ଆଜିର ରାଶିଫଳ(୨୨ ଜାନୁଆରୀ, ୨୦୨୫)

ମେଷଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି। ବୃଷଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି […]

ଆଜିର ରାଶିଫଳ(୨୧ ଜାନୁଆରୀ, ୨୦୨୫)

ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ। ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]

ଆଜିର ରାଶିଫଳ(୨୦ ଜାନୁଆରୀ, ୨୦୨୫)

ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]

ଆଜିର ରାଶିଫଳ(୧୯ ଜାନୁଆରୀ, ୨୦୨୫)

ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ। ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]

ଆଜିର ରାଶିଫଳ(୧୮ ଜାନୁଆରୀ, ୨୦୨୫)

ମେଷ :ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ […]

ଆଜିର ରାଶିଫଳ(୧୭ ଜାନୁଆରୀ, ୨୦୨୫)

ମେଷ : ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ। ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି। ମିଥୁନ: ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି […]

ଆଜିର ରାଶିଫଳ(ଜାନୁଆରୀ ୧୬, ୨୦୨୫)

ମେଷଆଜି ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି। ବୃଷରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ […]

ଆଜିର ରାଶିଫଳ(୧୫ ଜାନୁଆରୀ, ୨୦୨୫)

ମେଷଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ। ବୃଷଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ […]

ଆଜିର ରାଶିଫଳ(୧୪ ଜାନୁଆରୀ, ୨୦୨୫)

ମେଷ -ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ। ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ। ବୃଷପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍‌ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, କଚେରି ମାମଲା, […]

ଆଜିର ରାଶିଫଳ(୧୩ ଜାନୁଆରୀ, ୨୦୨୫)

ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ । ବୃଷ : ଆଜି ବାଣିଜ୍ୟ, […]

ଆଜିର ରାଶିଫଳ(୧୧ ଜାନୁଆରୀ, ୨୦୨୫)

ମେଷ:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ। ମିଥୁନ: […]

ଆଜିର ରାଶିଫଳ(୧୦ ଜାନୁଆରୀ,୨୦୨୫)

ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। […]