ଭୁବନେଶ୍ୱର,(ଓଡିଶା ଦର୍ପଣ): ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୮୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୦୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୦୪୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୦୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୬୦୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୩୪ ଜଣ ଅଛନ୍ତି। ତେବେ କେଉଁ ଜିଲ୍ଲାରୁ କେତେ ଚିହ୍ନଟ ପଢନ୍ତୁ… ବାଲେଶ୍ଵର ଜିଲ୍ଲାରୁ- ୨୦ ବରଗଡ […]
ନୂଆଦିଲ୍ଲୀ(ଓଡିଶା ଦର୍ପଣ): ଆସନ୍ତାକାଲି ଅର୍ଥାତ୍ ୧୬ ମାର୍ଚ୍ଚ, ୨୦୨୨ ଠାରୁ ୧୨ରୁ ୧୪ ବର୍ଷ ବୟସ୍କ ପିଲାମାନଙ୍କୁ କୋଭିଡ ୧୯ ପ୍ରତିଷେଧକ ଟିକା ମାଗଣାରେ ଦିଆଯିବ। ଏଥିସହିତ ସମସ୍ତ ସରକାରୀ କୋଭିଡ ଟିକାକରଣ କେନ୍ଦ୍ରରେ ଜାତୀୟ ଟିକାକରଣ ଦିବସ ପାଳନ କରାଯିବ। ପିଲାମାନଙ୍କୁ ହାଇଦ୍ରାବାଦସ୍ଥିତ ବାୟୋଲୋଜିକ ଇ ଲିମିଟେଡ ଦ୍ବାରା ବିକଶିତ କୋର୍ବେଭାକ୍ସ ଟିକା ଦିଆଯିବ। ମାର୍ଚ୍ଚ ୧୬ ତାରିଖ ପୂର୍ବାହ୍ନ ୯ଟାରୁ ଅନଲାଇନ ପଞ୍ଜୀକରଣ ମାଧ୍ୟମରେ କିମ୍ବା ସିଧାସଳଖ ଟିକାକରଣ କେନ୍ଦ୍ରକୁ ଯାଇ ହିତାଧିକାରୀମାନେ ଟିକା ନେଇପାରିବେ। […]
ନୟାଗଡ଼,(ଓଡିଶା ଦର୍ପଣ,୧୬/୦୩): ନୟାଗଡ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତୋର ଗଭର୍ଧାରଣ ପୂର୍ବ ଏବଂ ଜନ୍ମପୂର୍ବ ଲିଙ୍ଗ ନିରୂପଣ ଅଧିନିୟମ ୧୯୯୪(PCPNDT) ଉପରେ ପରାମର୍ଶ ସମିତିର ଏକ ସମୀକ୍ଷା ବୈଠକ ଜିଲ୍ଲାପାଳଙ୍କ ମିନି ସଭାଗୃହେର ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ଜିଲ୍ଲାରେ ଚାଲୁଥିବା ସମୁଦାୟ ୯ ଗୋଟି ଅଲଟ୍ରାସାଉଣ୍ଡ୍ କ୍ଲିନିକ୍ର ସ୍ଥିତି ଏବଂ କାର୍ଯ୍ୟକାରିତା ଉପେର ଅୋଲାଚନା ଏବଂ ସମୀକ୍ଷା କରାଯାଇଥିଲା । ୯ ଗୋଟି ଅଲଟ୍ରାସାଉଣ୍ଡ୍ କ୍ଲିନିକ୍ ମଧ୍ୟରୁ ରଶ୍ମି ଡାେଇଗ୍ନାଷ୍ଟିକ୍ ଏବଂ କେୟାର ଡାେଇଗ୍ନାଷ୍ଟିକ୍ […]
ଆସନ୍ତୁ ଜାଣିବା ଆଇସ୍କ୍ରିମ୍ ବିଷୟରେ କିଛି ଜଣା ଅଜଣା କଥା–କୁହାଯାଏ ଆଇସ୍କ୍ରିମ୍ର ପ୍ରଚଳନ ଖ୍ରୀ.ପୂ ୪ର୍ଥ ଶତାବ୍ଦୀରୁ ହୋଇଥିଲା। ରୋମ୍ର ସମ୍ରାଟ ନିରୋ ପ୍ରଥମେ ବରଫ, ମହୁ ଓ ଫଳରସରୁ ଏହାକୁ ପ୍ରସ୍ତୁତ କରି ବ୍ୟବହାର କରୁଥିଲେ । ଆମେରିକାରେ ଏକ ନିର୍ଦ୍ଦିଷ୍ଟ ଭେରାଇଟିକୁ ଇସ୍କ୍ରିମ୍ କୁହାଯାଉଥିବା ବେଳେ ଇଟାଲୀରେ ସବୁପ୍ରକାରକୁ ସେଇ ଗୋଟିଏ ନାମ ଆଇସ୍କ୍ରିମ ଦିଆଯାଇଥାଏ । ବିଭିନ୍ନ ସ୍ୱାଦର ଆଇସ୍କ୍ରିମ ମଧ୍ୟରୁ ଭାନିଲା ଏବଂ ଚକୋଲେଟ୍ ଫ୍ଲେଭର ମୁଖ୍ୟଅଟେ। ୟୁରୋପ ଓ ବ୍ରିଟେନ୍ର […]
ଚାଲିବା ହେଉଛି ଏକ ପ୍ରକାର କାର୍ଡିଓଭାସ୍କୁଲାର ଏକ୍ସରସାଇଜ୍। ନିୟମିତ ୩୦ରୁ ଘଣ୍ଟେ ଚାଲିବା ଦ୍ୱାରା ବିଭିନ୍ନପ୍ରକାର ଫାଇଦା ମିଳିଥାଏ। ଆସନ୍ତୁ ଜାଣିବା ଚାଲିବାର ଫାଇଦା। ସ୍ୱାସ୍ଥ୍ୟ:- ଆପଣଙ୍କ ଓଜନ ଯେତିକି ଅଛି, ତାକୁ ନିୟନ୍ତ୍ରଣ କରିବାକୁ ହେଲେ ଚାଲିବା ହେଉଛି ଉତ୍ତମ ବ୍ୟାୟାମ। କିନ୍ତୁ, ଓଜନ କମ୍ କରିବାକୁ ଚାହୁଁଥିଲେ ଦିନକୁ ୩୦ ମିନିଟ୍ ଦ୍ରୁତ ଗତିରେ ଚାଲିବା ଦ୍ୱାରା ଲାଭ ମିଳିଥାଏ। ଚାଲିବା ଦ୍ୱାରା ଷ୍ଟ୍ରେସ୍ ଦୂର ହୋଇଥାଏ, ଶରୀରକୁ ଶକ୍ତି ମିଳିଥାଏ ଓ ଥକ୍କା […]
