ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ଆସିଛି ରାୟ । ନୟାଗଡ଼ର ଏହି ଚର୍ଚ୍ଚିତ ହତ୍ୟା ଘଟଣାର ଶୁଣାଣୀ କରି ଦୋଷୀ ସରୋଜ ସେଠୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ନୟାଗଡ଼ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ । ୨୦୨୦ ମସିହା ଜୁଲାଇ ୧୪ ତାରିଖରେ ନୟାଗଡ଼ ନିକଟ ଯଦୁପୁର ଗାଁରେ ପରୀକୁ ହତ୍ୟା କରାଯାଇଥିଲା ।ଏସ୍.ଆଇ.ଟି ଧରିଥିବା ନାବାଳକକୁ ଆଜି କୋର୍ଟରେ ହାଜର କରାଯାଇଥିଲା । ଏଥିପାଇଁ ରାଉରକେଲା ବାଳ ସ୍ୱଧାର ଗୃହରୁ ଅଭିଯୁକ୍ତକୁ […]
ନୂଆଗାଁ ବ୍ଲକ୍ ର ଐତିହ୍ୟ, କଳା ସଂସ୍କୃତିକୁ ଓ ସହୀଦ ବିରତ୍ୱ ମାଟିକୁ ନେଇ ୩ୟ ସଂଧ୍ୟାରେ ନୂଆଗାଁ ମହୋତ୍ସବ ପଡ଼ିଆରେ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ଅନୁଷ୍ଠିତ ହୋଇଯାଇଛି। ଦଶପଲ୍ଲା ବିଧାୟକ ତଥା ମହୋତ୍ସବ କମିଟିର ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ପଞ୍ଚୁପାଣ୍ଡବ ମହୋତ୍ସବ , ସହିଦ ମାଟିର ବିରତ୍ଵ ଗାଥା ଉପରେ ନିଜ ଚୁମ୍ବକୀୟ ମାଧ୍ୟମରେ […]
ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ସଦର ମହକୁମାରେ ଥିବା ହାଇସ୍କୁଲ ପଡିଆରେ ନୂଆଗାଁ ବ୍ଲକ୍ ର ଐତିହ୍ୟ କଳା ,ସଂସ୍କୃତିକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଦଶପଲ୍ଲା ବିଧାୟକ ତଥା ମହୋତ୍ସବ କମିଟିର ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ରଣପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ ଯୋଗଦେଇ ନୂଆଗାଁ ବ୍ଲକ୍ ର କଳା , ଐତିହ୍ୟ ସଂସ୍କୃତି ବିଷୟରେ ବର୍ଣ୍ଣନା କରିବା […]
ଓଡ଼ଗାଁ,୦୪/୦୨(ଓଡିଶା ଦର୍ପଣ):ଆଜି ମଣ୍ଡଳ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଓଡ଼ଗାଁସ୍ଥିତ ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ପରିସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସୄଜନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଓଡ଼ଗାଁ ମଣ୍ଡଳର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜ ନିଜ କ୍ଲଷ୍ଟରରୁ ମନୋନୀତ ହୋଇ ଉକ୍ତ କାର୍ଯ୍ୟକ୍ରମ ଉପଲକ୍ଷେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏ ଅବସରରେ କନିଷ୍ଠ ବର୍ଗ ବିତର୍କ ପ୍ରତିଯୋଗିତାରେ ଅନ୍ନପୂର୍ଣ୍ଣା ଜେନା,କୁଇଜରେ ପୂରବୀ ବରାଡ଼,ଚିତ୍ରାଙ୍କନରେ ପ୍ରତ୍ୟୁଷ କୁମାର ମହାଙ୍କୁଡ଼ ଏବଂ ବରିଷ୍ଠବର୍ଗରୁ ବିତର୍କରେ ବିଭୁତି ନାହାକ,କୁଇଜରେ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଉପଲକ୍ଷେ ଏନଏସି ସରକାରୀ ଉଚ୍ଚ ବିଦ୍ୟାଳୟ,ନୟାଗଡ଼ ପରିସରରେ ଭାଷା,ସାହିତ୍ୟ,ସୃଜନଶୀଳତା ଉତ୍ସବ ଏବଂ ସମୂହ ବନ୍ଦେ ଉତ୍କଳ ଜନନୀ ଗାନ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ପ୍ରଥମେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡିଆ ଭାଷାର ପ୍ରଚାର ପ୍ରସାର ପାଇଁ ଶପଥପାଠ କରାଯାଇଥିଲା। ପ୍ରଧାନଶିକ୍ଷୟିତ୍ରୀ ରସିଦା ଖାତୁନଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ପୂର୍ଣ୍ଣିମା ତ୍ରିପାଠୀ, ସୁଚିତ୍ରା ଦେବୀ,ରୋଜାଲୀନ ମିଶ୍ର, ଜ୍ୟୋତିର୍ମୟୀ ରଥ, ସ୍ୱାଗତିକା ଦଳେଇ, ଭବାନୀ ଆଚାର୍ଯ୍ୟ,ସୌଦାମିନୀ ପ୍ରଧାନ, କାଦମ୍ବିନୀ କରଣ,ଅନୁସାୟା […]
ନୟାଗଡ଼: ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଜନତା ମୈଦାନ, ଭୁବନେଶ୍ବର ଠାରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଉଦ୍ଘାଟନ କରୁଥିଲାବେଳେ ଠିକ୍ ଏକା ସମୟରେ ନୟାଗଡ଼ ଜିଲ୍ଲାରେ ଜିଲ୍ଲାପ୍ରଶାସନ ତରଫରୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦିଲିପ କୁମାର ବଳଙ୍କ ନେତୃତ୍ବରେ ଜିଲ୍ଲାକାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେଉପସ୍ଥିତ ରହି ରାଜ୍ୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ଗାନ କରିବା ସହ କାର୍ଯ୍ୟକ୍ରମକୁ ଲାଇଭ୍ ଷ୍ଟ୍ରିମିଙ୍ଗ୍ ମାଧ୍ୟମରେ ଦେଖିଥିଲେ । ଏହି କାର୍ଯ୍ୟକ୍ରମରେ ପଂଚାୟତ […]
ନୟାଗଡ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଶରଣ କୁଳ ସ୍ଥିତ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ସମଗ୍ର ଶିକ୍ଷା ଯୋଜନା ଅଧୀନରେ ଚାଲୁଥିବା ଧନ୍ଦାମୂଳକ ଶିକ୍ଷା ଛାତ୍ରୀ ଛାତ୍ର ଙ୍କ ଦ୍ବାରା ଶିଳ୍ପାନୁଷ୍ଠାନ ପରିଭ୍ରମଣ ଶିକ୍ଷା ଅନୁଷ୍ଠିତ ହୋଇଛି।ଏହି ପରିଭ୍ରମଣ ରେ ନାରାୟଣ ଉଚ୍ଚ ବିଦ୍ୟାଳୟ ର ନବମ ଓ ଦଶମ ଶ୍ରେଣୀର ପରିଧାନ ବିଭାଗ ର ୬୮ ଶିକ୍ଷାର୍ଥୀ ଏବଂ( ସ୍ପୋକ ସ୍କୁଲ)ସରକାରୀ ବାଳିକା […]
ନୟାଗଡ଼(ଲକ୍ଷ୍ମୀଧର ସାହୁ): ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନା ରାଜ୍ୟ ସରକାରଙ୍କ ଏକ ଅଭିନବ ପ୍ରୟାସ। ଭୁବନେଶ୍ୱର ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପୁରସ୍କାର ପ୍ରଦାନ ଉତ୍ସବରେ ନୟାଗଡ ଜିଲ୍ଲା ସ୍ଥିତ ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟ, ଇଟାମାଟିର ଗଣିତ ଶିକ୍ଷକ ସୁରେନ୍ଦ୍ର କୁମାର ଖଣ୍ଡା, ଜିଲ୍ଲାସ୍ତରୀୟ ମାଧ୍ୟମିକ ଶିକ୍ଷକ ପୁରସ୍କାର ପାଇଥିବା ବେଳେ ମୃତ୍ୟୁଞ୍ଜୟ ଷଡ଼ଙ୍ଗୀ ଜିଲ୍ଲାର ଏକମାତ୍ର ସି. ଆର. ସି. ସି ଭାବେ ଏହି ସମ୍ମାନ ଗ୍ରହଣ କରିଛନ୍ତି। ଏଥି ସହିତ ବିଦ୍ୟାଳୟର ଚାରି […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅନ୍ତର୍ଗତ ରାଜ୍ୟ ସ୍ତରୀୟ ପୁରସ୍କାର ବିତରଣ ଉତ୍ସବ ଆସନ୍ତା ଜାନୁଆରୀ ମାସ ୩୧ ତାରିଖ ଦିନ ଦିବା ୨:୩୦ ଘଟିକା ଠାରୁ ସନ୍ଧ୍ୟା ୭:୩୦ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିଅମ ଠାରେ ମହାସମାରୋହ ରେ ଅନୁଷ୍ଠିତ ହେବାକୁ ଯାଉଅଛି I ଏଥି ନିମନ୍ତେ ନୟାଗଡ ଜିଲ୍ଲାରୁ ବିଭିନ୍ନ ପର୍ଯ୍ୟାୟରେ ମେଧାବୀ ଛାତ୍ର ଛାତ୍ରୀ,ବିଦ୍ୟାଳୟ, ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀ, ବିଭିନ୍ନ ବିଷୟରେ କୃତି ଶିକ୍ଷକ ଶିକ୍ଷୟତ୍ରୀ ଓ ବ୍ଲକ ଉକ୍ତ […]
ନୟାଗଡ଼ ଜିଲ୍ଲାପାଳ ଶ୍ରୀଯୁକ୍ତ ରବୀନ୍ଦ୍ର ନାଥ ସାହୁ ଆଗାମୀ ଜାନୁଆରୀ 31 ତାରିଖରେ ଅବସର ଗ୍ରହଣ କରିବାକୁ ଯାଉଛନ୍ତି। ଇତି ମଧ୍ୟରେ ରାଜ୍ୟ ସରକାର ତାଙ୍କୁ ତା 01/02/2024 ରିଖ ଠାରୁ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ଭାବେ ପୁନଃ ନିଯୁକ୍ତି ପ୍ରଦାନ କରିଛନ୍ତି। ଏହି ସମ୍ପର୍କରେ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ତରଫରୁ ବିଧିବଦ୍ଧ ବିଜ୍ଞପ୍ତି ତା 29/01/2024 ରିଖରେ ପ୍ରକାଶ ପାଇଛି।ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ
ନୟାଗଡ,(ଲକ୍ଷ୍ମୀଧର ସାହୁ): ନୟାଗଡର ଯୁବ କଣ୍ଠଶିଳ୍ପୀମାନଙ୍କୁ ନେଇ ନୟାଗଡ଼ କ୍ଳବ ତରଫରୁ ଆୟୋଜିତ ଭଏସ୍ ଅଫ୍ ନୟାଗଡ଼ଚତୁର୍ଥ ସିଜିନର ଫାଇନାଲ୍ ପ୍ରତିଯୋଗିତା ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଗତ ଏକମାସ ଧରି ନୟାଗଡ଼ର ବିଭିନ୍ନ ବ୍ଲକ ମଧ୍ୟରେ ସଂଗୀତ ପ୍ରତିଯୋଗିତା କରାଯାଇଶ୍ରେଷ୍ଠ ଆଠ ଜଣ ପ୍ରତିଯୋଗୀଙ୍କୁ ଅନ୍ତିମ ପର୍ଯ୍ୟାୟକୁ ଚୟନ କରାଯାଇଥିଲା। ଚୂଡ଼ାନ୍ତ ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ନୟାଗଡର ବିଧାୟକ ଡ.ଅରୁଣ କୁମାର ସାହୁ ଯୋଗଦେଇ ଯୁବ ପ୍ରତିଭାମାନଙ୍କୁ ଉତ୍ସାହିତ କରିବା […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା’ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦଙ୍କ ମିଳିତ ଆନୁକୁଲ୍ୟରେ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ୧ ମାର୍ଚ୍ଚ ୨୦୨୪ ଠାରୁ ୦୭ ମାର୍ଚ୍ଚ ଯାଏଁ ଦୀର୍ଘ ସାତ ଦିନ ବ୍ୟାପି ରାଜ୍ୟ ସ୍ତରୀୟ ନାଟ୍ୟମେଳା’ ପଠାଣି ସାମନ୍ତ ଅଡିଟୋରିୟମ ଠାରେ ଅନୁଷ୍ଠିତ ହେବାକୁ ଯାଉଅଛି । ବିଗତ ତିନି ବର୍ଷ ନାଟକୋତ୍ସବର ଅଭୂତପୂର୍ବ ସଫଳତା ତଥା ଦର୍ଶକୀୟ ଆଦୃତିକୁ ଆଧାର କରି ଚଳିତ ବର୍ଷ ନାଟ୍ୟମେଳା ଆୟୋଜନ […]
