ଆଜିର ରାଶିଫଳ(୨୬ ଜୁଲାଇ,୨୦୨୪)

*ମେଷ:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।* ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।* ମିଥୁନ: […]

ଆଜିର ରାଶିଫଳ(୨୧ ଜୁଲାଇ,୨୦୨୪)

ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।*  ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା […]

ଆଜିର ରାଶିଫଳ(୧୮ ଜୁଲାଇ,୨୦୨୪)

ମେଷ: ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।* ବୃଷ: ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । […]

ଆଜିର ରାଶିଫଳ(୧୭ ଜୁଲାଇ,୨୦୨୪)

ମେଷ : ଘରେ ଲାଗିରହିଥିବା ଅଶାନ୍ତି  ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।* ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ […]

ଆଜିର ରାଶିଫଳ(୧୬ ଜୁଲାଇ,୨୦୨୪)

ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।* ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।* ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]

ଆଜିର ରାଶିଫଳ(୧୫ ଜୁଲାଇ,୨୦୨୪)

ମେଷ: କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।* ବୃଷ: ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ […]

ଆଜିର ରାଶିଫଳ(୧୩ ଜୁଲାଇ,୨୦୨୪)

ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।*  *ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। *ମିଥୁନ: […]

ଆଜିର ରାଶିଫଳ(୧୨ ଜୁଲାଇ,୨୦୨୪)

*ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।*   *ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।*   *ମିଥୁନ: […]

ଆଜିର ରାଶିଫଳ(୧୦ ଜୁଲାଇ,୨୦୨୪)

 ମେଷ *ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ ।  ହାତକୁ ନେଇଥିବା  ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ  ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ* ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ […]

ଆଜିର ରାଶିଫଳ(୯ ଜୁଲାଇ,୨୦୨୪)

*ମେଷ: ଆଜି ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ।* *ବୃଷ**ଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ । ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ସକାଶେ […]

ଆଜିର ରାଶିଫଳ(୮ ଜୁଲାଇ,୨୦୨୪)

*ମେଷ* *ଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି ।* *ବୃଷ*ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହୋଇପାରେ। ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରିବହନ […]

ଆଜିର ରାଶିଫଳ(୭ ଜୁଲାଇ,୨୦୨୪)

*ମେଷ* : *ଆଜି  ଦିନଟି  ନିଜର କ୍ୟାରିୟର ସୁଧାର ପାଇଁ   ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।*  *ବୃଷ:ଆଜି ଆପଣଙ୍କ ଭାବନା  ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।*  *ମିଥୁନ:* *ଆଜି ନିଜର ନୂଆ ବିଚାର ଆର୍ଥିକ […]