ଆଉ ୩ ଦିନ ବଢିଲା ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ

ଉଦଯାପିତ ହେଲା ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଉଦଯାପନୀ ଦିବସରେ ଉଦବୋଧନ ରଖିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ଯମନ୍ତ୍ରୀ କହିଛନ୍ତି, ଏହି ସମ୍ମିଳନୀ ଏକ ଇତିହାସ ।ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ଆଜି ଥିଲା ଉଦଯାପନୀ ଦିବସ। ତେବେ ଏହାର ଲୋକପ୍ରିୟତା, ଆଦୃତ ଓ ସଫଳତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ୩ ଦିନ ବଢାଇବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଜନତା ମଇଦାନରେ ୩ ତାରିଖରୁ ଆରମ୍ଭ ହୋଇଥିବା ଏହି ସମ୍ମିଳନୀ […]

ନଦୀରେ ଭାସୁଥିଲା ପଥର , ମହିଳା ଜଣକ ଦେଖି ହେଲେ ଆଶ୍ଚର୍ଯ୍ୟ

ଏବେ ଗୋଟିଏ ଘଟଣା ଯାହା ସମସ୍ତଙ୍କୁ ଚକିତ କରିଛି | ଭାର୍ଗବୀ ନଦୀରେ ଗୋଟିଏ ପଥର ଭାସୁଥିବା ଜଣେ ମହିଳା ଦେଖିଥିଲେ। ମହିଳା ଜଣକ ଭାର୍ଗବୀ ନଦୀର ଗବକୁଣ୍ଡ ନିକଟକୁ ଗାଧୋଇବା ପାଇଁ ଯାଇଥିବା ଗୋଟିଏ ପଥର ପାଣିରେ ଭାସୁଥିବା ଦେଖିବାକୁ ପାଇଥିଲେ। ଏହି କଥା ଉକ୍ତ ମହିଳା ଜଣଙ୍କ ନିଜ ଘରେ ଆସି କହି ଥିଲେ | ଏହାପରେ ସେହି ପଥରକୁ ସେ ନଦୀରୁ ଆଣି ଗ୍ରାମର ହନୁମାନ ମନ୍ଦିରରେ ରଖିଥିଲେ।ଘଟଣାର ସତ୍ୟତା ପରିଖିବା ପାଇଁ […]

ମୁଖ୍ୟମନ୍ତ୍ରୀ : ଆମ୍ବେଡକରଙ୍କ ନାମରେ ନାମିତ ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ

ଭାରତୀୟ ସମ୍ବିଧାନର ଜନକ ତଥା ସାମାଜିକ ନ୍ୟାୟର ମହାନ୍ ପ୍ରବକ୍ତା ଡକ୍ଟର ଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ଵର ବରମୁଣ୍ଡାର ନବନିର୍ମିତ ବସଷ୍ଟାଣ୍ଡ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ପ୍ରକାଶ କରିବା ସହ ଡକ୍ଟର ଆମ୍ବେଦକରଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏବେ ବରମୁଣ୍ଡା ବସଷ୍ଟାଣ୍ଡ ବାବା ସାହେବ ଭୀମ ରାଓ ଆମ୍ବେଦକର ବସ୍ ଟର୍ମିନାଲ ଭାବରେ ପରିଚିତ ହେବ ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଡକ୍ଟର ଆମ୍ବେଦକର ଜଣ ଦୂରଦର୍ଶୀ ନେତା ସମର୍ପିତ […]

ଷୋଡଶ ବିଧାନସଭାର ଶେଷ ଅଧିବେଶନ: ଗୃହରେ ନିଜ ଅଭିଭାଷଣ ରଖିଲେ ରାଜ୍ୟପାଳ

ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି । ଅଧିବେଶନ ଆରମ୍ଭରୁ ଦିବଂଗତ ପୂର୍ବତନ ସଦସ୍ୟଙ୍କୁ ରାଜ୍ୟପାଳ ରଘୁବର ଦାସ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସହିଦ ଯବାନମାନଙ୍କୁ ମଧ୍ୟ ରାଜ୍ୟପାଳ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।ରାଜ୍ୟରେ କିପାରି ସରକାରଙ୍କ ନେତୃତ୍ୱରେ ସଫଳତା ପରେ ସଫଳତା ମିଳିଛି ତାହା ରାଜ୍ୟପାଳଙ୍କ ଅଭିଭାଷଣରେ ଦେଖିବାକୁ ମିଳିଥିଲା। ପ୍ରାରମ୍ଭରେ ରାଜ୍ୟପାଳ ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ, ପରେ ସହିଦ ଯବାନମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପ୍ରାରମ୍ଭରେ ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇବା […]

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଶେଷ ଦିବସ

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆଜି ହେଉଛି ତୃତୀୟ ଓ ଶେଷ ଦିବସ । ଏହି ଅବସରରେ ସୋମବାର ଜନତା ମୈଦାନରେ ଓଡ଼ିଆ ଭାଷାର ଅତୀତ ଓ ଭବିଷ୍ୟତକୁ ନେଇ ଆଲୋଚନା ରହିଛି। ଆଦିକବି ଶାରଳା ଦାସ କକ୍ଷରେ ଆଜି ୨୦୩୬ରେ ଓଡ଼ିଶା ନବଦିଗନ୍ତର ସମ୍ଭାବନା ପ୍ରସଙ୍ଗରେ ଆଲୋଚନା ହେବ । ସେହିପରି ଅତିବଡ଼ି ଜଗନ୍ନାଥ ଦାସ କକ୍ଷରେ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଯୁଗରେ ଓଡ଼ିଆ ଭାଷା, ଆହ୍ବାନ ଏବଂ ଭବିଷ୍ୟତ ସମ୍ପର୍କରେ ଆଲୋଚନା […]

ଆଜିଠାରୁ ବିଧାନସଭା ଅଧିବେଶନ

ଷୋଡ଼ଶ ବିଧାନସଭାର ଅନ୍ତିମ ଅଧିବେଶନ । ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ଅଧିବେଶନ । ଏହି ଅଧିବେଶନ ୧୩ ତାରିଖ ଯାଏ ଚାଲିବ । ଏଥିରେ କାମଚଳା ବଜେଟ ଉପସ୍ଥାପନ ହେବ । ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ଥିବାରୁ ସଂକ୍ଷିପ୍ତ ହେଲେ ମଧ୍ୟ ବେଶ୍‌ ସରଗରମ ରହିବା ସମ୍ଭାବନା ଅଛି । ମୁହାମୁହିଁ ହେବେ ଶାସକ ଓ ବିରୋଧୀ । ଗୃହରେ ଉଠିବ ନୂଆ ଓ ପୁରୁଣା ପ୍ରସଙ୍ଗ । ସ୍ୱଳ୍ପ କାଳୀନ ଅଧିବେଶନରେ […]

ବିଧାନସଭାରେ ଭାଷା ଆଇନ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସର ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ବିଧାନସଭାରେ ଭାଷା ଆଇନ’ ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି। ୧୯୪୮ ମସିହାରେ ପ୍ରସ୍ତାବିତ ଭାଷା ଆଇନ ଆଲୋଚନାଠାରୁ ଆରମ୍ଭ କରି ୧୯୫୪ ଭାଷା ଆଇନ ପାରିତ ହେବା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ବିଧାନସଭାରେ ଭାଷା ଆଇନ ୨୦୧୮ର ସଂଶୋଧନ ପର୍ଯ୍ୟନ୍ତ ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ଯ ଏହି ପୁସ୍ତକ ରେ ସ୍ଥାନିତ ହୋଇଛି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ […]

ଆଜି ନିଖୋଜ ଶିଶୁ ପିହୁର ମା’ଙ୍କୁ ଉଠାଇନେଲା ପୋଲିସ , ଜାଣନ୍ତୁ କାହିଁକି ?

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କୁ ଦେଖାକରିବା ପାଇଁ ସମ୍ବଲପୁର ଯାଉଥିବା ବେଳେ ନିଖୋଜ ଶିଶୁ ପିହୁର ମା’ଙ୍କୁ ପୋଲିସ ଉଠାଇ ନେଇଛି । ୪ବର୍ଷ ହେଲା ୨ବର୍ଷର ଶିଶୁ ପିହୁ ନିଖୋଜ ଥିବାବେଳେ ଏପର୍ଯ୍ୟନ୍ତ ଖୋଜ ଖବର ପାଇନଥିବାରୁ ଭାଙ୍ଗିପଡିଛନ୍ତି ପିହୁଙ୍କ ମା । ରାଜ୍ୟ ପୁଲିସ ଏବଂ ସରକାର ତାଙ୍କ କଥା ଶୁଣୁନଥିବା ଅଭିଯୋଗ କରିଛନ୍ତି ପିହୁଙ୍କ ମା । ତେବେ କାରରେ ଯାଉଥିବା ବେଳେ ବିଳମ୍ବିତ ରାତିରେ ପୋଲିସ […]

ଆଜି ଅକ୍ଷର ଭୂମିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି

ଆସନ୍ତାକାଲିଠାରୁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଏହି ଉପଲକ୍ଷେ ଭୁବନେଶ୍ବର କଳାମଣ୍ଡଳ ପରିସରରେ ନିର୍ମିତ ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଐତିହ୍ୟ ନଗରୀ ଭୁବନେଶ୍ୱର କେନ୍ଦ୍ର ସ୍ଥଳରେ ଏହି ସମ୍ମିଳନୀ ଓଡିଆ ଭାଷାର ଜୟଗାନ କରିବ । ଆମ ଭାଷାର ସୌନ୍ଦର୍ଯ୍ୟ ଓ ଖାଣ୍ଡେଲାଇଟ ପଥରରେ ଲିପିବଦ୍ଧ ହୋଇଥିବା କଳିଙ୍ଗ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ଏହା ମାଧ୍ୟମରେ ପ୍ରତିଫଳିତ ହେବ |ଅକ୍ଷର ଭୂମିର କାନ୍ଥବାଡ ବଖାଣୁଛି ଓଡ଼ିଆ ଲିପିର […]

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବୁଧବାର ଦାଖଲ ହୋଇଛି ଚାର୍ଜଫ୍ରେମ୍‌।

ପ୍ରଦୀପଙ୍କ ବିରୋଧରେ ଚାର୍ଜଫ୍ରେମ ଦାଖଲ କଲେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ । ଆୟ ବହିର୍ଭୁତ ସମ୍ପତ୍ତି ମାମଲାରେ ଚାର୍ଜଫ୍ରେମ୍ । ୯ କୋଟି ୧୮ ଲକ୍ଷରୁ ଅଧିକ ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ରହିଛି । ବିଧାୟକଙ୍କ ସ୍ତ୍ରୀଙ୍କ ନାମରେ ମଧ୍ୟ ଚାର୍ଜଶିଟ୍‌ ଦାଖଲ ହୋଇଥିବା ଜଣାପଡ଼ିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚାର୍ଜଶିଟ୍‌ ଦାଖଲ କରାଯାଇଛି। ସ୍ପେଶାଲ ଜଜ୍‌, ସ୍ପେଶାଲ କୋର୍ଟରେ ଚାର୍ଜଫ୍ରେମ୍‌ ଦାଖଲ ହୋଇଥିବା ଜଣାପଡ଼ିଛି। ୨୦୨୨ ମସିହା ଜୁନରେ ମାସରେ […]

ପୁରୀ ଶ୍ରୀମନ୍ଦିର:ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ।

ବୁଧବାର ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଭକ୍ତ ଦର୍ଶନ […]

୫୦ ଜଣଙ୍କ ଜୀବନ ବଞ୍ଚାଇଦେଲେ ଡ୍ରାଇଭର ।

ବାଲେଶର ଜିଲାର ନୀଳଗିରିରେ ଏକ ଅଭାବନୀୟ ଘଟଣା ଘଟିଛି। ହୃଦଘାତ ଯୋଗୁ ଚଳନ୍ତା ବସ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। କିନ୍ତୁ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧିରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ୫୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ। ହୃଦଘାତରେ ଟଳି ପଡ଼ିବା ପୂର୍ବରୁ ବସ୍‌କୁ ସୁରକ୍ଷିତ ଭାବେ ନିୟନ୍ତ୍ରଣ କରିଥିଲେ ଡ୍ରାଇଭର। ଏହାପରେ ଷ୍ଟେରିଂ ଉପରେ ଅଚେତ ହୋଇ ପଡିଯାଇଥିଲେ ଡ୍ରାଇଭର। ଗାଡିଟି ରାସ୍ତାରେ ରହିବା ପରେ ଯାତ୍ରୀ ଏବଂ ସ୍ଥାନୀୟ ଲୋକେ ତୁରନ୍ତ ଡ୍ରାଇଭରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ […]