ନୟାଗଡ଼,(ଓଡ଼ିଶା ଦର୍ପଣ):ପବିତ୍ର ଗୁରୁଦିବସ ଅବସରରେ ନୟାଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରିଣୀ ଗୀତାଞ୍ଜଳୀ ସାହୁ ଭୁବନେଶ୍ଵର ଲୋକ ସେବା ସଦନ ଗୃହ ଠାରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଗ୍ରହଣ କରିଛନ୍ତି। ଓଡ଼ଗାଁ ବ୍ଲକ ଶିକ୍ଷାଧିକାରିଣୀ ଥିବା ସମୟରେ ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିଛି। ଗୁରୁଦିବସରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଦ୍ଵାରା ଶ୍ରୀମତୀ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଗୁରୁଦିବସ ଅବସରରେ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ଉତ୍ସବ ସ୍ଥାନୀୟ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହେଇଯାଇଛି। ଏହି ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ମୁଖ୍ୟଅତିଥି ଭାବରେ ଯୋଗଦେଇଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସନ୍ଧ୍ୟାରାଣୀ ରାଉତ, ବନଲତା ବେହେରା , ଡିଆଇଟିର ଅଧକ୍ଷ ବିଜୟ କୁମାର ତ୍ରିପାଠୀ ଏବଂ ଆଠ ଗୋଟି ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ ଉପସ୍ଥିତ ରହି ସମ୍ବର୍ଦ୍ଧିତ ପ୍ରତିଭୂ […]
