ଆଜିର ରାଶିଫଳ(୧୭ ଅପ୍ରେଲ,୨୦୨୪)

*ମେଷ:କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।**ବୃଷ:ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ […]

ଆଜିର ରାଶିଫଳ(୧୫ ଅପ୍ରେଲ,୨୦୨୪)

ମେଷ: ଆପଣଙ୍କର ମନ ଭଲ ରହିବ। ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ଅଫିସରେ ସହକର୍ମୀ ଆପଣଙ୍କ କାମର ପ୍ରଶଂସା କରିବେ। ଖେଳାଳିମାନଙ୍କ ଲାଗି ଦିନଟି ଭଲ। ବୃଷ: ଆପଣ ଆତ୍ମବିଶ୍ବାସରେ ପରିପୂର୍ଣ୍ଣ ରହିବେ। କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଲାଗି ସୁଯୋଗ ପାଇବେ। ପରିବାର ଲୋକଙ୍କ ସହିତ ସମ୍ବନ୍ଧ ନିବିଡ଼ ହେବ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ। ମିଥୁନ: ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ହେବ। ନିଜର ଧ୍ୟାନ ଲକ୍ଷ୍ୟ ଦିଗରେ ସଜାଇ ରଖିବେ। ଜୀବନସାଥୀ ସହ ବାହାରକୁ […]

କାହିଁକି ଆମେ ପାଳନ କରୁ ପଣା ସଂକ୍ରାନ୍ତି ?

ପୃଥିବୀର କ୍ରାନ୍ତି ପଥକୁ ୧୨ ଭାଗ ବା ୧୨ ମାସ ଓ ୧୨ ରାଶିରେ ବିଭକ୍ତ କରାଯାଇଥାଏ । ତେଣୁ ମେଷ ସଂକ୍ରାନ୍ତିକୁ ବର୍ଷର ପ୍ରଥମ ଦିନ ବୋଲି ଗ୍ରହଣ କରାଯାଏ। ଏହି ଦିନଠାରୁ ସୂର୍ଯ୍ୟ ବିଷୁବରେଖା ଉପରେ ଅବସ୍ଥାନ କରି କର୍କଟକ୍ରାନ୍ତି ଆଡ଼କୁ ଗମନ କରନ୍ତି ଆଜି ପବିତ୍ର ମହାବିଷୁବ ବା ପଣା ସଂକ୍ରାନ୍ତି ।ପଣାସଂକ୍ରାନ୍ତିକୁ ହନୁମାନ ଜୟନ୍ତୀ ଭାବରେ ମଧ୍ୟ ପାଳନ କରାଯାଏ । ଏହିଦିନଠାରୁ ନୂଆ ପାଞ୍ଜି ପ୍ରଚଳନ ହୁଏ। ପୃଥିବୀର କ୍ରାନ୍ତି […]

ଆଜିର ରାଶିଫଳ(୧୩ ଅପ୍ରେଲ,୨୦୨୪)

*ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।*   *ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]

ଆଜିର ରାଶିଫଳ(୧୨ ଅପ୍ରେଲ,୨୦୨୪)

* ମେଷ **ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ ।  ହାତକୁ ନେଇଥିବା  ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ  ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ* *ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ […]

ଆଜିର ରାଶିଫଳ(୧୧ ଅପ୍ରେଲ,୨୦୨୪)

*ମେଷ*ଆଜି ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ।* *ବୃଷ*ଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ । ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ସକାଶେ ବିଭିନ୍ନ […]

ଆଜିର ରାଶିଫଳ(୧୦ ଅପ୍ରେଲ ୨୦୨୪)

*ମେଷ*  *ଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି ।*  *ବୃଷ*ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହୋଇପାରେ। ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରିବହନ […]

ଆଜିର ରାଶିଫଳ(୯ ଅପ୍ରେଲ,୨୦୨୪)

*ମେଷ* : *ଆଜି  ଦିନଟି  ନିଜର କ୍ୟାରିୟର ସୁଧାର ପାଇଁ   ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।*  *ବୃଷ:ଆଜି ଆପଣଙ୍କ ଭାବନା  ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।*  *ମିଥୁନ:* *ଆଜି ନିଜର ନୂଆ ବିଚାର ଆର୍ଥିକ […]

ଆଜିର ରାଶିଫଳ(୮ ଅପ୍ରେଲ,୨୦୨୪)

*ମେଷ– ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ ।  ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |* *ବୃଷ – ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ […]

ଆଜିର ରାଶିଫଳ(୭ ଅପ୍ରେଲ,୨୦୨୪)

ମେଷ: ଧର୍ମକାର୍ଯ୍ୟରେ ମନ ଲାଗି ରହିବ। ଯୋଜନା ପ୍ରସ୍ତୁତ କରିବା ଲାଗି ଦିନଟି ଭଲ। ବନ୍ଧୁ ସହଯୋଗରେ ସବୁ ଅଶାନ୍ତି ସମାଧାନ ହୋଇଯିବ। ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ। ବୃଷ: ସାମାଜିକ ସ୍ତରରେ ଲୋକଙ୍କୁ ସାହାଯ୍ୟ କରିବେ। ଆପଣଙ୍କ କଂପାନି କୌଣସି ବଡ଼ କଂପାନି ସହିତ ଚୁକ୍ତି କରିବ। ସାଥୀଙ୍କ ସହିତ ସିନେମା ଦେଖିବା ପାଇଁ ଯୋଜନା କରିବେ। ମିଥୁନ: ଘର କାମରେ ସମୟ ଦେବେ। ଅତୀତ ସ୍ମୃତି ତାଜା ହେବ। ବନ୍ଧୁ ସହିତ ମିଶିବା ପାଇଁ […]

ଆଜିର ରାଶିଫଳ(୬ ଅପ୍ରେଲ,୨୦୨୪)

*ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।* *ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]

ଆଜିର ରାଶିଫଳ(୫ ଅପ୍ରେଲ,୨୦୨୪)

*ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।* *ବୃଷ:  ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । […]