ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି: ପ୍ରତି ପରିବାରକୁ ମିଳିବ ୧ ହଜାର ଟଙ୍କା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୨୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ୧୪ଟି ବିଭାଗର ୨୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ୨୦୨୩-୨୪ ଆର୍ଥୀକ ବର୍ଷରେ ୪୪୮ କୋଟିଟଙ୍କା କାର୍ଯ୍ୟକାରୀ ହେବ। ଯୋଜନାରେ ୧୧ ହଜାର ମହିଳା ଏସଏଜଜିଙ୍କ ସମେତ ୫୦ ହଜାର ମସ୍ୟଜୀବି ଉପକୃତ ହେବେ। ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ୧ ହଜାର ଟଙ୍କା ଏବଂ ୨ଟି ଝୋଟ ବ୍ୟାଗ୍‌ ମିଳିବ। ଏଥିରେ ରାଜ୍ୟର […]

ଏପ୍ରିଲ ୧୪ ରେ ପାଳନ ହେବ ପଣା ସଂକ୍ରାନ୍ତି

ଦୂର ହେଲା ପାଞ୍ଜି ଦ୍ୱନ୍ଦ । ପାଞ୍ଜି ସମସ୍ୟା ନେଇ ବସିଥିବା ସମୀକ୍ଷା ବୈଠକ ଶେଷ ହୋଇଛି । ଆଉ ଏହି ବୈଠକରେ ଆସନ୍ତା ୧୪ ତାରିଖରେ ଶ୍ରୀମନ୍ଦିରରେ ପଣା ସଂକ୍ରାନ୍ତି ପାଳିତ ହେବା ନେଇ ନିଷ୍ପତ୍ତି ହୋଇଛି । ଏପ୍ରିଲ ୧୩ ନା ୧୪ ତାରିଖରେ ପଣା ସଂକ୍ରାନ୍ତି ହେବ ତାହାକୁ ନେଇ ସଂଶୟ ଉପୁଜିଥିଲା। ଯେଉଁଥିପାଇଁ ସୋମବାର ପୁରୀରେ ପାଞ୍ଜି ବୈଠକ ବସିଥିଲା। ବୈଠକରେ ମୁକ୍ତି ମଣ୍ଡପ ପଣ୍ଡିତ ୧୪ ତାରିଖରେ ମହାବିଷୁବ ପଣା […]

୫ ଜିଲ୍ଲାରେ ‘ଲକ୍ଷ୍ମୀ’ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ […]

ମଧୁବାବୁ ପେନସନ ଯୋଜନାରେ ୫୦୦ ଟଙ୍କା ବୃଦ୍ଧି

ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ । ବର୍ଦ୍ଧିତ ପେନସନ, ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ।ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ଟ ୫୦୦, ଟ ୭୦୦ ଓ ଟ ୯୦୦ ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ […]

ଓଡ଼ିଶାରେ JSW ଗ୍ରୁପ ମେଗା ଇଲେକ୍ଟ୍ରିକ ଗାଡି ଏବଂ ବ୍ୟାଟେରୀ ପ୍ଲାଣ୍ଟ ସ୍ଥାପନ କରିବ ।

ରାଜ୍ୟକୁ ଆସିବ ଇଲେକ୍ଟ୍ରୋନିକ ଭେଇକିଲ ବା ଇଭି ଶିଳ୍ପ । ଓଡ଼ିଶାରେ ଜେଏସଡବ୍ଲ୍ୟୁ କରିବ ବିଦ୍ୟୁତ ଯାନ ନିର୍ମାଣ । ଉଭୟ ଯାନ ଓ ବ୍ୟାଟେରୀ ପ୍ରସ୍ତୁତ କରିବ ଜେଏସଡବ୍ଲୁ । ୪୦ ହଜାର କୋଟି ପୁଞ୍ଜି ନିବେଶ କରିବ । ୧୧ ହଜାର ନିଯୁକ୍ତି ସୃଷ୍ଟି ହେବ । ୩ ବର୍ଷ ଭିତରେ ଏହା କାର୍ଯ୍ୟକ୍ଷମ ହେବ । ଅକ୍ଟୋବରରେ ଏହାର ଶିଳାନ୍ୟାସ ହେବ । ଯାତ୍ରୀବାହୀ ଏବଂ ବାଣିଜ୍ୟିକ ଯାନ ଉତ୍ପାଦନ ହେବ ।ରାଜ୍ୟ […]

କଂଗ୍ରେସରେ ମିଶିଲେ ଅଭିନେତା ମନୋଜ

ଶନିବାର ବିଧିବଦ୍ଧ ଭାବେ ଅଭିନେତା କଂଗ୍ରେସରେ ସାମିଲ ହୋଇଛନ୍ତି। ଏହି ସମୟରେ ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଅଜୟ କୁମାର ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତ ଥିଲେ। ହାତ ଧରିବା ପରେ ମନୋଜ କହିଛନ୍ତି ନେତା ହେବା ପାଇଁ ଆସିନାହିଁ, ଲୋକଙ୍କ ସେବା କରିବାକୁ ରାଜନୀତିକୁ ଆସିଛି । ପଶ୍ଚିମ ଓଡ଼ିଶାରେ ଅନେକ ସମସ୍ୟା ଥିବା ବେଳେ ରାଜ୍ୟ ସରକାର ଏଥିପ୍ରତି ଦୃଷ୍ଟି ଦେଉନାହାଁନ୍ତି । କଂଗ୍ରେସରେ ସାମିଲ ହୋଇ ଲୋକଙ୍କ […]

ଡାକ୍ତରଙ୍କ ଘରେ ସ୍ବାସ୍ଥ୍ୟ ବିଭାଗର ଚଢ଼ାଉ

ବେଆଇନ ଲିଙ୍ଗ ନିରପୂଣ ଅଭିଯୋଗରେ କଟକର ଫ୍ରେଣ୍ଡ୍‌ସ କଲୋନୀସ୍ଥିତ ଡାକ୍ତର ପୁଣ୍ୟଶ୍ଳୋକ ଦାସଙ୍କ ଘରେ ଶୁକ୍ରବାର ଚଢ଼ାଉ କରିଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଉକ୍ତ ଚଢ଼ାଉରେ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ସ୍ବାସ୍ଥ୍ୟ ଅଧିକାରୀ ପ୍ରଶାନ୍ତ ସାମଲ, ସଦର ଉପଜିଲାପାଳ କମଳଜିତ ଦାସ ଓ ଏସିପି ଜୋନ୍‌-୫ କୃଷ୍ଣଚନ୍ଦ୍ର ସେଠୀଙ୍କ ମିଳିତ ସହଯୋଗରେ ଚଢ଼ାଉ କରାଯାଇଛି। ସୂଚନା ଥାଉକି, ଡାକ୍ତର କରୁଥିଲେ ବେଆଇନ୍ ଲିଙ୍ଗ ନିରୂପଣ । ଚଢାଉ କରି ଧରିଲେ ଉପ-ଜିଲ୍ଲାପାଳ । ବ୍ୟାଗରୁ ବାହାରିଲା […]

ବିଧାନସଭାରେ ଆଗତ ହେଲା ଅନ୍ତରୀଣ ବଜେଟ

ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ୍ ଉପସ୍ଥାପନ ହୋଇଛି ।ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ ଉପସ୍ଥାପନ କରିଛନ୍ତି । ନିଜର ବଜେଟ ଉପସ୍ଥାପନ ବେଳେ ସେ କହିଛନ୍ତି ଯେ, ଓଡ଼ିଶା ୧୦୦ ନିୟୁତ ଡଲାର ଅର୍ଥନୀତିରେ ପରିଣତ ହୋଇଛି । ଓଡ଼ିଶାର ହାରାହାରି ଅଭିବୃଦ୍ଧି ହାର ୭.୨୫ ପ୍ରତିଶତ ରହିଛି। ଯାହାକି ଜାତୀୟ ହାରଠାରୁ ୧ ପ୍ରତିଶତ ଅଧିକ । ୨୦୨୪-୨୫ ଆର୍ଥିକ ବର୍ଷ […]

ଆସନ୍ତା ୧୫ ତାରିଖରେ ଓଡିଶା ଆସିବେ କେନ୍ଦ୍ରୀୟ ନିର୍ବାଚନ କମିଶନ ।

ଆସନ୍ତା ୧୫ ତାରିଖରେ ଓଡିଶା ଆସିବେ କେନ୍ଦ୍ରୀୟ ନିର୍ବାଚନ କମିଶନ । ୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରୀୟ ନିର୍ବାଚନ କମିଶନ ।ନିର୍ବାଚନ କମିଶନ ଓ ଅଧିକାରୀ ମାନେ ଓଡ଼ିଶା ଆସି ଏଠାରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ । ଆସନ୍ତା ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ସମୀକ୍ଷା କରିବେ ବୋଲି ସୂଚନା ମିଳିଛି । ଏହାସହିତ ରାଜ୍ୟ ପଦାଧିକାରୀଙ୍କ ସହ ସମୀକ୍ଷା କରିବେ । EVM ସ୍ଥିତି, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ସମୀକ୍ଷା […]

ମଧୁବାବୁ ପେନସନ ଯୋଜନାରେ ସାମିଲ ହେବେ ୪ ଲକ୍ଷ ଅତିରିକ୍ତ ହିତାଧିକାରୀ ।

ବରିଷ୍ଠ ନାଗରିକଙ୍କ ପାଇଁ ଖୁସି ଖବର । ମଧୁବାବୁ ପେନସନ ଯୋଜନାରେ ସାମିଲ ହେବେ ୪ ଲକ୍ଷ ଅତିରିକ୍ତ ହିତାଧିକାରୀ । ୩୬ଲକ୍ଷ ୭୫ହଜାରରେ ପହଞ୍ଚିଲା ମୋଟ ହିତାଧିକାରୀଙ୍କ ସଂଖ୍ୟା । ଗତ ଅଗଷ୍ଟରେ ୪ଲକ୍ଷ ୧୩ହଜାର ଅତିରିକ୍ତ ଆବେଦନକୁ ଅନୁମୋଦନ କରିଥିଲେ ମୁଖ୍ୟମନ୍ତ୍ରୀ । ଏହି ବାବଦରେ ମାସକୁ ୧୯୦କୋଟି ୨୦ଲକ୍ଷ ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର । ଲୋକଙ୍କ ଆବେଦନକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି […]

ପରୀ ହତ୍ୟାକାଣ୍ଡ ଘଟଣା, ନାବାଳକକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ଆସିଛି ରାୟ । ନୟାଗଡ଼ର ଏହି ଚର୍ଚ୍ଚିତ ହତ୍ୟା ଘଟଣାର ଶୁଣାଣୀ କରି ଦୋଷୀ ସରୋଜ ସେଠୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ନୟାଗଡ଼ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ । ୨୦୨୦ ମସିହା ଜୁଲାଇ ୧୪ ତାରିଖରେ ନୟାଗଡ଼ ନିକଟ ଯଦୁପୁର ଗାଁରେ ପରୀକୁ ହତ୍ୟା କରାଯାଇଥିଲା ।ଏସ୍.ଆଇ.ଟି ଧରିଥିବା ନାବାଳକକୁ ଆଜି କୋର୍ଟରେ ହାଜର କରାଯାଇଥିଲା । ଏଥିପାଇଁ ରାଉରକେଲା ବାଳ ସ୍ୱଧାର ଗୃହରୁ ଅଭିଯୁକ୍ତକୁ […]

କଟକ-ଭୁବନେଶ୍ବର ବାର୍ ଗୁଡିକରେ ଆଉ ରହିବେନି ବାଉନ୍ସର ।

ଏବେ କଟକ-ଭୁବନେଶ୍ବର ବାର୍ ଗୁଡିକରେ ଆଉ ବାଉନ୍ସର ଦେଖା ଯିବେନି । ବାଉନ୍ସରମାନେ କୌଣସି ବାର୍‌ରେ ଗ୍ରାହକଙ୍କୁ ଧମକ ଦେବେନି । କୌଣସି ବାର୍‌ରେ ବିଶୃଙ୍ଖଳା ହେଲେ ୧୧୨କୁ ଜଣାଇ ପାରିବେ । ଏ ନେଇ କମିଶନରେଟ୍ ପୁଲିସ ଅଧିନସ୍ଥ ଅଞ୍ଚଳରେ ରଖି ବାର୍ ଗୁଡିକ ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ସିପି। ବାଉନ୍ସରଙ୍କ ନାଁରେ ଅପରାଧିକ ମାମଲାର ଖୋଳତାଡ କରିବ ପୁଲିସ। ପିଏସଏଆରଏ ଆକ୍ଟ ଅଧୀନରେ ଥିବା ସିକ୍ୟୁରିଟି ଏଜେନ୍ସି ଗାର୍ଡ ନିୟୋଜିତ କରିପାରିବେ ।କିନ୍ତୁ […]