*ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।* *ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। […]
ମହାଶିବରାତ୍ରୀରେ ଭଗବାନ ଶିବଙ୍କୁ ପବିତ୍ର ମନରେ ଆରାଧନା କଲେ ପ୍ରଭୁକୃପା ଲାଭ ହୋଇଥାଏ ବୋଲି ବିଶ୍ୱାସ ରହିଛି। ତେବେ କଣ ନିୟମ ରହିଛି ଯାହା କରିବା ଦ୍ୱରା ଘରେ ସୁଖ ଓ ଶାନ୍ତି ଆସେ ତେବେ ଏହି ପବିତ୍ର ଦିନରେ ଭୋର୍ରୁ ଗଙ୍ଗାଜଳ, ମଧ୍ୟାହ୍ନରେ କ୍ଷୀର, ସନ୍ଧ୍ୟାରେ ମହୁ ଏବଂ ରାତିରେ ଘିଅରେ ପ୍ରଭୁଙ୍କର ଅଭିଷେକ କଲେ ଘରେ ସମସ୍ତଙ୍କର ମଙ୍ଗଳ ହେବା ସହ ସକାରାତ୍ମକ ଊର୍ଜ୍ଜା ବୃଦ୍ଧି ପାଇଥାଏ। ଓମ୍ ନମଃ ଶିବାୟ ମନ୍ତ୍ର ଜପ […]
*ମେଷ:-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।* *ବୃଷ:-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ ସନ ଲାଗି […]
*ମେଷ:ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।* *ବୃଷ:ବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍ବେଗ ବଢିପାରେ।* *ମିଥୁନ:ଆଜି ଆକସ୍ମିକ ଭାବରେ […]
*ମେଷ-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।* *ବୃଷ–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ […]
*ମେଷ ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।* *ବୃଷ-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର […]
*ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।* *ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।* *ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। […]
*ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।* *ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]
*ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।* *ବୃଷ : କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି […]
*ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।* *ବୃଷ : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]
*ମେଷ: ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।* *ବୃଷ: ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ […]
*ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।* *ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ […]
