ମେଷ: ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।* ବୃଷ ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ […]
ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।* ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ […]
*ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।* *ବୃଷ : ଆଜି ବାଣିଜ୍ୟ, […]
ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।* ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।* ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]
ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।* ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।* ମିଥୁନ: […]
*ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।* *ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]
*ମେଷ* : *ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।* *ବୃଷ: ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।* *ମିଥୁନ:* *ଆଜି ନିଜର ନୂଆ ବିଚାର […]
ମେଷ ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।* *ବୃଷ ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି […]
ମେଷ:-ଆଜି ଆପଣଙ୍କର ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ, ପରିବହନର ଝଗଡାରେ ବିଜୟୀ ହେବେ।* ବୃଷ:-ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ […]
ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।* *ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। […]
ମେଷ-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।* ବୃଷ–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ […]
ମେଷ ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।* ବୃଷ-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର […]
