ଜିଲ୍ଲା ଆଇସେବା ପ୍ରାଧିକରଣ ତରଫରୁ ତାଲିମ୍ ଶିବିର

ନୟାଗଡ଼,(ଓଡ଼ିଶା ଦର୍ପଣ):ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ସଚିବ ଅଞ୍ଚଳି ମଛଖଣ୍ଡଙ୍କ ନିର୍ଦ୍ଦେଶରେ ଜିଲ୍ଲା କାରାଗାର ନୟାଗଡ଼ର ଅନ୍ତେବାସୀଙ୍କ ମଧ୍ୟରୁ ନବନିଯୁକ୍ତ ପାରାଲିଗାଲ ଭଲେଣ୍ଟିଅର ଦୁଇଜଣଙ୍କୁ ନେଇ ତାଲିମ୍ ଶିବିର ଅନୁଷ୍ଠିତ ହୋଇଯାଇଛି । ଗ୍ରାମୀଣ ଆଇନ୍ ସଚେତନତା କର୍ମୀ (ଅଧିକାର ମିତ୍ର) ପ୍ରଫୁଲ୍ଲ କୁମାର ବେହେରା ତାଲିମ୍ ପ୍ରଦାନ କଲାବେଳେ କହିଥିଲେ ପାରାଲିଗାଲ ଭଲେଣ୍ଟିଅର କାହାକୁ କହନ୍ତି, ଏମାନଙ୍କର ଭୁମିକା ଓ କର୍ତ୍ତବ୍ୟ କ’ଣ, ଏମାନେ କିପରି ସମାଜର ଅବହେଳିତ ଜନସାଧାରଣ ଏବଂ ଆଇନ୍ ସେବା ପ୍ରାଧିକରଣ ସହିତ […]

ଅନଲାଇନ ଉପସ୍ଥାନକୁ ଜିଲ୍ଲା ମିଳିତ ଶିକ୍ଷକ ସଂଘର ବିରୋଧ

ନୟାଗଡ଼,(ଓଡ଼ିଶା ଦର୍ପଣ): ଏପ୍ରିଲ ୧୦ ତାରିଖରୁ ସମଗ୍ର ରାଜ୍ୟରେ ସରକାରଙ୍କ ପକ୍ଷରୁ ଅନ୍‌ଲାଇନରେ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ନେବା ନିର୍ଦ୍ଦେଶକୁ ନୟାଗଡ଼ ଜିଲ୍ଲା ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି। ଆଜି ଅପରାହ୍ନରେ ସ୍ଥାନୀୟ ପ୍ରାଥମିକ ଶିକ୍ଷକ ଭବନରେ ଜିଲ୍ଲା ମାଧ୍ୟମିକ ଶିକ୍ଷକ ସଂଘ, ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ, ନୂତନ ପେନସନ ଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ,ଆଲୋଷ୍ଟା, ଏକ୍ସ କ୍ୟାଡର ଶିକ୍ଷକ ସଂଘ ଆଦି ପକ୍ଷରୁ ଏକ ମିଳିତ ବୈଠକ ଜିଲ୍ଲା ପ୍ରାଥମିକ […]

ଓଡ଼ିଆ ପକ୍ଷ ପାଳନ ନେଇ ରକ୍ତ ଦାନ ଶିବିର

ନୟାଗଡ଼,(ଓଡ଼ିଶା ଦର୍ପଣ):ରାଜ୍ୟ ସରକାରଙ୍କ ତରଫରୁ ଓଡ଼ିଆ ପକ୍ଷ-୨୦୨୫ ପାଳନ ଅବସର ରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଓଡ଼ିଶା ରକ୍ତଭଣ୍ଡାର ଠାରେ ଜିଲ୍ଲା ରେଡକ୍ରସ, ରେଡକ୍ରସ ଭଲ୍ୟୁଣ୍ଟିୟରର୍ସ ଫୋରମ ଏବଂ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ଓଡ଼ିଶା ସରକାରଙ୍କ ଉଦ୍ୟମରେ ରକ୍ତ ଦାନ ଦିବସ ‘ଅଭିଯାନ ଏପ୍ରିଲ ୮ତାରିଖରେ ଅନୁଷ୍ଠିତ ହୋଇଛି। ଏହି ରକ୍ତଦାନ ଦିବସ ଅଭିଯାନରେ ଉପସ୍ଥିତ ରହିଥିଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ ସୁଶାନ୍ତ କୁମାର ଦାସ,ଏ ଡିଏମ ଡ଼ ଅଜୟ କୁମାର […]

ସାମ୍ବାଦିକାଙ୍କୁ ମାଡ଼ ଘଟଣାରେ  ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ସ୍ମାରକ ପତ୍ର ଦେଲା ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ପ୍ରତିବାଦ କରି ଆଜି ୧୧ ଘଟିକା ସମୟରେ ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟ ରେ ଜିଲାପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଛି, ସୂଚନା ଅନୁଯାୟୀ ପବିତ୍ର ଶ୍ରୀକ୍ଷେତ୍ର ଧାମରେ କାର୍ଯ୍ୟରତ ସାମ୍ବାଦିକା ଲିନୁ ନାୟକଙ୍କୁ ମାଡ଼ ମାରିବା ଘଟଣା ନେଇ ସାରା ରାଜ୍ୟରେ ନିନ୍ଦା କରାଯାଉଥିବା ବେଳେ ସାମ୍ବାଦିକ ମାନେ ୩୬ ଘଣ୍ଟାରୁ ଉର୍ଦ୍ଧ ସମୟ ଧରି ଅନଶନରେ ବସି ଥିଲେ ହେଁ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ […]

ବନ ଅଧିକାରୀମାନଙ୍କୁ ନେଇ ସଚେତନତା ଶିବିର ଅନୁଷ୍ଠିତ

ନୟାଗଡ଼, (ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନ୍‌ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ଏବଂ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ତତ୍ତ୍ଵାବଧାନରେ ବନଖଣ୍ଡ ଅଧିକାରିଣୀ କ୍ଷମା ଷଡ଼ଙ୍ଗୀଙ୍କ ସମ୍ମତିରେ ନୟାଗଡ଼ ଜିଲାର ସମସ୍ତ ବନବିଭାଗ ଅଧିକାରୀମାନଙ୍କୁ ନେଇ ଜିଲା ଆଇନସେବା ପ୍ରାଧିକରଣ ନୟାଗଡ଼ଙ୍କ ତରଫରୁ ଜିଲା ବନବିଭାଗ ସମ୍ମିଳନୀ କକ୍ଷରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରକୁ ସଚିବ ଅଞ୍ଜଳୀମଛଖଣ୍ଡ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରି ନିଜ ବକ୍ତବ୍ୟରେ ଉକ୍ତ […]

‘ଶ୍ରୀ ସୃଜନ’ ପକ୍ଷରୁ ଶ୍ରୀରାମ ନବମୀରେ ଭଜନ ସନ୍ଧ୍ୟା

ନୟାଗଡ଼,(ଓଡ଼ିଶା ଦର୍ପଣ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଜିଲ୍ଲାର ଅଗ୍ରଣୀ ସଙ୍ଗୀତାନୁଷ୍ଠାନ ଶ୍ରୀ ସୃଜନ ପକ୍ଷରୁ ଏକ ଭଜନ ସମାରୋହ କାର୍ଯ୍ୟକ୍ରମ ଗୁଣ୍ଡିଚା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠାନର ସଭାପତି  ଡ.ବିଜୟ କୁମାର ଚୋୖଧୁରୀ ଏବଂ ସମ୍ପାଦିକା -କଣ୍ଠଶିଳ୍ପୀ ତଥା ସଙ୍ଗୀତ ନିର୍ଦ୍ଦେଶିକା ଜୟଶ୍ରୀ ଦେବୀଙ୍କ ମିଳିତ ଉଦ୍ୟମରେ ଅନୁଷ୍ଠିତ ଏହି ଭଜନ ସମାରୋହ କାର୍ଯ୍ୟକ୍ରମରେ ଶ୍ରୀ ସୃଜନର ଛାତ୍ରଛାତ୍ରୀ ତଥା କଣ୍ଠଶିଳ୍ପୀ  କାଦମ୍ବିନୀ ମହାପାତ୍ର ,ଝୁମୁରି ସାହୁ, ମଧୁସ୍ମିତା ବେହେରା, ଶୁଭଶ୍ରୀ ମହାପାତ୍ର,ସାଇ  ଅମ୍ରିତ୍ […]

ରେଳ କର୍ତ୍ତୃପକ୍ଷଙ୍କ ଉଦାସୀନତା ପ୍ରତିବାଦରେ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ବିକ୍ଷୋଭ ତଥା ଗଣଧାରଣା ଚେତାବନୀ

ନୟାଗଡ଼,(ଓଡ଼ିଶା ଦର୍ପଣ): ରେଳ କର୍ତ୍ତୃପକ୍ଷଙ୍କ ଉଦାସୀନତା ପ୍ରତିବାଦରେ ନୟାଗଡ଼ ନାଗରିକ ମଞ୍ଚ କଠୋର ଆଭିମୁଖ୍ୟ ଗ୍ରହଣ କରିବା ସହିତ ଆଗାମୀ ମଇ ୧୧ ତାରିଖ ଦିନ ଜୋରଦାର ବିକ୍ଷୋଭ ପ୍ରଦର୍ଶନ ସହିତ ଗଣ ଧାରଣା ଚେତାବନୀ ଦେଇଛି। ବାରମ୍ବାର ଦାବି ପରେ ଗତ ଜାନୁଆରୀ ମାସରୁ ଦଶପଲ୍ଲା-ପୁରୀ ପାସେଞ୍ଜର ଟ୍ରେନକୁ ବଦଳାଇ ମେମୁ ଟ୍ରେନ ପ୍ରଚଳନ କରିବା ପାଇଁ ପୂର୍ବତଟ ରେଳ ପକ୍ଷରୁ ନଭେମ୍ବର ୧୪ ତାରିଖ ୨୦୨୪ ମସିହାରେ ଚିଠି ନଂ-୪୭୫ରେ ସମସ୍ତଙ୍କୁ ଅବଗତ କରାଯାଇଥିଲା। […]

ଇଟାମାଟି ସରକାରୀ ଉପ୍ରା ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ପର୍ବ ପାଳିତ

ନୟାଗଡ଼,(ଓଡ଼ିଶା ଦର୍ପଣ):ସରକାରଙ୍କ ନିର୍ଦ୍ଦେଶ ମୁତାବକ ଇଟାମାଟି ସରକାରୀ ଉପ୍ରା ବିଦ୍ୟାଳୟରେ ଏପ୍ରିଲ ୨ ତାରିଖରୁ ପ୍ରଵେଶ ଉତ୍ସବ ଓ ଖଡ଼ିଛୁଆଁ ପର୍ବ ପାଳନ କରାଯାଉଛି।ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ହରାପ୍ରିୟା ସ୍ବାଇଁଙ୍କ  ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଉତ୍ସବକୁ ବିଦ୍ୟାଳୟ ପରିଚାଳନା ପରିଷଦର ସଭାପତି ସୁରଜ କୁମାର ସାହୁ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ।ଶିକ୍ଷକ  ରାଜେଶ କୁମାର ମିଶ୍ର ବରିଷ୍ଠ ଶିକ୍ଷୟିତ୍ରୀ ଉଷାମଣି ମିଶ୍ର ,ପ୍ରିୟଦର୍ଶିନୀ ମହାପାତ୍ର,ମମତା ମହାପାତ୍ର ଓ କଳ୍ପାଲତା ସାହୁ ନବାଗତ ଛାତ୍ର/ଛାତ୍ରୀଙ୍କୁ ଫୁଲ, ଚନ୍ଦନ […]

ପିଲାଙ୍କ ମନରେ ଉତ୍ସାହ ଭରିଥାଏ ବାର୍ଷିକ ଉତ୍ସବ

ନୟାଗଡ଼,(ଓଡ଼ିଶା ଦର୍ପଣ): ଶିଶୁମାନଙ୍କ ମଧ୍ୟରେ ଅନ୍ତର୍ନିହିତ ଥିବା ଲୁକ୍କାୟିତ ପ୍ରତିଭା ବାର୍ଷିକୋତ୍ସବ ପାଳନ ମାଧ୍ୟମରେ ପରିସ୍ଫୁଟିତ ହେବା ସହିତ ପିଲାଙ୍କ ମନରେ ଭରିଥାଏ ଉତ୍ସାହ । ପିଲାମାନଙ୍କ ଶିକ୍ଷଣ ଦକ୍ଷତା ବ୍ୟତୀତ ସେମାନଙ୍କ ମଧ୍ୟରେ ଥିବା କଳା, ସାହିତ୍ୟ, ସଂସ୍କୃତି, ସଙ୍ଗୀତ, ଅଭିନୟ ଆଦିରେ ରହିଥିବା ଦକ୍ଷତା ପ୍ରତିପାଦନ କରିବା ପାଇଁ ବାର୍ଷିକ ଉତ୍ସବ ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି ନୟାଗଡ଼ ବ୍ଲକ ଅନ୍ତର୍ଗତ ଇଟାମାଟି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକଉତ୍ସବରେ ଉପସ୍ଥିତ ଅତିଥି ମାନେ […]

ଜିଲ୍ଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ସହିତ ଶିଶୁ ବାଟିକା କକ୍ଷର ଶୁଭାରମ୍ଭ

         ନୟାଗଡ଼,(ଓଡ଼ିଶା ଦର୍ପଣ): ପିଲାଙ୍କୁ ଗୁଣାତ୍ମକ ଓ ସର୍ବୋତ୍ତମ ଶିକ୍ଷାଦାନ କରିବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ଏହାକୁ ବାସ୍ତବ ରୂପ ଦେବା ପାଇଁ ନୂଆ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ସହ ନୂଆ କରି ପାଠ ଆରମ୍ଭ କରୁଥିବା ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବାକୁ ପ୍ରବେଶ ଓ ଖଡ଼ିଛୁଆଁ ଉତ୍ସବ ସମଗ୍ର ରାଜ୍ୟରେ ଆଜି ଅନୁଷ୍ଠିତ ହୋଇଛି। ଏହା ସହିତ ନୂତନ ଶିକ୍ଷାନୀତି ଅନୁଯାଇ ପ୍ରତ୍ୟେକ ପ୍ରାଥମିକ ବିଦ୍ୟାଳୟରେ ଆଜିଠାରୁ ଶିଶୁ ବାଟିକା ଶ୍ରେଣୀର […]

ଉତ୍କଳ ଦିବସ ଅବସରରେ ବରପୁତ୍ର ମାନଙ୍କୁ ମାଲ୍ୟାର୍ପଣ

ନୟାଗଡ଼,(ଓଡ଼ିଶା ଦର୍ପଣ):ଆଜି ଉତ୍କଳ ଦିବସ ପାଳନ ଅବସରରେ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ନୟାଗଡ଼ ପରିସରରେ ଥିବା ମଧୁସୂଦନ ଦାସ, ଗୋପବନ୍ଧୁ ଦାସ,ଓ ସୁବାସ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ରେ ଉତ୍କଳ ସମ୍ମିଳନୀ ନୟାଗଡ଼ ଶାଖା ତରଫରୁ ପ୍ରଧାନ ଶିକ୍ଷକ ଉମାକାନ୍ତ ସେଠୀ ଓ ସଭାପତି ଵସରିନ ବିବିଙ୍କ ଦ୍ଵାରା ପୁଷ୍ପ ମାଲ୍ୟ ଅର୍ପଣ କରାଗଲା। ପରେ  ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ  ଉତ୍କଳ ସଙ୍ଗୀତ ଅତି ସୁନ୍ଦର ଭାବରେ ଗାନ କରିଥିଲେ। ଉତ୍କ କାର୍ଯ୍ୟରେ ଶରତ କୁମାର ଆଚାର୍ଯ୍ୟ […]

ଟାଉନ ସରକାରୀ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼  ଟାଉନ ସରକାରୀ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ନିରଞ୍ଜନ ଷଡ଼ଙ୍ଗୀଙ୍କୁ ଅଵସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରା ଯାଇଛି। ଏଥିରେ ମୁଖ୍ୟ ଅତିଥି ରୁପେ ନୟାଗଡ଼ ଜିଲା ସାମ୍ବାଦିକ ସଙ୍ଘର ସଭାପତି ପ୍ରମୋଦ  ପଟ୍ଟନାୟକ ଯୋଗ ଦେଇ ଅବସର ନେଇଥିବା ପ୍ରଧାନଶିକ୍ଷକଙ୍କୁ ମାନପତ୍ର, ଉପଢୌକନ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସିଆରସିସି ପ୍ରଦୀପ କୁମାର ପଣ୍ଡା , ବିପିନ ବିହାରୀ ସାହୁ, ବିଦ୍ୟାଳୟ ପରିଚାଳନା କମିଟି ଅଧକ୍ଷା ଶର୍ମିଷ୍ଠା ସାମନ୍ତରାୟ ଓ ଉପ ସଭାପତି ଜିତୁନ ମହାପାତ୍ର, […]