ଆଜିର ରାଶିଫଳ(୨୨ ମାର୍ଚ୍ଚ,୨୦୨୪)

*ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।*   *ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।*   *ମିଥୁନ: […]

ଆଜିର ରାଶିଫଳ(୨୧ ମାର୍ଚ୍ଚ,୨୦୨୪)

*ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।*   *ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]

ଆଜିର ରାଶିଫଳ(୨୦ ମାର୍ଚ୍ଚ,୨୦୨୪)

* ମେଷ *ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ ।  ହାତକୁ ନେଇଥିବା  ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ  ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ* *ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ […]

ଆଜିର ରାଶିଫଳ(୧୯ ମାର୍ଚ୍ଚ,୨୦୨୪)

*ମେଷ:  *ଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି ।*  *ବୃଷ,: *ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହୋଇପାରେ। ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। […]

ଆଜିର ରାଶିଫଳ(୧୮ ମାର୍ଚ୍ଚ,୨୦୨୪)

*ମେଷ* : *ଆଜି  ଦିନଟି  ନିଜର କ୍ୟାରିୟର ସୁଧାର ପାଇଁ   ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।*  *ବୃଷ:ଆଜି ଆପଣଙ୍କ ଭାବନା  ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।*  *ମିଥୁନ:* *ଆଜି ନିଜର ନୂଆ ବିଚାର ଆର୍ଥିକ […]

ଆଜିର ରାଶିଫଳ(୧୭ ମାର୍ଚ୍ଚ,୨୦୨୪)

ମେଷ: *ଆଜି ଯାତ୍ରା, ବ୍ୟବସାୟ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।* ବୃଷ: ଆଜି କୌଣସି କର୍ମାରମ୍ଭ ପାଇଁ ମନ୍ଦ ନ ହେଲେ ମଧ୍ୟ ଝିନଝଟ୍‌ ଜନିତ ବ୍ୟସ୍ତତାରୁ ମୁକ୍ତି ମିଳିବ ନାହିଁ। ଏପରି କି ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ, […]

ଆଜିର ରାଶିଫଳ(୧୬ ମାର୍ଚ୍ଚ,୨୦୨୪)

*ମେଷ:ଆଜିର ଦିନଟିରେ ଆପଣଙ୍କ ଆତ୍ମିଅଙ୍କ  ସହଯୋଗ କରିବାରୁ ଆନନ୍ଦିତ ରହିବେ । ବସ୍ତ୍ରଭୂଷଣ ପ୍ରାପ୍ତି ମାଧ୍ୟମରେ ଦିନଟି ଖୁସିରେ ଅତିବାହିତ କରିବେ। ସ୍ବାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ।* *ବୃଷ:ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍‌ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ […]

ଆଜିର ରାଶିଫଳ(୧୫ ମାର୍ଚ୍ଚ,୨୦୨୪)

*ମେଷ: ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି।* *ବୃଷ: ଅସ୍ବାଭାବିକ ଚିନ୍ତାଧାରାର ସୃଷ୍ଟି ହେବାସହ  ବିକ୍ଷିପ୍ତ ମାନସିକ ସ୍ଥିତି ଉପତ୍ନ କରିବ। କିନ୍ତୁ କର୍ମାଧିପ ରାଶିରେ କର୍ମସାଧନ ପାଇଁ ଆପ୍ରାଣ ଉଦ୍ୟମ ଚଳାଇ କୃତକାର୍ଯ୍ୟ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, […]

ଆଜିର ରାଶିଫଳ(୧୪ ମାର୍ଚ୍ଚ,୨୦୨୪)

ମେଷ : ଆଜି କୋର୍ଟ-କଚେରୀ ବିଷୟରେ ନ ପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନ ପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ।କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ।  ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ।*  ବୃଷ : ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର […]

ଆଜିର ରାଶିଫଳ(୧୩ ମାର୍ଚ୍ଚ,୨୦୨୪)

ମେଷ**ଆଜିର ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗିରହିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ।* ବୃଷ*ଆଜି ଆକସ୍ମିକ ଭାବରେ ମୋଟାଅଙ୍କ ର ଅର୍ଥ ଆବଶ୍ୟକ ହୋଇପାରେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଯୋଗୁ ବିଚଳିତ ହେବେ।ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇ ପାରିବେ।*  ମିଥୁନ*ଆଜି […]

ଆଜିର ରାଶିଫଳ(୧୨ ମାର୍ଚ୍ଚ,୨୦୨୪)

ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ।* ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।*  […]

ଆଜିର ରାଶିଫଳ(୧୧ ମାର୍ଚ୍ଚ,୨୦୨୪)

ମେଷ: ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ,  କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।*  ବୃଷ : ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି  ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ […]