ରାଜଧାନୀରେ ଚୋରକୁ ଧରିବ Google ମାପ । ଗୁଗଲ ମାପିଂ ଜରିଆରେ ଲୁଟେରାଙ୍କୁ ଧରିବ କମିଶନରେଟ ପୋଲିସ । ଚୋରର ଲୋକେଶନକୁ ଟ୍ରାକ୍ କରିବ ଗୁଗଲ ମାପିଙ୍ଗ ।କ୍ରାଇମ ହଟ ସ୍ପଟ ଉପରେ ରହିବ ନଜର। ବୈଷୟିକ ଜ୍ଞାନକୌଶଳ ବ୍ୟବହାରକୁ ଗତକାଲି ପ୍ରତିଷ୍ଠା ଦିବସରେ ଗୁରୁତ୍ୱ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁଗୁଲ ମ୍ୟାପିଂ ପାଇଁ ବିଭିନ୍ନ ଟେଲିକମ ସଂସ୍ଥାର ସାହାଯ୍ୟ ନେବ କମିଶନରେଟ ପୋଲିସ। ପ୍ରଥମ ପର୍ଯ୍ୟାୟରେ ସ୍ନାଚିଂ, ଲୁଟ ଘଟଣାକୁ ଗୁରୁତ୍ୱ ଦିଆଯିବ। । […]
ହୀରାକୁଦ ଜଳଭଣ୍ଡାରରେ ଆରମ୍ଭ ହୋଇଛି ପକ୍ଷୀ ଗଣନା । ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ ଏହି ପକ୍ଷୀ ଗଣନା ଆରମ୍ଭ ହୋଇଛି । ହୀରାକୁଦର ୫୦୦ ବର୍ଗ କିଲୋମିଟର ମଧ୍ୟରେ ପକ୍ଷୀ ଗଣନା କରାଯିବ। ଏହି ଗଣନା ପରେ ରାଜ୍ୟ ବାହାରୁ କେତେ ପକ୍ଷୀ ଆସିଛନ୍ତି ଏବଂ ହୀରାକୁଦରେ ମୋଟ କେତେ ପକ୍ଷୀ ରହିଛନ୍ତି ତାହା ଜଣାପଡ଼ିବ। ଆସନ୍ତାକାଲି ହୀରାକୁଦରେ ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ୩୨ଟି ଟିମ ପକ୍ଷୀ ଗଣନା କରିବେ। ୩୩ଜଣ ପକ୍ଷୀ […]
ଜଣେ ସାଧାରଣ ଲୋକ ପାଇଁ ଡାକ୍ତର ଲେଖୁଥିବା ପ୍ରେସକ୍ରିପ୍ସନ ପଢ଼ିବା ଏତେ ସହଜ ହୋଇନଥାଏ । କେବଳ ଔଷଧ ଦୋକାନୀ ହିଁ ଏହି ଚିଠାକୁ ଦେଖି ଔଷଧ ଦେଇଥାନ୍ତି ଯାହା ଦ୍ୱରା ଔଷଧ ଠିକ କି ଭୁଲ ଜାଣିବା ସହଜ ହୁଅ ନାହିଁ । ଏନେଇ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । କୋର୍ଟ କହିଛନ୍ତି ଡାକ୍ତରମାନେ ସ୍ପଷ୍ଟ ହସ୍ତାକ୍ଷରରେ ପ୍ରେସକ୍ରିପ୍ସନ ଲେଖିବେ, ଫଳରେ ସାଧାରଣ ଲୋକଟିଏ ଔଷଧ ଓ ରୋଗ ବିଷୟରେ ଜାଣିପାରିବ ଓ ବୁଝିପାରିବ […]
ଆଦିବାସୀ କଲ୍ୟାଣ ତଥା ଆଇନ ମନ୍ତ୍ରୀ ଜଗନ୍ନାଥ ସାରକଙ୍କ ଗାଡି ଧକ୍କାରେ ଜଣେ ୪ ବର୍ଷର ଶିଶୁ ଗୁରୁତର ଭାବେ ଆହାତ ହୋଇ ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛି । ସୂଚନା ମୁତାବକ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ଶନିବାର ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶେଷ ଦିବସ ଥିଲା। ଏଥିରେ ଯୋଗଦେଇ ଅପରାହ୍ନ ୫ଟାରେ ଅନୁସୂଚିତ ଜନଜାତି ଓ ଜାତି ତଥା ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଫେରୁଥିଲେ। ଏହି ସମୟରେ ବେଲକଣା ଛକ […]
ରାଜ୍ୟରେ ସ୍ଥଗିତ ରହିଲା ଡ୍ରାଇଭରଙ୍କ ଆନ୍ଦୋଳନ । ଘଣ୍ଟେ ଦୁଇ ଘଣ୍ଟା ଭିତରେ କାର୍ଯ୍ୟରେ ଯୋଗଦେବେ ଡ୍ରାଇଭର । ସ୍ୱାଭାବିକ ହେବ ପରିବହନ ବ୍ୟବସ୍ଥା । ଡ୍ରାଇଭରଙ୍କ ଦାବି ପୂରଣ ନେଇ ପରିବହନ କମିଶନର ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି ଡ୍ରାଇଭର ମହାସଂଘ। ଫଳରେ ଖୁବଶୀଘ୍ର ପେଟ୍ରୋଲ ଡିଜେଲ ଓ ଏଲପିଜି ପରିବହନ ସ୍ବାଭାବିକ ହେବ। ଡ୍ରାଇଭରଙ୍କ ପାଇଁ ଗଠିତ ହୋଇଛି ୱେଲଫେୟାର ବୋର୍ଡ।ସେପଟେ ଡ୍ରାଇଭର ମହାସଂଘ ଆନ୍ଦୋଳନକୁ ବସ୍ ମାଲିକ […]
ସାଧାରଣ ନିର୍ବାଚନ-୨୦୨୪କୁ ଦୃଷ୍ଟିରେ ରଖି ରାଜ୍ୟରେ ଭୋଟର ତାଲିକା ପ୍ରକାଶ ପାଇଛି । ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ପାଇଁ ଗତବର୍ଷ ଅକ୍ଟୋବର ୨୭ ତାରିଖରେ ଚିଠା ଭୋଟର ତାଲିକା ପ୍ରକାଶ ପାଇଥିବା ସଂପର୍କରେ ଉପସ୍ଥିତ ରାଜନୈତିକ ଦଳମାନଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଅବଗତ କରାଇଛନ୍ତି । ନୂଆକରି ଯୋଡ଼ି ହୋଇଥିବା ଯୁବ ଭୋଟରଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଭୋଟର ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ରେ ପହଞ୍ଚିଛି। ସେଥି ମଧ୍ୟରୁ ପୁରୁଷ […]
ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖା ଦେବାର ଗୁରୁଦାୟିତ୍ୱ ବହନ କରିଛି । କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ କର୍ତ୍ତୃପକ୍ଷର ଏନ୍ଫୋର୍ସମେଣ୍ଟ କାର୍ଯ୍ୟରେ ବିଭିନ୍ନ ସମସ୍ୟା ଉପୁଜୁଥିଲା । ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଏନ୍ଫୋର୍ସମେଣ୍ଟ କାର୍ଯ୍ୟକୁ ଅଧିକ ଫଳପ୍ରଦ ଓ ସୁସଂହତ କରିବା ଉଦ୍ଦେଶ୍ୟରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬୭ଟି ପଦବୀ ସୃଷ୍ଟି ପାଇଁ ଅନୁମୋଦନ ଦେଇଛନ୍ତି। ଏହି […]
ରାଜ୍ୟରେ ଡରାଇଲାଣି କୋଭିଡ । ସାରା ଓଡ଼ିଶାରେ ଚିହ୍ନଟ ହେବାରେ ଲାଗିଲେଣି ନୂଆ ନୂଆ ଆକ୍ରାନ୍ତ । ଏହାରି ଭିତରେ ନଜର ନଜର ଆସିଛି ଜେଏନ.୧| ୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ସୁନ୍ଦରଗଡ଼ ଜିଲ୍ଲାର । ଅନ୍ୟଜଣେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ । ଏନେଇ ସ୍ପଷ୍ଟ କରିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ।ସୂଚନାଯୋଗ୍ୟ, ୨୪ ଘଣ୍ଟା ମଧ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ […]
ନୟାଗଡ଼ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଜିଆଇ ଟ୍ୟାଗ ରେଜିଷ୍ଟ୍ରେସନ୍ । ଚେନ୍ନାଇ ଠାରେ ଥିବା କେନ୍ଦ୍ରସରକାରଙ୍କ ଜିଓଗ୍ରାଫିକାଲ ଇଣ୍ଡିକେସନ୍ ରେଜେଷ୍ଟ୍ରି ପକ୍ଷରୁ ଆଜି ବଧିବଦ୍ଧ ଭାବେ ମାନ୍ୟତା ପ୍ରଦାନ କରାଯାଇଛି। କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ଟ୍ୟାଗ ମାନ୍ୟତା ପାଇଁ କୃଷି ବିଜ୍ଞାନ କେନ୍ଦ୍ର ପକ୍ଷରୁ ୩ ବର୍ଷ ତଳେ ପ୍ରୟାସ ଆରମ୍ଭ ହୋଇଥିଲା । ଏହା ସହିତ ଖଜୁରୀ ଗୁଡ଼, ମଗଜି , କାଇ ଚଟଣୀ, ଏମ୍ବ୍ରୋଡରୀ ସାଲ୍, ରସାବଳି, କଳାଜିରା ଧାନ ଓ ସଉରା ଚିତ୍ରକଳାକୁ […]
ଫେବ୍ରୁଆରୀ ୩ ରୁ ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଏହି ସମ୍ମିଳନୀର ବିପୁଳ ସଫଳତା ପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ରୂପରେଖ ସଂପର୍କରେ ଆଲୋଚନା ହେବ । ଏହି ସମ୍ମିଳନୀକୁ ଆଧାର କରି ଓଡିଆ ଭାଷାର […]
ବୁଧବାର ବଲାଙ୍ଗିର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗିରବାସୀଙ୍କୁ ଦେବେ ନୂଆବର୍ଷ ଭେଟି । ଲୋୟର ସୁକତେଲ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ୨ ହଜାର ୭୨୩କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଲୋୟର ସୁକତେଲ ପ୍ରକଳ୍ପ ସହ ୨୫ଶହ କୋଟି ଟଙ୍କାର ଅନ୍ୟ ପ୍ରକଳ୍ପ ଗୁଡ଼ିକର ଉଦଘାଟନ ଓ ଶିଳାନ୍ୟାସ କରିବେ ।୫ହଜାର ୨୮୪ କିମି ବିଶିଷ୍ଟ ଦୀର୍ଘ ଜଳସେଚନ ବ୍ୟବସ୍ଥା ପ୍ରସ୍ତୁତ ହୋଇଛି। ପ୍ରକଳ୍ପ ଦ୍ବାରା ବଲାଙ୍ଗୀର ଓ ସୁବର୍ଣ୍ଣପୁର […]
ନବମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରେମ ନିବେଦନ ସହ ପ୍ରଧାନ ଶିକ୍ଷକ ଅଶ୍ଲୀଳ ଭାଷାରେ କିଛି କହିଥିଲେ। ଯାହାର ଅଡିଓ ବର୍ତ୍ତମାନ ଭାଇରାଲ ହେଉଛି। ତେଣୁ ତାଙ୍କୁ ନିଲମ୍ୱନ କରିଛନ୍ତି ଯାଜପୁର ଜିଲ୍ଲା ଶିକ୍ଷାଧିକାରୀ । ନିଲମ୍ୱିତ ପ୍ରଧାନ ଶିକ୍ଷକ ହେଉଛନ୍ତି ବୃଷଭାନୁ ନାୟକ । ଏହି ଘଟଣା ଘଟିଛି ନକ୍ଷତ୍ର ମାଳିନୀ ହାଇସ୍କୁଲ ରେ ପଢ଼ୁଥିବା ନବମ ଶ୍ରେଣୀ ଛାତ୍ରୀ ଙ୍କ ସହିତ ,ପ୍ରେମ ପାଠ ପଢ ମୁଁ ତୋତେ ଅଧିକ ମାର୍କ ଦେବି ଇତ୍ୟାଦି ଅଶ୍ଳୀଳ […]
