ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ ବଡ଼ ହଙ୍ଗାମା । ମେସିଙ୍କୁ ଦେଖି ନପାରିବାରୁ ପ୍ରଶଂସକ ମାନଙ୍କ ମଧ୍ୟରେ ବଡ଼ ବିଶୃଙ୍ଖଳା ଦେଖା ଦେଇଛି ।ସୂଚନାରୁ ପ୍ରକାଶ, ଲିଓନେଲ୍ ମେସି କୋଲକାତାର ଲେକ୍ ସିଟିରେ ତାଙ୍କର ୭୦ ଫୁଟ ଉଚ୍ଚ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ପରେ ସେ ବଲିଉଡ୍ ଷ୍ଟାର ଶାହରୁଖ ଖାନ ଏବଂ ଆରପିଜିଏସ୍ ଗ୍ରୁପ୍ ମାଲିକ ସଞ୍ଜିବ ଗୋଏଙ୍କାଙ୍କୁ ଭେଟିଥିଲେ। ତା’ପରେ ସେ କୋଲକାତାର ସଲ୍‌ଟ ଲେକ୍ ଷ୍ଟାଡିୟମକୁ ଯାଇଥିଲେ, ଯେଉଁଠାରେ ପ୍ରଶଂସକମାନେ ତାଙ୍କର […]

ଚେସ ଇତିହାସରେ ପ୍ରଥମ: ଓଡ଼ିଶା ପ୍ରିମିୟର ଲିଗ ପାଇଁ ଖେଳାଳି ନିଲାମୀ ସମାରୋହ

ଭୁବନେଶ୍ୱର,(ଓଡ଼ିଶା ଦର୍ପଣ): ଓଡ଼ିଶା ଚେସ ଇତିହାସରେ ପ୍ରଥମ ଥର ପାଇଁ ଆଇପିଏଲ ଢାଞ୍ଚାରେ ଜିଲ୍ଲା ଚେସ ପ୍ରିମିୟର ଲିଗ ପାଇଁ ଖେଳାଳି ନିଲାମୀ ସମାରୋହ ୟୁନିଟ-୯ ସ୍ଥିତ ରୋଟାରୀ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଅଲ ଓଡ଼ିଶା ଚେସ ଆସୋସିଏସନ ଏବଂ ରୋଟାରୀ କ୍ଳବ ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଖେଳାଳି ନିଲାମୀ ସମାରୋହରେ ମୁଖ୍ୟ ଅତିଥି ଭାବେ ରାଜୀବ ସାହୁ ଯୋଗଦାନ କରି ଘଣ୍ଟି ବଜାଇ ଉଦଘାଟନ କରିଥିଲେ। ରୋଟାରୀ କ୍ଳବ ସଭାପତି ସଞ୍ଜୟ […]

ରାଞ୍ଚି ପରେ ରାୟପୁରରେ ଶତକୀୟ ଇନିଂସ ଖେଳିଲେ କିଙ୍ଗ କୋହଲି

ରାଞ୍ଚି ପରେ ରାୟପୁରରେ ଶତକୀୟ ଇନିଂସ ଖେଳିଲେ କିଙ୍ଗ କୋହଲି । ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ଦିନିକିଆରେ ୯୦ ବଲରେ ଶତକ ହାସଲ କରିଛନ୍ତି ବିରାଟ କୋହଲି । ଏହା ବିରାଟଙ୍କ ଦିନିକିଆ କ୍ୟାରିୟରର ୫୩ତମ ଶତକ । ଏହା ପୂର୍ବରୁ ରାଞ୍ଚିରେ ୧୩୫ ରନର ଦମଦାର ଇନିଂସ ଖେଳିଥିଲେ ବିରାଟ କୋହଲି । ​​​​​​​ଦିନିକିଆରେ ୫୩ ତମ ଶତକ ମାରି ନୂଆ ରେକର୍ଡ ସୃଷ୍ଟି କରିଛନ୍ତି କିଙ୍ଗ କୋହଲି। ଏହା ପୂର୍ବରୁ ଦିନିକିଆରେ ୫୦ଟି ଶତକ […]

କେ.ଏସ.ବି.ପବ୍ଲିକ ସ୍କୁଲର ୨୫ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

ଶରଣକୁଳ,(ଓଡ଼ିଶା ଦର୍ପଣ)ଶରଣକୁଳ ଭିକାରୀପଡା ସ୍ଥିତ କେ.ଏସ.ବି ପବ୍ଲିକ ସ୍କୁଲରେ  ଦୁଇଦିନ ଧରି ଚାଲୁ ରହିଥିବା ବାର୍ଷିକ କ୍ରୀଡ଼ା ଉତ୍ସବ ଶନିବାର ଉଦଯାପିତ ହୋଇଯାଇଛି।ଶୁକ୍ରବାର  ଅନୁଷ୍ଠିତ ଏହି କ୍ରୀଡା ଉତ୍ସବର ଉଦଘାଟନୀ ଉତ୍ସବ ଲଡ଼ୁବାବାଙ୍କ ମନ୍ଦିର ସିଂହଦ୍ୱାରରେ ଅନୁଷ୍ଠିତ ହୋଇଥିଲା ଲ ସ୍କୁଲ ସମ୍ପାଦକ ବରିଷ୍ଠ ଶିକ୍ଷବିତ ପ୍ରଶାନ୍ତ କୁମାର ଦାଶ, କଣ୍ଠଶିଳ୍ପୀ ରବୀନ୍ଦ୍ର ତ୍ରିପାଠୀ,ଅଧ୍ୟକ୍ଷ ନୀଳମାଧଵ ତ୍ରିପାଠୀ,ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ, ରାଜେନ୍ଦ୍ର ତ୍ରିପାଠୀ, ସବିତା ସାହୁ, ସମାଜ ସେବୀ ଜୟ କୃଷ୍ଣ ସାହୁ ପ୍ରମୁଖ ଅତିଥି ରୂପେ […]

ଦକ୍ଷିଣ ଆଫ୍ରିକା ଠାରୁ ହାରିଲା ଭାରତ; ଇସ୍ତଫା ଦେବେ କି ଗୌତମ ଗମ୍ଭୀର ?

ଦ୍ବିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଠାରୁ ୪୦୮ ରନରେ ପରାଜୟ । ଟେଷ୍ଟ ଇତିହାସରେ ଭାରତର ଏହା ରନ୍ ବ୍ୟବଧାନରେ ସବୁଠାରୁ ବଡ଼ ପରାଜୟ ଘଟିଛି । ଏହି ପରାଜୟ ପରେ ଏବେ ଟିମ୍‌ ଇଣ୍ଡିଆର ପ୍ରତ୍ୟେକ ଖେଳାଳିଙ୍କ ସହ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ପାରିବାପଣିଆ ଉପରେ ପ୍ରଶ୍ନ ଉଠିବାରେ ଲାଗିଛି । ତେବେ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଯେଉଁଥିରେ ତାଙ୍କୁ ପଚରାଯାଇଛି ଯେ ସେ ଟେଷ୍ଟ କ୍ରିକେଟ […]

ଦିନିକିଆ ସିରିଜ୍‌ରେ ବାଦ ପଡ଼ିଲେ ୫ ଧୁରନ୍ଧର କ୍ରିକେଟର୍‌ !

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏଥିରେ କେଏଲ ରାହୁଲଙ୍କୁ ଅଧିନାୟକ ଦାୟିତ୍ୱ ମିଳିଛି । ସେ ଆହତ ହୋଇ ବାଦ ପଡିଥିବା ଶୁଭମନ ଗିଲ୍ ଏବଂ ଉପ ଅଧିନାୟକ ଶ୍ରେୟସ ଆୟରଙ୍କ ଜାଗାରେ ଦଳର ନେତୃତ୍ୱ ନେବେ । ତେବେ ଏହି ଦଳରୁ ଅପ୍ରତ୍ୟାଶିତ ଭାବରେ ୫ ଜଣ ଷ୍ଟାର୍‌ ଖେଳାଳିଙ୍କୁ ବାଦ୍‌ ଦେଇଛି ବିସିସିଆଇ । କେହି ଆହତ ସମସ୍ୟା ଦେଇ ଗତି କରୁଥିବା ବେଳେ […]

ଚେସ ପ୍ରିମିୟର ଲିଗରେ ନୟାଗଡ଼ର କୁନି ପ୍ରତିଭା ଚିତ୍ତରଞ୍ଜନ

ନୟାଗଡ଼,(ଓଡ଼ିଶା ଦର୍ପଣ): କ୍ରିକେଟ ଖେଳା ଯାଉଥିବା ଆଇପିଏଲ ଢାଞ୍ଚାରେ ଚଳିତ ବର୍ଷ ପ୍ରଥମ ଥର ପାଇଁ  ଓଡ଼ିଶା ଚେସ ପ୍ରିମିୟର ଲିଗ୍ ଭୁବନେଶ୍ୱର ଠାରେ ଆସନ୍ତା ୧୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି।  ଏହି ଚେସ ପ୍ରିମିୟର ଲିଗ ପାଇଁ ଖେଳାଳି ନିଲାମୀ  ପ୍ରକ୍ରିୟା ଭୁବନେଶ୍ୱର ସ୍ଥିତ ହୋଟେଲ ଲେମନ ଟ୍ରି ଠାରେ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟ ତଥା ଜାତୀୟ ସ୍ତରର ମନ୍ୟତା ପ୍ରାପ୍ତ ଖେଳାଳି ମାନେ ସାମିଲ ହୋଇଥିବା ବେଳେ  ୧୨ଟି […]

ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ, ଜୁନିଅରରେ ସ୍ୱୟଂପ୍ରକାଶ ଏବଂ ସିନିଅରରେ ଜିତେନ୍ଦ୍ର ଚମ୍ପିୟାନ

ନୟାଗଡ଼,(ଓଡ଼ିଶା ଦର୍ପଣ) : ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ ଅଲ ଓଡ଼ିଶା ଚେସ ଆସୋସିଏସନର ମିଳିତ ଆନୁକୂଲ୍ୟ ତଥା କେସି କ୍ଳବର ପ୍ରତ୍ୟକ୍ଷ ସହଯୋଗରେ ଚାଲିଥିବା ନୟାଗଡ଼ ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ-୨୦୨୫ ଉଦଯାପିତ ହୋଇଯାଇଛି। ଏଥିରେ ଜୁନିଅର ବିଭାଗରେ ସ୍ୱୟଂ ପ୍ରକାଶ ସାହୁ ସର୍ବାଧିକ ପଏଣ୍ଟ ପାଇ ଚାମ୍ପିୟନ ହୋଇଥିବା ବେଳେ ସିନିଅର ବିଭାଗରେ ଦାସ ଜିତେନ୍ଦ୍ର କୁମାର ଚମ୍ପିୟାନ ହୋଇଛନ୍ତି। ଦୁଇଦିନିଆ ଏହି ଟୁର୍ଣ୍ଣାମେଣ୍ଟରେ ମୋଟ ୬ ରାଉଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଉଥିଲା। […]

ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ, ଅଲ ଓଡ଼ିଶା ଚେସ ଆସୋସିଏସନ  ତଥା କେସି କ୍ଲବର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ସ୍ଥାନୀୟ କେସି କ୍ଲବଠାରେ  ଉଦଘାଟିତ ହୋଇଯାଇଛି। ପୂର୍ବତନ କନ୍ଧମାଳ ସାଂସଦ ତଥା ନୟାଗଡ଼ର ବିଶିଷ୍ଟ ନାରୀନେତ୍ରୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦାନ ପୂର୍ବକ ପ୍ରଦୀପ ପ୍ରଜ୍ବଳନ କରି ବିଧିବଦ୍ଧ ଭାବେ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିଥିଲେ। ଏହି ଅବସରରେ ଅନୁଷ୍ଠାନ ପକ୍ଷରୁ ମୁଖ୍ୟଅତିଥି ଏବଂ ମ୍ୟାଚ ପରିଚାଳନା […]

ପାକିସ୍ତାନର ଏୟାର ଷ୍ଟ୍ରାଇକ୍‌: ଆଫଗାନିସ୍ତାନର ୩କ୍ରିକେଟର ମୃତ

ପାକଟିକା ପ୍ରଦେଶରେ ପାକିସ୍ତାନର ଏୟାର୍‌ ଷ୍ଟ୍ରାଇକ୍‌ରେରେ ୩ ଆଫ୍‌ଗାନୀ କ୍ରିକେଟର୍‌ଙ୍କ ମୃତ୍ୟୁ ହୋଇଛି ବୋଲି ଅଭିଯୋଗ ଅ‌ାଣିଛି ଆଫ୍‌ଗାନିସ୍ତାନ। ତିନି ଜଣ ଆଫଗାନିସ୍ତାନ ଘରୋଇ କ୍ରିକେଟରଙ୍କ ମୃତ୍ୟୁ ପରେ, ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ପାକିସ୍ତାନ ଏବଂ ଶ୍ରୀଲଙ୍କାକୁ ନେଇ ହେବାକୁ ଥିବା ଆଗାମୀ ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜରୁ ଓହରି ଯିବାର ନିଷ୍ପତ୍ତି ଘୋଷଣା କରିଛି।ପାକିସ୍ତାନର ଏଭଳି ଆକ୍ରମଣକୁ ନିନ୍ଦା କରିଛି ଆଫଗାନିସ୍ତାନ । ଏହାକୁ ପାକିସ୍ତାନର ଭୀରୁତା ଓ ବର୍ବରତା କୁହାଯାଇଛି ।ସୂଚନା ରହିଛି ଯେ […]

ଅକ୍ଟୋବର ୧୮ରୁ ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆସନ୍ତା ଅକ୍ଟୋବର ୧୮ ଏବଂ ୧୯ ତାରିଖ ଦୁଇଦିନ ଧରି ସ୍ଥାନୀୟ କେସି କ୍ଳବ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ ଅଲ ଓଡ଼ିଶା ଚେସ ଆସୋସିଏସନର ମିଳିତ ଆନୁକୂଲ୍ୟ ତଥା କେସି କ୍ଳବର ପ୍ରତ୍ୟକ୍ଷ ସହଯୋଗରେ ଅନୁଷ୍ଠିତ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ୧୭ ବର୍ଷରୁ କମ କନିଷ୍ଠ ବର୍ଗ ଏବଂ ୧୭ ବର୍ଷରୁ ଉର୍ଦ୍ଧ୍ୱ ବରିଷ୍ଠ ବର୍ଗ ଏହିପରି ଦୁଇଟି […]

ଓ୍ୱେଷ୍ଟଇଣ୍ଡିଜ ବିପକ୍ଷରେ ଘୋଷଣା ଭାରତୀୟ ଦଳ: ଜାଡେଜା ଉପଅଧିନାୟକ

ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ୍ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଦଳରେ ଅନେକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି ।ଅଧିନାୟକ ଶୁବମନ ଗିଲଙ୍କ ନେତୃତ୍ବରେ ଦଳ ଘୋଷଣା । ଅଲରାଉଣ୍ଡର ରବୀନ୍ଦ୍ର ଜାଡ଼େଜାଙ୍କୁ ଉପଅଧିନାୟକ ଦାୟିତ୍ୱ । ଆହତ ଜନିତ କାରଣ ପାଇଁ ଋଷଭ ପନ୍ତ ସ୍ଥାନ ପାଇଲେ ନାହିଁ । କେବେ ୱିକେଟ କିପର ତାଲିକାରେ ଧ୍ରୁବ ଜୁରେଲଙ୍କ ସହ ଏନ୍‌ ଜଗଦିଶାନ । ବାଦ ପଡ଼ିଲେ କରୁଣ […]