ଆଜିର ରାଶିଫଳ(୮ ଅକ୍ଟୋବର,୨୦୨୪)

ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।  ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।  ମିଥୁନ: […]

ଆଜିର ରାଶିଫଳ ଜାଣନ୍ତୁ (୭ ଅକ୍ଟୋବର,୨୦୨୪)

ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।   ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।   ମିଥୁନ: […]

ଆଜିର ରାଶିଫଳ(୬ ଅକ୍ଟୋବର,୨୦୨୪)

ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।   ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]

ଆଜିର ରାଶିଫଳ ଜାଣନ୍ତୁ (୫ ଅକ୍ଟୋବର,୨୦୨୪)

 ମେଷ  : ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ ।  ହାତକୁ ନେଇଥିବା  ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ  ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ […]

ଆଜିର ରାଶିଫଳ(୪ ଅକ୍ଟୋବର,୨୦୨୪)

ମେଷ ଆଜି ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ। ବୃଷ ଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ । ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ […]

ଆଜିର ରାଶିଫଳ ଜାଣନ୍ତୁ (୩ ଅକ୍ଟୋବର,୨୦୨୪)

ମେଷ :  ଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି ।  ବୃଷ: ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହୋଇପାରେ। ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ […]

ଆଜିର ରାଶିଫଳ(୨ ଅକ୍ଟୋବର,୨୦୨୪)

*ମେଷ* : *ଆଜି  ଦିନଟି  ନିଜର କ୍ୟାରିୟର ସୁଧାର ପାଇଁ   ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ। *ବୃଷ:ଆଜି ଆପଣଙ୍କ ଭାବନା  ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।*  *ମିଥୁନ:* *ଆଜି ନିଜର ନୂଆ ବିଚାର ଆର୍ଥିକ […]

ଆଜିର ରାଶିଫଳ(୦୧ ଅକ୍ଟୋବର,୨୦୨୪)

ମେଷ – ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ ।  ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |* * ବୃଷ – ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ […]

ଆଜିର ରାଶିଫଳ(୩୦ ସେପ୍ଟେମ୍ବର,୨୦୨୪)

ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।*  ବୃଷ : ଆଜି ନିଜର ଉତ୍ସାହ ଗୁଣ  ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]

ଆଜିର ରାଶିଫଳ(୨୯ ସେପ୍ଟେମ୍ବର,୨୦୨୪)

ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।* ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]

ଆଜିର ରାଶିଫଳ(୨୮ ସେପ୍ଟେମ୍ବର,୨୦୨୪)

ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।* ବୃଷ: ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । […]

ଆଜିର ରାଶିଫଳ(୨୭ ସେପ୍ଟେମ୍ବର,୨୦୨୪)

ମେଷ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।* ବୃଷ: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।*  ମିଥୁନ: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। […]