ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆସନ୍ତା ଅକ୍ଟୋବର ୧୮ ଏବଂ ୧୯ ତାରିଖ ଦୁଇଦିନ ଧରି ସ୍ଥାନୀୟ କେସି କ୍ଳବ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ ଅଲ ଓଡ଼ିଶା ଚେସ ଆସୋସିଏସନର ମିଳିତ ଆନୁକୂଲ୍ୟ ତଥା କେସି କ୍ଳବର ପ୍ରତ୍ୟକ୍ଷ ସହଯୋଗରେ ଅନୁଷ୍ଠିତ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ୧୭ ବର୍ଷରୁ କମ କନିଷ୍ଠ ବର୍ଗ ଏବଂ ୧୭ ବର୍ଷରୁ ଉର୍ଦ୍ଧ୍ୱ ବରିଷ୍ଠ ବର୍ଗ ଏହିପରି ଦୁଇଟି […]
ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ୍ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଦଳରେ ଅନେକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି ।ଅଧିନାୟକ ଶୁବମନ ଗିଲଙ୍କ ନେତୃତ୍ବରେ ଦଳ ଘୋଷଣା । ଅଲରାଉଣ୍ଡର ରବୀନ୍ଦ୍ର ଜାଡ଼େଜାଙ୍କୁ ଉପଅଧିନାୟକ ଦାୟିତ୍ୱ । ଆହତ ଜନିତ କାରଣ ପାଇଁ ଋଷଭ ପନ୍ତ ସ୍ଥାନ ପାଇଲେ ନାହିଁ । କେବେ ୱିକେଟ କିପର ତାଲିକାରେ ଧ୍ରୁବ ଜୁରେଲଙ୍କ ସହ ଏନ୍ ଜଗଦିଶାନ । ବାଦ ପଡ଼ିଲେ କରୁଣ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆସନ୍ତା ଅକ୍ଟୋବର ୧୧ ଏବଂ ୧୨ ତାରିଖ ଦୁଇଦିନ ଧରି ସ୍ଥାନୀୟ କେସି କ୍ଳବ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ ଅଲ ଓଡ଼ିଶା ଚେସ ଆସୋସିଏସନର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ୧୭ ବର୍ଷରୁ କମ ବର୍ଗ ଏବଂ ୧୭ ବର୍ଷରୁ ଉର୍ଦ୍ଧ୍ୱ ବର୍ଗ ଏହିପରି ଦୁଇଟି ବିଭାଗରେ ଚେସ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏ ନେଇ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଚଳିତ ସେପ୍ଟେମ୍ବର ମାସ ୧୦ ତାରିଖ ରୁ ୧୨ ତାରିଖ ମଧ୍ୟରେ ୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ଟାଇକୋଣ୍ଡ ଏବଂ ଉସୁ ପ୍ରତିଯୋଗୀତା ୨୦୨୫-୨୬ କେନ୍ଦୁଝର ଜିଲ୍ଲାର ବଡ଼ବିଲ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏଥିରେ ନୟାଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ୫ ଜଣ ଖେଳାଳି ଏବଂ ଦୁଇଜଣ ଅଫିସିଆଲ୍ ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରୁ ୩ଜଣ ସ୍ବର୍ଣ୍ଣ ପଦକ, ଜଣେ କାଂସ୍ୟ ଏବଂ ଅନ୍ୟ ଜଣେ ରୌପ୍ୟ ପଦକ ହାସଲ କରି ଜିଲ୍ଲା […]
ଆଇସିସି ଟି୨୦ ବିଶ୍ବକପକୁ ନେଇ ନେଇ ବଡ଼ ଖବର ଆସିଛି । ପୁରୁଷ ଟି୨୦ ବିଶ୍ବକପର ୧୦ମ ସଂସ୍କରଣ ଭାରତ ଓ ଶ୍ରୀଲଙ୍କାରେ ଆୟୋଜନ ହେବ । ଏହି ବିଶ୍ବକପରେ ୨୦ଟି ଦଳ ଖେଳିବେ । ଏହି ବିଶ୍ବକପ୍ ୨୦୨୬ ଫେବୃଆରୀ ୭ରୁ ମାର୍ଚ୍ଚ ୮ ପର୍ଯ୍ୟନ୍ତ ଖେଳାଯିବାର ସମ୍ଭାବନା ରହିଛି । ଭାରତର ୫ଟି ଓ ଶ୍ରୀଲଙ୍କାର ୨ଟି ଷ୍ଟାଡିୟମରେ ଏହି ବିଶ୍ବକପର ସମସ୍ତ ୫୫ଟି ମ୍ୟାଚ୍ ଖେଳାଯିବ ।ଭାରତର ୫ଟି ଓ ଶ୍ରୀଲଙ୍କାର ୨ଟି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଗତ ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉ ଥିବା ଜାତୀୟ କ୍ରୀଡ଼ା ଦିବସ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଏକ ସାଇକେଲ ରାଲି ଅନୁଷ୍ଠିତ ହୋଇଥିଲା। ଏଥିରେ ଏନଏସି ହାଇସ୍କୁଲ ଏବଂ ବ୍ରଜେନ୍ଦ୍ର ହାଇସ୍କୁଲର ଛାତ୍ରଛାତ୍ରୀ ମାନେ ଭାଗ ନେଇଥିଲେ। ପୁରୁଣା ସହରସ୍ଥିତ ଦକ୍ଷିଣକାଳୀ ମନ୍ଦିର ସମ୍ମୁଖରୁ ମହର୍ଷି ବିଦ୍ୟାମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ସାଇକେଲ ରାଲିକୁ ମୁଖ୍ୟ ଅତିଥି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏବଂ […]
ଭାରତୀୟ କ୍ରିକେଟର ପୀୟୁଷ ଚାୱଲା ସମସ୍ତ ଫର୍ମାଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି । ଗତବର୍ଷ ମୁମ୍ବାଇ ଇଣ୍ଡିଆନ୍ସ ତରଫରୁ ଖେଳୁଥିଲେ । ସେ ଆଇପିଏଲ ୨୦୨୫ ନିଲାମୀରେ ନିଜର ନାମ ଦେଇଥିଲେ, କିନ୍ତୁ ଅନସୋଲ୍ଡ ରହିଥିଲେ । ଚାୱଲା ୨୦୦୭ ଟି-୨୦ ବିଶ୍ୱକପ୍ ଏବଂ ୨୦୧୧ ଏକଦିବସୀୟ ବିଶ୍ୱକପରେ ଭାରତୀୟ ଦଳର ଅଂଶ ଥିଲେ । ଭାରତୀୟ ଦଳ ମହେନ୍ଦ୍ର ସିଂହ ଧୋନୀଙ୍କ ଅଧିନାୟକତ୍ୱରେ ସେହି ଦୁଇଟି ବିଶ୍ୱକପ୍ ଜିତିଥିଲା ।୩୬ ବର୍ଷୀୟ ପୀୟୂଷ ଚାୱଲା ଇନଷ୍ଟାଗ୍ରାମରେ […]
ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ତଥା ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସଓ୍ବେଲ ଦିନିକିଆ କ୍ରିକେଟରୁ ସୋମବାର ଅବସର ଘୋଷଣା କରିଛନ୍ତି। ଅବସର ସମ୍ପର୍କରେ ମ୍ୟାକ୍ସଓ୍ବେଲ ଘୋଷଣା କରିବା ପରେ ତାଙ୍କ ପ୍ରଶଂସକମାନେ ନିରୁତ୍ସାହିତ ହୋଇପଡ଼ିଛନ୍ତି।ତେବେ ସେ ଟି୨୦ କ୍ରିକେଟ ଖେଳିବା ଜାରୀ ରଖିବେ ବୋଲି ସ୍ପଷ୍ଟ କରିଛନ୍ତି । ୨୦୧୫ ଓ ୨୦୨୩ ବିଶ୍ୱକପ ଜିତିଥିବା ଅଷ୍ଟ୍ରେଲିଆ ଦଳର ସେ ସଦସ୍ୟ ଥିଲେ । ସେ ୧୯୪ ଦିନିକିଆ କ୍ରିକେଟରେ ୩୩.୮୧ ଆଭରେଜରେ ୩୯୯୦ ରନ କରିଥିଲେ । ଏଥିରେ […]
ପାକିସ୍ତାନରେ ଆତଙ୍କବାଦୀ ଶିବିର ଉପରେ ଭାରତର ଏୟାରଷ୍ଟ୍ରାଇକ୍ ପରେ ଧର୍ମଶାଳା ବିମାନବନ୍ଦରକୁ ଅସ୍ଥାୟୀ ଭାବରେ ବନ୍ଦ କରାଯାଇଥିବାରୁ ସେଠାରେ ଖେଳାଯିବାକୁ ଥିବା ଆଇପିଏଲ୍ ମ୍ୟାଚ୍ ପ୍ରଭାବିତ ହେବ ବୋଲି କୁହାଯାଉଛି। ଗୁରୁବାର ଧର୍ମଶାଳାରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ମଧ୍ୟରେ ମ୍ୟାଚ୍ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହା ପରେ, ମେ’ ୧୧ରେ ସେଠାରେ ପଞ୍ଜାବ କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍ଆଇ) ମଧ୍ୟରେ ମ୍ୟାଚ୍ ଖେଳାଯିବା ନେଇ ପୂର୍ବରୁ କାର୍ଯ୍ୟକ୍ରମ ରହିଛି। ଏବେ […]
ଆଜି ଏପ୍ରିଲ୍ ୨୪ । ‘ଗଡ୍ ଅଫ୍ କ୍ରିକେଟ୍’ ଅର୍ଥାତ ସଚିନ ତେନ୍ଦୁଲକରଙ୍କ ଜନ୍ମଦିନ। ଏହି ଦିନଟିକୁ କେବଳ ଦେଶ ନୁହେଁ ସାରା ବିଶ୍ୱ ପାଳନ କରେ। ଭାରତର ପ୍ରତ୍ୟେକ ଗଳିରେ କ୍ରିକେଟକୁ ପହଞ୍ଚାଇବାରେ ମହାନ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି।୧୯୮୯ ମସିହା ନଭେମ୍ବର ୧୫ ତାରିଖରେ ପାକିସ୍ତାନ ବିପକ୍ଷରେ ଟେଷ୍ଟରେ ଡେବ୍ୟୁ କରିଥିଲେ ସଚିନ ତେନ୍ଦୁଲକର । ୨୩ ବର୍ଷର ଅନ୍ତର୍ଜାତୀୟ କ୍ୟାରିଅରରେ ସଚିନ ୬୬୪ଟି ଅନ୍ତର୍ଜାତୀୟ ମ୍ୟାଚ୍ ଖେଳି ୩୪ ହଜାର […]
ପହଲଗାମ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସବୁଦିନ ପାଇଁ କ୍ରିକେଟ ମ୍ୟାଚ ବନ୍ଦ କରିବାକୁ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ନିକଟରେ ଦାବି ହୋଇଛି। ପୂର୍ବତନ କ୍ରିକେଟର ଶ୍ରୀବତ୍ସ ଗୋସ୍ଵାମୀ ଏହି ଦାବି କରିଛନ୍ତି। ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ୍ ସମ୍ପର୍କ ଛିନ୍ନ ହେବା ନେଇ ପରୋକ୍ଷରେ ଇସାରା ଦେଇଛନ୍ତି ବିସିସିଆଇ ଉପାଧ୍ୟକ୍ଷ ରାଜୀବ ଶୁକ୍ଳା । କହିଛନ୍ତି, ପହଲଗାମରେ ଯାହା ଘଟିଲା, ତାହା ସମସ୍ତଙ୍କୁ ମର୍ମାହତ କରିଛି । ଏଭଳି ସ୍ଥିତିରେ […]
କୁସ୍ତି ଯୋଦ୍ଧା ତଥା ଜୁଲାନାରୁ କଂଗ୍ରେସ ବିଧାୟକ ଭିନେଶ ଫୋଗାଟ ସରକାରଙ୍କୁ ନିଜ ପସନ୍ଦ ଜଣାଇଛନ୍ତି । ତାଙ୍କୁ ସରକାରୀ ଚାକିରି, ପ୍ଲଟ୍ କିମ୍ୱା ୪ କୋଟି ଟଙ୍କା କ୍ୟାସ୍ ବିକଳ୍ପ ଦିଆଯାଇଥିଲା । ୨୦୨୪ ପ୍ୟାରିସ୍ ଅଲିମ୍ପିକରେ ସେ ଫାଇନାଲ୍ ଯାଏଁ ପହଞ୍ଚିଥିଲେ । କିନ୍ତୁ ୧୦୦ ଗ୍ରାମ ଓଜନ ଅଧିକ ହେବା ଯୋଗୁଁ ସେ ଫାଇନାଲ୍ ମୁକିବାଲ୍ ଖେଳିବା ପାଇଁ ଅଯୋଗ୍ୟ ହୋଇଥିଲେ । ଅଲିମ୍ପିକ୍ସରୁ ଅଯୋଗ୍ୟତା ବିବାଦ ପରେ, ଭିନେଶ କୁସ୍ତିରୁ ଅବସର […]