ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ଦିବସ ସ୍ଥାନୀୟ ଏନଏସି ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଜିଲ୍ଲା ସମଗ୍ର ଶିକ୍ଷା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କନ୍ୟା ସନ୍ତାନ ମାନେ ଉପଯୁକ୍ତ ଶିକ୍ଷା ପାଇଲେ ସମାଜର ଉନ୍ନତି ଘଟିବ ବୋଲି ମତବ୍ୟକ୍ତ କରିଥିଲେ। କନ୍ୟା ସନ୍ତାନ ମାନଙ୍କୁ ଠିକ ଭାବରେ ଲାଳନ ପାଳନ ସହିତ ସେମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ସୁରକ୍ଷା ପ୍ରତି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ସ୍ଥାନୀୟ ବୁଦ୍ଧ ମଣ୍ଡପ ଠାରେ ଆଜି ଆୟୋଜିତ ଜିଲ୍ଲାସ୍ତରୀୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଗ୍ରାଣ୍ଡ ଫାଇନାଲରେ ନୟାଗଡ଼ ବ୍ଲକର ବିଷ୍ନୁପ୍ରିୟା ବେହେରା ବିଜୟୀ ହୋଇ ୧୧ହଜାର ନଗଦ ରାଶି ସହିତ ନୟାଗଡ଼ ସଙ୍ଗୀତ କଲ୍ଲୋଳ ଉପାଧିରେ ଭୂଷିତ ହୋଇଛନ୍ତି। ସେହିପରି ଦ୍ୱିତୀୟ ସ୍ଥାନରେ ଭାପୁର ବ୍ଲକର ଓମ ପ୍ରକାଶ ମହାରଣା ଏବଂ ତୃତୀୟ ସ୍ଥାନରେ ନୟାଗଡ଼ ବ୍ଲକର ଶୁଚିସ୍ମିତା ଦୋରା ବିଜୟୀ ହୋଇଛନ୍ତି। ସୂଚନାଯୋଗ୍ୟ ଯେ ଜିଲ୍ଲାର ୮ଟି ବ୍ଲକରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲା ଦୌରାଜଜ୍ ତଥା ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚିବ, ଅଞ୍ଜଳି ମଚ୍ଛଖଣ୍ଡଙ୍କ ନେତୃତ୍ବରେ ଡିଆର୍ଡିଏ ନୟାଗଡ଼ର ସୃଜନସମ୍ମିଳନୀ କକ୍ଷରେ ଶତାଧିକ ଗ୍ରାମୀଣ ଆଇନ୍ ସଚେତନତା କର୍ମୀମାନଙ୍କୁ ନେଇ ସଡ଼କ ସୁରକ୍ଷା ଉପରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରାଧିକରଣ କର୍ମଚାରୀ ପବନ କୁମାର ବେହେରା ସ୍ଵାଗତ ଭାଷଣ ଦେଇଥିବା ବେଳେ ଏହି ଶିବିରକୁ ସଚିବ ଅଞ୍ଜଳି ମଚ୍ଛଖଣ୍ଡ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ । […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ହାଟଦ୍ୱାର ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସନ୍ତୋଷ ପ୍ରଧାନ ଯୋଗଦାନ କରିଥିବା ବେଳେ ମୁଖ୍ୟବକ୍ତା ଭାବେ ସୁକାନ୍ତି ରାଉତ ଏବଂ ସମ୍ମାନିତ ଅତିଥି ଭାବେ ଗ୍ରାମ୍ୟ କମିଟିର ସଭାପତି ଅର୍ଜୁନ ନାହାକ, ଓ୍ଵାର୍ଡମେମ୍ବର ସନ୍ତୋଷ ନାହାକ ଏବଂ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷା ମଞ୍ଜୁଲତା ନାହାକ ପ୍ରମୁଖ ଯୋଗଦାନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭକ୍ତବଲ୍ଲଭ […]
ନୟାଗଡ଼, (ଓଡିଶା ଦର୍ପଣ): ନୟାଗଡ ଜିଲ୍ଲା ଗଣିଆ ବ୍ଲକ ଅନ୍ତର୍ଗତ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ “ନିପୁଣ ଓଡିଶା ମେଳା” ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ ମୁଖ୍ୟ ଅତିଥିଭାବେ ଗଣିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ଝୁନା ଜେନା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ନରେଶ ବେହେରା, ସମିତି ସଭ୍ୟ ଫକୀର ମୋହନ ଡାକୁଆ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରବୀନ୍ଦ୍ର ନାଥ ବେହେରା, କିଶୋର ଚନ୍ଦ୍ର ଉଚ୍ଚ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନ୍ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ନେତୃତ୍ବରେ ଷ୍ଟାଣ୍ଡିଂ କମିଟିର ନୟାଗଡ଼ ଖୁଣ୍ଟୁବନ୍ଧଠାରେ ଅବସ୍ଥାପିତ ଜିଲ୍ଲା କାରାଗାର ପରିଦର୍ଶନ ସହ କାରାଗାର ଅନ୍ତେବାସୀଙ୍କୁ ନେଇ ଦାଦନ ଶ୍ରମିକ ଉପରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଷ୍ଟାଣ୍ଡିଂ କମିଟି ଜିଲ୍ଲା କାରଗାରର ସ୍ଵଚ୍ଛତା ଏବଂ କାରାଗାର ଅନ୍ତେବାସୀଙ୍କ ଭଲମନ୍ଦ ବୁଝିବା ସହିତ ଜାତିପ୍ରଥା ବିଷୟରେ ଅନ୍ତେବାସୀମାନଙ୍କୁ ବୁଝାଇଥିଲେ। ଷ୍ଟାଣ୍ଡିଂ କମିଟି ସଭ୍ୟ ନୟାଗଡ଼ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ନୂଆ ରାଜବାଟୀ ପରିସରରେ ଥିବା ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ରର ବାର୍ଷିକ ବିଜ୍ଞାନ ପ୍ରକଳ୍ପ ମେଳା ଆଜି ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବ୍ଲକ ଶିକ୍ଷାଧିକାରୀ ଉମାକାନ୍ତ ସେଠୀ ଯୋଗଦାନ କରି ବିଜ୍ଞାନ ମେଳାକୁ ବିଧିବଦ୍ଧ ଭାବେ ଉଦଘାଟନ କରିଥିଲେ। ଶିକ୍ଷାକେନ୍ଦ୍ର ଅଧ୍ୟକ୍ଷ ବସନ୍ତ କୁମାର ମିଶ୍ରଙ୍କ ପୌରୋହିତ୍ୟରେ ଆୟୋଜିତ ଉଦଘାଟନୀ ସଭାରେ ସମ୍ମାନିତ ଅତିଥି ଭାବେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ ବ୍ରଜେନ୍ଦ୍ର ହାଇସ୍କୁଲ, ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମରୁ ତୃତୀୟ ଶ୍ରେଣୀ ପିଲାମାନଙ୍କର ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ହେଉଛି ଶିକ୍ଷଣର ମୂଳ ପର୍ଯ୍ୟାୟ । ଏହାକୁ ଆଧାର କରି ଗତ କାଲି ଅନୁଷ୍ଠିତ ହୋଇଥିବା କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳରେ ନୟାଗଡ଼ ବ୍ଲକ ଅନ୍ତର୍ଗତ ସମସ୍ତ ୧୫ଟି କ୍ଲଷ୍ଟରର ମନୋନୀତ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଯୋଗଦାନ କରି ମୌଳିକ ସଂଖ୍ୟା ଜ୍ଞାନ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଆସନ୍ତା ମାର୍ଚ୍ଚ ୧ତାରିଖ ଠାରୁ ୭ ତାରିଖ ଯାଏଁ ଦୀର୍ଘ ସାତ ଦିନ ବ୍ୟାପି ପଞ୍ଚମ ରାଜ୍ୟସ୍ତରୀୟ ନାଟ୍ୟ ମହୋତ୍ସବ ପଠାଣି ସାମନ୍ତ ଅଡିଟୋରିୟମ ଠାରେ ଅନୁଷ୍ଠିତ ହେବ । ନୟାଗଡ଼ ଜିଲ୍ଲାର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦଙ୍କ ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ହେବାକୁ ଥିବା ଏହି ନାଟ୍ୟ ମହୋତ୍ସବରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ନାଟ୍ୟନୁଷ୍ଠାନ ମାନଙ୍କ ଦ୍ୱାରା ନାଟକ ପରିବେଷଣ ହେବ। ନାଟ୍ୟଧାରା ପକ୍ଷରୁ ଏ ନେଇ ଏକ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନସେବା ପ୍ରାଧିକରଣ ଅଧ୍ଯକ୍ଷ ଆନନ୍ଦ ନାରାୟଣ ମହାରଣା ଏବଂ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ତତ୍ବାବଧନାରେ ଜିଲା କୋର୍ଟ ପରିସରରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ନେଇ କାର୍ଯ୍ୟକ୍ଷେତ୍ରରେମହିଳାଙ୍କୁ ଯୌନ ନିର୍ଯାତନା ସମ୍ବନ୍ଧରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲା ଅତିରିକ୍ତ ଦୌରାଜଜ ତଥା ପୋସ୍କୋ ବିଚାରପତି ମାନସ କୁମାର ପଣ୍ଡା ଯୋଗଦେଇ ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରି ନିଜ ବକ୍ତବ୍ୟରେ କହିଲେ ଯେ କାର୍ଯ୍ୟକ୍ଷେତ୍ରରେ ମହିଳା ଯୌନ ନିର୍ଯାତନା ଆଇନ୍ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ମଧ୍ୟପ୍ରଦେଶର ଦାମୋହ ଜିଲ୍ଲାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ଜଣ ଶିକ୍ଷକ ଯୋଗଦାନ କରି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। କେନ୍ଦ୍ର ସଂସ୍କୃତି ବିଭାଗ ଦ୍ୱାରା ପରିଚାଳିତ ସାଂସ୍କୃତିକ ପ୍ରଶିକ୍ଷଣ ଓ ସାଧନ କେନ୍ଦ୍ର ବା ସିସିଆରଟି ପକ୍ଷରୁ ଆୟୋଜିତ ଏହି ୧୦ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଭାରତର ୮ଟି ରାଜ୍ୟରୁ ୪୩ ଜଣ ଶିକ୍ଷକ ଯୋଗଦାନ କରିଥିଲେ। ପ୍ରଶିକ୍ଷଣ ଶିବିରରେ ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମରେ ସନ୍ନିବେଶିତ ହସ୍ତକଳା […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଜିଲା ଆଇନ୍ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ଏବଂ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ତତ୍ତ୍ଵାବଧାନରେ ଇନସ୍ପାୟାର ମହାବିଦ୍ୟାଳୟ, ନୟାଗଡ଼ ଠାରେ ଜିଲ୍ଲା ଆଇନ୍ସେବା ପ୍ରାଧିକରଣ, ନୟାଗଡ଼ଙ୍କ ତରଫରୁ ନାଗରିକମାନଙ୍କ ପାଇଁ ସମ୍ବିଧାନରେ ଥିବା କର୍ତ୍ତବ୍ୟ ଓ ଅଧିକାର ସମ୍ବନ୍ଧରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ସଚିବ ଅଞ୍ଜଳି ମଛଖଣ୍ଡ ମୁଖ୍ୟଅତିଥିଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଶିବିରକୁ ଉଦ୍ଘାଟନ କରି ନିଜ ବକ୍ତବ୍ୟରେ ଇନସ୍ପାୟାର ମହାବିଦ୍ୟାଳୟରଶତାଧିକ ଛାତ୍ରଛାତ୍ରୀମାନଙ୍କୁ […]