ଆଜିର ରାଶିଫଳ(୨୭ ଡିସେମ୍ବର, ୨୦୨୪)

ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ। ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]

ଆଜିର ରାଶିଫଳ(୨୬ ଡିସେମ୍ବର, ୨୦୨୪)

ମେଷ : ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ […]

ଆଜିର ରାଶିଫଳ(୨୫ ଡିସେମ୍ବର, ୨୦୨୪)

ମେଷଆଜି ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ। ବୃଷଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ । ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ସକାଶେ ବିଭିନ୍ନ […]

ଆଜିର ରାଶିଫଳ(୨୪ ଡିସେମ୍ବର, ୨୦୨୪)

ମେଷଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି । ବୃଷଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହୋଇପାରେ। ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରିବହନ ଓ […]

ଆଜିର ରାଶିଫଳ(୨୩ ଡିସେମ୍ବର, ୨୦୨୪)

ମେଷ : ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ। ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି। ମିଥୁନ: ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି […]

ଆଜିର ରାଶିଫଳ(୨୨ ଡିସେମ୍ବର, ୨୦୨୪)

ମେଷ – ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବୃଷ – ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି […]

ଆଜିର ରାଶିଫଳ(୨୧ ଡିସେମ୍ବର, ୨୦୨୪)

ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ। ବୃଷ : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]

ଆଜିର ରାଶିଫଳ(୨୦ ଡିସେମ୍ବର, ୨୦୨୪)

ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ । ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]

ଆଜିର ରାଶିଫଳ(୧୯ ଡିସେମ୍ବର, ୨୦୨୪)

ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ। ବୃଷ ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । […]

ଆଜିର ରାଶିଫଳ(୧୮ ଡିସେମ୍ବର, ୨୦୨୪)

ମେଷ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ। ବୃଷ: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି। ମିଥୁନ: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। […]

ଆଜିର ରାଶିଫଳ(୧୭, ଡିସେମ୍ବର, ୨୦୨୪)

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ । ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ […]

ଆଜିର ରାଶିଫଳ(୧୬ ଡିସେମ୍ବର,୨୦୨୪)

ମେଷଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ। ବୃଷଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, […]