ଏସ୍‌ସିବି ମେଡିକାଲରେ ପ୍ରଥମ ହାପଲୋ ବୋନ୍‌ମ୍ୟାରୋ ଟ୍ରାନ୍ସପ୍ଲାଣ୍ଟ ରୋଗୀଙ୍କର ମୃତ୍ୟୁ

କଟକ ଏସ୍‌ସିବି ମେଡିକାଲରେ ପ୍ରଥମ ହାପଲୋ ବୋନ୍‌ମ୍ୟାରୋ ଟ୍ରାନ୍ସପ୍ଲାଣ୍ଟ ରୋଗୀଙ୍କର ମୃତ୍ୟୁ ଘଟିଛି । ଗତ ୯ ତାରିଖରେ ଖୋର୍ଦ୍ଧା ଅଞ୍ଚଳର ଶୁଭ୍ରାଂଶୁ ସାହୁ ନାମକ ଯୁବକଙ୍କର କଟକ ଏସ୍‌ସିବି ମେଡିକାଲରେ ପ୍ରଥମ ହାପଲୋ ଟ୍ରାନ୍ସପ୍ଲାଣ୍ଟ କରାଯାଇଥିଲା ‌। ଏହି ଅସ୍ତ୍ରୋପଚାର ପରେ ଶୁଭ୍ରାଂଶୁ ଏବଂ ତାଙ୍କ ସାନ ଭାଇଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିଲା। ଅସ୍ତ୍ରୋପଚାର ପର ଦିନ ସାନଭାଇଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିବା ବେଳେ ଶୁଭ୍ରାଂଶୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ମଧ୍ୟ ସୁଧାର ଆସୁଥିଲା। ଏହା ଦେଖି ଡାକ୍ତରଙ୍କ […]

ଫେବୃଆରୀ ୫ରୁ ବିଧାନସଭା ବଜେଟ୍‌ ଅଧିବେଶନ ଆରମ୍ଭ ହେବ।

ଆସନ୍ତା ମାସରୁ ବିଧାନସଭା ଅଧିବେଶନ । ଫେବୃଆରୀ ୫ରୁ ଆରମ୍ଭ ହୋଇ ୧୩ ଯାଏଁ ଚାଲିବ ବିଧାନସଭା ଅଧିବେଶନ୍‌ । ଏହି ଅଧିବେଶନରେ କାମଚଳା ବଜେଟ ଆଗତ ହେବ ।୫ରେ ରାଜ୍ୟପାଳଙ୍କ ଅଭିଭାଷଣ ଏବଂ ୮ରେ ବଜେଟ୍‌ ଉପସ୍ଥାପନ କରାଯିବ।ତେବେ ଏହି ଅଧିବେଶନଟି ଉଭୟ ଶାସକ ଏବଂ ବିରୋଧୀ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ । ଆଗକୁ ନିର୍ବାଚନ ଥିବାରୁ ଉଭୟ ଉଭୟଙ୍କୁ ବିଧାନସଭାରେ ଘେରିବାକୁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବେ । ଶେଷରେ ଅଧିବେଶନ ଶେଷ ଦିନ ସମସ୍ତ […]

ଜାନୁଆରୀ ୨୨ ରେ ‘ହାଫ୍ ଡ଼େ’ ଛୁଟି ଘୋଷଣା କରିଛନ୍ତି ଉଭୟ କେନ୍ଦ୍ର ସରକାର ଓ ଓଡିଶା ସରକାର।

ଅଯୋଧ୍ୟାରେ ନବ ନିର୍ମିତ ରାମମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ନେଇ ସାରା ଦେଶରେ ଉତ୍ସାହର ପରିବେଶ। ତେବେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉପଲକ୍ଷେ ଅଧା ଦିନ ଅର୍ଥାତ ‘ହାଫ୍ ଡ଼େ’ ଛୁଟି ଘୋଷଣା କରିଛନ୍ତି ଉଭୟ କେନ୍ଦ୍ର ସରକାର ଓ ଓଡିଶା ସରକାର। ସୂଚନା ମୁତାବକ ଅଯୋଧ୍ୟାରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ଦୃଷ୍ଟିରେ ରଖି ଜାନୁଆରୀ ୨୨ ରେ ରାଜ୍ୟ ସରକାରଙ୍କ କାର୍ଯ୍ୟାଳୟ ତଥା ରାଜସ୍ୱ ଏବଂ ମାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ଅଧା ଦିନ […]

ଆଜି ପୁରୀକୁ ଗଡ଼ିଲା ଜଗନ୍ନାଥ ଏକ୍ସପ୍ରେସ୍

ଗୁରୁବାର ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ଜଗନାଥ ଏକ୍ସପ୍ରେସ୍‌‌ ବସ୍‌‌ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟରୁ ଭୁବନେଶ୍ୱର ଦେଇ ପୁରୀକୁ ଶୀତତାପ ନିୟନ୍ତ୍ରିତ ବସ୍‌‌ ଚାଲିବ। ଏହି ଜିଲ୍ଲା ଗୁଡିକ ହେଲା- ବଲାଙ୍ଗିର, ବରଗଡ, ଗଞ୍ଜାମ, ଝାରସୁଗୁଡା, କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ।| ଯାତ୍ରୀମାନେ ପୁରୀକୁ ଆରାମଦାୟକ ଯାତାୟତ କରିବାର ସୁବିଧା ପାଇବେ । ତାହା ପୁଣି ସୁଲଭ ମୂଲ୍ୟରେ । ଆସନ୍ତା ୨୨ ତାରିଖରୁ ରାଜ୍ୟର ବିଭିନ୍ନ କୋଣ […]

କମଳାଙ୍ଗ ଷ୍ଟେସନ ନିକଟରେ ମାଲବାହୀ ଟ୍ରେନରେ ଇଞ୍ଜିନ୍ ସହ ୬ଟି ବଗି ଲାଇନ୍‌ଚ୍ୟୁତ

ଢେଙ୍କାନାଳ କମଳାଙ୍ଗ ଷ୍ଟେସନରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ। ଡୁବୁରି ଅଞ୍ଚଳରୁ ଏକ କୋଇଲା ଟ୍ରେନ୍ ତାଳଚେର ଆସୁଥିବା ବେଳେ କମଳାଙ୍ଗ ଷ୍ଟେସନରୁ କିଛି ଦୂର ଅତିକ୍ରମ କରିବା ପରେ ଲାଇନଚ୍ୟୁତ ହୋଇଥିଲା । ଇଞ୍ଜିନ ସହିତ ୬ଟି ବଗି ଲାଇନ୍‌ଚ୍ୟୁତ ହୋଇଥିବା ସୂଚନା ମିଳିଛି ।ଡୁବୁରୀରୁ ବୁଢ଼ାପଙ୍କ ଦେଇ ତାଳଚେର ଅଭିମୁଖେ ଏହି ମାଲବାହୀ ଟ୍ରେନ୍‌ଟି ଯାଉଥିବା ବେଳେ ଲାଇନ୍‌ଚ୍ୟୁତ ହୋଇଛି । ତେବେ ଏହି ଲାଇନ୍‌ଚ୍ୟୁତ ଯୋଗୁଁ ସେପରି କିଛି ବଡ଼ ଧରଣର କ୍ଷୟକ୍ଷତି ଘଟିନଥିବା […]

୪ ଶ୍ରମିକଙ୍କ ଉପରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ

ମେଲଛାମୁଣ୍ଡାରେ ଅଭାବନୀୟ ଘଟଣା । ୪ ଜଣ ଶ୍ରମିକଙ୍କ ଉପରେ ମାଡ଼ିଗଲା ଟ୍ରକ । ନଳକୂଅ ଖୋଳିବା ପାଇଁ ଆସିଥିବା ଟ୍ରକ ଚଢିଯିବା ଫଳରେ ୪ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି ।ନଳକୂପ ଖୋଳିବା ପାଇଁ ଆସିଥିବା ଏହି ଶ୍ରମିକମାନେ ସମସ୍ତେ ମଧ୍ୟପ୍ରଦେଶର ବୋଲି ଜଣାପଡ଼ିଛି। ଆହତ ଶ୍ରମିକଙ୍କୁ ବୁର୍ଲା ମେଡିକାଲକୁ ପଠାଯାଇଛି। ତେବେ ବୁଧବାର ରାତିରେ ଶ୍ରମିକମାନେ ଶୋଇଥିବା ବେଳେ ଟ୍ରକ୍‌ ସେମାନଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ମେଲ୍‌ଛାମୁଣ୍ଡା ପୋଲିସ ପହଞ୍ଚି ଘଟଣାର ତଦନ୍ତ […]

JCB ଲଗାଇ ଭାଙ୍ଗିଦେଲେ ଶିକ୍ଷକଙ୍କ ଘର

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ନିମାପଡା ଶୀତଳ ଭଣ୍ଡାର ମାର୍ଗରେ ଥିବା ଶିକ୍ଷକ ଅରୁଣ ମହାନ୍ତିଙ୍କ ଘରକୁ ରାତି ଅଧରେ ଜେସିବି ଲଗାଇ ଭାଙ୍ଗିଲେ ଦୁର୍ବୃତ୍ତ ।ଏହି ଦୃଶ୍ୟ ସିସି ଟିଭି ରେ ରେକର୍ଡ ହୋଇଛି। ଦୁର୍ବୃତ୍ତମାନେ ମୁଖା ପିନ୍ଧିବା ସହ, ମାରଣାସ୍ତ୍ର ଧରିଥିଲେ। କାରକୁ ମଧ୍ୟ ଚୁରମାର କରିଦେଇଛନ୍ତି। ସିସିଟିଭି କ୍ୟାମେରା ମଧ୍ୟ ଭାଙ୍ଗି ଦେଇଛନ୍ତି। ଦୁର୍ବୃତ୍ତଙ୍କ ଆତଙ୍କରେ ପରିବାର ସଦସ୍ୟ ବାହାରିବାକୁ ଭୟ କରିଥିଲେ। ଅଭିଯୋଗ ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।ବୁଧବାର ବିଳମ୍ବିତ […]

ପ୍ରଧାନମନ୍ତ୍ରୀ ଓଡ଼ିଆ ଗାୟିକା ନମିତା ଅଗ୍ରଓ୍ବାଲଙ୍କ କଣ୍ଠରେ ରାମ ଭଜନର ଏକ ଭିଡିଓ ଏକ୍ସରେ ଶେୟାର କଲେ

ଜାନୁଆରୀ ୨୨ରେ ରାମମନ୍ଦିର ପ୍ରାଣ ପ୍ରତିଷ୍ଠାକୁ ନେଇ ସାରା ଦେଶ ଓ ବିଶ୍ୱରେ ପ୍ରଭୁ ରାମ ପ୍ରେମୀମାନେ ଆନନ୍ଦିତ ଅଛନ୍ତି । ପ୍ରାୟ ୮୦୦୦ ଅତିତିଥିଙ୍କୁ ନିମନ୍ତ୍ରଣ କରାଯାଇଛି |ତେବେ ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆ ଗାୟିକା ନମିତା ଅଗ୍ରଓ୍ବାଲଙ୍କ କଣ୍ଠରେ ରାମ ଭଜନର ଏକ ଭିଡିଓ ଏକ୍ସରେ ଶେୟାର କରିଛନ୍ତି। ଭିଡିଓ ଶେୟାର କରି ସେ କହିଛନ୍ତି, ଭାରତର ପ୍ରତ୍ୟେକ କୋଣରେ ପ୍ରଭୁ ଶ୍ରୀ ରାମଙ୍କ ପ୍ରତି ଭକ୍ତି ଅଛି। ପ୍ରତ୍ୟେକ ଭାଷାରେ […]

ହାଇସ୍କୁଲରେ ପଶିଲା ଦନ୍ତା ହାତୀ

ବାରିପଦା ସହରର ଏମକେସି ହାଇସ୍କୁଲ ସମେତ ବିଭିନ୍ନ ଅଞ୍ଚଳରେ ବୁଲୁଛି ହାତୀ ହାତୀ । ପୋଲିସ ଓ ବନ ବିଭାଗ ପକ୍ଷରୁ ହାତୀକୁ ଘଉଡାଇବାକୁ ଉଦ୍ୟମ ଜାରି ରହିଛି । ଯାହାକୁ ନେଇ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ଆତଙ୍କିତ ହୋଇପଡିଛନ୍ତି। ହାତୀଟିକୁ ଘଉଡାଇବା ପାଇଁ ବନ ବିଭାଗ ଉଦ୍ୟମ ଜାରି ରଖିଛି। ଆବଶ୍ୟକ ପଡିଲେ ହାତୀଟିକୁ ଟ୍ରାଙ୍କୁଲାଇଜ୍ କରାଯିବା ନେଇ ସୂଚନା ମିଳିଛି। ସ୍କୁଲର ବାହାରେ ଅନେକ ଲୋକ ଙ୍କ ଭିଡ ଥିବାରୁ ହାତୀଟିକୁ ସିଧା ସଳଖ ଘୋଉଡାଇବା […]

ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି

ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି ବୃଦ୍ଧି ହୋଇଛି। ଆସନ୍ତା ଫେବୃଆରୀ ୧ ତାରିଖ ପର୍ଯ୍ୟନ୍ତ ବଢିଛି ତାଙ୍କ ଅନ୍ତରୀଣ ସୁରକ୍ଷା ଅବଧି।ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଦାୟର ମାମଲାର ଶୁଣାଣିକୁ ଆସନ୍ତା ଫେବୃଆରୀ ୧ ପର୍ଯ୍ୟନ୍ତ ହାଇକୋର୍ଟ ଘୁଞ୍ଚାଇ ଦେଇଛନ୍ତି। ବିଚାରପତି ବି.ପି.ରାଉତରାୟଙ୍କ ଅଦାଲତ ମାମଲା ଶୁଣାଣି କରି ବୁଧବାର ଦେଇଥିବା ଏହି ନିର୍ଦ୍ଦେଶ ଫଳରେ ବିଧାୟକ ଜେନାଙ୍କ ଅନ୍ତରୀଣ […]

ବିଶ୍ବ ଦେଖିଲା ପୁରୀ ପରିକ୍ରମା ପ୍ରକଳ୍ପ ।

ବିଶ୍ବ ଦେଖିଲା ପୁରୀ ପରିକ୍ରମା ପ୍ରକଳ୍ପ । ଏହାର ଉଦ୍ଘାଟନ କୁ ନେଇ ସାରା ରାଜ୍ୟ ଉତ୍ସବମୁଖର । ଭବ୍ୟ ଉତ୍ସବରେ ସାମିଲ ହୋଇଛନ୍ତି ଲକ୍ଷ ଲକ୍ଷ ଓଡ଼ିଆ । ଦର୍ଶନ, ଧର୍ମ ଓ ଜ୍ଞାନର ତ୍ରିବେଣୀ ଉତ୍ସବରେ ଲୀନ ହୋଇଛନ୍ତି କୋଟି କୋଟି ଭକ୍ତ । ପବିତ୍ର ଧାମରେ ଭକ୍ତଙ୍କ ଦର୍ଶନ ସୁଗମ ଲାଗି ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ସାକାର ନେଇ ଶତମୁଖ ହୋଇଛନ୍ତି ଶ୍ରଦ୍ଧାଳୁ ।ପୁରପଲ୍ଲୀରୁ ସହର ସାରା ଜନତା ହୋଇଛନ୍ତି ଏକାକାର ।    ରାଜ୍ୟର […]

ଖୁବ ଶୀଘ୍ର ୧୫ ଜିଲାରୁ ପୁରୀକୁ ଗଡ଼ିବ ଏସି ବସ

ଲକ୍ଷ୍ମୀ ଯୋଜନାରେ ଆସନ୍ତା ୧୮ ତାରିଖରୁ ୧୫ ଜିଲାରୁ ଓଏସ୍‌ଆର୍‌ଟିସି ପକ୍ଷରୁ ପୁରୀକୁ ସ୍ବତନ୍ତ୍ର ଏସି ବସ୍‌ ଆରମ୍ଭ ହେବ। ପରିକ୍ରମା ପ୍ରକଳ୍ପର ଉଦ୍‌ଘାଟନ ଅବସରରେ ପ୍ରଥମ ପର୍ଯ୍ୟାୟରେ ୧୫ଟି ଚାଲିବ। ଏସି ଡିଲକ୍ସ ଲକଜୁରିଅସ ବସରେ ଶ୍ରଦ୍ଧାଳୁ ଜିଲ୍ଲା ମୁଖ୍ୟାଳୟରୁ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରି ସୁବିଧାରେ ଫେରିପାରିବେ । ଆସନ୍ତା ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିବେ । ସବୁ ବସ ଭୁବନେଶ୍ବର ଦେଇ ଯିବ । ଏହାଦ୍ବାରା […]