ରାମ ଗୋପାଳ ବର୍ମା ତାଙ୍କ ଚଳଚ୍ଚିତ୍ର ପାଇଁ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି । ହେଲେ ପୁଣି ଥରେ ବିବାଦରେ ଫସିଛନ୍ତି ରାମ ଗୋପାଳ। ଫିଲ୍ମ ‘ବ୍ୟୁହମ୍’ବହୁ ଦିନ ଧରି ବିବାଦରେ ରହିଥିଲା । ଏହି ଫିଲ୍ମ ରିଲିଜକୁ ନେଇ ବିରୋଧ ପ୍ରଦର୍ଶନ କରାଯାଇଥିଲା । ବିବାଦ କାରଣରୁ ଫିଲ୍ମଟି ରିଲିଜ ହୋଇପାରିନଥିଲା । ବର୍ତ୍ତମାନ ତେଲେଙ୍ଗାନ ହାଇକୋର୍ଟ ଫିଲ୍ମ ‘ବ୍ୟୁହମ’ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି । ଏହି ଫିଲ୍ମ ୨୯ ଡିସେମ୍ବରରେ ରିଲିଜ ହେବାର ଥିଲା । […]
ସେବା ଯୋଗାଇବାର ଉତ୍ସାହ ହିଁ ସେବା ଉତ୍ସବ ନୟାଗଡ଼,(ଓଡିଶା ଦର୍ପଣ): ସେବା ଯୋଗାଇବାର ଉତ୍ସାହ ହିଁ ସେବା ଉତ୍ସବ। ଅଭାବ ଅନଟନ ଭିତରେ ଥିବା ନିରୁତ୍ସାହ ଲୋକଙ୍କୁ ସେବା ଯୋଗାଇବାର ଉତ୍ସାହ ହିଁ ସବୁଠୁ ବଡ଼ ଉତ୍ସବ, ଏଣୁ ଗାଁ ଠୁ ସହର ଯାଏଁ ଏହି ଉତ୍ସବ ଏକ ଜନ ଉତ୍ସବରେ ପରିଣତ ହେବା ଦରକାର। ନୟାଗଡ଼ ସେବା ଉତ୍ସବ ସମିତି ପକ୍ଷରୁ ଗତ ୧୫ଦିନ ଧରି ଆୟୋଜିତ ଷଷ୍ଠବାର୍ଷିକ ଜିଲ୍ଲାବ୍ୟାପି ସେବା ଉତ୍ସବରେ ଯୋଗଦେଇ ମଂଚାସୀନ ଅତିଥିମାନେ […]
ଭୁବନେଶ୍ୱର,(ଓଡିଶା ଦର୍ପଣ): ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସଂଗୀତ ନାଟକ ଏକାଡେ଼ମୀ, ପୂର୍ବାଞ୍ଚଳ ସାଂସ୍କୃତିକ କେନ୍ଦ୍ର କୋଲକାତା ତଥା ଓଡ଼ିଶା ନାଟ୍ୟ ସଂଘର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପ ଠାରେ ଅନୁଷ୍ଠିତ ହୋଇଥିବା ଜାତୀୟ ନାଟ୍ୟ ଉତ୍ସବ ପୂର୍ବ ରଂଗ ର ଉଦଯାପନୀ ସଂଧ୍ୟାରେ ଉନ୍ମୋଚିତ ହୋଇଯାଇଛି ଓଡ଼ିଶାର ୫ ଜଣ ନାଟ୍ୟକାରଙ୍କ ନାଟକ ଗ୍ରନ୍ଥାବଳୀ ‘ ନାଟକ ସମଗ୍ର ‘। ଏହି କାର୍ଯ୍ୟକ୍ରମରେ ସଂସ୍କୃତି ବିଭାଗ ନିର୍ଦ୍ଦେଶକ […]
ଭୁବନେଶ୍ୱର,(ଓଡିଶା ଦର୍ପଣ): ରାଜ୍ୟର ଅଗ୍ରଣୀ ତଥା ନୟାଗଡ଼ ଜିଲ୍ଲାର ପଞ୍ଜିକୃତ ନାଟ୍ୟାନୁଷ୍ଠାନ ‘ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଆସନ୍ତା ମାର୍ଚ୍ଚ ୧ ତାରିଖରୁ ୮ ତାରିଖ ଦୀର୍ଘ ୮ଦିନ ବ୍ୟାପି ରାଜ୍ୟସ୍ତରୀୟ ନାଟ୍ୟମେଳା ନୟାଗଡ଼ ଜିଲ୍ଲା ସଦର ମହକୁମା ସ୍ଥିତ ପଠାଣି ସାମନ୍ତ ଅଡିଟୋରିୟମ ଠାରେ ପ୍ରତ୍ୟହ ସନ୍ଧ୍ୟାରେ ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଆଜି ନୟାଗଡ଼ ସ୍ଥିତ ଶୁଭମ ଫାର୍ମ ହାଉସ, ମୁକ୍ତାପୁରଠାରେ ଅନୁଷ୍ଠିତ ହୋଇଯାଇଛି […]
ଭୁବନେଶ୍ୱର,(ଓଡିଶା ଦର୍ପଣ): ଆସନ୍ତା ମାର୍ଚ୍ଚ ୧ ତାରିଖରେ ‘ମହାଶିବରାତ୍ରି‘ ଅନୁଷ୍ଠିତ ହେବ। ଚଳିତ ବର୍ଷ ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରୀକୁ ନେଇ ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ କୋଭିଡ୍ କଟକଣା ଭିତରେ ମହାଶିବରାତ୍ରୀ ଅନୁଷ୍ଠିତ ହେବବୋଲି ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତବର୍ଷ ଭଳି ଏଥର ମଧ୍ୟ ଲିଙ୍ଗରାଜ ମନ୍ଦିରରେ ସୀମିତ ଶ୍ରଦ୍ଧାଳୁରେ ସମସ୍ତ ରୀତିନୀତି ପାଳିତ ହେବ। ରାତି ୧୦ ଟାରେ ଶ୍ରୀଲିଙ୍ଗରାଜଙ୍କ ମହାଦୀପ ଉଠିବ […]
ନୂଆଦିଲ୍ଲୀ,(ଓଡିଶା ଦର୍ପଣ): ହାଇଦ୍ରାବାଦର ସୀମାବର୍ତ୍ତୀ ମୁଚିନ୍ତାଳରେ “ଷ୍ଟାଚ୍ୟୁ ଅଫ୍ ଇକ୍ଵାଲିଟି”କୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୨୧୬ ଫୁଟ ଉଚ୍ଚର ଷ୍ଟାଚ୍ୟୁ ଅଫ୍ ଇକ୍ୱାଲିଟି ଏକାଦଶ ଶତାବ୍ଦୀର ଭକ୍ତ ସାଧୁ ଶ୍ରୀ ରାମାନୁଜାଚାର୍ଯ୍ୟଙ୍କ ସ୍ମୃତିରେ ନିର୍ମିତ। ଏହି ପ୍ରତିମୂର୍ତ୍ତି ସୁନା, ରୂପା, ତମ୍ବା, ପିତ୍ତଳ ଏବଂ ଜିଙ୍କର ‘ପଞ୍ଚଧାତୁ’ର ମିଶ୍ରଣରେ ନିର୍ମିତ। ଏହା ବସିଥିବା ଅବସ୍ଥାରେ ଦୁନିଆର ସବୁଠାରୁ ଉଚ୍ଚ ଧାତୁ ପ୍ରତିମୂର୍ତ୍ତି। ଏହା ଏକ ୫୪ ଫୁଟ ଉଚ୍ଚ ଆଧାର ଭବନରେ […]