ଆରକ୍ଷୀ ପ୍ରଶିକ୍ଷଣ ବିଦ୍ୟାଳୟ, ନଯାଗଡ଼ରେ ଆଇନ ସଚେତନତା

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀ ଆନନ୍ଦ ନାରାୟଣ ମହାରଣାଙ୍କ ଅନୁମତି କ୍ରମେ, ଆରକ୍ଷୀ ପ୍ରଶିକ୍ଷଣ ବିଦ୍ୟାଳୟରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି । ବିଦ୍ୟାଳୟ ଅଧ୍ୟକ୍ଷ  ଭବେଶ କୁମାର ନାୟକ ଅତିଥି ପରିଚୟ ଏବଂ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ସଡ଼କ ସୁରକ୍ଷା ଏବଂ ତଦ ଜନିତ ଆଇନ, ପରିବର୍ତ୍ତିତ କ୍ଷତିପୂରଣ ଧାରା ଏବଂ ବିଭିନ୍ନ ପ୍ରକାରର ଶ୍ରମ ଏବଂ ଶ୍ରମିକ […]

ନୟାଗଡର ପ୍ରମୁଖ ସାହିତ୍ୟ ଅନୁଷ୍ଠାନମାନେ ପାଳିଲେ ବିଶ୍ଵ ମାତୃଭାଷା ଦିବସ

ନୟାଗଡ଼,(ଲକ୍ଷ୍ମୀଧର ସାହୁ):ୟୁନେସ୍କୋ ଦ୍ୱାରା ନିର୍ଦ୍ଧାରିତ ଫେବୃଆରୀ ଏକୋଇଶି ବିଶ୍ଵ ମାତୃଭାଷା ଦିବସକୁ ନୟାଗଡ଼ର ବିଭିନ୍ନ ସାହିତ୍ୟ ଅନୁଷ୍ଠାନମାନେ ପାଳନ କରିଛନ୍ତି । କବି ନିର୍ମଳ ଶୁରଦେଓଙ୍କ ସଭାପତିତ୍ବରେ ଆୟୋଜିତ ମାତୃଭାଷା ଦିବସରେ ବହୂଭାଷୀ କବିତା ଆସର ଅନୁଷ୍ଠିତ ହୋଇଥିଲା । ଏଥିରେ ଅତିଥି ଭାବରେ ସମାଜସେବୀ ପ୍ରମୋଦ ପଟ୍ଟନାୟକ ଓ ସୁକବି ତଥା ଅଭିନେତା ଦେବେନ୍ଦ୍ର ପରମଗୁରୁ ଯୋଗଦେଇ ମାତୃଭାଷାର ସୁରକ୍ଷା ଉପରେ ବକ୍ତବ୍ୟ ରଖିଥିଲେ । କବୟିତ୍ରୀ ସୂକ୍ଷ୍ମଣୀ ଆନନ୍ଦ ହିନ୍ଦୀ, ନୀଳିମା ନନ୍ଦ ସଂସ୍କୃତ, […]

ଯନ୍ତ୍ରୀଙ୍କୁ ମାଡ଼ ମାରି ଦାନ୍ତ ଭାଙ୍ଗିବା ଘଟଣା, ସଂଘ ପକ୍ଷରୁ ଗିରଫ ଦାବି

ନୟାଗଡ଼, (ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲା ଦଶପଲ୍ଲା ଏନଏସି ଅଞ୍ଚଳରେ ଗତ ୩ ଦିନ ଧରି ଦେଖାଦେଇଛି ଅଘଟଣ । ଯାହାକୁ ନେଇ ସବୁଆଡ଼େ ଚର୍ଚ୍ଚା ଜାରି ରହିଛି । ସରକାରୀ କାର୍ଯ୍ୟରେ ଯାଇଥିବା ଜଣେ ଯତ୍ନୀଙ୍କୁ ମାଡ଼ ମାରିଛନ୍ତି ଜଣେ ନେତା । ଯାହାକୁ ନେଇ  ସଂଘ ପକ୍ଷରୁ ଗିରଫ ଦାବି ପ୍ରଦାନ କରାଯାଇଛି ।ସୂଚନାନୁସାରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର କିଛି ଅଧିକାରୀ ପୁରୀପରିକ୍ରମା ପ୍ରକଳ୍ପ ଦର୍ଶନ କରିବା ପାଇଁ ଦଶପଲ୍ଲା ଅଞ୍ଚଳର ଅନେକ ଭକ୍ତ […]

ସମର୍ପଣ ବୃଦ୍ଧାଶ୍ରମ ବାର୍ଷିକ ଉତ୍ସବ ଅବସରରେ ସମର୍ପଣ ପ୍ଳେ ସ୍କୁଲ ଉଦଘାଟିତ

ନୟାଗଡ଼,(ଲକ୍ଷ୍ମୀଧର ସାହୁ):ନୟାଗଡ଼ ଲେଖନପୁର ଠାରେ ଥିବା ସମର୍ପଣ ବୃଦ୍ଧାଶ୍ରମ ପରିସରରେ  ଅନୁଷ୍ଠାନର ଷଷ୍ଠ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏହା ସହିତ ସମର୍ପଣ ପରିସରରେ ଗଢିଉଠିଥିବା ପ୍ଳେସ୍କୁଲକୁ ମୁଖ୍ଯ ଅତିଥି ନୟାଗଡ଼ ବିଧାୟକ ଡକ୍ଟର ଅରୁଣ କୁମାର ସାହୁ ରିବନ୍ କାଟି ଉଦଘାଟନ କରିଛନ୍ତି। ଏହି ଉପଲକ୍ଷେ ଆୟୋଜିତ ସଭାରେ ସମର୍ପଣ ପରିଚାଳନା କମିଟିର କାର୍ଯ୍ଯନିର୍ବାହୀ ସଦସ୍ଯ ପ୍ରସନ୍ନ କୁମାର ବସନ୍ତିଆ ସଭାପତିତ୍ୱ କରିଥିଲା ବେଳେ ସମ୍ମାନିତ ଅତିଥି ଭାବେ ପୌରପରିଷଦ ପୌରଧ୍ଯକ୍ଷା ନିରୁପମା ଖଟେଇ, […]

ଆସନ୍ତା ସମୟରେ ଓଡ଼ିଆ ଭାଷା ସମଗ୍ର ବିଶ୍ୱ- ଭାଷାକୁ ପ୍ରଭାବିତ କରିବ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଆମ ଭାବନା ଓ ବିଚାରକୁ ସ୍ପଷ୍ଟ ବ୍ୟକ୍ତ କରିବାର ମାଧ୍ୟମ ହେଉଛି ମାତୃଭାଷା। ବହୁରାଷ୍ଟ୍ରୀୟକରଣ ସମୟରେ ମାତୃଭାଷା, ଗାଁ ଗହଳିର ଢଗଢମାଳିର ସଂରକ୍ଷଣ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ। ବର୍ତ୍ତମାନ ସମୟରେ ବିଭିନ୍ନ ବୈଦ୍ଧିକ ପ୍ରାଚୀନ କୀର୍ତ୍ତି ସବୁର ରକ୍ଷାକରିବା ତଥା ମାତୃଭାଷାର ସଂରକ୍ଷଣ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ।ଓଡିଆ ଭାଷା ସାହିତ୍ୟ ବେଶ୍ ସମୃଦ୍ଧ ଏବଂ ଆସନ୍ତା ସମୟରେ ଆମର ମାତୃଭାଷା ସମଗ୍ର ବିଶ୍ୱର ଭାଷାକୁ ପ୍ରଭାବିତ କରିବ ବୋଲି କଳା, ସାହିତ୍ୟ, ସଂସ୍କୃତି ଅନୁଷ୍ଠାନ ତଥାସ୍ତୁ ଆନୁକୁଲ୍ୟରେ […]

ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟବ୍ୟାଙ୍କର ୬୫ତମ ବାର୍ଷିକ ସାଧାରଣ ସଭା

ନୟାଗଡ଼, (ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ଲି ପକ୍ଷରୁ ଆଜି ୬୫ ତମ ବାର୍ଷିକ ସାଧାରଣ ସଭା ନୟାଗଡ଼ଡିଆରଡିଏର ସୃଜନ ଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ରବିନ୍ଦ୍ର ନାଥ ସାହୁଙ୍କସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥ୍‌ ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ଯୋଗ ଦେଇଥିଲେ । କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ପାଦକ ପ୍ରଶନ୍ନ କୁମାର ପାଲ ବାର୍ଷିକ ବିବରଣୀ […]

୯ କୋଟି ୬୪ଲକ୍ଷ ଟଙ୍କା ରାସ୍ତାର ଶିଳାନ୍ୟାସ କଲେ ବିଧାୟକ

ନୟାଗଡ଼(ଲକ୍ଷ୍ମୀଧର ସାହୁ):ନୟାଗଡ଼ ସହର ପ୍ରଗତିର ଆଉ ଏକ ମାଇଲ ଖୁଣ୍ଟ। ନବୀନ ପଟ୍ଟନାୟକ ନୟାଗଡ଼ ସହରବାସୀଙ୍କୁ ଦେଇଛନ୍ତି ନୂତନ ଭେଟି। ନୟାଗଡ଼ର ବିଭିନ୍ନ ରାସ୍ତାଘାଟର ଉନ୍ନତି କରଣ ନିମନ୍ତେ ୯ କୋଟି ୬୪ଲକ୍ଷ ଟଙ୍କା ଅନୁଦାନ ପ୍ରଦାନ କରିଛନ୍ତି।ଏହାଦ୍ୱାରା ସମସ୍ତ ରାସ୍ତା ଓ ଗଳିକନ୍ଦି ରାସ୍ତା ଉନ୍ନତି କରଣ ହେବ। ଏଥି ନିମନ୍ତେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ବିଧାୟକ ଡ଼ ଅରୁଣ କୁମାର ସାହୁ ଶିଳାନ୍ୟାସ କରିଛନ୍ତି । ପୁରୁଣା ସହର ଠାରେ ଥିବା ବଡ଼ମଠ […]

ନୟାଗଡ଼ ଜିଲ୍ଲାରେ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଏକ ହଜାର ଟଙ୍କା ସହାୟତା ପ୍ରଦାନ

ନୟାଗଡ଼, (ଲକ୍ଷ୍ମୀଧର ସାହୁ): ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ  ଖାଦ୍ୟ ସୁରକ୍ଷା ହିତାଧିକାରୀ ମାନଙ୍କୁ ବଜାର ଦରକୁ ଦୃଷ୍ଟିରେ ରଖି ସାଧାରଣ ଖାଉଟି ମାନେ ଆର୍ଥିକ ବୋଝରୁ ମୁକୁଳିବା ପାଇଁ ନୂତନ ଭାବେସରକାରଙ୍କ ତରଫରୁ ଦିଆଯାଇଥିବା ଏକ ହଜାର ଟଙ୍କାର ସହାୟତା ରାଶି ଆଜି ପୂର୍ବାହ୍ନ ୧୦ ଘଟିକା ସମୟରେ ପ୍ରଦାନ କରାଯାଇଛି । ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ଏହି କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ହିତାଧୂକାରୀ ମାନଙ୍କ […]

ପଞ୍ଚୁପାଣ୍ଡବ ମହୋତ୍ସବ ଉଦଯାପିତ,ପଞ୍ଚୁପାଣ୍ଡବ ମହୋତ୍ସବ ଏକତା ,ଭାଇଚାରା ସୃଷ୍ଟି କରିଛି : ଦଶପଲ୍ଲା ବିଧାୟକ

ନୂଆଗାଁ : ନୟାଗଡ଼ ନୂଆଗାଁ ବ୍ଳକର କଳା ଐତିହ୍ୟସଂସ୍କୃତି ପରମ୍ପରାକୁ ନେଇ ଆୟୋଜିତ ହୋଇଥିବା ଏବଂ ନୂଆଗାଁ ମାଟିର ବିରତ୍ବ ଗାଥା ରାଜ୍ୟ ତଥା ଦେଶର ପ୍ରସ୍ପୁଟିତ କରିବା ଉଦ୍ଦେଶ୍ୟ ନେଇ ପ୍ରାକୃତିକ ପରିବେଶ ମଧ୍ୟରେ ଆୟୋଜିତ ହୋଇଥିବା ଅବିସ୍ମରଣୀୟ ଷଷ୍ଠ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ଉଦଯାପିତ ହୋଇଯାଇଛି। ଦଶପଲ୍ଲା ବିଧାୟକ ତଥା ପଞ୍ଚୁପାଣ୍ଡବ ମହୋତ୍ସବ କମିଟିର ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଯାପିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ […]

ପରୀ ହତ୍ୟାକାଣ୍ଡ ଘଟଣା, ନାବାଳକକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ଆସିଛି ରାୟ । ନୟାଗଡ଼ର ଏହି ଚର୍ଚ୍ଚିତ ହତ୍ୟା ଘଟଣାର ଶୁଣାଣୀ କରି ଦୋଷୀ ସରୋଜ ସେଠୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ନୟାଗଡ଼ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ । ୨୦୨୦ ମସିହା ଜୁଲାଇ ୧୪ ତାରିଖରେ ନୟାଗଡ଼ ନିକଟ ଯଦୁପୁର ଗାଁରେ ପରୀକୁ ହତ୍ୟା କରାଯାଇଥିଲା ।ଏସ୍.ଆଇ.ଟି ଧରିଥିବା ନାବାଳକକୁ ଆଜି କୋର୍ଟରେ ହାଜର କରାଯାଇଥିଲା । ଏଥିପାଇଁ ରାଉରକେଲା ବାଳ ସ୍ୱଧାର ଗୃହରୁ ଅଭିଯୁକ୍ତକୁ […]

ପଞ୍ଚୁପାଣ୍ଡବ ମହୋତ୍ସବ ପୂଜ୍ୟ ପୂଜାର ନିଦର୍ଶନ : ଦଶପଲ୍ଲା ବିଧାୟକ

ନୂଆଗାଁ ବ୍ଲକ୍ ର ଐତିହ୍ୟ, କଳା ସଂସ୍କୃତିକୁ ଓ ସହୀଦ ବିରତ୍ୱ ମାଟିକୁ ନେଇ ୩ୟ ସଂଧ୍ୟାରେ ନୂଆଗାଁ ମହୋତ୍ସବ ପଡ଼ିଆରେ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ଅନୁଷ୍ଠିତ ହୋଇଯାଇଛି। ଦଶପଲ୍ଲା ବିଧାୟକ ତଥା ମହୋତ୍ସବ କମିଟିର ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ପଞ୍ଚୁପାଣ୍ଡବ ମହୋତ୍ସବ , ସହିଦ ମାଟିର ବିରତ୍ଵ ଗାଥା ଉପରେ ନିଜ ଚୁମ୍ବକୀୟ ମାଧ୍ୟମରେ […]

ପଞ୍ଚୁପାଣ୍ଡବ ମହୋତ୍ସବ ଲୋକାରଣ୍ୟ

ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ସଦର ମହକୁମାରେ ଥିବା ହାଇସ୍କୁଲ ପଡିଆରେ ନୂଆଗାଁ ବ୍ଲକ୍ ର ଐତିହ୍ୟ କଳା ,ସଂସ୍କୃତିକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଦଶପଲ୍ଲା ବିଧାୟକ ତଥା ମହୋତ୍ସବ କମିଟିର ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ରଣପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ ଯୋଗଦେଇ ନୂଆଗାଁ ବ୍ଲକ୍ ର କଳା , ଐତିହ୍ୟ ସଂସ୍କୃତି ବିଷୟରେ ବର୍ଣ୍ଣନା କରିବା […]