ନୟାଗଡ଼,(ଓଡ଼ିଶା ଦର୍ପଣ):ଚଳିତ ବର୍ଷ ନୟାଗଡ଼ ଜିଲ୍ଲା ସାହିତ୍ୟ ଓ ସଂସ୍କୃତି ବିକାଶ ମଞ୍ଚ ପକ୍ଷରୁ ହେବାକୁ ଥିବା ବିଶ୍ୱ ହାସ୍ୟ ଦିବସ-୨୦୨୫ ଏବଂ ହସି ହସାଅ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ମହର୍ଷି ଖେଳ ପଡ଼ିଆରେ ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ପୌରହିତ୍ୟିରେ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ମଇ ୪ ତାରିଖ ସନ୍ଧ୍ୟାରେ ନୟାଗଡ଼ ପୁରୁଣା ସହରସ୍ଥିତ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ନିକଟ ଯଦୁମଣି ମଣ୍ଡପରେ ବିଶ୍ୱ ହାସ୍ୟ ଦିବସ ଅନୁଷ୍ଠିତ ହେବ। […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟ,ଇଟାମାଟି ଠାରେ ନୟାଗଡ଼ ମଣ୍ଡଳସ୍ତରୀୟ ପ୍ରଶିକ୍ଷଣ ଶିବିର ‘ ନିଷ୍ଠା ‘ଅନୁଷ୍ଠିତ ହୋଇଯାଇଛି। ପାଞ୍ଚ ଦିନ ଧରି ଚାଲୁଥିବା ଏହି ପ୍ରଶିକ୍ଷଣ ଶିବିରରେ ବିଭିନ୍ନ ବିଦ୍ୟାଳୟରୁ ୫୬ ଜଣ ଶିକ୍ଷକ-ପ୍ରଶିକ୍ଷାର୍ଥୀ ଯୋଗଦେଇଥିଲେ। ଅତିରିକ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ନୟାଗଡ଼, ଧନେଶ୍ୱର ସେଠୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ବଳ ଶିକ୍ଷକ ଭାବେ ପବିତ୍ର ସ୍ୱାଇଁ, ବୀରେନ୍ଦ୍ର କୁମାର ସ୍ବାଇଁ, ମୃତ୍ୟୁଞ୍ଜୟ ଷଡ଼ଙ୍ଗୀ,ପ୍ରଣତୀ ମହାପାତ୍ର […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନ୍ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶକ୍ରମେ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ତତ୍ତ୍ଵାବଧାନରେ ସେବା ଅନୁଷ୍ଠାନ ନୟାଗଡ଼ ଠାରେ ଅନୁଷ୍ଠାନର ମାନସିକ ରୋଗୀ ଓବୁଦ୍ଧିମାନ୍ଦତା ମାନଙ୍କୁ ନେଇ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସମ୍ପାଦକ ସଞ୍ଜୟ କୁମାର ସୁବୁଦ୍ଧି ସ୍ଵାଗତ ଭାଷଣ ଦେଇ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିବାବେଳେ ଉକ୍ତ ଶିବିରଟିକୁ ସଚିବ ଅଞ୍ଜଳୀ ମଛଖଣ୍ଡ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦ୍ଘାଟନ କରି ନିଜ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନ୍ସେବା ପ୍ରାଧିକରଣ ଅଧ୍ଯକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ଜିଲ୍ଲା କୋର୍ଟ ପରିସର ସମ୍ମିଳନୀ କକ୍ଷରେ ନୂତନ ଭାବେ ନିଯୁକ୍ତ ହୋଇଥିବା ଅଧିକାର ମିତ୍ରମାନଙ୍କୁ ନେଇ ଏକ ତାଲିମ୍ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରକୁ ଏଡିଜେ କମ୍ ସ୍ପେଶିଆଲ କୋର୍ଟ ପୋକ୍ସୋ ମାନସ କୁମାର ପଣ୍ଡା ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିବା ବେଳେ ସ୍ବାଗତ ଭାଷଣ ଦେଇଥିଲେ ସଚିବ ଅଞ୍ଜଳି ମଛଖଣ୍ଡ । ଶ୍ରୀମତୀ ମଛଖଣ୍ଡ […]
ନୟାଗଡ଼,(ଓଡ଼ିଶା ଦର୍ପଣ):କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତି ବିରୁଦ୍ଧରେ ମଇ୨୦ ସାଧାରଣ ଧର୍ମଘଟକୁ ସଫଳ କରିବାପାଇଁ ଏପ୍ରିଲ ୨୦ରେ ନୟାଗଡ଼ ଶିକ୍ଷକ ଭବନ ଠାରେ ସିଆଇଟିୟୁର ବରିଷ୍ଠ ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଶ୍ରମିକ ସଂଗଠନର ପ୍ରତିନିଧି ମାନେ ମିଳିତ ହୋଇ ଆଲୋଚନାଚକ୍ରରେ ଅଂଶ ଗ୍ରହଣ କରିଥିଲେ ! କେନ୍ଦ୍ର ସରକାର ଯେଭଳିଭାବେ ଶ୍ରମିକ ଆଇନକୁ ବାତିଲ କରି ଶ୍ରମିକ ବିରୋଧୀ ଶ୍ରମକୋଡ୍ ପ୍ରଚଳନ କରୁଛନ୍ତି, ଘରୋଇକରଣ ଓ ଠିକାକରଣକୁ ବ୍ୟାପକ କରି ଶ୍ରମକ୍ଷେତ୍ରକୁ କର୍ପୋରେଟ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ପରିବେଶକୁ ସ୍ୱଚ୍ଛ,ସୁନ୍ଦର ଓ ପରିଷ୍କାର ରଖିବା ଲକ୍ଷ୍ୟ ନେଇ ନୟାଗଡ଼ ଜିଲ୍ଲାର ଅଗ୍ରଣୀ ନାଗରିକ ଅନୁଷ୍ଠାନ ‘ନୟାଗଡ଼ ନାଗରିକ ମଞ୍ଚ’ ପକ୍ଷରୁ ନୟାଗଡ଼ ଟାଉନ ରେଳ ଷ୍ଟେସନ ଏବଂ ଏହାର ପରିସରକୁ ସଫେଇ କରାଯିବା ସହିତ ସଂଗୃହିତ ଆବର୍ଜନା ଗୁଡ଼ିକରେ ଅଗ୍ନି ସଂଯୋଗ କରି ନଷ୍ଟ କରାଯାଇଛି । ରେଳ ଷ୍ଟେସନ ପରିସର ତଥା ରେଳ ଧାରଣାରେ ମଧ୍ୟରେ ପଡ଼ିଥିବା ପ୍ଲାଷ୍ଟିକ ପାଣି ବୋତଲ,ପାଉଚ, ଜରି,କାଗଜ ଟୁକୁରା ତଥା ବିଭିନ୍ନ ଆବର୍ଜନା ଗୁଡ଼ିକୁ ଡଷ୍ଟବିନ […]
ନୟାଗଡ଼, (ଓଡିଶା ଦର୍ପଣ): ଶନିବାର ଭଳି ଆଜିର ଦିନକୁ କିଛି ନିଆର ଢଙ୍ଗରେ ପାଳିବା ପାଇଁ ନୟାଗଡ଼ ଜିଲ୍ଲା ବ୍ରହ୍ମା କୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ସହଯୋଗରେ ଓଡ଼ଗାଁ ବ୍ଲକ ରୋହିବାଙ୍କ ପଞ୍ଚାୟତ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ରୋହିବାଙ୍କ ର ଛାତ୍ର ଛାତ୍ରୀମାନେ ମାଦକ ଦ୍ରବ୍ୟ ସହିତ ମୋବାଇଲକୁ ନିଶାମୁକ୍ତ ଭାବେ ପାଳନ କଲେ। ନୟାଗଡ଼ ଜିଲ୍ଲା ଓ ରୋହିବାଙ୍କ ଶାଖା ତରଫରୁ ବ୍ରହ୍ମା କୁମାରୀ କଳ୍ପନା ଭଉଣୀ, ମିନି ଭଉଣୀ, ଶାନ୍ତି ଭଉଣୀ, ବ୍ରହ୍ମା କୁମାର […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନର ସାଧାରଣ ପରିଷଦ ବୈଠକ ଆଜି ପୂର୍ବାହ୍ନରେ ନୟାଗଡ଼ କେସି କ୍ଲବ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଆସୋସିଏସନ ଉପ ସଭାପତି ବାଲାରସେନ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ଚେସ କମିଟିର କାର୍ଯ୍ୟକାଳ ଶେଷ ହୋଇ ଯାଇଥିବାରୁ ନୂତନ କମିଟି ଗଠନ କରିବା ପାଇଁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଥିଲା। ଏଣୁ ଆସନ୍ତା ୨୭ ତାରିଖ ରବିବାର ଦିନ ନିର୍ବାଚନ କରାଯିବାକୁ ବୈଠକରେ ସ୍ଥିର ହୋଇଥିଲା। ଅନ୍ୟପକ୍ଷରେ ଆସନ୍ତା ବର୍ଷ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଲାଠିପଡ଼ା ସ୍ଥିତ ମଡେଲ ଡିଗ୍ରୀ କଲେଜ, ନୟାଗଡ଼ଠାରେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ପ୍ରାୟୋଜିତ ବାଳିକାମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିରର ଉଦଯାପନୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଅଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀ ପ୍ରାରମ୍ଭିକ ଭାଷଣ ଦେଇ ଅତିଥିମାନଙ୍କୁ ସ୍ବାଗତ କରିବା ସହିତ ପରିଚୟ ପ୍ରଦାନ କରିଥିଲେ। ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା ଉପସ୍ଥିତ ହୋଇ ଛାତ୍ରୀମାନଙ୍କୁ ପ୍ରମାଣପତ୍ର […]
ବିଭିନ୍ନ ସମସ୍ୟା ସମାଧାନ ପାଇଁ ଦେଲେ ନିର୍ଭର ପ୍ରତିଶୃତି ନୟାଗଡ଼,(ଓଡ଼ିଶା ଦର୍ପଣ): ଆଜି ପୂର୍ବାହ୍ନରେ ପୂର୍ବତଟ ରେଳ ମହାପ୍ରବନ୍ଧକଙ୍କୁ ନୟାଗଡ଼ ଟାଉନ ରେଳ ଷ୍ଟେସନ ଠାରେ ସାକ୍ଷାତ କରି ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛି ନୟାଗଡ଼ ନାଗରିକ ମଞ୍ଚ। ସୂଚନାଯୋଗ୍ୟ ଯେ, ପୂର୍ବତଟ ରେଳ ମହାପ୍ରବନ୍ଧକ ପରମେଶ୍ୱର ଫୁଂକୱାଲ ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ଭୁବନେଶ୍ୱରରୁ ଦଶପଲ୍ଲା ଅଭିମୁଖେ ଏକ ସ୍ୱତନ୍ତ୍ର ଟ୍ରେନ ଯୋଗେ ଆଜି ସକାଳ ୯ ଟାରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ବଂଶୀଧର ଇଣ୍ଟରନ୍ୟାସନାଲ ଫାଉଣ୍ଡେସନ ଫର ପିସ ଆଣ୍ଡ ଡେଭଲପମେଣ୍ଟ ଏବଂ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ରାଜନେତା, ସାହିତ୍ୟିକ, ଶିକ୍ଷାବିତ୍, ନାଟ୍ୟକାର ସମାଜସେବୀ ତଥା ପୂର୍ବତନ ବିଧାୟକ ନୟାଗଡ଼ ସ୍ୱର୍ଗତ ବଂଶୀଧର ସାହୁଙ୍କ ସ୍ମୃତିରେ ପ୍ରତିବର୍ଷ ପରି ଚଳିତ ବର୍ଷ ୩୨ତମ ବିଷୁବ ମିଳନ ଓ ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ୨୦୨୫ ବଂଶୀଧର ମହାବିଦ୍ୟାଳୟ, ଇଟାମାଟି ପରିସରରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ଅଧକ୍ଷ ମନୋଜ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ଇଟାମାଟି ଗ୍ରାମ ପଞ୍ଚାୟତର ପଞ୍ଚାୟତ ସାହିର ସ୍ଵଚ୍ଛାସେବୀ ଅମିତା ପ୍ରଧାନ ସମ୍ବାଦ ଏବଂ ସମ୍ବାଦ ଡିଜିଟାଲ ତରଫରୁ ମହିଳାଙ୍କୁ ନେଇ ‘ସି ହିରୋଜ୍’ ସର୍ବେକ୍ଷଣରେ ଶ୍ରେଷ୍ଠ ସ୍ଵେଚ୍ଛାସେବୀ ହିସାବରେ ସମ୍ବାଦ ଗ୍ରୁପ୍ର ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଠାରୁ ସମ୍ମାନିତ ହୋଇଛନ୍ତି । ଓଡ଼ିଶାର ୩୦ଗୋଟି ଜିଲ୍ଲାର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ମହିଳାଙ୍କୁନେଇ ଏକ ସର୍ଭେକ୍ଷଣ ହୋଇଥିଲା । ସେଥିରେ ଆମ ଗୟାଗଡ଼ ଜିଲ୍ଲାରୁ ଅମିତା ପ୍ରଧାନ ମନୋନୀତହୋଇଥିଲେ […]
