ଆଜିର ରାଶିଫଳ(୭ ନଭେମ୍ବର, ୨୦୨୪)

ମେଷ : ଆଜି ଆପଣଙ୍କର ଆକସ୍ମିକ ଧନ ଲାଭ ଯୋଗ ରହିଛି। ସାହାଯ୍ୟ ର ହାତବଢାଇବା ପାଇଁ  ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ । ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ […]

ଆଜିର ରାଶିଫଳ(୬ ନଭେମ୍ବର, ୨୦୨୪)

ମେଷଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ। ବୃଷଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, […]

ଆଜିର ରାଶିଫଳ(୫ ନଭେମ୍ବର, ୨୦୨୪)

ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।   ବୃଷ : ଆଜି ବାଣିଜ୍ୟ, […]

ଆଜିର ରାଶିଫଳ(୪ ନଭେମ୍ବର, ୨୦୨୪)

ମେଷ : ଘରେ ଲାଗିରହିଥିବା ଅଶାନ୍ତି  ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ । ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ […]

ଆଜିର ରାଶିଫଳ(୩ ନଭେମ୍ବର, ୨୦୨୪)

ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ। ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ। ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]

ଆଜିର ରାଶିଫଳ(୨ ନଭେମ୍ବର, ୨୦୨୪)

ମେଷ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ। ବୃଷ ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ […]

ଆଜିର ରାଶିଫଳ(୦୧ ନଭେମ୍ବର, ୨୦୨୪)

ମେଷଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି। ବୃଷଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି […]

ଆଜିର ରାଶିଫଳ ଜାଣନ୍ତୁ (୩୧ ଅକ୍ଟୋବର, ୨୦୨୪)

ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।  ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।  ମିଥୁନ: […]

ଆଜିର ରାଶିଫଳ ଜାଣନ୍ତୁ (୩୦ ଅକ୍ଟୋବର, ୨୦୨୪)

ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।   ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।   ମିଥୁନ: […]

ଆଜିର ରାଶିଫଳ(୨୯ ଅକ୍ଟୋବର, ୨୦୨୪)

ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।   ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]

ଆଜିର ରାଶିଫଳ(୨୮ ଅକ୍ଟୋବର, ୨୦୨୪)

 ମେଷ : ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ ।  ହାତକୁ ନେଇଥିବା  ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ  ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ […]

ଆଜିର ରାଶିଫଳ(୨୭ ଅକ୍ଟୋବର, ୨୦୨୪)

ମେଷ : ଆଜି  ଦିନଟି  ନିଜର କ୍ୟାରିୟର ସୁଧାର ପାଇଁ   ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ ବୃଷ:ଆଜି ଆପଣଙ୍କ ଭାବନା  ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।  ମିଥୁନ: ଆଜି ନିଜର ନୂଆ ବିଚାର ଆର୍ଥିକ […]