ଆଜିର ରାଶିଫଳ(୧ ସେପ୍ଟେମ୍ବର,୨୦୨୪)

*ମେଷ*ଆଜି  ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ  କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି।* *ବୃଷ*ରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ […]

ଆଜିର ରାଶିଫଳ(୩୧ ଅଗଷ୍ଟ,୨୦୨୪)

ମେଷ ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।*  ବୃଷ  ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି […]

ଆଜିର ରାଶିଫଳ ଜାଣନ୍ତୁ (୩୦ ଅଗଷ୍ଟ,୨୦୨୪)

ମେଷ:-ଆଜି ଆପଣଙ୍କର ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ, ପରିବହନର ଝଗଡାରେ ବିଜୟୀ ହେବେ।* ବୃଷ:-ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ […]

ଆଜିର ରାଶିଫଳ ଜାଣନ୍ତୁ (୨୯ ଅଗଷ୍ଟ,୨୦୨୪)

ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।* ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। […]

ଆଜିର ରାଶିଫଳ(୨୮ ଅଗଷ୍ଟ,୨୦୨୪)

ମେଷ:-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।* ବୃଷ:-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି […]

ଆଜିର ରାଶିଫଳ(୨୭ ଅଗଷ୍ଟ,୨୦୨୪)

*ମେଷ ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।* ବୃଷ ବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍‌ବେଗ ବଢିପାରେ।* ମିଥୁନ […]

ଆଜିର ରାଶିଫଳ(୨୫ ଅଗଷ୍ଟ,୨୦୨୪)

ମେଷ  ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।* ବୃଷ-ଆଜି  ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର […]

ଆଜିର ରାଶିଫଳ(୨୨ ଅଗଷ୍ଟ,୨୦୨୪)

ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।* ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]

ଆଜିର ରାଶିଫଳ(୨୧ ଅଗଷ୍ଟ,୨୦୨୪)

*ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା  ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।* *ବୃଷ : କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି […]

ଆଜିର ରାଶିଫଳ ଜାଣନ୍ତୁ (୨୦ ଅଗଷ୍ଟ,୨୦୨୪)

ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।*  ବୃଷ : ଆଜି ନିଜର ଉତ୍ସାହ ଗୁଣ  ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]

ରାଖୀ ପୁର୍ଣିମାରେ ଏହି ଜିନିଷ ଦେବା ଠିକ ନୁହେଁ

ରାଖୀ ପୁର୍ଣିମା ରେ ଏହି ଜିନିଷ ଦେବା ଠିକ ନୁହେ ଯଥା ବଜାରରେ ବିଭିନ୍ନ ପ୍ରକାର ଘଣ୍ଟା ସହ ସ୍ମାର୍ଟ ଘଣ୍ଟା ମଧ୍ୟ ଉପଲବ୍ଧ ଅଛି । ଘଣ୍ଟା ମନୁଷ୍ୟର ଭଲ ଓ ଖରାପ ସମୟ ସହ ଜଡିତ ତେଣୁ ଭୁଲରେ ଘଣ୍ଟା ଉପହାରରେ ଦିଅନ୍ତୁ ନାହିଁ। ତେବେ କଳା ରଙ୍ଗର ଜିନିଷ ଉପହାରରେ ଦିଅନ୍ତୁ ନାହିଁ । ଏହାର ନକାରାତ୍ମକ ପ୍ରଭାବ ପଡିଥାଏ । ଭଉଣୀକୁ କଳା ରଙ୍ଗର ପୋଷାକ ମଧ୍ୟ ଉପହାରରେ ଦିଅନ୍ତୁ ନାହିଁ। […]

ଆଜିର ରାଶିଫଳ(୧୯ ଅଗଷ୍ଟ,୨୦୨୪)

ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।*  ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା […]