ଚଳିତବର୍ଷ ସୂର୍ଯ୍ୟୋପରାଗ ଓ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେଉଁ ତାରିଖରେ ପଡ଼ିବ

ଚଳିତବର୍ଷ ମୋଟ ୪ଟି ସୂର୍ଯ୍ୟୋପରାଗ ଓ ଚନ୍ଦ୍ରଗ୍ରହଣ ସଂଗଠିତ ହେବ। ଦୁଇଟି ଆଶିଂକ ସୂର୍ଯ୍ୟୋପରାଗ ହେଉଥିବାବେଳେ ଦୁଇଟି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଦେଖାଯିବ। ସେଥିମଧ୍ୟରୁ କେବଳ ଗୋଟିଏ ପୂଣ୍ଣର୍ର୍ ଚନ୍ଦ୍ରଗ୍ରହଣ ଭାରତରୁ ଦେଖିହେବ ବୋଲି ଜନବିଜ୍‌ୟାନୀ ଡ. ଶୁଭେନ୍ଧୁ ପଟ୍ଟନାୟକ ସୂଚନା ଦେଇଛନ୍ତି।ସୂଚନା ଅନୁସାରେ, ବର୍ଷର ପ୍ରଥମ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ମାର୍ଚ୍ଚ ୧୪ ରେ ଆମେରିକା, ପଶ୍ଚିମ ୟୁରୋପ, ପଶ୍ଚିମ ଆଫ୍ରିକା ଏବଂ ଉତ୍ତର ଏବଂ ଦକ୍ଷିଣ ଆଟ୍‌ଲାଣ୍ଟିକ୍‌ ମହାସାଗର ଅଞ୍ଚଳରେ ଦେଖାଯିବ। ଏହା ଭାରତରୁ ଦୃଶ୍ୟମାନ ହେବ […]

ନୂଆ ବର୍ଷ ୨୦୨୫ରେ ଘରକୁ ଆଣନ୍ତୁ ଏହି ଜିନିଷ, ଧନର ବର୍ଷା ହେବ !

ନୂତନବର୍ଷ କିପରି ମଙ୍ଗଳମୟ ହେବ ସେଥିପାଇଁ ସଭିଙ୍କ ମନରେ ରହିଥାଏ ବହୁ ଆଶା ଓ ଆକାଂକ୍ଷା। ତେବେ ବାସ୍ତୁଶାସ୍ତ୍ର ଅନୂଯାୟୀ, କ’ଣ ସବୁ କଲେ ନୂଆବର୍ଷ ସୁଖମୟ ହେବ, ଘରକୁ ନେଇ ଆସନ୍ତୁ ଏହି ଜିନିଷ ବର୍ଷ ସାରା ଘରେ କେବେବି ଧନର ଅଭାବ ରହିବ ନାହିଁ। ତେବେ ପ୍ରଥମେ ଭଗବାନ ଗଣେଶଙ୍କୁ ବିଘ୍ନନାଶକ ବୋଲି କୁହାଯାଇଥାଏ। ତେଣୁ ନୂଆବର୍ଷ ଅବସରରେ ଘରକୁ ପ୍ରଭୁ ଗଣେଶଙ୍କର ନୂତନ ମୂର୍ତ୍ତୀଟିଏ ଆଣି ପୂଜାର୍ଚ୍ଚନା କଲେ ବର୍ଷସାରା ଗୃହରେ ସୁଖଶାନ୍ତି […]

ଭାରତରତ୍ନ ଅଟଳ ବିହାରୀ ବାଜପେୟୀଜୀ’ଙ୍କ ଜନ୍ମ ଜୟନ୍ତୀ

ଭୂତପୂର୍ବ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କର ଆଜି ୧୦୦ ତମ ଜନ୍ମ ଜୟନ୍ତୀ। ବାଜପେୟୀ ଜଣେ ରାଜନେତା, ସୁବକ୍ତା ଏବଂ ପ୍ରସିଦ୍ଧ ହିନ୍ଦୀ କବି ଥିଲେ। ସ୍ୱାଧୀନ ଭାରତର ଦଶମ ପ୍ରଧାନମନ୍ତ୍ରୀ ଭାବେ ଅଟଳ ଜୀ’ ତିନିଥର (୧୯୯୬ ମସିହାରେ ୧୩ ଦିନ, ୧୯୯୮ ରୁ ୧୯୯୯ ମଧ୍ୟରେ ୧୩ ମାସ ଏବଂ ୧୯୯୯ ରୁ ୨୦୦୪ ପୁରା ୫ ବର୍ଷ କାର୍ଯ୍ୟଭାର ସମ୍ଭାଳି ଥିଲେ। ଜଣେ ଉଦାରବାଦୀ ନେତା ଭାବେ ବିବେଚିତ ବାଜପେୟୀ ଅବିବାହିତ […]

ଗୁରୁବାର ପବିତ୍ର ବ୍ୟଞ୍ଜନ ଦ୍ବାଦଶୀ।

ଦୀର୍ଘବର୍ଷ ଧରି ପୁରୀର ଗୌରବିହାର ବା ମାତା ମଠରେ ମାର୍ଗଶୀର ଶୁକ୍ଳ ଦ୍ୱାଦଶୀକୁ ବ୍ୟଞ୍ଜନ ଦ୍ୱାଦଶୀ ଭାବେ ପାଳନ କରାଯାଇଆସୁଛି। ଦ୍ୱାପର ଯୁଗର ଲୋକକଥା ଓ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ବ୍ୟଞ୍ଜନ ଦ୍ୱାଦଶୀକୁ ଭକ୍ତି ଓ ନିଷ୍ଠାର ସହ ପାଳନ କରାଯାଉଛି। ୨୦୧୬ ମସିହାରେ ୫୫୫ ପ୍ରକାରର ବ୍ୟଞ୍ଜନ ,୨୦୧୭ରେ ୬୧୧ ପ୍ରକାର ,୨୦୧୮ରେ ୬୩୫ ପ୍ରକାର ଓ ୨୦୧୯ରେ ୬୭୫ ପ୍ରକାର ବ୍ୟଞ୍ଜନ ପ୍ରସ୍ତୁତ କରି ଠାକୁରଙ୍କୁ ଭୋଗ କରି ରେକର୍ଡ କରାଯାଇଥିଲା […]

ମୁମ୍ବାଇ ୨୬/୧୧ ଆକ୍ରମଣକୁ ୧୬ ବର୍ଷ

ନଭେମ୍ବର ୨୬ ସମ୍ବିଧାନ ଦିବସ । ତେବେ ଏହିଦିନ ଭାରତ ପାଇଁ ଥିଲା କଳାଦିନ । କାରଣ ଏଦି ଦିନ ପ୍ରତିଟି ଭାରତୀୟ ପାଇଁ ପାଲଟିଥିଲା ଅଭୁଲା ଇତିହାସ । ଯାହାକି ମନରୁ ଲିଭିବା କଷ୍ଟକର । ମଙ୍ଗଳବାର ଦେଶ ଏହି ଆତଙ୍କବାଦୀ ଆକ୍ରମଣର ୧୬ ତମ ବାର୍ଷିକୀ ପାଳନ କରୁଛି, କିନ୍ତୁ ଦେଶବାସୀ ଆଜି ବି ସେହି ଛାତିଥରା ଘଟଣାକୁ ସ୍ମରଣ କରି ଥରୁଛନ୍ତି। ସ୍ବାଧୀନ ଭାରତ ଇତିହାସରେ ଏହା ସବୁଠାରୁ ବଡ ଆତଙ୍କବାଦୀ ଆକ୍ରମଣ […]

ଆଜି ବିଶ୍ବ ଟେଲିଭିଜନ ଦିବସ ।

ଆଜି ବିଶ୍ବ ଟେଲିଭିଜନ ଦିବସ । କଳାଧଳା ଯୁଗରୁ ଆରମ୍ଭ ହୋଇ ଟେଲିଭିଜନ ଏବେ ସ୍ମାର୍ଟ ଏଲଇଡି ସ୍ତରରେ ପହଞ୍ଚିଲାଣି। ୧୯୯୬ ନଭେମ୍ବର ୨୧ରେ ବିଶ୍ବରେ ପ୍ରଥମ ଟେଲିଭିଜନ ଫୋରମ୍ ଆୟୋଜିତ ହୋଇଥିଲା। ୧୯୯୭ ଡିସେମ୍ବରରେ ଜାତିସଂଘ ନଭେମ୍ବର ୨୧ତାରିଖକୁ ଆନୁଷ୍ଠନିକ ଭାବେ ଟେଲିଭିଜନ ଦିବସ ପାଳନ କରିବାକୁ ଘୋଷଣା କଲା। ଜନ୍ ବେଆର୍ଡ ୧୯୨୫ ଅକ୍ଟୋବର ୨ରେ ଟେଲିଭିଜନ ମାଧ୍ୟମରେ ପ୍ରଥମେ ଚିତ୍ର ପ୍ରସାରଣ ଆରମ୍ଭ କରିଥିଲେ। ଆଜି ଟିଭି ସମସ୍ତଙ୍କ ଦୈନିକ ଜୀବନର ଏକ […]

ରେଳ ଷ୍ଟେସନରେ ଜଳୁନି ଲାଇଟ, ଅସାମାଜିକଙ୍କ କାର୍ଯ୍ୟକଳାପ ବୃଦ୍ଧି

ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ଼ ଟାଉନ ରେଳ ଷ୍ଟେସନରେ ଲାଗିଥିବା ଷ୍ଟ୍ରିଟ ଲାଇଟ ଗୁଡ଼ିକ ମଧ୍ୟରୁ ଅଧିକାଂଶ ଜଳୁନାହିଁ। ଏହାର ସୁଯୋଗ ନେଇ ଅସାମାଜିକ ଲୋକଙ୍କ କାର୍ଯ୍ୟକଳାପ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସୂଚନା ଯୋଗ୍ୟ ଯେ ଏକ ନମ୍ବର ପ୍ଲାଟଫର୍ମରେ ଲାଗିଥିବା ଷ୍ଟ୍ରିଟ ଲାଇଟ ଗୁଡିକ ମଧ୍ୟରୁ ଅଧିକାଂଶ ଅଚଳ ହୋଇ ପଡିଛି। ଅନ୍ଧାରର ସୁଯୋଗ ନେଇ ନିଶାଡ଼ି ମାନେ ଏଠାରେ ମଦ, ଗଞ୍ଜେଇ, ବ୍ରାଉନ ସୁଗାର କାରବାର କରୁଥିବା ବେଳେ ରାତ୍ରିରେ ଫେରୁଥିବା ଯାତ୍ରୀମାନେ […]

ଆଜି ହେଉଛି ଜାତୀୟ ପ୍ରେସ୍ ଦିବସ

ଜାତୀୟ ପ୍ରେସ ଦିବସ ପ୍ରତିବର୍ଷ ୧୬ ନଭେମ୍ବରରେ ଦେଶରେ ପାଳନ କରାଯାଏ। ଏହି ଦିନଟି ଗଣମାଧ୍ୟମର ସ୍ବାଧୀନତା ଏବଂ ସମାଜ ପ୍ରତି ଦାୟିତ୍ୱର ପ୍ରତୀକ ଅଟେ। ଏହି ଦିନ ହିଁ ପ୍ରେସ କାଉନସିଲ ଅଫ୍‌ ଇଣ୍ଡିଆ କାର୍ଯ୍ୟ ଆରମ୍ଭ କରିଥିଲା।୧୯୬୬ ମସିହା ଆଜିର ଦିନରେ କେନ୍ଦ୍ର ସରକାର ଭାରତୀୟ ପ୍ରେସ୍‍ କାଉନ୍‍ସିଲ ଗଠନ କରିଥିଲେ । ସମ୍ବାଦପତ୍ର ହେଉଛି ଗଣତନ୍ତ୍ରର ଜାଗ୍ରତ ପ୍ରହରୀ ଏବଂ ପ୍ରେସ୍‍ କାଉନ୍‍ସିଲ ହେଉଛି ସମ୍ବାଦପତ୍ର ମାନଙ୍କର ନୈତିକ ପ୍ରହରୀ । ସମ୍ବାଦପତ୍ର […]

ସୁଭଦ୍ରା ଯୋଜନାରେ ଲିଷ୍ଟ ନିଜ ଫୋନରେ ଦେଖନ୍ତୁ |

ଯେଉଁମାନଙ୍କର ବ୍ୟାଙ୍କ ଆକାଉଣ୍ଟ ଏବଂ ଆଧାର ଲିଙ୍କ ସମ୍ବନ୍ଧୀୟ ସମସ୍ୟା ରହିଛି, ସେମାନଙ୍କର ଏକ ଲିଷ୍ଟ ଜାରି କରିଛନ୍ତି ସରକାର। ଲୋକମାନେ ଘରେ ବସି ନିଜର ମୋବାଇଲରେ ଏହି ଲିଷ୍ଟକୁ ଦେଖିପାରିବେ। ଏହିଭଳି ଭାବରେ ଦେଖନ୍ତୁ | ୧. ଆପଣ ପ୍ରଥମେ ସୁଭଦ୍ରା ଯୋଜନାର ଅଫିସିଆଲ ପୋର୍ଟାଲ https://subhadra.odisha.gov.in/ ଖୋଲନ୍ତୁ। ୨. ଏହାପରେ ଟିକିଏ ତଳକୁ ଯାଇ ବ୍ୟାଙ୍କ ଆକାଉଣ୍ଟ ସଚଳ କିମ୍ବା ଅପ୍ ଡେଟ ଆବଶ୍ୟକ ତାଲିକା ଉପରେ କ୍ଲିକ୍ କରନ୍ତୁ। https://subhadra.odisha.gov.in/npci-rejected-list ୩. ଏହାପରେ […]

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି କନ୍ଧମାଳ ଜିଲ୍ଲାର ପ୍ରକୃତି

ଚଳିତ ବର୍ଷ ଶୀତ ଆସିବାର ବିଳମ୍ବ ହୋଇଛି । ବିଷେଷକରି କନ୍ଧମାଳ ଜିଲାରେ ବିଳମ୍ୱରେ ଆସିଛି ଶୀତ । ଦୀପାବଳୀ ଅମାବାସ୍ୟା ଠାରୁ ଶୀତ ଆସିଛି । ଆଉ ଶୀତ ଆସିବାକ୍ଷଣି ଦେଖାଯାଇଛି ତୁଷାରର ଧଳା ଆସ୍ତରଣ। ବର୍ଷା ଛାଡିବା ଆକାଶ ମେଘ ମୁକ୍ତ ହୋଇ ନୀଳ ଆକାଶରେ ପରିଣତ ହେବା ସହ ଆକାଶରେ ମଝିରେମଝିରେ ମେଘ ଖଣ୍ଡ ସବୁଜ ପରିବେଶ କୁ ଆହୁରି ଆକର୍ଷିତ କରୁଛି। ରାସ୍ତାକଡ଼ ଝରଣାର ଦୃଶ୍ୟ ସବୁଜିମା ବୃକ୍ଷରାଜି ବିରାଟ ପାହାଡ଼ […]

ପୂର୍ବତନ ଜିଲ୍ଲା ସୂଚନା ଅଧିକାରୀ ଦିଲ୍ଲୀପ ମହାନ୍ତିଙ୍କ ପରଲୋକ

ନୟାଗଡ଼,(ଓଡ଼ିଶା ଦର୍ପଣ):ପୂର୍ବତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦିଲ୍ଲୀପ କୁମାର ମହାନ୍ତିଙ୍କର ଗତକାଲି କଳିଙ୍ଗ ବିହାରସ୍ଥିତ ବାସଭବନରେ ହଦଘାତରେ ପରଲୋକ ଘଟିଛି। ତାଙ୍କୁ ୬୭ବର୍ଷ ହୋଇଥିଲା। ସ୍ବର୍ଗତ ମହାନ୍ତି ୧୯୫୭ ମସିହାରେ କଟକ ଜିଲ୍ଲାର ସୁନ୍ଦରଗାଁଠାରେ ଜନ୍ମଗ୍ରହଣ କରିଥିଲେ। ପ୍ରଥମେ ସେ ବୌଦ୍ଧ ଜିଲ୍ଲାରେ ଉପଖଣ୍ଡ ସୂଚନା ଲୋକସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟଆରମ୍ଭ କରିଥିଲେ। ପରେ ସେ ଆଠଗଡ଼, ନୟାଗଡ଼ ଜିଲ୍ଲାରେ କାର୍ଯ୍ୟ କରିବା ସହିତ ଖୋର୍ଦ୍ଧା ଜିଲ୍ଲାର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ […]

ଏଥର ୨ ଦିନ ହୋଇପାରେ ଶ୍ରୀଗୁଣ୍ଡିଚା ଯାତ୍ରା

୫୩ ବର୍ଷ ପରେ ଚଳିତବର୍ଷ ୧୫ ଦିନ ବଦଳରେ ୧୩ ଦିନ ଅଣସର ପଡ଼ିଛି। ଯେଉଁଦିନ ନେତ୍ରୋତ୍ସବ, ସେହିଦିନ ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା। ଚଳିତ ବର୍ଷ ସମୟ ଅଭାବ ଓ ନୀତି ଶୃଙ୍ଖଳା ପାଇଁ ନବଯୌବନ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି। ତେବେ ଏଥର ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରା ବି ୯ ଦିନରେ ଶେଷ ହେବ। ନବମ ଦିନରେ ଶ୍ରୀବିଗ୍ରହ ରଥାରୁଢ଼ ହୋଇ ବାହୁଡ଼ାଯାତ୍ରା କରିବେ। ୧୯୭୧ ମସିହାରେ […]

Odisha Darpan Digital