ବିଧାନସଭାରେ ଭାଷା ଆଇନ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସର ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ବିଧାନସଭାରେ ଭାଷା ଆଇନ’ ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି। ୧୯୪୮ ମସିହାରେ ପ୍ରସ୍ତାବିତ ଭାଷା ଆଇନ ଆଲୋଚନାଠାରୁ ଆରମ୍ଭ କରି ୧୯୫୪ ଭାଷା ଆଇନ ପାରିତ ହେବା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ବିଧାନସଭାରେ ଭାଷା ଆଇନ ୨୦୧୮ର ସଂଶୋଧନ ପର୍ଯ୍ୟନ୍ତ ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ଯ ଏହି ପୁସ୍ତକ ରେ ସ୍ଥାନିତ ହୋଇଛି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ […]

ଆଜି ନିଖୋଜ ଶିଶୁ ପିହୁର ମା’ଙ୍କୁ ଉଠାଇନେଲା ପୋଲିସ , ଜାଣନ୍ତୁ କାହିଁକି ?

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କୁ ଦେଖାକରିବା ପାଇଁ ସମ୍ବଲପୁର ଯାଉଥିବା ବେଳେ ନିଖୋଜ ଶିଶୁ ପିହୁର ମା’ଙ୍କୁ ପୋଲିସ ଉଠାଇ ନେଇଛି । ୪ବର୍ଷ ହେଲା ୨ବର୍ଷର ଶିଶୁ ପିହୁ ନିଖୋଜ ଥିବାବେଳେ ଏପର୍ଯ୍ୟନ୍ତ ଖୋଜ ଖବର ପାଇନଥିବାରୁ ଭାଙ୍ଗିପଡିଛନ୍ତି ପିହୁଙ୍କ ମା । ରାଜ୍ୟ ପୁଲିସ ଏବଂ ସରକାର ତାଙ୍କ କଥା ଶୁଣୁନଥିବା ଅଭିଯୋଗ କରିଛନ୍ତି ପିହୁଙ୍କ ମା । ତେବେ କାରରେ ଯାଉଥିବା ବେଳେ ବିଳମ୍ବିତ ରାତିରେ ପୋଲିସ […]

ଆଜି ଅକ୍ଷର ଭୂମିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି

ଆସନ୍ତାକାଲିଠାରୁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଏହି ଉପଲକ୍ଷେ ଭୁବନେଶ୍ବର କଳାମଣ୍ଡଳ ପରିସରରେ ନିର୍ମିତ ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଐତିହ୍ୟ ନଗରୀ ଭୁବନେଶ୍ୱର କେନ୍ଦ୍ର ସ୍ଥଳରେ ଏହି ସମ୍ମିଳନୀ ଓଡିଆ ଭାଷାର ଜୟଗାନ କରିବ । ଆମ ଭାଷାର ସୌନ୍ଦର୍ଯ୍ୟ ଓ ଖାଣ୍ଡେଲାଇଟ ପଥରରେ ଲିପିବଦ୍ଧ ହୋଇଥିବା କଳିଙ୍ଗ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ଏହା ମାଧ୍ୟମରେ ପ୍ରତିଫଳିତ ହେବ |ଅକ୍ଷର ଭୂମିର କାନ୍ଥବାଡ ବଖାଣୁଛି ଓଡ଼ିଆ ଲିପିର […]

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବୁଧବାର ଦାଖଲ ହୋଇଛି ଚାର୍ଜଫ୍ରେମ୍‌।

ପ୍ରଦୀପଙ୍କ ବିରୋଧରେ ଚାର୍ଜଫ୍ରେମ ଦାଖଲ କଲେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ । ଆୟ ବହିର୍ଭୁତ ସମ୍ପତ୍ତି ମାମଲାରେ ଚାର୍ଜଫ୍ରେମ୍ । ୯ କୋଟି ୧୮ ଲକ୍ଷରୁ ଅଧିକ ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ରହିଛି । ବିଧାୟକଙ୍କ ସ୍ତ୍ରୀଙ୍କ ନାମରେ ମଧ୍ୟ ଚାର୍ଜଶିଟ୍‌ ଦାଖଲ ହୋଇଥିବା ଜଣାପଡ଼ିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚାର୍ଜଶିଟ୍‌ ଦାଖଲ କରାଯାଇଛି। ସ୍ପେଶାଲ ଜଜ୍‌, ସ୍ପେଶାଲ କୋର୍ଟରେ ଚାର୍ଜଫ୍ରେମ୍‌ ଦାଖଲ ହୋଇଥିବା ଜଣାପଡ଼ିଛି। ୨୦୨୨ ମସିହା ଜୁନରେ ମାସରେ […]

ପୁରୀ ଶ୍ରୀମନ୍ଦିର:ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ।

ବୁଧବାର ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଭକ୍ତ ଦର୍ଶନ […]

୫୦ ଜଣଙ୍କ ଜୀବନ ବଞ୍ଚାଇଦେଲେ ଡ୍ରାଇଭର ।

ବାଲେଶର ଜିଲାର ନୀଳଗିରିରେ ଏକ ଅଭାବନୀୟ ଘଟଣା ଘଟିଛି। ହୃଦଘାତ ଯୋଗୁ ଚଳନ୍ତା ବସ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। କିନ୍ତୁ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧିରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ୫୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ। ହୃଦଘାତରେ ଟଳି ପଡ଼ିବା ପୂର୍ବରୁ ବସ୍‌କୁ ସୁରକ୍ଷିତ ଭାବେ ନିୟନ୍ତ୍ରଣ କରିଥିଲେ ଡ୍ରାଇଭର। ଏହାପରେ ଷ୍ଟେରିଂ ଉପରେ ଅଚେତ ହୋଇ ପଡିଯାଇଥିଲେ ଡ୍ରାଇଭର। ଗାଡିଟି ରାସ୍ତାରେ ରହିବା ପରେ ଯାତ୍ରୀ ଏବଂ ସ୍ଥାନୀୟ ଲୋକେ ତୁରନ୍ତ ଡ୍ରାଇଭରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ […]

ପାଣି ଟାଙ୍କି ଉପରେ ଚଢ଼ି ଜଣେ ବ୍ୟକ୍ତି ଆତ୍ମହତ୍ୟା ଧମକ

ଭବାନୀପାଟଣା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଂଚାୟତରେ ଅଭାବନୀୟ ଘଟଣା ଘଟିଛି। କଁସିଲ ଗାଁ ପାଣି ଟାଙ୍କି ଉପରେ ଚଢ଼ି ଜଣେ ବ୍ୟକ୍ତି ଆତ୍ମହତ୍ୟା ଧମକ ଦେଉଥିବା ଦେଖିବାକୁ ମିଳିଛି। ଯୁବକ ଜଣଙ୍କ ନବରଙ୍ଗପୁର ଜିଲ୍ଲାର କୁମାର ଗୁଡା ଗାଁର ମହେଶ ହୋଇଥିବା ବେଳେ ତାଙ୍କ ବୟସ ୨୮ ବର୍ଷ ମଧ୍ୟରେ ହେବ । ମହେଶ କୁମାର ନାମକ ଜଣେ ବ୍ୟକ୍ତି ଗଜବାହାଲ୍ ପଂଚାୟତରେ ପାନୀୟଜଳ ପାଇପ ସଂଯୋଗ କାର୍ଯ୍ୟ କରୁଥିଲେ। କୌଣସି କାରଣ ରୁ ସେ ହଠାତ […]

ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ୧୦୨ ବର୍ଷରେ ଦେହାନ୍ତ

ସ୍ୱାଧୀନତା ସଂଗ୍ରାମୀ ତଥା ଅଲ ଇଣ୍ଡିଆ ଫ୍ରିଡମ ଫାଇଟର୍ସ ଆସୋସିଏସନର ସଭାପତି ନୀଳମଣି ସାମଲ ୧୦୨ ବର୍ଷ ବୟସରେ କଟକ ଏସସିବି ମେଡିକାଲ କଲେଜ ଏବଂ ହସପିଟାଲରେ ଚିକିତ୍ସିତ ଅବସ୍ଥାରେ ପ୍ରାଣତ୍ୟାଗ କରିଛନ୍ତି। ବ୍ରେନଷ୍ଟ୍ରୋକ୍ ହେବା ପରେ ତାଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା।ଶତାୟୁ ସ୍ବାଧିନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଘର ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଅଞ୍ଚଳରେ । ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା ।ଖବର ଅନୁଯାୟୀ ସାମଲଙ୍କୁ ପ୍ରଥମେ ଯାଜପୁର ମୁଖ୍ୟ […]

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଗାଡି ନେଇଗଲା ଜଣଙ୍କ ଜୀବନ ।

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସୁନ୍ଦରଗଡର ସାଂସଦ ଜୁଆଲ ଓରାମଙ୍କ କାରରେ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ସାଂସଦ ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିବାବେଳେ ଢେଙ୍କାନାଳର ରେକୁଲା ଛକରେ ଏହି ଘଟଣା ଘଟିଛି। ମୃତକଙ୍କ ନାମ ଧନକାନାଲର ସର୍ବେଶ୍ୱର ଚୌଧୁରୀ ବୋଲି ଜଣାପଡିଛି।ଗୁରୁତର ଅବସ୍ଥାରେ ଜୁଏଲ ନିଜ ପାଇଲଟିଂ ଗାଡିରେ ସର୍ବେଶ୍ୱରଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ସର୍ବେଶ୍ୱରଙ୍କୁ ମୃତ ଘୋଷଣା କରିଥିଲେ ।ଦୁର୍ଘଟଣା ସମ୍ପର୍କରେ ସାଂସଦ ଜୁଆଲ ଓରାମ କହିଛନ୍ତି, […]

ଆସନ୍ତା ୭ ଦିନ ଯାଏଁ ପାଗ ଶୁଖିଲା କିନ୍ତୁ ବିଭିନ୍ନ ଜିଲ୍ଲାରେ ଶୀତ ସହ ଘନକୁହୁଡି

କିଛି ଦିନର ବର୍ଷା ପରେ ପାଣିପାଗରେ ପରିବର୍ତ୍ତନ ହୋଇଛି। ଆଗାମୀ ୭ ଦିନ ଯାଏଁ ରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ କରିଛି।ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡି କରିବ କଲବଲ । ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ପବନ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ | ସେହିଭଳି […]

ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡ଼ିଶା’ ଅଭିଯାନର ଶୁଭାରମ୍ଭ

ଲୋକକଳା ଜରିଆରେ ବିକାଶମୂଳକ କାର୍ଯ୍ୟର ପ୍ରଚାର, ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡ଼ିଶା’ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହା ଅଧୀନରେ ୧୦ଟି ବିଭାଗର ୧୫ଟି ଯୋଜନାର ପ୍ରଚାର, ପ୍ରସାର କରାଯିବ। ଏକ ମାସ ଧରି ରାଜ୍ଯର ସବୁ ଗାଁରେ ୨ଲକ୍ଷରୁ ଅଧିକ କାର୍ଯ୍ୟକ୍ରମ ଆୟୋଜିତ ହେବ।  ଏଥିପାଇଁ ସାରା ରାଜ୍ୟରେ ୨୨ ହଜାର ଲୋକ କଳାକାର ଦଳ ପଞ୍ଜୀକୃତ ହୋଇଛନ୍ତି। ଲୋକ କଳାକାରମାନଙ୍କ ଜରିଆରେ ସୂଚନା, ଶିକ୍ଷା ଓ ସଂଚାର […]

୭୫ତମ ସାଧାରଣତନ୍ତ୍ର ଦିବସ ରେ ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଆଜି ଦେଶ ପାଳୁଛି ୭୫ ତମ ସାଧାରଣତନ୍ତ୍ର ଦିବସ । ଦିଲ୍ଲୀଠୁ ପଲ୍ଲୀ ସବୁଠି ଉତ୍ସବର ମାହୋଲ । ଭୁବନେଶ୍ୱରର ଗାନ୍ଧୀମାର୍ଗରେ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ପତାକା ଉତ୍ତୋଳନ କରିବା ପରେ ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ ପରେଡ୍ ।ଏଥର ପରେଡରେ ଆଇପିଏସ୍‌ ଅଫିସର ଏ.ବି. ଶିଳ୍ପା ନେତୃତ୍ୱ ନେଇଛନ୍ତି। ପରେଡ଼ରେ ମୋଟ୍‌ ୬୪ କଣ୍ଟିଜେଣ୍ଟ ଭାଗ ନେଇଛନ୍ତି। ଏଥିରେ ଆଇଟିବିପି, ସିଆର୍‌ପିଏଫ୍‌, ବିଏସ୍‌ଏଫ୍‌, ଅଗ୍ନିଶମ, ଓଡ୍ରାଫ୍‌, ଓଡ଼ିଶା ହୋମ୍‌ଗାର୍ଡ, ଆର୍‌ପିଏଫ୍‌, ସୈନିକ […]

Odisha Darpan Digital