ଆଉ ପାଦେ ଆଗେଇଲା ଖୋର୍ଦ୍ଧା-ବଲାଙ୍ଗିର ରେଳ ପ୍ରକଳ୍ପ ।

ଆଜି ନୂଆଗାଁ ଷ୍ଟେସନ ଠାରୁ ଦଶପଲ୍ଲା ଷ୍ଟେସନ ପର୍ଯ୍ୟନ୍ତ ପ୍ରାୟ 15 କିଲୋମିଟର ପର୍ଯ୍ୟନ୍ତ ରେଳ ଚଳାଚଳ ଆରମ୍ଭ ହୋଇଛି । ଏହାକୁ ଆଜି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଯୋଗ ଦେଇ ଏହାକୁ ଉଦଘାଟନ କରିଛନ୍ତି । ଦସପଲ୍ଲାକୁ ଆଜିଠୁ 4ଟି ଟ୍ରେନ୍ ଚଳାଚଳ କରିବ । ରାଜଧାନୀ, ପୁରୀ ଓ ଭଦ୍ରକ ସହ ଯୋଡି ହେବ ଦଶପଲ୍ଲା । 2ଟି ପାସେଞ୍ଜର ଏବଂ ଗୋଟିଏ ଲେଖା ଖାଏଁ ଏକ୍ସପ୍ରେସ ଓ ମେମୁ ଦଶପଲ୍ଲାକୁକୁ ନିୟମିତ […]

ବ୍ଲକ ସ୍ତରୀୟ କ୍ରୀଡ଼ା ଉତ୍ସବ ଉଦଘାଟନ କଲେ ଦଶପଲ୍ଲା ବିଧାୟକ

ନୂଆଗାଁ : ରାଜ୍ୟ ସରକାର କ୍ରୀଡ଼ା କ୍ଷେତ୍ରକୁ ଅଧିକ ଗୁରୁତ୍ୱ ଦେଇ ଯୁବ ଓଡ଼ିଶା ନବୀନ ଓଡ଼ିଶା ମାଧ୍ୟମରେ ଗ୍ରାମାଞ୍ଚଳରେ ଥିବା ଯୁବ କ୍ରୀଡ଼ା ବିତ୍ ମାନଙ୍କୁ ପ୍ରୋତ୍ସାହନ ଦେବା ପାଇଁ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ଆଜି ନୂଆଗାଁ ବ୍ଲକ ସ୍ତରୀୟ କ୍ରୀଡ଼ା ଉତ୍ସବ ନୂଆଗାଁ ହାଇସ୍କୁଲ ପଡ଼ିଆ ଠାରେ ଉଦ୍‌ଘାଟିତ ହୋଇଛି । ବ୍ଲକ ବିଡ଼ିଓ ବାସୁଦେବ ନାୟକଙ୍କ ଅଧକ୍ଷତାରେ ଅନୁଷ୍ଠିତ କାର୍ଯକ୍ରମରେମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ […]

ଦଶପଲ୍ଲା ଟ୍ରେନ ପାଇଁ ସମୟ ସାରଣୀ

ଦଶପଲ୍ଲାରୁ ପୁରୀ ଯିବାକୁ ଥିବା ଟ୍ରେନ ନଂ ୦୮୪୩୦ ଦଶପଲ୍ଲା ରୁ ସକାଳ ୬:୩୦ରୁ ବାହାରିବ। ନୂଆଗାଁରେ ୬:୪୪ରେ ପହଞ୍ଚି ୬:୪୫ରେ ଛାଡିବ । ଏହା ପର ଷ୍ଟେସନ ଗୁଡିକରେ ପୂର୍ବ ନିର୍ଦ୍ଧାରିତ ସମୟରେ ପହଞ୍ଚିବ ଏବଂ ଛାଡ଼ିବ । ସେହିପରି ପୁରୀରୁ ଦଶପଲ୍ଲା ଆସିବାକୁ ଥିବା ଟ୍ରେନ ନଂ ୦୮୪୨୯ ପୁରୀରୁ ସନ୍ଧ୍ୟା ୬:୦୦ରେ ବାହାରି ପୂର୍ବ ନିର୍ଦ୍ଧାରିତ ସମୟ ସାରଣୀ ଅନୁସାରେ ଗତି କରି ଦଶପଲ୍ଲାରେ ରାତ୍ରି ୧୦:୧୫ରେ ପହଞ୍ଚିବ। ଦଶପଲ୍ଲାରୁ ଭୁବନେଶ୍ୱର ଯିବାକୁ […]

କଣ୍ଟେଇମୁଣ୍ଡି ବାଇଗଣ ସମେତ ରାଜ୍ୟର ୮ ଉତ୍ପାଦକୁ ମିଳିଲା ଭୌଗଳିକ ସଂକେତ ଟ୍ୟାଗ

ନୟାଗଡ଼ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଜିଆଇ ଟ୍ୟାଗ ରେଜିଷ୍ଟ୍ରେସନ୍ । ଚେନ୍ନାଇ ଠାରେ ଥିବା କେନ୍ଦ୍ରସରକାରଙ୍କ ଜିଓଗ୍ରାଫିକାଲ ଇଣ୍ଡିକେସନ୍ ରେଜେଷ୍ଟ୍ରି ପକ୍ଷରୁ ଆଜି ବଧିବଦ୍ଧ ଭାବେ ମାନ୍ୟତା ପ୍ରଦାନ କରାଯାଇଛି। କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ଟ୍ୟାଗ ମାନ୍ୟତା ପାଇଁ କୃଷି ବିଜ୍ଞାନ କେନ୍ଦ୍ର ପକ୍ଷରୁ ୩ ବର୍ଷ ତଳେ ପ୍ରୟାସ ଆରମ୍ଭ ହୋଇଥିଲା । ଏହା ସହିତ ଖଜୁରୀ ଗୁଡ଼, ମଗଜି , କାଇ ଚଟଣୀ, ଏମ୍ବ୍ରୋଡରୀ ସାଲ୍‌, ରସାବଳି, କଳାଜିରା ଧାନ ଓ ସଉରା ଚିତ୍ରକଳାକୁ […]

କଣ୍ଟିଲୋର ପ୍ରସିଦ୍ଧ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଜାତୀୟ ମାନ୍ୟତା

ନୟାଗଡ଼ ଜିଲ୍ଲା କଣ୍ଟିଲୋର ପ୍ରସିଦ୍ଧ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଜାତୀୟ ମାନ୍ୟତା (GI Tag)I ଏହି ମର୍ଯ୍ୟାଦାଜନକ ମାନ୍ୟତା ଚେନ୍ନାଇ ଠାରେ ଥିବା କେନ୍ଦ୍ର ସରକାରଙ୍କ ଜିଓଗ୍ରାଫିକାଲ ଇଣ୍ଡିକେସନ୍ ରେଜେଷ୍ଟ୍ରି ପକ୍ଷରୁ ଆଜି ବଧିବଦ୍ଧ ଭାବେ ପ୍ରଦାନ କରାଯାଇଛି I ଏହା ଜିଲ୍ଲା ତଥା ଓଡ଼ିଶା ପାଇଁ ଗୌରବର ବିଷୟ।

ନୟାଗଡ଼ ନାଟକ ମହୋତ୍ସବର ଉଦଯାପନ ସଂଧ୍ୟାର ନାଟକ ଭିନ୍ନ ଏକ ରାଗିଣୀ

ନୟାଗଡ଼,୨/୧: ଗତ ପାଞ୍ଚଦିନ ଧରି ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀ ପ୍ରେକ୍ଷାଳୟରେ ଚାଲିଥିବା ନୟାଗଡ଼ ନାଟକ ମହୋତ୍ସବର ପଞ୍ଚମ ସଂଧ୍ୟାରେ ମଞ୍ଚସ୍ଥ ହୋଇଥିଲା ସୁଧା ସାଂସ୍କୃତିକ ଅନୁଷ୍ଠାନ,ନୟାଗଡର ନାଟକ ଭିନ୍ନ ଏକ ରାଗିଣୀ । ଜଣେ ଯୁବକର ସ୍ୱପ୍ନ, ଆଇ. ଏ. ଏସ. ହେବାର ସଂକଳ୍ପ କେମିତି ସମାଜର ବିଭିନ୍ନ ଘଟଣା ପ୍ରବାହରେ ବାଧାପ୍ରାପ୍ତ ହୋଇଛି ଏମିତି ଏକ ରୋଚକ ଘଟଣାକୁ ନେଇ ଗତିଶୀଳ ନାଟକ ଭିନ୍ନ ଏକ ରାଗିଣୀ।ନାଟକ ରଚନା କରିବା ସହ ନିର୍ଦ୍ଦେଶନା […]

ଶିକ୍ଷକମାନଙ୍କ ସମୃଦ୍ଧି ପ୍ରଶିକ୍ଷଣ ଶିବିର ଆରମ୍ଭ

ନୟାଗଡ଼,୨/୧: ଜିଲ୍ଲା ସମଗ୍ର ଶିକ୍ଷା ପକ୍ଷରୁ ବିଦ୍ୟାଳୟ ଶିକ୍ଷଣରେ ମାନ ନିର୍ଦ୍ଧାରଣ ଓ ମୂଲ୍ୟାୟନ ସମ୍ପର୍କିତ ସମୃଦ୍ଧି ପ୍ରଶିକ୍ଷଣ ଶିବିର ସ୍ଥାନୀୟ ଏନଏସି ଉଚ୍ଚ ବିଦ୍ୟାଳୟ ଠାରେ ଆଜିଠାରୁ ଆରମ୍ଭ ହୋଇଛି। ଏହି ପ୍ରଶିକ୍ଷଣ ଶିବିରକୁ ଏନଏସି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରସିଦା ଖାତୁନ ପ୍ରଦୀପ ପ୍ରଜ୍ଜ୍ୱଳନ କରି ବିଧିବଦ୍ଧ ଭାବେ ଉଦଘାଟନ କରିଥିଲେ। ନୟାଗଡ଼ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ପ୍ରଶିକ୍ଷଣ ଶିବିର ପରିଦର୍ଶନ କରି ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ପ୍ରଶିକ୍ଷଣ ଶିବିରର […]

ବୋରଓ୍ୱେଲରୁ ଉଦ୍ଧାର ଶିଶୁ କନ୍ୟା ହେଲା ନାମକରଣ

ରେଙ୍ଗାଲି ବୋରଓ୍ୱେଲରୁ ଉଦ୍ଧାର ହୋଇଥିବା ଶିଶୁ କନ୍ୟା ଏବେ ପୁରା ଫିଟ୍ । ଭୀମସାର ହସ୍ପିଟାଲରେ ହେଲା ଏକୋଇଶିଆ ଓ ନାମକରଣ । ମେଡିକାଲ ପକ୍ଷରୁ ଏହି ନାମକରଣ କରାଯାଇଛି । ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିବା ସହ ସେ ବର୍ତ୍ତମାନ ଖେଳୁଥିବା ଡାକ୍ତରମାନେ କହିଛନ୍ତି । ପୂର୍ବରୁ ତା ଶରୀରରେ ଦେଖାଦେଇଥିବା ସମସ୍ତ ପ୍ରକାର ସମସ୍ୟା ଏବେ ଦୂର ହୋଇଛି ।ଶିଶୁ କନ୍ୟାର ନାଁ ବିଜୟିନୀ ଦିଆଯାଇଛି । ଏବେ ଭୀମସାରରେ ଚିକିତ୍ସାଧୀନ ରହିଛି ଶିଶୁକନ୍ୟା ।ଗତ […]

ଓ.ଏସ.ଇ.ଏଫ.ଡ଼ି ନୟାଗଡ଼ ଶାଖା ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ନୟାଗଡ଼,(ଓଡିଶା ଦର୍ପଣ): ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ ନୟାଗଡ଼ ଶାଖା ପକ୍ଷରୁ ନୟାଗଡ଼ ଜିଲ୍ଲା ରାଜସୁନାଖଳା ଠାରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ କରାଯାଇଛି। ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ଏହି ଦିବସର ମୂଳ ଲକ୍ଷ୍ୟ। ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନଙ୍କୁ ଏକତ୍ରିତ କରି ତାଙ୍କ ସହ ଓଏସଇଏଫଡ଼ି ସଂଘର କାର୍ଯ୍ୟକର୍ତ୍ତା କିଛି ସମୟ ବିତାଇବା ଦ୍ବାରା ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ଖୁସି ପ୍ରକଟ କରିଥିଲେ। ଏହି ଦିବସକୁ ଓଡ଼ିଶା ସରକାର ରାଜ୍ୟସାରା […]

ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିବେ ନୟାଗଡ଼ ଜିଲ୍ଲାର ଗର୍ବ ଓ ଗୌରବ ଡ଼ଃ. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ

କଟକ,(ଓଡିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅନ୍ତର୍ଗତ ପନ୍ତିଖାରୀ ଶାସନ ଗ୍ରାମରେ ଜନ୍ମଗ୍ରହଣ କରିଥିବା ଡ଼ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ଅକ୍ଟୋବର ୪ ତାରିଖରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପାଇଁ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି l ଏହି ବିଜ୍ଞତି ପାଇବା ପରେ ଖବରଟି ବିଜୁଳି ବେଗରେ ସମଗ୍ର ରାଜ୍ୟରେ ପ୍ରଚାରିତ ହୋଇଥିଲା। ରାତି ପାହିବା ବେଳକୁ ବୈଦ୍ୟୁତିକ, ସାମାଜିକ ଅଥବା ଛାପା ଗଣମାଧ୍ୟମରୁ […]

ଉର୍ବର ଭିତ୍ତିଭୂମି ନୟାଗଡ଼ ଜିଲ୍ଲାର ବିକାଶ ପାଇଁ ବାସ୍ତବଧର୍ମୀ ପଦକ୍ଷେପ ନିଆଯାଉ

ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ଼ ଜିଲ୍ଲା କୃଷି ନିମନ୍ତେ ଏକ ଉର୍ବର ଭିତ୍ତିଭୂମି ଥିବା ଅଞ୍ଚଳ। ପାରମ୍ପରିକ ଧାନ, ମୁଗ, ଆଖୁ, ପନିପରିବା ଓ ରବିଫସଲରେ ଦକ୍ଷତା ଥିବା ଅନୁଭବୀ ଚାଷୀଙ୍କର ଅଭାବ ନାହିଁ ଏହି ଜିଲ୍ଲାରେ। ଦୁଃଖର କଥା, ସ୍ଵାଧୀନତାର ଛସ୍ତରି ବର୍ଷ ପରେ ମଧ୍ୟ ମହାନଦୀର ପାଣିକୁ ବ୍ୟାରେଜ୍ କିମ୍ବା ବୃହତ୍ ଉଠା ଜଳସେଚନ ପ୍ରକଳ୍ପ ଦ୍ଵାରା ଆମ ଜିଲ୍ଲାର କୃଷିକ୍ଷେତ୍ରରେ ବିନିଯୋଗ କରାଯାଇ ପାରିଲା ନାହିଁ। ବୃତଙ୍ଗଜଳସେଚନ ଯୋଜନା କାର୍ଯ୍ୟକାରୀ ହୋଇପାରିଲା ନାହିଁ। ଉତ୍କୃଷ୍ଟ […]

ଦଶପଲ୍ଲାକୁ ଦଶହରା ପୂର୍ବରୁ ଟ୍ରେନ ନଗଡ଼ିଲେ ଆନ୍ଦୋଳନ

ନୟାଗଡ଼,(ଓଡିଶା ଦର୍ପଣ): ଦଶପଲ୍ଲା ରେଳଷ୍ଟେସନ ଉଦଘାଟନରେ ଅନ୍ତରାୟ ସାଜିଛନ୍ତି ଖୋଦ ରେଳମନ୍ତ୍ରୀ । ରେଳ ଷ୍ଟେସନ ନିର୍ମାଣ କାର୍ଯ୍ୟ ସମ୍ପୁର୍ଣ୍ଣ ଶେଷ ହୋଇଥିବା ବେଳେ କେବଳ ଉଦଘାଟନ ହେଉ ନଥିବାରୁ ଦଶପଲ୍ଲାକୁ ଟ୍ରେନ ଚଳାଚଳରେ ବିଳମ୍ବ ଘଟୁଥିବା ଅଭିଯୋଗ ହେଉଛି । ସୂଚନାଯୋଗ୍ୟ ଯେ ନୟାଗଡ଼ ଜିଲ୍ଲାକୁ ରେଳବିଭାଗ ପକ୍ଷରୁ ବୈମାତୃକ ମନୋଭାବକୁ ନେଇ ବିଭିନ୍ନ ସଂଗଠନ ପକ୍ଷରୁ ବାରମ୍ବାର ଅଭିଯୋଗ ହୋଇଆସୁଛି । ଏ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଉଥିବା ବେଳେ ବିଭାଗ […]