ନୟାଗଡ଼,(ଓଡ଼ିଶା ଦର୍ପଣ): କେନ୍ଦ୍ର ମୋଦି ସରକାର ବିକଶିତ ଭାରତ ଜୀ ରାମଜୀ ଯୋଜନା ପ୍ରବର୍ତ୍ତନ ଆଳରେ ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାକୁ କବର ଦେଇ ଉପା ସରକାରଙ୍କ ପ୍ରଣୀତ ଜନବାଦୀ କାର୍ଯ୍ୟକ୍ରମକୁ ହଟେଇ ଦେଇଛନ୍ତି, ଆଉ ଗଡସେପନ୍ଥୀ ପ୍ରତିକ୍ରିୟାଶୀଳ ନୀତିର ପୃଷ୍ଠପୋଷକତାରେ ଗାନ୍ଧିଜୀଙ୍କ ନାମକୁ ମୂଳପୋଛ କରିବାର ହୀନଚକ୍ରାନ୍ତ କରିଛନ୍ତି। ଏହାର ଆଜି ଦୃଢ଼ ବିରୋଧ କରି ସିପିଆଇ ଏମ୍ ପକ୍ଷରୁ ନୟାଗଡ଼ ଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କର୍ମୀମାନେ ମନରେଗା ଯୋଜନାର ପୁନଃ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଆସନ୍ତା ମାର୍ଚ୍ଚ ୧୫ରୁ ସପ୍ତାହବ୍ୟାପୀ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ-୨୦୨୬ ପଠାଣି ସାମନ୍ତ ଅଡିଟୋରିଅମ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ବିଗତ ବର୍ଷ ମାନଙ୍କ ଭଳି ମାର୍ଚ୍ଚ ୧୫ ରୁ ୨୧ ତାରିଖ ଯାଏଁ ନାଟକ ମହୋତ୍ସବ ଆୟୋଜନ କରିବ । ଚଳିତ ବର୍ଷ ଭୁବନେଶ୍ବର, ସମ୍ବଲପୁର, କଟକ, ବରଗଡ଼, ବାଲେଶ୍ୱର ଏବଂ ନୟାଗଡ଼ ପ୍ରଭୃତି ସ୍ଥାନର ଧୁରୀଣ ନାଟ୍ୟାନୁଷ୍ଠାନ ମାନଙ୍କ ସହିତ ନାଟକ ମଞ୍ଚସ୍ଥ ନିମନ୍ତେ ଯୋଗାଯୋଗ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ନୂଆ ରାଜବାଟୀ ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ରର ବାର୍ଷିକ ବିଜ୍ଞାନ ମେଳା ଆଜି ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅବସରପ୍ରାପ୍ତ ଅଧ୍ୟାପକ ଡ.ଗୋବିନ୍ଦ ଚନ୍ଦ୍ର ଦାଶ ଉଦଘାଟକ ଭାବେ ଯୋଗଦାନ କରି ବିଧିବଦ୍ଧ ଭାବେ ବିଜ୍ଞାନ ମେଳାକୁ ଉଦଘାଟନ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ଯୋଗଦାନ କରି ପିଲାମାନଙ୍କୁ ବିଜ୍ଞାନ ମନସ୍କ ହେବା ସହିତ ବିଜ୍ଞାନ ଯୋଗୁଁ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ରେଳ ଷ୍ଟେସନ ପାର୍ଶ୍ଵସ୍ଥ ନୟାଗଡ଼-ଖଣ୍ଡପଡା ରାଜ୍ୟ ରାଜପଥ ଉପରେ ନିର୍ମିତ ରେଳ ଓଭରବ୍ରିଜର ଉଭୟ କଡରେ ମୁଖ୍ୟ ରାସ୍ତାରୁ ବାହାରି ରେଳ ଷ୍ଟେସନକୁ ଯାଇଥିବା ରାସ୍ତାରେ ଅଦ୍ୟାବଧି ଷ୍ଟ୍ରିଟ ଲାଇଟ ଲାଗିନାହିଁ। ଫଳରେ ରାତ୍ର ହେଲେ ଏହି ରାସ୍ତା କିଟି କିଟି ଅନ୍ଧାର ହୋଇଥାଏ। ଓଭରବ୍ରିଜ ତଳ ଏବଂ ଏହି ରାସ୍ତା ଦୁଇଟି ନିର୍ଜନ ଅଞ୍ଚଳ ହୋଇଥିବାରୁ ଅନ୍ଧାରର ସୁଯୋଗ ନେଇ ବିଭିନ୍ନ ଅସାମାଜିକ ଲୋକମାନେ ଏଠାରେ ଗଂଜେଇ,ଅଫିମ, ବ୍ରାଉନ ସୁଗାର, ମଦ୍ୟପାନ ଆଦି […]
ନୟାଗଡ,(ଓଡ଼ିଶା ଦର୍ପଣ):ସଦାନନ୍ଦ ସାହିତ୍ୟ ପରିଷଦ ଓ ପୂଜ୍ୟ ପୂଜା କମିଟି ଶରଣକୁଳ ପକ୍ଷରୁ ରୀତି ଯୁଗୀୟ କାବ୍ୟ ସାହିତ୍ୟର ଅନନ୍ୟ ସ୍ରଷ୍ଟା ତଥା ଉତ୍କଳ ସାହିତ୍ୟ ଆକାଶର ପ୍ରଥମ କବିସୂର୍ଯ୍ୟ, ବୈଷ୍ଣବ କବି ” କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା “ଙ୍କ ୨୦୭ ତମ ଶ୍ରାଦ୍ଧ ବାର୍ଷିକୀ ଶରଣକୁଳ ଭିକାରିପଡା ସ୍ଥିତ କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ପବ୍ଲିକ ସ୍କୁଲ ପରିସରରେ ଶୁକ୍ରବାର ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ବରିଷ୍ଠ ଶିକ୍ଷାବିତ ପଣ୍ଡିତ କିଶୋର ଚନ୍ଦ୍ର କର, […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ପୁରୁଣା ସହରଦକ୍ଷିଣ କାଳୀ ପଡିଆ ପରିସରରେ ମା ଦକ୍ଷିଣ କାଳୀ ଭଲିକ୍ଳବ ପକ୍ଷରୁ ୬ଷ୍ଠ ଶୁଭମ ଭଲିଟୁର୍ନାମେଣ୍ଟ ଉଦଘାଟିତ ହୋଇଛି ଏହିଅବସରରେ ମୁଖ୍ୟ ଅତିଥି ରୂପେ ସମାଜ ସେବୀ ତଥା ବରିଷ୍ଠ ସାମ୍ବାଦିକ ପ୍ରମୋଦ ପଟ୍ଟନାୟକ ନାୟକ ଉପସ୍ଥିତ ହୋଇ,ଉଦଘାଟନିଖେଳ କୁ କର କମଳ ରେ ଉଦଘାଟନ କରିଥିଲେ,ଆଜିର ପ୍ରଥମ ଦିନ ରେଓ଼ଲ୍ଡ ଟାଉନ ଜୁନିଅର ବନାମ ଓଡ଼ଗାଁ ଭଲି କ୍ଳବ ମଧ୍ୟ ରେ ଅନୁଷ୍ଠିତ ହୋଇଥିଲା,ଉଦ୍ଘାଟନୀ ରଖେଳ କୁ ମୁଖ୍ୟ ରେଫରୀ ଭାବେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ବିଶ୍ୱବିଶ୍ରୁତ ନଭବିଜ୍ଞାନୀ ମହାମହୋପଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ଓରଫ ପଠାଣି ସାମନ୍ତଙ୍କ ୧୯୧ତମ ଜନ୍ମସ୍ମାରକୀ ମହା ସମାରୋହରେ ସ୍ଥାନୀୟ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ଥିବା ଯଦୁମଣି ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ସାମନ୍ତ ଚନ୍ଦ୍ରଶେଖର ସାଂସ୍କୃତିକ ଅନୁଷ୍ଠାନ,ନୟାଗଡ଼ ପକ୍ଷରୁ ଆୟୋଜିତ ଏହି ଭବ୍ୟ ସମାରୋହରେ ମୁଖ୍ୟ ଅତିଥି ଭାବେ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ଯୋଗଦାନ କରିଥିବା ବେଳେ ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାର ଏବଂ ଶ୍ରୀ ଜଗନ୍ନାଥ ସଂସ୍କୃତି ଗବେଷକ […]
ନୟାଗଡ଼, (ଓଡ଼ିଶା ଦର୍ପଣ ):ଗତ ସନ୍ଧ୍ୟା ରେ ଉଚ୍ଚ ନ୍ୟାୟାଳୟର ନ୍ୟାୟମୂର୍ତ୍ତି ମୁରାହରି ଶ୍ରୀ ରମଣ ନୟାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଦକ୍ଷିଣକାଳୀଙ୍କ ମନ୍ଦିରକୁ ଆସି ପୂଜା ଅର୍ଚନା କରିବା ସହ ମା’ଙ୍କ ଆଶ୍ରିବାଦ ଭିକ୍ଷା କରିଥିଲେ, ମନ୍ଦିର ପରିସରରେ ମନ୍ଦିର ପରିଚାଳନା କମିଟିର ସଭାପତି ସମାଜ ସେବୀ ପ୍ରମୋଦ ପଟ୍ଟନାୟକ ନ୍ୟାୟମୂର୍ତ୍ତିଙ୍କ ସହଧର୍ମିଣୀଙ୍କୁ ଉତ୍ତରୀୟ ଓ ମା’ଙ୍କ ଫଟୋ ପ୍ରଦାନ କରି ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।ଜିଲ୍ଲା ଦୌରାଜଜ ଆନନ୍ଦ ନାରାୟଣ ମହାରଣା ଓ ଅନ୍ୟlନ୍ୟ ବିଚାରପତିଙ୍କ […]
ନୟାଗଡ଼,(ଓଡ଼ିଶା ଦର୍ପଣ) :ନୟାଗଡ଼ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରପଲ୍ଲୀର ପ୍ରଧାନ ଶିକ୍ଷୟିତ୍ରୀ ବିଜୟଲକ୍ଷ୍ମୀ ଆଚାର୍ଯ୍ୟଙ୍କୁ ରବିବାର ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି l ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅକ୍ଷୟ କୁମାର ପରିଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବକୁ ନୟାଗଡ଼ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଗୀତାଞ୍ଜଳି ସାହୁ ଉଦଘାଟନ କରିଥିବା ବେଳେ ଓଡ଼ିଆ ବିଶ୍ୱ ବିଦ୍ୟାଳୟ କୁଳପତି ପ୍ରଫେସର ଶତ୍ରୁଘ୍ନ ପାଣିଗ୍ରାହୀ ମୁଖ୍ୟ ଅତିଥି, ପ୍ରାଧ୍ୟାପକ ସୁଧାକର ପଣ୍ଡା ମୁଖ୍ୟ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜଣେ ଶିକ୍ଷକର କେବେ ଅବସର ନଥାଏ । ସେ ସବୁ ସମୟ ପାଇଁ ହିଁ ଶିକ୍ଷକ ଅଟେ । ଜଣେ ଶିକ୍ଷକ ସମଗ୍ର ଜୀବନକାଳ ପର୍ଯ୍ୟନ୍ତ ଶିକ୍ଷକର ମର୍ଯ୍ୟଦା ହିଁ ପାଇଥାଏ । ନୟାଗଡ଼ ମୁନିସିପାଲିଟି ଅନ୍ତର୍ଗତ ପଶ୍ଚିମ ଟାଉନ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରବାସିନୀ ମିଶ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବ୍ଲକ ଶିକ୍ଷାଧିକାରୀ ଉମାକାନ୍ତ ସେଠି ଏପରି ମତବ୍ୟକ୍ତ କରିଥିଲେ। ଶ୍ରୀମତୀ ମିଶ୍ରଙ୍କର […]
ଶରଣକୁଳ,(ଓଡ଼ିଶା ଦର୍ପଣ)ଶରଣକୁଳ ଭିକାରୀପଡା ସ୍ଥିତ କେ.ଏସ.ବି ପବ୍ଲିକ ସ୍କୁଲରେ ଦୁଇଦିନ ଧରି ଚାଲୁ ରହିଥିବା ବାର୍ଷିକ କ୍ରୀଡ଼ା ଉତ୍ସବ ଶନିବାର ଉଦଯାପିତ ହୋଇଯାଇଛି।ଶୁକ୍ରବାର ଅନୁଷ୍ଠିତ ଏହି କ୍ରୀଡା ଉତ୍ସବର ଉଦଘାଟନୀ ଉତ୍ସବ ଲଡ଼ୁବାବାଙ୍କ ମନ୍ଦିର ସିଂହଦ୍ୱାରରେ ଅନୁଷ୍ଠିତ ହୋଇଥିଲା ଲ ସ୍କୁଲ ସମ୍ପାଦକ ବରିଷ୍ଠ ଶିକ୍ଷବିତ ପ୍ରଶାନ୍ତ କୁମାର ଦାଶ, କଣ୍ଠଶିଳ୍ପୀ ରବୀନ୍ଦ୍ର ତ୍ରିପାଠୀ,ଅଧ୍ୟକ୍ଷ ନୀଳମାଧଵ ତ୍ରିପାଠୀ,ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ, ରାଜେନ୍ଦ୍ର ତ୍ରିପାଠୀ, ସବିତା ସାହୁ, ସମାଜ ସେବୀ ଜୟ କୃଷ୍ଣ ସାହୁ ପ୍ରମୁଖ ଅତିଥି ରୂପେ […]
ନୟାଗଡ଼,(ଓଡ଼ିଶା ଦର୍ପଣ) : ଚଳିତ ବର୍ଷର ମର୍ଯ୍ୟାଦାପୂର୍ଣ୍ଣ ‘ ନୟାଗଡ଼ ଗୌରବ’ ସମ୍ମାନ ପାଇବା ପାଇଁ ବୌଦ୍ଧ ଏବଂ ସଂସ୍କୃତି ଯଶସ୍ବୀ ଗବେଷକ ପ୍ରବୀର କୁମାର ପଟ୍ଟନାୟକ ଯୋଗ୍ୟ ବିବେଚିତ ହୋଇଛନ୍ତି । ସେହିଭଳି ବିଜ୍ଞାନସ୍ରଷ୍ଟା ପ୍ରଧାନ ଶିକ୍ଷକ ବସନ୍ତ କୁମାର ସାହୁ ‘ପଠାଣି ସାମନ୍ତ ପ୍ରତିଭା ସମ୍ମାନ’, ସାରସ୍ଵତ ସାଧକ ଭାରତୀ ଭୂଷଣ ମିଶ୍ର‘ପଠାଣି ସାମନ୍ତ ସାହିତ୍ୟ ସମ୍ମାନ’, ସମାଜସେବୀ ପ୍ରଫୁଲ୍ଲ କୁମାର ନାୟକ ‘ପଠାଣି ସାମନ୍ତ ସେବା ସମ୍ମାନ’, ପୂଜ୍ୟ ଗୁରୁଜୀ ଶ୍ରୀଧର ସାହୁ […]
