ନୟାଗଡ଼,(ଓଡ଼ିଶା ଦର୍ପଣ):ବାରମ୍ବାର ଦାବି ସତ୍ତ୍ବେ ମଧ୍ଯ ଭାପୁର ବ୍ଲକ ପ୍ରଶାସନ ପାନୀୟ ଜଳ ସମସ୍ୟାର ସମାଧାନ ନିମନ୍ତେ ଦୃଷ୍ଟି ନ ଦେବାରୁ ବାଉଁଶବାଟି ଗ୍ରାମବାସୀ ବାଧ୍ୟ ହୋଇ ମଙ୍ଗଳବାର ସକାଳେ ରାଜରାସ୍ତାକୁ ଓହ୍ଲାଇ ହରତାଳ କରିବା ସହ ବାଉଁଶବାଟି ଗ୍ରାମ ଠାରେ ରାସ୍ତାରୋକ ଆନ୍ଦୋଳନ କରିଥିଲେ।ଫଳରେ କଣ୍ଟିଲୋରୁ ବାଘମାରୀକୁ ସଂଯୋଗ କରୁଥିବା ୪୮ ନଂ ରାଜ୍ୟ ରାଜପଥରେ ଦିର୍ଘ ୬ ଘଣ୍ଟା ଧରି ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।ବାଉଁଶବାଟୀ ଗ୍ରାମବାସୀଙ୍କ ଅଭିଯୋଗ ପାନୀୟଜଳ ଯୋଗାଣ ନିମନ୍ତେ ଗ୍ରାମ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ବାରମ୍ବାର ଦାବି ସତ୍ତ୍ବେ ମଧ୍ଯ ଭାପୁର ବ୍ଲକ ପ୍ରଶାସନ ପାନୀୟ ଜଳ ସମସ୍ୟାର ସମାଧାନ ନିମନ୍ତେ ଦୃଷ୍ଟି ନ ଦେବାରୁ ବାଉଁଶବାଟି ଗ୍ରାମବାସୀ ବାଧ୍ୟ ହୋଇ ମଙ୍ଗଳବାର ସକାଳେ ରାଜରାସ୍ତାକୁ ଓହ୍ଲାଇ ହରତାଳ କରିବା ସହ ବାଉଁଶବାଟି ଗ୍ରାମ ଠାରେ ରାସ୍ତାରୋକ ଆନ୍ଦୋଳନ କରିଥିଲେ।ଫଳରେ କଣ୍ଟିଲୋରୁ ବାଘମାରୀକୁ ସଂଯୋଗ କରୁଥିବା ୪୮ ନଂ ରାଜ୍ୟ ରାଜପଥରେ ଦିର୍ଘ ୬ ଘଣ୍ଟା ଧରି ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।ବାଉଁଶବାଟୀ ଗ୍ରାମବାସୀଙ୍କ ଅଭିଯୋଗ ପାନୀୟଜଳ ଯୋଗାଣ ନିମନ୍ତେ ଗ୍ରାମ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଖଣ୍ଡପଡ଼ା ସହରର ୭ ଟି ଓ୍ବାର୍ଡରୁ ସୋମବାର ବିଳମ୍ବିତ ରାତିରେ ଦୁବୃର୍ତ୍ତମାନେ ବାସଗୃହକୁ ପାନୀୟ ଜଳ ଯୋଗାଣ ନିମନ୍ତେ ସଂଯୋଗ ହୋଇଥିବା ପାଇପରେ ଲାଗିଥିବା ନୀଳ ରଙ୍ଗର ମିଟର ଗୁଡିକ ଚୋରୀ କରି ନେଇଥିବା ଜଣାପଡିଛି।ଫଳରେ ମଙ୍ଗଳବାର ସକାଳେ ପାନୀୟଜଳ ଯୋଗାଣ ସମୟରେ ଏକାଧିକ ପରିବାରବର୍ଗ ପାଇପ ଲାଇନ ଯୋଗେ ପାନୀୟଜଳ ମୁନ୍ଦାଏ ପାଇବାରୁ ବଞ୍ଚିତ ହୋଇ ଅସୁବିଧାର ସମ୍ମୁଖୀନ ହୋଇଥିବା ଜଣାପଡିଛି।ଦୁବୃର୍ତ୍ତମାନେ ସଂଘବଦ୍ଧ ଭାବେ ଖଣ୍ଡପଡ଼ା ସହରର ୧, ୨, ୩, ୪, ୭, […]
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘର ପ୍ରସ୍ତାବିତ ଅଞ୍ଚଳ ପରିଦର୍ଶନ ନୟାଗଡ,(ଓଡ଼ିଶା ଦର୍ପଣ): ନୟାଗଡ ଜିଲ୍ଲା ଗଣିଆ ବ୍ଲକ ନିକଟ ରାଉତପଡାଠାରେ ବହୁ ପ୍ରତିକ୍ଷିତ ମହାନଦୀ ବ୍ୟାରେଜ ନିର୍ମାଣ ପାଇଁ ବହୁ ବର୍ଷ ହେଲା ଦାବି ହୋଇ ଆସୁଛି । ଆଜି ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘର ୧୫ଜଣିଆ ଟିମ ରାଉତପଡା ଗସ୍ତ କରି ଏହି ପ୍ରସ୍ତାବିତ ମହାନଦୀ ବ୍ୟାରେଜ ସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି । ବଡ କଥା ହେଲା ଏହି ବ୍ୟାରେଜ ପାଇଁ ଆର୍ଥିକ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସିଦ୍ଧି ଓ ସାଧନାର ପୀଠ ମାଳିସାହି ଠାରେ ରାଜ୍ୟସ୍ତରୀୟ ଭଞ୍ଜ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉପେନ୍ଦ୍ର ଭଞ୍ଜ ସାହିତ୍ୟ ଓ ସାଂସ୍କୃତିକ ପରିଷଦର ସଭାପତି କୃଷ୍ଣଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ପ୍ରମୋଦ କୁମାର ପଟ୍ଟନାୟକ ଯୋଗଦେଇ ଥିବାବେଳେ ମୁଖ୍ୟବକ୍ତା ଭାବେ ବିଶିଷ୍ଟ ଶିକ୍ଷାବିତ୍ ଡ଼ଃ ପବିତ୍ର ସୁବୁଦ୍ଧି, ସମ୍ମାନିତ ଅତିଥି ଭାବେ ପଶ୍ଚିମବଙ୍ଗ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ସ୍ଥାନୀୟ ଶିକ୍ଷକ ଭବନ ଠାରେ ‘ନିଖିଳ ଓଡ଼ିଆ ପାଠକ ମଞ୍ଚ’ର ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଶିଷ୍ଟ ନାଟ୍ୟକାର ତଥା ସମାଜ ସେବୀ କମ୍ରେଡ୍ ବିଶ୍ବନାଥ ମହାପାତ୍ର ଓ ବରିଷ୍ଠ ସାହିତ୍ୟ ସଂଗଠକ ନିର୍ମଳ ଚନ୍ଦ୍ର ଶୂରଦେଓ ପ୍ରଦୀପ ପ୍ରଜ୍ବଳନକରି ସାହିତ୍ୟ ଆସର ଶୁଭାରମ୍ଭ କରିଥିଲେ । ଅନୁଷ୍ଠାନର ପ୍ରତିଷ୍ଠାତା ଅଧ୍ୟକ୍ଷ ପ୍ରଭାତ କୁମାର ମିଶ୍ର ‘ନିଖିଳ ଓଡ଼ିଆ ପାଠକ ମଞ୍ଚ’ର ଲକ୍ଷ୍ୟ ଓ ଗତ ୧୫ ବର୍ଷ […]
ସୁସ୍ଥ ସମାଜ ଓ ସବୁଜ ପରିବେଶ ଗଠନର ବାର୍ତ୍ତା ନୟାଗଡ଼,(ଓଡ଼ିଶା ଦର୍ପଣ): ସୁସ୍ଥ ସମାଜ ଓ ସବୁଜ ପରିବେଶ ଗଠନ ପାଇଁ ସାଇକେଲ ଚାଳନା ଏକ ଆବଶ୍ୟମ୍ଭାଵୀ ମାଧ୍ୟମ। ଏହି ଉଦ୍ଦେଶ୍ୟକୁ ନେଇ ସ୍ଥାନୀୟ ନୟାଗଡ଼ ଏନଏସି ହାଇସ୍କୁଲ ପରିସରରେ ବିଶ୍ୱ ସାଇକେଲ ଦିବସ ଉତ୍ସାହର ସହ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁରେନ୍ଦ୍ର କୁମାର ଖଣ୍ଡାଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ସାଇକେଲ ଶୋଭାଯାତ୍ରା ସହର ପରିକ୍ରମା କରିବା ସହ ଜନସାଧାରଣଙ୍କ ମଧ୍ୟରେ ସଚେତନତାର ବାର୍ତ୍ତା […]
ଦଶପଲ୍ଲା, (ଓଡ଼ିଶା ଦର୍ପଣ):ଟାଟା ପାୱାରର ଦଶପଲ୍ଲାରେ ମନଇଚ୍ଛାବିଦୁତ କାଟ, ଲୋ ଭୋଲ୍ଟେଜ଼ର ଦୂରୀ କରଣ, ସଂଗଠିତ ଭାବେ ପ୍ରତିବାଦ କରୁଥିବା ଉପଭୋକ୍ତା ଙ୍କ ନାମରେ ଟିପିସିଓଡିଏଲର ମିଥ୍ୟା ମୋକଦ୍ଦମାକୁ ପ୍ରତ୍ୟାହାର କରିବା, ସ୍ମାଟ ମିଟର ଲଗାଇବା ବାହାନାରେ ଗ୍ରାହକ ମାନଙ୍କୁ ଜୁଲୁମ ବନ୍ଦ କରିବା ଏବଂ ଟାକରାର ଝୀଂଟିକାବାରି ଠାରେ ୪ ବର୍ଷ ହେଲା ନିର୍ମାଣ ଶେଷ ହୋଇଥିଲେ ମଧ୍ୟ ଗ୍ରୀଡ଼କୁ ଚାଲୁ ନ କରିବା ପ୍ରତିବାଦରେ ବୁଧବାର ଦିନ ସାହସ୍ରାଧିକ ଜନ ସାଧାରଣ ଏକ ବିଶାଳ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲାର କୃଷି ଓ ଗ୍ରାମୀଣ ଅର୍ଥନୀତିର ବିକାଶ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହୋଇଛି। ଓଡ଼ିଶାର ୧୧ତମ ପ୍ରମୁଖ ଜଳସେଚନ ପ୍ରକଳ୍ପ ‘ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ’ର ସ୍ପିଲୱେ ନିର୍ମାଣ ପାଇଁ ରାଜ୍ୟ କ୍ୟାବିନେଟ୍ରେ ୧୯୪.୦୭ କୋଟି ଟଙ୍କାର ଟେଣ୍ଡର ଅନୁମୋଦିତ ହୋଇଛି। ଏହି ଯୁଗାନ୍ତକାରୀ ନିଷ୍ପତ୍ତି ପାଇଁ ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ କ୍ୟାବିନେଟକୁ ଗଭୀର କୃତଜ୍ଞତା ଜ୍ଞାପନ କରାଯାଇଛି। […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲାର ବହୁ ପ୍ରତୀକ୍ଷିତ ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟ ଯଥାଶୀଘ୍ର ସମ୍ପନ୍ନ କରିବା ପାଇଁ ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ତରଫରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ନୟାଗଡ଼ ଜିଲ୍ଲାପାଳଙ୍କ ଜରିଆରେ ଏହି ବିଶେଷ ଅନୁରୋଧ ପତ୍ର ପ୍ରେରଣ କରାଯାଇଛି।ସୂଚନାଯୋଗ୍ୟ ଯେ, ଦଶପଲ୍ଲା ବ୍ଲକ୍ ଟାକେରା ପଞ୍ଚାୟତର ମଞ୍ଜରୀ ଗ୍ରାମ ନିକଟରେ ବହୁ ପ୍ରତିଷ୍ଠିତ ବୃତ୍ତଙ୍ଗ ନଦୀ ଉପରେ ଏହି ଜଳସେଚନ ପ୍ରକଳ୍ପ ନିର୍ମାଣ […]
ଦୁଇଦିନିଆ ସାମ୍ବିଧାନିକ ସମ୍ମିଳନୀ ଉଦଯାପିତ ନୟାଗଡ଼,(ଓଡ଼ିଶା ଦର୍ପଣ):ଗତ ଦୁଇଦିନ ଧରି ଚାଲିଥିବା ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ(ଆଲୋଷ୍ଟ)ର ୩୨ ତମ ରାଜ୍ୟସ୍ତରୀୟ ଦୁଇ ଦିନିଆ ସାମ୍ବିଧାନିକ ସମ୍ମିଳନୀ ଓ ଶିକ୍ଷକ ଗୌରବ ବନମାଳୀ ବ୍ରହ୍ମଚାରୀଙ୍କ ୩୭ ତମ ଶ୍ରାଦ୍ଧ ବାର୍ଷିକୀ ଆଲୋଚନା ଚକ୍ର ଆଜି ଉଦଯାପିତ ହୋଇଯାଇଛି। ଏଥିରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ନିର୍ବାଚନ ପ୍ରକ୍ରିୟାରେ ପୁରୀ ଜିଲ୍ଲାର ସୁକାନ୍ତ କୁମାର ବେହେରା ତୃତୀୟ ଥର ପାଇଁ ରାଜ୍ୟ ସାଧାରଣ ସମ୍ପାଦକ ଭାବେ ସର୍ବ ସମ୍ମତି […]
ନୟାଗଡ,(ଓଡ଼ିଶା ଦର୍ପଣ): ଦୀର୍ଘ ୬୫ ବର୍ଷ ହେଲା ନୟାଗଡ ଜିଲ୍ଲାରେ ବୃତ୍ତଙ୍ଗ ଜଳସେଚନ ଯୋଜନା କାର୍ଯ୍ୟକାରୀ ହେବ ହେବ ବୋଲି କୁହାଯାଉଛି । ଏହି ପ୍ରକଳ୍ପ ନୟାଗଡ ଜିଲ୍ଲାର ଜୀବନରେଖା ପାଲଟିବ । ଏହି ପ୍ରକଳ୍ପ ଦ୍ୱାରା ବହୁ ଚାଷୀ ଉପକୃତ ହେବାକୁ ଥିବାବେଳେ ନୟାଗଡ ବିଦ୍ୟୁତ ଅଭାବରେ ପେଶି ହେଉଥିବାବେଳେ ଜିଲ୍ଲାକୁ ୧୦ ମେଗାୱାଟ ବିଦ୍ୟୁତ ବି ମିଳିବ । ଗୋଟିଏ ପଟେ ବିଦ୍ୟୁତ ସମସ୍ୟାରେ ପେଶି ହୋଇଯାଉଥିବା ନୟାଗଡ ଜୀବନ ପାଇବ । ଅନ୍ୟପଟେ […]
