ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖା ଦେବାର ଗୁରୁଦାୟିତ୍ୱ ବହନ କରିଛି । କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ କର୍ତ୍ତୃପକ୍ଷର ଏନ୍ଫୋର୍ସମେଣ୍ଟ କାର୍ଯ୍ୟରେ ବିଭିନ୍ନ ସମସ୍ୟା ଉପୁଜୁଥିଲା । ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଏନ୍ଫୋର୍ସମେଣ୍ଟ କାର୍ଯ୍ୟକୁ ଅଧିକ ଫଳପ୍ରଦ ଓ ସୁସଂହତ କରିବା ଉଦ୍ଦେଶ୍ୟରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬୭ଟି ପଦବୀ ସୃଷ୍ଟି ପାଇଁ ଅନୁମୋଦନ ଦେଇଛନ୍ତି। ଏହି […]
ରାଜ୍ୟରେ ଡରାଇଲାଣି କୋଭିଡ । ସାରା ଓଡ଼ିଶାରେ ଚିହ୍ନଟ ହେବାରେ ଲାଗିଲେଣି ନୂଆ ନୂଆ ଆକ୍ରାନ୍ତ । ଏହାରି ଭିତରେ ନଜର ନଜର ଆସିଛି ଜେଏନ.୧| ୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ସୁନ୍ଦରଗଡ଼ ଜିଲ୍ଲାର । ଅନ୍ୟଜଣେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ । ଏନେଇ ସ୍ପଷ୍ଟ କରିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ।ସୂଚନାଯୋଗ୍ୟ, ୨୪ ଘଣ୍ଟା ମଧ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ […]
ନୟାଗଡ଼ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଜିଆଇ ଟ୍ୟାଗ ରେଜିଷ୍ଟ୍ରେସନ୍ । ଚେନ୍ନାଇ ଠାରେ ଥିବା କେନ୍ଦ୍ରସରକାରଙ୍କ ଜିଓଗ୍ରାଫିକାଲ ଇଣ୍ଡିକେସନ୍ ରେଜେଷ୍ଟ୍ରି ପକ୍ଷରୁ ଆଜି ବଧିବଦ୍ଧ ଭାବେ ମାନ୍ୟତା ପ୍ରଦାନ କରାଯାଇଛି। କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ଟ୍ୟାଗ ମାନ୍ୟତା ପାଇଁ କୃଷି ବିଜ୍ଞାନ କେନ୍ଦ୍ର ପକ୍ଷରୁ ୩ ବର୍ଷ ତଳେ ପ୍ରୟାସ ଆରମ୍ଭ ହୋଇଥିଲା । ଏହା ସହିତ ଖଜୁରୀ ଗୁଡ଼, ମଗଜି , କାଇ ଚଟଣୀ, ଏମ୍ବ୍ରୋଡରୀ ସାଲ୍, ରସାବଳି, କଳାଜିରା ଧାନ ଓ ସଉରା ଚିତ୍ରକଳାକୁ […]
ଫେବ୍ରୁଆରୀ ୩ ରୁ ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଏହି ସମ୍ମିଳନୀର ବିପୁଳ ସଫଳତା ପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ରୂପରେଖ ସଂପର୍କରେ ଆଲୋଚନା ହେବ । ଏହି ସମ୍ମିଳନୀକୁ ଆଧାର କରି ଓଡିଆ ଭାଷାର […]
ବୁଧବାର ବଲାଙ୍ଗିର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗିରବାସୀଙ୍କୁ ଦେବେ ନୂଆବର୍ଷ ଭେଟି । ଲୋୟର ସୁକତେଲ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ୨ ହଜାର ୭୨୩କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଲୋୟର ସୁକତେଲ ପ୍ରକଳ୍ପ ସହ ୨୫ଶହ କୋଟି ଟଙ୍କାର ଅନ୍ୟ ପ୍ରକଳ୍ପ ଗୁଡ଼ିକର ଉଦଘାଟନ ଓ ଶିଳାନ୍ୟାସ କରିବେ ।୫ହଜାର ୨୮୪ କିମି ବିଶିଷ୍ଟ ଦୀର୍ଘ ଜଳସେଚନ ବ୍ୟବସ୍ଥା ପ୍ରସ୍ତୁତ ହୋଇଛି। ପ୍ରକଳ୍ପ ଦ୍ବାରା ବଲାଙ୍ଗୀର ଓ ସୁବର୍ଣ୍ଣପୁର […]
ନବମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରେମ ନିବେଦନ ସହ ପ୍ରଧାନ ଶିକ୍ଷକ ଅଶ୍ଲୀଳ ଭାଷାରେ କିଛି କହିଥିଲେ। ଯାହାର ଅଡିଓ ବର୍ତ୍ତମାନ ଭାଇରାଲ ହେଉଛି। ତେଣୁ ତାଙ୍କୁ ନିଲମ୍ୱନ କରିଛନ୍ତି ଯାଜପୁର ଜିଲ୍ଲା ଶିକ୍ଷାଧିକାରୀ । ନିଲମ୍ୱିତ ପ୍ରଧାନ ଶିକ୍ଷକ ହେଉଛନ୍ତି ବୃଷଭାନୁ ନାୟକ । ଏହି ଘଟଣା ଘଟିଛି ନକ୍ଷତ୍ର ମାଳିନୀ ହାଇସ୍କୁଲ ରେ ପଢ଼ୁଥିବା ନବମ ଶ୍ରେଣୀ ଛାତ୍ରୀ ଙ୍କ ସହିତ ,ପ୍ରେମ ପାଠ ପଢ ମୁଁ ତୋତେ ଅଧିକ ମାର୍କ ଦେବି ଇତ୍ୟାଦି ଅଶ୍ଳୀଳ […]
ସମ୍ବଲପୁର ଜିଲା ରେଙ୍ଗାଲି ନିକଟ ଲରିପାଲିର ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଏକ ଶିଶୁ କନ୍ୟାଙ୍କୁ ଉଦ୍ଧାର କରାଯାଇଥିଲା।ତେବେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାଙ୍କ ମା’ଙ୍କ ପରିଚୟ ମିଳିଛି। ସମ୍ବଲପୁର ଏସ୍ପି ଏହି ସୂଚନା ଦେଇଛନ୍ତି।ମାଆଙ୍କ ମାନସିକ ସ୍ଥିତି ଠିକ୍ ନଥିବାରୁ ତାଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଛି । ଦିନେ ଦୁଇ ଦିନ ଭିତରେ ସେ ସୁସ୍ଥ ହୋଇ ମେଡିକାଲରୁ ଡିସଚାର୍ଜ ହେବେ । ଏହାପରେ ତାଙ୍କୁ ପୋଲିସ ପଚରାଉଚରା କରିବ। […]
ଅଯୋଧ୍ୟାରୁ ଆସିଲା ନିମନ୍ତ୍ରଣ । ଆସନ୍ତା ୨୨ତାରିଖରେ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ରହିଛି | ଏଥିରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଯୋଗଦେବାର କାର୍ଯ୍ୟକ୍ରମ ରହିଛି | ତେବେ ପ୍ରଭୁଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ କରିଛି ଅଯୋଧ୍ୟା ଅଭ୍ୟର୍ଥନା କମିଟି | ଶ୍ରୀରାମ ଜନ୍ମଭୂମି ଅଭ୍ୟର୍ଥନା କମିଟି ଓ ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ଏକ ଟିମ୍ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ନିମନ୍ତ୍ରଣ ଦେଇଛନ୍ତି। ଏହି ନିମନ୍ତ୍ରଣ ପତ୍ର […]
ଶୀତଋୁତୁ ଆରମ୍ଭ ସହ ଜମିଛି ପିକ୍ନିକ୍ ଆସର। ରାଜ୍ୟର ବିଭିନ୍ନ ପ୍ରସିଦ୍ଧ ସ୍ଥାନମାନଙ୍କରେ ବଣଭୋଜି ପାଇଁ ମଧ୍ୟ ଲୋକଙ୍କ ଖୁବ୍ ଭିଡ଼ ଦେଖିବାକୁ ମିଳିଛି।ତେବେ ପିକନିକ୍ ଋତୁରେ ମାତ୍ରାଧିକ ଦୁର୍ଘଟଣା ରୋକିବା ପାଇଁ ଓଡ଼ିଶା ପରିବହନ ବିଭାଗ ପକ୍ଷରୁ ମାନକ ସଂଚାଳନ ପ୍ରକ୍ରିୟା(ଏସଓପି)ଜାରି କରାଯାଇଛି। ଏହି ନୁଆ ଏସଓପିରେ କଠୋର ନିୟମାବଳୀ ରହିଛି। ଯଦି ଆପଣମାନେ ପିକନିକ୍ ଯିବା ପାଇଁ ଯୋଜନା କରୁଛନ୍ତି, ତେବେ ଏସବୁ ବିଷୟରେ ପ୍ରଥମେ ଜାଣି ନିଅନ୍ତୁ।ମଦ୍ୟପାନ କରି ଗାଡି ଚଳାଇଲେ ଡ୍ରାଇଭରଙ୍କୁ […]
ଶରଣକୁଳ ତା୩୧/୧୨(ନି.ପ୍ର) ନୟାଗଡ଼ ଜିଲ୍ଲାର ଜାଜ୍ଵଲ୍ୟମାନ ସାରସ୍ବତ ସାଧକ, କବି, ପ୍ରାବନ୍ଧିକ ତଥା ଲେଖକ ଡ. ସୁରେଶ ଚନ୍ଦ୍ର ବରାଡ଼ଙ୍କ ‘ଭକ୍ତି ଅର୍ଘ୍ୟ’ ପୁସ୍ତକ ଲୋକାର୍ପିତ ହୋଇ ଯାଇଛି। ଆନ୍ତଜାର୍ତୀୟ ଚାରଣଗୋଷ୍ଠୀ ଦ୍ଵାରା ଆୟୋଜିତ ୩୨ ତମ ଚାରଣ ପ୍ରବ୍ରଜ୍ୟା କାର୍ଯ୍ୟକ୍ରମ ଗତକାଲି ସପ୍ତମ ଦିବସରେ ରତାପାଟ ଗ୍ରାମରେ ଗ୍ରାମବାସୀ ମାନଙ୍କ ତରଫରୁ ଆୟୋଜିତ ସାନ୍ଧ୍ୟ ପ୍ରାବଚନିକ କାର୍ଯ୍ୟକ୍ରମରେ ଆୟୋଜିତ ଏହି ଲୋକାର୍ପଣ ଉତ୍ସବରେ ପୌରୋହିତ୍ୟ କରିଥିଲେ ଚାରଣ ଗୋଷ୍ଠୀର ଦଳପତି ପ୍ରାଧ୍ୟାପକ ଡ. ଗୋପାଳ ଚନ୍ଦ୍ର […]
“ ମୁଁ ଚକରା କହୁଛି” ନାଟକ ମଞ୍ଚସ୍ଥ ଭୁବନେଶ୍ୱର,(ଓଡିଶା ଦର୍ପଣ): ଚକରା ବିଷୋୟୀଙ୍କ ଦେଶ ମାତୃକା ପାଇଁ ସଂଗ୍ରାମ ଓ ତ୍ୟାଗ ଆଜି ଦିନରେ ବିରଳ ବୋଲି ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ପ୍ରକାଶ କରିଛନ୍ତି । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଓ ଭଞ୍ଜନଗରର ତରୁଣ କଳାକାର ସଂସ୍ଥାର ମିଳିତ ଆନୁକୂଲ୍ୟରେ ଆଜି ସଂଧ୍ୟାରେ ସ୍ଥାନୀୟ ଜୟଦେବ ଭବନଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଚକରା ବିଷୋୟୀଙ୍କ ୨୦୦ତମ ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ […]
ଜିଲ୍ଲା ପ୍ରଶାସନ ସହ ବିଭିନ୍ନ ଅନୁଷ୍ଠାନ ତରଫରୁ ଅଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି ନୟାଗଡ଼,(ଓଡିଶା ଦର୍ପଣ): ଓଡ଼ିଶା ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ, ପ୍ରଖ୍ୟାତ ସଂଗ୍ରାହକ ତଥା ପ୍ରସିଦ୍ଧ ସାରସ୍ବତ ସାଧକ ଏବଂ ନୟାଗଡ଼ ଜିଲ୍ଲାର ଗର୍ଵ ଓ ଗୌରବ ସ୍ବର୍ଗତ ଦାଶରଥି ପଟ୍ଟନାୟକ ସମସ୍ତଙ୍କ ପ୍ରିୟ ଦାଶିଆ ଅଜାଙ୍କ ୨୫ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଦାସିଆ ଅଜା ସ୍ମୃତି କମିଟି ପକ୍ଷରୁ ନୟାଗଡ଼ ସହର ସ୍ଥିତ କଚେରୀ ବଜାରରେ ଥିବା […]