ଆଜିର ରାଶିଫଳ ଜାଣନ୍ତୁ (୨୦ ଅଗଷ୍ଟ,୨୦୨୪)

ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।*  ବୃଷ : ଆଜି ନିଜର ଉତ୍ସାହ ଗୁଣ  ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]

ରାଖୀ ପୁର୍ଣିମାରେ ଏହି ଜିନିଷ ଦେବା ଠିକ ନୁହେଁ

ରାଖୀ ପୁର୍ଣିମା ରେ ଏହି ଜିନିଷ ଦେବା ଠିକ ନୁହେ ଯଥା ବଜାରରେ ବିଭିନ୍ନ ପ୍ରକାର ଘଣ୍ଟା ସହ ସ୍ମାର୍ଟ ଘଣ୍ଟା ମଧ୍ୟ ଉପଲବ୍ଧ ଅଛି । ଘଣ୍ଟା ମନୁଷ୍ୟର ଭଲ ଓ ଖରାପ ସମୟ ସହ ଜଡିତ ତେଣୁ ଭୁଲରେ ଘଣ୍ଟା ଉପହାରରେ ଦିଅନ୍ତୁ ନାହିଁ। ତେବେ କଳା ରଙ୍ଗର ଜିନିଷ ଉପହାରରେ ଦିଅନ୍ତୁ ନାହିଁ । ଏହାର ନକାରାତ୍ମକ ପ୍ରଭାବ ପଡିଥାଏ । ଭଉଣୀକୁ କଳା ରଙ୍ଗର ପୋଷାକ ମଧ୍ୟ ଉପହାରରେ ଦିଅନ୍ତୁ ନାହିଁ। […]

ଆଜିର ରାଶିଫଳ(୧୯ ଅଗଷ୍ଟ,୨୦୨୪)

ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।*  ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା […]

ଆଜିର ରାଶିଫଳ(୧୮ ଅଗଷ୍ଟ,୨୦୨୪)

ମେଷ: ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।* ବୃଷ  ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ […]

ଆଜିର ରାଶିଫଳ(୧୭ ଅଗଷ୍ଟ,୨୦୨୪)

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।* ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ […]

ଆଜିର ରାଶିଫଳ ଜାଣନ୍ତୁ (୧୫ ଅଗଷ୍ଟ,୨୦୨୪)

*ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।*   *ବୃଷ : ଆଜି ବାଣିଜ୍ୟ, […]

ଆଜିର ରାଶିଫଳ ଜାଣନ୍ତୁ (୧୩ ଅଗଷ୍ଟ,୨୦୨୪)

ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।* ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।* ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]

ଆଜିର ରାଶିଫଳ(୧୦ ଅଗଷ୍ଟ,୨୦୨୪)

ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।*  ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।*  ମିଥୁନ: […]

ଆଜିର ରାଶିଫଳ(୭ ଅଗଷ୍ଟ,୨୦୨୪)

*ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।*   *ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]

ଆଜିର ରାଶିଫଳ(୫ ଅଗଷ୍ଟ,୨୦୨୪)

*ମେଷ* : *ଆଜି  ଦିନଟି  ନିଜର କ୍ୟାରିୟର ସୁଧାର ପାଇଁ   ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।*  *ବୃଷ: ଆଜି ଆପଣଙ୍କ ଭାବନା  ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।*  *ମିଥୁନ:* *ଆଜି ନିଜର ନୂଆ ବିଚାର […]

ଆଜିର ରାଶିଫଳ(୩ ଅଗଷ୍ଟ,୨୦୨୪)

ମେଷ ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।*  *ବୃଷ ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି […]

ଆଜିର ରାଶିଫଳ(୧ ଅଗଷ୍ଟ,୨୦୨୪)

ମେଷ:-ଆଜି ଆପଣଙ୍କର ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ, ପରିବହନର ଝଗଡାରେ ବିଜୟୀ ହେବେ।* ବୃଷ:-ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ […]