ଆଜିର ରାଶିଫଳ(୩୧ ଅଗଷ୍ଟ, ୨୦୨୬)

ମେଷମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି। ବୃଷଅସ୍ବାଭାବିକ ଚିନ୍ତାଧାରାର ସୃଷ୍ଟି ହେବାସହ ବିକ୍ଷିପ୍ତ ମାନସିକ ସ୍ଥିତି ଉପତ୍ନ କରିବ। କିନ୍ତୁ କର୍ମାଧିପ ରାଶିରେ କର୍ମସାଧନ ପାଇଁ ଆପ୍ରାଣ ଉଦ୍ୟମ ଚଳାଇ କୃତକାର୍ଯ୍ୟ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ବନ୍ଧୁ ସମ୍ପର୍କ, […]

ଆଜିର ରାଶିଫଳ(୩୦ ଅଗଷ୍ଟ, ୨୦୨୬)

ମେଷ : ଆଜି କୋର୍ଟ-କଚେରୀ ବିଷୟରେ ନ ପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନ ପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ।କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ। ବୃଷ : ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର […]

ଆଜିର ରାଶିଫଳ(୨୯ ଅଗଷ୍ଟ, ୨୦୨୬)

ମେଷଆଜିର ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗିରହିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ। ବୃଷଆଜି ଆକସ୍ମିକ ଭାବରେ ମୋଟାଅଙ୍କ ର ଅର୍ଥ ଆବଶ୍ୟକ ହୋଇପାରେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଯୋଗୁ ବିଚଳିତ ହେବେ।ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇ ପାରିବେ। ମିଥୁନଆଜି […]

ଆଜିର ରାଶିଫଳ(୨୮ ଅଗଷ୍ଟ, ୨୦୨୬)

ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। […]

ଆଜିର ରାଶିଫଳ(୨୭ ଅଗଷ୍ଟ, ୨୦୨୬)

ମେଷଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି। ବୃଷଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ମିଥୁନଆଜି ନୂତନ […]

ଆଜିର ରାଶିଫଳ(୨୬ ଅଗଷ୍ଟ,୨୦୨୬)

ମେଷ:-ଅନେକ ଦିନରୁ ଚେଷ୍ଟା କରୁଥିବା କାମରେ ଆଜି ସଫଳତା ମିଳିବ।ସାହସିକ ପଦକ୍ଷେପ ନେଇ ପ୍ରସଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି। ବୃଷ:-ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁବର୍ଗଙ୍କ ସକାଶେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ । […]

ଆଜିର ରାଶିଫଳ(୨୫ ଅଗଷ୍ଟ, ୨୦୨୬)

ମେଷ:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ। ବୃଷ:-ଆଜି ଧନ ଓକାର୍ଯ୍ୟହାନୀ ହୋଇପାରେ। ସତର୍କତାର ସହ ମାପିଚୁପି କହୁଥିଲେ ମଧ୍ୟ କିଛି ନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ […]

ଆଜିର ରାଶିଫଳ(୨୪ ଅଗଷ୍ଟ, ୨୦୨୬)

ମେଷ : ଆଜି ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି। ବୃଷ : ରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ […]

ଆଜିର ରାଶିଫଳ(୨୪ ଅଗଷ୍ଟ, ୨୦୨୬)

ମେଷଆଜି ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି। ବୃଷରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ […]

ଆଜିର ରାଶିଫଳ(୨୩ ଅଗଷ୍ଟ, ୨୦୨୬)

ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ। ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। […]

ଆଜିର ରାଶିଫଳ(୨୨ ଅଗଷ୍ଟ, ୨୦୨୬)

ମେଷଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ। ବୃଷଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ […]

ଆଜିର ରାଶିଫଳ(୨୧ ଅଗଷ୍ଟ, ୨୦୨୬)

ମେଷଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ। ବୃଷବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍‌ବେଗ ବଢିପାରେ। ମିଥୁନଆଜି ଆକସ୍ମିକ ଭାବରେ […]