ବର୍ଷକୁ ମାତ୍ର ଥରେ ସୁନାକୂଅ ଜଳରେ ସ୍ନାନ କରନ୍ତି ଚତୁର୍ଦ୍ଧାମୂର୍ତ୍ତି କିନ୍ତୁ କାହିଁକି ?

ଦେବସ୍ନାନ ପୂର୍ଣ୍ଣିମାରେ ହୁଏ ମହାପ୍ରଭୁଙ୍କ ମହାସ୍ନାନ ଯାତ୍ରା । ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯିବ ।ତେବେ ଏହି ଜଳ ଗୋଟିଏ ବର୍ଷ ପୂର୍ବରୁ ଗଚ୍ଛିତ ହୋଇ ରଖାଯାଇଥାଏ । କୁହାଯାଏ ଏହି ଜଳ ଯେଉଁ ସ୍ଥାନରୁ ଆସିଥାଏ ତାହାର ନାମ ‘ସୁନା କୂଅ’ । ତେବେ ଏହିଠାରୁ ହିଁ […]

ଆଜି ପବିତ୍ର ବକ୍ରୀ ଇଦ

ବକ୍ରୀ ଇଦ ମୁସଲମାନ ପଞ୍ଜିକା ର ଅନ୍ତିମ ଅର୍ଥାତ ଦ୍ୱାଦଶ ମାସ(ଦୁ ଆଲ ହିଯାଃ) ରେ ପାଳନ କରାଯାଇଥାଏ|ଚନ୍ଦ୍ର ର ଗତି ବିଧି ଅନୁସାରେ ପରିଚାଳିତ ହୁଇଥିବା ମୁସମାଲ ପଞ୍ଜିକା ପ୍ରକୃତରେ ଗ୍ରେଗୋରିଆନ କ୍ୟାଲେଣ୍ଡର ହିସାବ ରେ ପରିବର୍ତନ ହୋଇଥାଏ |ଏହି ଦିନକୁ ବିଶ୍ୱ ସାରା ମୁସଲାମ ଧର୍ମ ର ଭକ୍ତ ମାନେ ବେଶ ଜୋରଦାର ରେ ପାଳନ କରିଥାନ୍ତି | ଆଲ୍ଲାଙ୍କର ପୈଗମ୍ବର ଇବ୍ରାହିମ୍‌ଙ୍କ ସମର୍ପଣ ଭାବକୁ ସମ୍ମାନ ଦେବା ଉଦ୍ଦେଶ୍ୟରେ ମୁସଲମାନମାନେ ଏହି ପର୍ବ […]

ଆଜି ଜାତୀୟ ଅଣ୍ଡା ଦିବସ

ପ୍ରତିବର୍ଷ ଜୁନ୍ ୩ ତାରିଖକୁ ଜାତୀୟ ଅଣ୍ଡା ଦିବସ ଭାବେ ପାଳନ କରାଯାଏ। ଅଣ୍ଡାକୁ ସବୁଠାରୁ ପୁଷ୍ଟିକର ଖାଦ୍ୟ ଭାବରେ ବିବେଚନା କରାଯାଏ। ସାରା ବିଶ୍ୱରେ ଅଣ୍ଡା ଏକ ମୁଖ୍ୟ ଖାଦ୍ୟ, ଯେଉଁଥିରେ ପ୍ରୋଟିନ୍ ଓ ଭିଟାମିନ୍ ଭରପୂର ରହିଛି। ଅଣ୍ଡାର ଧଳା ରଙ୍ଗରେ ଉଚ୍ଚମାନର ପ୍ରୋଟିନ୍ ମିଳିଥାଏ ଏବଂ କେଶରରେ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସୁସ୍ଥ ଚର୍ବି, ଭିଟାମିନ୍, ମିନେରାଲ୍ସ ଏବଂ ଆଣ୍ଟିଅକ୍ସିଡାଣ୍ଟ ରହିଥାଏ। ଅଣ୍ଡାରେ ଥିବା ଏହି ଗୁଣ ଦୈନନ୍ଦିନ ପୁଷ୍ଟିକର ଆବଶ୍ୟକତାକୁ ପୂରଣ କରେ।ଗୋଟିଏ […]

ବିଶ୍ୱ ସାଇକଲ ଦିବସ

ଜୁନ୍ ୩ ତାରିଖକୁ ‘ବିଶ୍ୱ ସାଇକଲ ଦିବସ’ ଭାବରେ ପାଳନ କରାଯାଏ । କୁନି କୁନି ପିଲା ତଥା ଯୁବଗୋଷ୍ଠୀଙ୍କୁ ସାଇକଲ ଚାଳନା ପାଇଁ ପ୍ରୋତ୍ସାହିତ କରିବା ଏହି ଦିବସ ପାଳନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ। ମିଳିତ ଜାତିସଂଘର ସାଧାରଣ ସଭା ଜନ ସଚେତନତା ସୃଷ୍ଟି କରିବା ପାଇଁ ୨୦୧୮ରେ ‘ବିଶ୍ୱ ସାଇକଲ ଦିବସ’ ପାଳନ କରିବା ଆରମ୍ଭ କରିଥିଲା। ପିଲାଟି ଯେତେବେଳେ ବଡ ହୁଏ ତାର ପ୍ରଥମ ସାଥୀ ପାଲଟିଯାଏ ଏହି ଶୂନଗାଡି । ବାରମ୍ୱାର […]

ନୟାଗଡ ଜିଲ୍ଲାରେ ଭିଜିଲାନ୍ସ କୋର୍ଟ ପ୍ରତିଷ୍ଠା ପାଇଁ ବିଶେଷ ବୈଠକ

ନୟାଗଡ଼, (ଓଡିଶା ଦର୍ପଣ): ନୟାଗଡ ଜିଲ୍ଲାର ଓକିଲ ସଙ୍ଘ ସମୂହ ସଭାପତି, ସମ୍ପାଦକ ଏବଂ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଆଜି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରେ ବରିଷ୍ଠ ଆଇନଜୀବୀ ତଥା ଜିଲ୍ଲା ଓକିଲ ସଙ୍ଘ ସଭାପତି ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ରେ ରାଜ୍ୟରେ ଆଇନଜୀବୀ ପରିବାର କୁ ଆୟୁଷ୍ମାନ ଯୋଜନା ସ୍ୱାସ୍ଥ୍ୟ ଚିକିତ୍ସା ରେ ଅନ୍ତର୍ଭୁକ୍ତ କରିବା ସହିତ ନୟାଗଡ ଜିଲ୍ଲାରେ ଭିଜିଲାନ୍ସ ଅଦାଲତ ପ୍ରତିଷ୍ଠା ପାଇଁ ସର୍ବସମ୍ମତ ପ୍ରସ୍ତାବ […]

କାହିଁକି ପାଳନ କରାଯାଏ ବିଶ୍ୱ ପ୍ରେସ୍ ସ୍ୱାଧୀନତା ଦିବସ ?

ପ୍ରତି ବର୍ଷ ମେ ମାସ ୩ ତାରିଖରେ ପାଳିତ ହୁଏ ବିଶ୍ୱ ପ୍ରେସ୍‌ ସ୍ୱାଧୀନତା ଦିବସ । ଜାତିସଂଘ ସାଧାରଣ ସଭା ୧୯୯୩ ମସିହାରେ ଆଜିର ଦିନକୁ ପ୍ରେସ୍‌ ସ୍ୱାଧୀନତା ଦିବସ ଭାବେ ପାଳନ ନିମନ୍ତେ ଘୋଷଣା କରିଥିଲା ।ସାମ୍ବାଦିକ ଏବଂ ଗଣମାଧ୍ୟମ ହେଉଛନ୍ତି ସେହି ସେତୁ, ଯିଏ ଜନସାଧାରଣଙ୍କୁ ସତ୍ୟ ସହିତ ଯୋଡ଼ିଥାଏ। ଏହି ଦିବସ ସେହି ସମସ୍ତ ସାମ୍ବାଦିକଙ୍କୁ ସମ୍ମାନ ଜଣାଇବାର ଏକ ଅବସର, ଯେଉଁମାନେ ଯେତେ ବି କଷ୍ଟ ସହିବାକୁ ପଡ଼ୁନା କାହିଁକି […]

ଆଜି ହେଉଛି ବିଶ୍ୱ ଶ୍ରମିକ ଦିବସ ।

ଆଜି ବିଶ୍ୱ ଶ୍ରମିକ ଦିବସ ।। ଶ୍ରମିକଙ୍କ ସଂଘର୍ଷମୟ ଇତିହାସର ସ୍ମରଣୀୟ ଦିନ । ୧୯୮୬ ମସିହାରୁ ମେ’ ପହିଲାକୁ ବିଶ୍ୱ ଶ୍ରମିକ ଦିବସ ରୂପେ ପାଳନ କରାଯାଉଛି । ଏକ ସମୟ ଥିଲା ବିଶ୍ୱରେ ପୁଞ୍ଜିପତିମାନେ ଶ୍ରମିକମାନଙ୍କୁ ଶୋଷଣ କରୁଥିଲେ । ନା ଥିଲା ସମୟ ନିର୍ଘଣ୍ଟ ନା ଥିଲା ନିର୍ଦ୍ଧିଷ୍ଟ ପ୍ରାପ୍ୟ । ଏହାକୁ ବିରୋଧ କରି ଆମେରିକାର ଶ୍ରମିକ ସଂଗଠନ ପ୍ରଥମେ ରାସ୍ତାକୁ ଓହ୍ଲାଇଥିଲା । ପରେ ଏହା ବିଶ୍ୱର ସମସ୍ତ ଶ୍ରମିକଙ୍କୁ […]

ଆଜି ପବିତ୍ର ଅକ୍ଷୟ ତୃତୀୟା ।

ଆଜି ପବିତ୍ର ଅକ୍ଷୟ ତୃତୀୟା । ଆଜିର ଏହି ଦିବ୍ୟ ମୁହୂର୍ତରେ କୌଣସି କାମ କଲେ, ତାହା ନିଶ୍ଚିତ ଶୁଭଙ୍କର ବୋଲି ବିଶ୍ୱାସ ରହିଛି । ଆଜିର ଦିନରେ ଚାଷୀ ଅଖିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ । ତେଣୁ ଏହାକୁ କୃଷିଭିତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ । ସେହିପରି, ଆଜିର ଦିନରେ ସୁନା, ରୂପା ଇତ୍ୟାଦି କିଣିଲେ ଶୁଭ ବୋଲି ବିବେଚନା କରାଯାଏ । ଏହି ଦିନ କିଣାକିଣି […]

ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ

ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ। ସ୍ୱତନ୍ତ୍ର ଓଡ଼ିଶା ନିର୍ମାଣରେ ମଧୁ ବାବୁଙ୍କ ରହିଥିଲା ପ୍ରମୁଖ ଭୂମିକା। ରାଜ୍ୟର ପ୍ରଥମ ବାରିଷ୍ଠର ଭାବେ ମଧ୍ୟ ଦେଶ ବିଦେଶରେ ବେଶ ନାଁ କରିଥିଲେ ମଧୁ ବାବୁ।୧୮୪୮ ମସିହା ଏପ୍ରିଲ୍ ୨୮ ତାରିଖରେ ସେ କଟକର ସତ୍ୟଭାମାପୁରରେ ଜନ୍ମଗ୍ରହଣ କରିଥିଲେ। ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ। ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର। ଓଡ଼ିଶାର […]

ଆଜି ହେଉଛି ଜାତୀୟ ପଞ୍ଚାୟତିରାଜ ଦିବସ

ଆଜି ଜାତୀୟ ପଞ୍ଚାୟତିରାଜ ଦିବସ । ସ୍ବାଧୀନ ଭାରତର ପ୍ରଥମ ରାଜ୍ୟ ଭାବେ ରାଜସ୍ଥାନ ସରକାର ୧୯୫୩ ମସିହାରେ ପଞ୍ଚାୟତ ବ୍ୟବସ୍ଥାକୁ କାର୍ଯ୍ୟକାରୀ କରିଥିଲେ। ତେବେ ୧୯୫୭ରେ ତତ୍କାଳୀନ ସାଂସଦ ବଳବନ୍ତରାଓ ମେହେଟ୍ଟାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ସୁପାରିସ ଆଧାରରେ ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା ପ୍ରଚଳିତ ହେଲା। ଏହି ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥା ୧୯୫୯ ଅକ୍ଟୋବର ୨ରେ ରାଜସ୍ଥାନର ନାଗୌରଠାରେ ଉଦ୍‌ଘାଟିତ ହୋଇଥିଲା। ସମୟ ସ୍ରୋତରେ ଅନେକ ସଂଶୋଧନ, ପରିବର୍ତ୍ତନ ଓ ପରୀକ୍ଷା ନିରୀକ୍ଷା ପରେ ୧୯୯୨ […]

ଆଜି ଗୁଡ୍ ଫ୍ରାଇଡେ୍‌, କାହିଁକି ଏହି ଦିନ ପାଳନ କରାଯାଏ ?

ଖ୍ରୀଷ୍ଟିଆନ ଧର୍ମରେ ଗୁଡ୍ ଫ୍ରାଇଡେ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶବିଦ୍ଧ ଏବଂ ମୃତ୍ୟୁକୁ ମନେ ପକାଇବା ପାଇଁ ଏହି ଦିନଟି ପାଳନ କରାଯାଏ। ଏହି ଦିନଟି ଶୋକ ଏବଂ ଅନୁତାପର ଦିନ। ନିଜ ଶରୀରର ବିଭିନ୍ନ ସ୍ଥାନରେ କଣ୍ଟାର ଯନ୍ତ୍ରଣା ନେବା ପରେ କ୍ରୁଶବିଦ୍ଧ ହୋଇଥିଲେ ଯୀଶୁ । ତାଙ୍କୁ ଯନ୍ତ୍ରଣା ଦେଇଥିବା ସମସ୍ତ ପାପୀମାନଙ୍କୁ ସେ କ୍ଷମା କରିଦେଇଥିଲେ । ବାଇବେଲ୍ ଅନୁଯାୟୀ ଗୁଡ୍ ଫ୍ରାଇଡ଼େ ଅର୍ଥାତ୍ ପବିତ୍ର ଶୁକ୍ରବାର । ଯେହେତୁ […]

ଆଜି ବିଶ୍ବ ଛେନାପୋଡ଼ ଦିବସ

ନୟାଗଡ଼ ଛେନାପୋଡ଼କୁ ବିଶ୍ୱସ୍ତରୀୟ କରାଇବାକୁ ଆରମ୍ଭ ହୋଇଛି ଅନେକ ପ୍ରୟାସ । ଏପ୍ରିଲ ୧୧ ତାରିଖକୁ ବିଶ୍ବ ଛେନାପୋଡ଼ ଦିବସ ଭାବେ ପାଳନ କରୁଛି ଓଡ଼ିଶା । ନୟାଗଡ଼ ଜିଲ୍ଲା ଦଶପଲ୍ଲା ସାତପାଟଣାର ମୂଳବାସିନ୍ଦା ହେଉଛନ୍ତି ବିଦ୍ୟାଧର ଓ ସୁଦର୍ଶନ। ଜାତିରେ ଗୁଡ଼ିଆ ହୋଇଥିବାରୁ ମିଠା ପ୍ରସ୍ତୁତି ତଥା ବ୍ୟବସାୟ କରୁଥିଲେ । ବାପାଙ୍କ ମିଠା ଦେକାନରେ ରହି ସୁଦର୍ଶନ ଏକ ପୋଖତ ମିଠା-ମିସ୍ତ୍ରି ପାଲଟି ଯାଇଥିଲେ । ୧୯୯୬ ଜାନୁଆରିରେ ‘ସଚିତ୍ର ବିଜୟା’ରେ ଛେନାପୋଡ଼କୁ ନେଇ […]

Odisha Darpan Digital