*ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।* *ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।* *ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। […]
*ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।* *ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]
*ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।* *ବୃଷ : କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି […]
*ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।* *ବୃଷ : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]
*ମେଷ: ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।* *ବୃଷ: ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ […]
*ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।* *ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ […]
*ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।* *ବୃଷ : ଆଜି ବାଣିଜ୍ୟ, […]
*ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।* *ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।* *ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]
*ମେଷ: କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।* *ବୃଷ: ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ […]
*ମେଷ: ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।* *ବୃଷ: ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ […]
*ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।* *ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।* *ମିଥୁନ: […]
*ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।* *ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।* *ମିଥୁନ: […]
