ନୟାଗଡ଼,(ଲକ୍ଷ୍ମୀଧର ସାହୁ):ଦଶମ ବୋର୍ଡ ପରୀକ୍ଷା ପରେ ରାଜ୍ୟର ଅନୁନ୍ନତ ତଥା ଉପାନ୍ତ ଜିଲ୍ଲାରୁ ବିଭିନ୍ନ ଗରୀବ,ଅଭାବୀ ଓ ମେଧାବୀ ପିଲାମାନଙ୍କୁ ଆଣି ତାଙ୍କର ଉଚ୍ଚଶିକ୍ଷାର ଭିତ୍ତିପ୍ରସ୍ତର ପକାଇବା ସହିତ ଏହି ଛାତ୍ରଛାତ୍ରୀ ମାନେ ସମାଜର ବିଭିନ୍ନ କ୍ଷେତ୍ରରେ ଯଥା ଡାକ୍ତର, ଇଂଜିନିୟର,ଅଧ୍ୟାପକ, ବୈଜ୍ଞାନିକ , ଜିଲ୍ଲାପାଳ, ପ୍ରଶାସନିକ ସେବା ଆଦି ଉଚ୍ଚ ପଦପଦବୀ ଅବସ୍ଥାପିତ। ରାଜଧାନୀ ଭୁବନେଶ୍ଵରର ବିଭିନ୍ନ ବସ୍ତିର ଛୋଟ ଛୋଟ ପିଲା ମାନଙ୍କୁ ନେଇ ଖୋଲିଛନ୍ତି ବର୍ଣ୍ଣବୋଧ ପାଠଶାଳା। ଶିକ୍ଷୟତ୍ରୀ ନିଯୁକ୍ତି ଦେବା ସହ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ରୋଟାରୀ କ୍ଳବ୍ ତରଫରୁ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଓସ୍ତିଆମାଳ ଆଶ୍ରମ ବିଦ୍ଯାଳୟ ପରିସରରେ ଏକ ସ୍ବାସ୍ଥ୍ଯ ଶିବିର ଅନୁଷ୍ଠିତ ହୋଇଯାଇଛି। କ୍ଳବ୍ ସଭାପତି ଅବଦୁଲ ଆରିଫ୍ ଖାଁ ଓ ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ସଂଯୋଜନାରେ ଆଶ୍ରମ ବିଦ୍ଯାଳୟର ୧୫୦ ଜଣ ଛାତ୍ରଛାତ୍ରୀ ସମେତ ଓସ୍ତିଆମାଳ, ନିହଲ ପ୍ରସାଦ, ନାଣ୍ଡିଗିରି ଓ ଭୋବସର ଗ୍ରାମର ବହୁ ଲୋକ ଚିକିତ୍ସା ସୁବିଧା ପାଇଥିଲେ। କୋମଣ୍ଡ ଜନ ସ୍ବାସ୍ଥ୍ଯ କେନ୍ଦ୍ରର ଡାକ୍ତର ନରେଶ ଚନ୍ଦ୍ର ନାୟକ […]
ରାଜସୁନାଖଳା- ତିନିଦିନ ରେ ଏନ ଏ ସି ଦାବିରେ ଅନଶନ l ଅନଶନକାରୀ ସାମ୍ବାଦିକ ଆର୍ତତ୍ରାଣ ପ୍ରଧାନ ଙ୍କୁ ଭେଟିଲେ ରଣପୁର ବିଧାୟକ ଏବଂ ତହସିଲଦାର l ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ରାଜସୁନାଖଳା କୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ଦାବି ନେଇ ତିନିଦିନ ହେବ ଆମରଣ ଅନଶନ ଜାରି ରଖିଛନ୍ତି ସାମ୍ବାଦିକ ତଥା ସମାଜସେବୀ ଆର୍ତତ୍ରାଣ ପ୍ରଧାନ l ମଙ୍ଗଳବାର ଠାରୁ ଚାଲିଥିବା ଏହି ଅନଶନ କୁ ସ୍ଥାନୀୟ ଅଞ୍ଚଳ ର ବିଭିନ୍ନ ସ୍ବେଛାସେବୀ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ପୂର୍ବ ନିୟମ କୁ ବଦଳାଯାଇ ଚଳିତ ସାଧାରଣ ନିର୍ବାଚନରେ ମତଦାନ ଦିବସର ଗୋଟିଏ ଦିନ ପୂର୍ବରୁ ପୋଲିଂ କର୍ମଚାରୀ ମାନେ ନିଜ ନିଜ ବୁଥରେ ପହଞ୍ଚିବା ପାଇଁ ନିର୍ଦ୍ଦେଶ ରହିଛି। ଏହାକୁ ନେଇ ପୋଲିଂ କର୍ମଚାରୀ ମାନଙ୍କ ମଧ୍ୟରେ ଉଦବେଗ ପ୍ରକାଶ ପାଇଛି। ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲାରେ ମେ’ ମାସ ୨୦ ଏବଂ ୨୫ ତାରିଖରେ ଭୋଟଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏ ନେଇ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ବିଭିନ୍ନ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ):ନୟାଗଡ ଜିଲ୍ଲା ଓ ଦୌରା ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧକ୍ଷ୍ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦେଶକ୍ରମେ, ଆଇନ ସହାୟତା କର୍ମୀ ଙ୍କ ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଅଛି। ରେଜିଷ୍ଟ୍ରାର, ସିଭିଲ କୋର୍ଟ ତଥା ପ୍ରଧାନ ବିଚାରପତି କିଶୋର ନ୍ୟାୟ ପରିଷଦ ଡଃ ନିଶାକର ସାହୁ ବାଳ ଅପରାଧର ତର୍ଜମା, ବିଚାର ପ୍ରକ୍ରିୟା , ନୀତି ନିୟମ ଓ ସୁଧାର ପ୍ରକ୍ରିୟା ଉପରେ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନିକଟରେ କେନ୍ଦ୍ର ସରକାର ତାଳଚେର-ଗୋପାଳପୁର ନୂତନ ରେଳ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହାକୁ ନେଇ ନୟାଗଡ଼ ଜିଲ୍ଲାରେ ଖୁସୀର ମାହୋଲ ସୃଷ୍ଠି ହୋଇଥିବା ବେଳେ ତାଳଚେର-ଗୋପାଳପୁର ରେଳପଥ ନିର୍ମାଣ କ୍ରିୟାନୁଷ୍ଠାନ କମିଟି ଏବଂ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ କୃତଜ୍ଞତା ଜଣାଇଛନ୍ତି । ସୂଚନା ଯୋଗ୍ୟ ଯେ ୧୯୯୦ ମସିହାରୁ ସର୍ଭେ ଆରମ୍ଭ ହୋଇଥିବା ୨୯୩ କିମି ଦେର୍ଘ୍ୟ ଏହି ରେଳପଥ ନିର୍ମାଣ ହେଲେ ଏହାଦ୍ୱାରା […]
ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ନୟାଗଡ଼(ଲକ୍ଷ୍ମୀଧର ସାହୁ):ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ସ୍ୱଧା ଦେବ ସିଂ ସାଧାରଣ ନିର୍ବାଚନ ୨୦୨୪ ପରିପ୍ରେକ୍ଷୀରେ ଏକ ସାମ୍ବାଦିକ ସମ୍ମିଳନୀର ଆହ୍ୱାନ୍ କରିଥିଲେ । ସର୍ବପ୍ରଥମେ ଉପସ୍ଥିତ ସମସ୍ତ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସ୍ୱାଗତ କରି କହିଥିଲେ ଯେ, ଆଗାମୀ ସାଧାରଣ ନିର୍ବାଚନ ୭ଟି ପର୍ଯ୍ୟାୟରେ ହେଉଥିଲେ ମଧ୍ୟ ଓଡ଼ିଶାରେ ଏହା ୪ଟି ପର୍ଯ୍ୟାୟରେ ଏବଂ ନୟାଗଡ଼ ଜିଲ୍ଲାରେ ୨ଟି ପର୍ଯ୍ୟାୟରେ ଯଥା –ମେ ୨୦ରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ […]
ଅବଢ଼ା ପ୍ରସ୍ତୁତିକୁ ନେଇ ବିବାଦ ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ପୁରୁଣା ସହରରେ ଅବସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ବ୍ୟାପକ ଅବ୍ୟବସ୍ଥା ଦେଖା ଦେଇଛି। ଅବଢ଼ାକୁ ନେଇ ରହିଥିବା ବିବାଦ ଏବଂ ଦେବୋତ୍ତର କର୍ମଚାରୀଙ୍କ ମନମୁଖି କାର୍ଯ୍ୟକୁ ନେଇ ସେବାସୀ ଏବଂ ଭକ୍ତ ମହଲରେ ଅସନ୍ତୋଷ ଚରମ ସ୍ଥିତିରେ ପହଞ୍ଚିଛି । ୫୦ରୁ ଉର୍ଦ୍ଧ୍ଵ ଭକ୍ତ ଏବଂ ସେବାସୀ ନୟାଗଡ଼ ଜଗନ୍ନାଥ ମନ୍ଦିରରେ ତାଲା ପକାଇ ଧାରଣା ଦେଇଛନ୍ତି । ନୟାଗଡ଼ ଜଗନ୍ନାଥ ମନ୍ଦିରରେ ଦୀର୍ଘଦିନ ଧରି ଅବ୍ୟବସ୍ଥା […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ମଧ୍ୟପ୍ରଦେଶ ରାଜଧାନୀ ଭୋପାଳ ସ୍ଥିତ ପଣ୍ଡିତ ସୁନ୍ଦରଲାଲ ଶର୍ମା ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭୋକେସନାଲ୍ ଏଜୁକେସନ୍ ଦ୍ବାରା ଜାତୀୟ ସ୍ତରରେ ଗତ ୫ ଦିନ ଧରି ଚାଲିଥିବା କାପାସିଟି ବଲଡିଙ୍ଗ ଅଫ ଟିଚର୍ସ ଫର୍ ଭୋକେସନାଲାଇଜେନ୍ ଅଫ୍ ଏଜୁକେସନ୍ ଟ୍ରେନିଂ ରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ୪୭ ଜଣ ଶିକ୍ଷକ ଶିକ୍ଷୟିତ୍ରୀମାନେ ମାଷ୍ଟର ଟ୍ରେନର୍ ଭାବରେ ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରୁ ନୟାଗଡ଼ ଜିଲ୍ଲାରୁ ଦୁଇ ଜଣ ଶିକ୍ଷକ ଯୋଗଦାନ କରିଥିଲେ।ନୟାଗଡ଼ ବ୍ଲକ ଅନ୍ତର୍ଗତ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଦଶପଲ୍ଲାଠାରେ ନବନିର୍ମିତ ରେଳ ଷ୍ଟେସନ ଗତ ଜାନୁଆରୀ ୬ ତାରିଖରେ ରେଳମନ୍ତ୍ରୀଙ୍କ ଦ୍ୱାରା ବିଧିବଦ୍ଧ ଭାବେ ଉଦଘାଟିତ ହେବା ପରେ ନୟାଗଡ଼ ଟାଉନରୁ ଭୁବନେଶ୍ୱର ଯାଉଥିବା ସେବା ଏକ୍ସପ୍ରେସ ସେହି ଦିନଠାରୁ ଦଶପଲ୍ଲାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ନିୟମିତ ଚଳାଚଳ କରୁଛି । ସେହିପରି ନୟାଗଡ଼ରୁ ପୁରୀ ଯାଉଥିବା ପାସେଞ୍ଜର ଟ୍ରେନଟି ମଧ୍ୟ ଦଶପଲ୍ଲାରୁ ପୁରୀକୁ ନିୟମିତ ଚଳାଚଳ କରୁଛି । ରେଳସେବା ଜିଲ୍ଲାର ଦଶପଲ୍ଲା ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବା ପରଠାରୁ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ବ୍ଲକ ଅନ୍ତର୍ଗତ ନଡ଼ିଆଳି ଗ୍ରାମ ପଞ୍ଚାୟତରେ ଆଜି ନୂତନ କଲ୍ୟାଣ ମଣ୍ଡପର ଉଦ୍ଘାଟନ ହୋଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗ ଦେଇ କଲ୍ୟାଣୀ ମଣ୍ଡପର ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଏକ ବିରାଟ ବାଇକ ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା । ୩୦୦ ରୁ ଉର୍ଦ୍ଧ୍ୱ ବାଇକ୍ ଖୁଣ୍ଟୁବନ୍ଧ କାଳିଆଷଣ୍ଢ ଯାତ୍ରା ପଡିଆରୁ ବାହାରି ନଡ଼ିଆଳି, ହିଞ୍ଜିଳିଗାଡିଆ, ବଢ଼ିଆସାହି, ପାଟଣା ସାହି ଦେଇ ପଲ୍ଲୀସାଶନ ବାଲୁଙ୍କେଶ୍ୱର ମନ୍ଦିର […]
ପୁରୀରେ ନେଦରଲାଣ୍ଡରୁ ଆସିଥିବା ୭୧ ବର୍ଷୀୟ ଅନ୍ଥୋନି ଭାନ୍ ଅର୍କେଲ୍ ନାମକ ଜଣେ ପର୍ଯ୍ୟଟକଙ୍କ ଠାରୁ ଜଣେ କାର ଡ଼୍ରାଇଭର ୩ଲକ୍ଷ ୫୦ହଜାର ଟଙ୍କା, ୪୨୦୦ ୟୁରୋ ମୁଦ୍ରା, ଦାମୀ ଘଣ୍ଟା, କ୍ୟାନନ୍ କ୍ୟାମେରା, ହୀରା ମୁଦି ଓ ଅନ୍ୟାନ୍ୟ ଆସବାବପତ୍ର ଲୁଟି ନେଇ ଫେରାର ହୋଇ ଯାଇଥିଲା। ଏହି କାର୍ଯ୍ୟ ଗତ ୧୦ତାରିଖରେ କଟକ ଜିଲ୍ଲା କାନପୁର ଥାନା କନରପୂର୍ ଗ୍ରାମର ସାଗର କୁମାର ମଲ୍ଲିକ କରିଥିଲେ |ପୁରୀ ଟାଉନ ଥାନାରେ ଏତଲା ପରେ ଇନ୍ସପେକ୍ଟର […]
