ଆଜିର ରାଶିଫଳ(୮ ନଭେମ୍ବର, ୨୦୨୫)

ମେଷକର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ। ବୃଷଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ […]

ଆଜିର ରାଶିଫଳ(୭ ନଭେମ୍ବର, ୨୦୨୫)

ମେଷ :ଆଜି କୌଣସି କାରଣ ରୁ ଆପଣ ଖୁସି ରେ ମାତ୍ରା ଅଧିକ ଭବବିହୋଳ ରହିପରାନ୍ତି। ବିଦ୍ୟାର୍ଥୀ ମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ। ବୃଷ : ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହୋଇପାରେ, ଏହାର ଧ୍ୟାନ ରଖିବେ। ଆପଣଙ୍କ ସ୍ଵଭାବରେ ଭାବୁକତା […]

ଆଜିର ରାଶିଫଳ(୬ ନଭେମ୍ବର, ୨୦୨୫)

ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ। ବୃଷ : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]

ଆଜିର ରାଶିଫଳ(୫ ନଭେମ୍ବର, ୨୦୨୫)

ମେଷ: ଆଜି ପ୍ରଶାସନ, ପରିବହନ ଓ ବିବାଦୀୟ କ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକରି ହେବେ। ଲକ୍ଷ୍ୟସ୍ଥଳକୁ ଯିବା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାବବେ ଆପଣଙ୍କୁ ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣି ଅଶାନ୍ତି ଅନୁଭବ କରିବେ। ବୃଷ: ଆଜି ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ।କର୍ମକ୍ଷେତ୍ରରେ ଆପଣଙ୍କୁ ଅର୍ଥଲାଭ ସହ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ ହେବ। ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ […]

ଆଜିର ରାଶିଫଳ(୩ ନଭେମ୍ବର, ୨୦୨୫)

ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ। ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]

ଆଜିର ରାଶିଫଳ(୨ ନଭେମ୍ବର, ୨୦୨୫)

ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]

ଆଜି ପବିତ୍ର ଗୋପାଷ୍ଟମୀ ବା ଗୋଷ୍ଠାଷ୍ଟମୀ 

କାର୍ତ୍ତିକ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ଗୋପାଷ୍ଟମୀ ବା ଗୋଷ୍ଠାଷ୍ଟମୀ ପର୍ବ ପାଳିତ ହୋଇଥାଏ । ଏହିଦିନ ପ୍ରାତଃକାଳରୁ ସ୍ନାନାଦି ନିତ୍ୟକର୍ମ ସାରି ଗୋମାତାଙ୍କୁ ସ୍ନାନ କରାଇବା ପରେ ଜଳ, ଅକ୍ଷତ, ଶସ୍ୟ, ବସ୍ତ୍ର, ଭୋଗ ଏବଂ ଧୂପ ଆଦି ସହ ପୂଜା କରାଯାଇଥାଏ । ଏହି ଦିନ ଗୋପାଳକଙ୍କର ପୂଜା କରାଯିବାର ମଧ୍ୟ ବିଧି ରହିଛି । ବ୍ରଜ ସଂସ୍କୃତିରେ ଏହି ପର୍ବର ବିଶେଷ ମହତ୍ତ୍ୱ ରହିଛି ।ବିଶ୍ୱାସ ରହିଛି ଯେ, ଏହି ଦିନ ଭଗବାନ […]

ଆଜିର ରାଶିଫଳ(୩୦ ଅକ୍ଟୋବର, ୨୦୨୫)

ମେଷଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି । ବୃଷଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହୋଇପାରେ। ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରିବହନ ଓ […]

ଆଜିର ରାଶିଫଳ(୨୯ ଅକ୍ଟୋବର, ୨୦୨୫)

ମେଷ : ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ। ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି। ମିଥୁନ: ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି […]

ଆଜିର ରାଶିଫଳ(୨୮ ଅକ୍ଟୋବର ୨୦୨୫)

ମେଷଆଜି ଯାତ୍ରା, ବ୍ୟବସାୟ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ। ବୃଷଆଜି କୌଣସି କର୍ମାରମ୍ଭ ପାଇଁ ମନ୍ଦ ନ ହେଲେ ମଧ୍ୟ ଝିନଝଟ୍‌ ଜନିତ ବ୍ୟସ୍ତତାରୁ ମୁକ୍ତି ମିଳିବ ନାହିଁ। ଏପରି କି ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ, ନତୁବା ଆକସ୍ମିକ […]

ଆଜିର ରାଶିଫଳ(୨୭ ଅକ୍ଟୋବର, ୨୦୨୫)

ମେଷଆଜିର ଦିନଟିରେ ଆପଣଙ୍କ ଆତ୍ମିଅଙ୍କ ସହଯୋଗ କରିବାରୁ ଆନନ୍ଦିତ ରହିବେ । ବସ୍ତ୍ରଭୂଷଣ ପ୍ରାପ୍ତି ମାଧ୍ୟମରେ ଦିନଟି ଖୁସିରେ ଅତିବାହିତ କରିବେ। ସ୍ବାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ। ବୃଷସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍‌ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ […]

ଆଜିର ରାଶିଫଳ(୨୬ ଅକ୍ଟୋବର, ୨୦୨୫)

ମେଷମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି। ବୃଷଅସ୍ବାଭାବିକ ଚିନ୍ତାଧାରାର ସୃଷ୍ଟି ହେବାସହ ବିକ୍ଷିପ୍ତ ମାନସିକ ସ୍ଥିତି ଉପତ୍ନ କରିବ। କିନ୍ତୁ କର୍ମାଧିପ ରାଶିରେ କର୍ମସାଧନ ପାଇଁ ଆପ୍ରାଣ ଉଦ୍ୟମ ଚଳାଇ କୃତକାର୍ଯ୍ୟ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ବନ୍ଧୁ ସମ୍ପର୍କ, […]