ, ଶସ୍ୟ, ବସ୍ତ୍ର, ଭୋଗ ଏବଂ ଧୂପ ଆଦି ସହ ପୂଜା କରାଯାଇଥାଏ । ଏହି ଦିନ ଗୋପାଳକଙ୍କର ପୂଜା କରାଯିବାର ମଧ୍ୟ ବିଧି ରହିଛି । ବ୍ରଜ ସଂସ୍କୃତିରେ ଏହି ପର୍ବର ବିଶେଷ ମହତ୍ତ୍ୱ ରହିଛି ।ବିଶ୍ୱାସ ରହିଛି ଯେ, ଏହି ଦିନ ଭଗବାନ […]
ମେଷଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି । ବୃଷଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହୋଇପାରେ। ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରିବହନ ଓ […]
