ଆଜିର ରାଶିଫଳ(୧ ଫେବ୍ରୁଆରୀ,୨୦୨୪)

*ମେଷ: ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।*  *ବୃଷ: ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି […]

ଆଜିର ରାଶିଫଳ(୩୧ ଜାନୁଆରୀ,୨୦୨୪)

*ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।*  *ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା […]

ଆଜିର ରାଶିଫଳ(୩୦ ଜାନୁଆରୀ,୨୦୨୪)

*ମେଷ : ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।*   *ବୃଷ : ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ […]

ଆଜିର ରାଶିଫଳ(୨୯ ଜାନୁଆରୀ,୨୦୨୪)

*ମେଷ: ଦିନଟି ଆପଣଙ୍କୁ ମିଶ୍ର ଫଳ ପ୍ରଦାନ କରିବ । ଗୃହରେ କଳହ ଯୋଗ ସହିତ ମାନସିକ ଅଶାନ୍ତି ଦେଖା ଦେଇପାରେ । ସ୍ବାସ୍ଥ୍ୟାବସ୍ଥାରେ ସାମାନ୍ୟ ଅବନତି ଘଟିବ । ବ୍ୟବସାୟ ମଧ୍ୟମ ଫଳ ଦେବ । ବିଦ୍ୟାର୍ଥୀ ମାନେ ଅଳସୁଆ ହେବେ । ବୃଷ: ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । […]

ଆଜିର ରାଶିଫଳ(୨୮ ଜାନୁଆରୀ,୨୦୨୪)

*ମେଷ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।*  *ବୃଷ: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।*  *ମିଥୁନ: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। […]

ଆଜିର ରାଶିଫଳ(୨୬ ଜାନୁଆରୀ,୨୦୨୪)

*ମେଷ: ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।* *ବୃଷ: ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । […]

ଆଜିର ରାଶିଫଳ(୨୫ ଜାନୁଆରୀ,୨୦୨୪)

*ମେଷ: ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ।  ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ। ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ।*   *ବୃଷ* : ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍‌ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, […]

ଆଜିର ରାଶିଫଳ(୨୪ ଜାନୁଆରୀ,୨୦୨୪)

*ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।*   *ବୃଷ : ଆଜି ବାଣିଜ୍ୟ, […]

ଆଜିର ରାଶିଫଳ(୨୩ ଜାନୁଆରୀ,୨୦୨୪)

*ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।* *ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।* *ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]

ଆଜିର ରାଶିଫଳ(୨୨ ଜାନୁଆରୀ,୨୦୨୪)

*ମେଷ: କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।* *ବୃଷ: ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ […]

ଆଜିର ରାଶିଫଳ(୨୧ ଜାନୁଆରୀ,୨୦୨୪)

*ମେଷ: ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।* *ବୃଷ: ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ […]

ଆଜିର ରାଶିଫଳ(୨୦ ଜାନୁଆରୀ,୨୦୨୪)

*ମେଷ:  ଆଜି କୌଣସି କାରଣ ରୁ ଆପଣ ଖୁସି ରେ  ମାତ୍ରା ଅଧିକ ଭବବିହୋଳ ରହିପରାନ୍ତି। ବିଦ୍ୟାର୍ଥୀ ମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ।* *ବୃଷ : ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହୋଇପାରେ, ଏହାର ଧ୍ୟାନ ରଖିବେ। ଆପଣଙ୍କ ସ୍ଵଭାବରେ ଭାବୁକତା […]

Odisha Darpan Digital