ନୟାଗଡ଼, (ଓଡିଶା ଦର୍ପଣ): କମ୍ରେଡ ବିଶ୍ଵନାଥ ମହାପାତ୍ରଙ୍କ ନୂତନ ଉପନ୍ୟାସ ‘ସେଇ ଝିଅ ଶିବାନୀ’ ଦଶପଲ୍ଲା ତୈଳିକ ବୈଶ୍ୟ ସମାଜ ସଭାକକ୍ଷରେ ଜିଲ୍ଲାର ଶତାଧିକ ସ୍ୱନାମଧନ୍ୟ କବି, ଲେଖକ ଓ ବୁଦ୍ଧିଜୀବୀଙ୍କ ଗହଣରେ ଲୋକାର୍ପଣ କରିଛନ୍ତି ସୁସାହିତ୍ୟିକ ତଥା ବିଧାୟକ ଡ. ଅରୁଣ କୁମାର ସାହୁ। ନିୟମିତ ଭାବେ ଔପନ୍ୟାସିକ ବିଶ୍ଵନାଥ ମହାପାତ୍ର ସମାଜର ଅବିକଳ ଚିତ୍ରକୁ ଉପନ୍ୟାସର ରଙ୍ଗ ତୂଳୀରେ ନିଚ୍ଛକ ଓ ନିର୍ଭୀକ ଭାବରେ ଅଙ୍କନ କରି ପ୍ରତି ବର୍ଷ ପାଠକମାନଙ୍କ ନିକଟରେ ଉପସ୍ଥାପିତ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ସହର ନିକଟସ୍ଥ ଲେଖନପୁର ଠାରେ ଗଢିଉଠିଥିବା ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅନୁଷ୍ଠାନ ତରଫରୁ ବିଶ୍ବଯୋଗ ଦିବସ ପାଳନ ହୋଇ ଯାଇଛି। ନୟାଗଡ଼ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସଚିବ ତଥା ସିନିୟର ବିଭାଗ ବିଚାରପତି ଅଞ୍ଜଳୀ ମଛଖଣ୍ଡଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଆଇନସେବା ପ୍ରାଧିକରଣର ସାମାଜିକକର୍ମୀ ପ୍ରଫୁଲ କୁମାର ବେହେରା, ମମତା ବେହେରା ଓ ଜିନୁ ସାହୁ ଯୋଗଦେଇଥିଲା ବେଳେ ଯୋଗଗୁରୁ ଭାବେ ସମାଜସେବୀ ତଥା ଆଇନଜୀବୀ କାମାକ୍ଷା ପ୍ରସାଦ ଦାସ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ, ଅଞ୍ଜଳି ମଚ୍ଛଖଣ୍ଡଙ୍କ ନିର୍ଦ୍ଦେଶରେ ଅଧିକାର ମିତ୍ର ପ୍ରଫୁଲ୍ଲ କୁମାର ବେହେରା ନୟାଗଡ଼ ମୁଖ୍ୟ ଚିକିତ୍ସାଳୟର ରକ୍ତଭଣ୍ଡାର ପାର୍ଶ୍ଵରୁ ଅସହାୟ ଅବସ୍ଥାରେ ନୂଆଗାଁ ବ୍ଲକର ୧୭ବର୍ଷର ନାବାଳିକାଙ୍କୁ ଉଦ୍ଧାର କରି ଘଡୁଆଳରେ ଅବସ୍ଥିତ ‘ତପସ୍ୟା’ ଶିଶୁଗୃହରେ ଥଇଥାନ କରିଛନ୍ତି। ପ୍ରକାଶ ଥାଉ କି କୈାଣସି ସୂତ୍ରରୁ ସଚିବ, ମଚ୍ଛଖଣ୍ଡ ଅସହାୟ ଅବସ୍ଥାରେ ଗୋଟିଏ ୧୭ ବର୍ଷର ଝିଅ ବାପାଙ୍କର ନିର୍ଯ୍ୟାତନା ସହି ନପାରି ଘର ଛାଡ଼ି ଇତସ୍ତତଃ ଭାବରେ ମେଡିକାଲ […]
ନୟାଗଡ଼,(ଓଡ଼ିଶା ଦର୍ପଣ) : ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନ୍ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚିବ ଅଞ୍ଜଳି ମଚ୍ଛଖଣ୍ଡଙ୍କ ସଭାପତିତ୍ବରେ ଲେଖନପୁରସ୍ଥିତ ସମର୍ପଣ ବୃଦ୍ଧାଶ୍ରମରେ ବୃଦ୍ଧାଶ୍ରମର ଅନ୍ତେବାସୀ ଏବଂ ଜନସାଧାରଣଙ୍କୁ ବିଶ୍ଵ ବରିଷ୍ଠ ନାଗରିକଙ୍କ ନିମନ୍ତେ ର୍ଦୁବ୍ୟବହାର ପ୍ରଦର୍ଶନ ନିରୋଧ ସଚେତନତା ଦିବସ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଜିଲ୍ଲା ଆଇନ୍ସେବା ପ୍ରାଧିକରଣ କର୍ମଚାରୀ ପବନ କୁମାର ବେହେରା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସଚିବ ଅଞ୍ଜଳି ମଛଖଣ୍ଡ ବରିଷ୍ଠ ନାଗରିକଙ୍କୁ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନବକଳେବର ରଥ ଚକ ସ୍ଥାପନ କମିଟି ଏବଂ ସଙ୍ଗୀତଧାରା, ନୟାଗଡ଼ର ମିଳିତ ଆନୁକୂଲ୍ୟରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଦିନ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ ଉପଲକ୍ଷେ ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ କଳାକାର ମାନଙ୍କୁ ନେଇ ଏକ ଭବ୍ୟ ଭଜନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସୁର ଗନ୍ଧର୍ବ କଣ୍ଠଶିଳ୍ପୀ ନବକିଶୋର ମିଶ୍ର,କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ, କଣ୍ଠଶିଳ୍ପୀ ଜୟଶ୍ରୀ ଦେବୀ,ଡ.ଆଶୁତୋଷ ମିଶ୍ର, ମାଧବ ଡାକୁଆ,କାଳିଦାସ ମହାପାତ୍ର,ବିଷ୍ନୁପ୍ରିୟା ବେହେରା, ଓମ ପ୍ରକାଶ ମହାରଣା,ଶୁଚିସ୍ମିତା ଦୋରା,ଓମ ପ୍ରସାଦ ପାତ୍ର, […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ମା ‘ ଫାଉଣ୍ଡେସନ, ନୟାଗଡ଼କୁ ରାଜ୍ୟସ୍ତରୀୟ ପ୍ରକୃତି ମିତ୍ର ପୁରସ୍କାର ପ୍ରଦାନ କରାଯାଇଛି l ପରିବେଶ ସୁରକ୍ଷା ପାଇଁ ମା ଫାଉଣ୍ଡେସନ ନୟାଗଡ଼ ସହର ତଥା ନୟାଗଡ଼ ବ୍ଲକ ମଧ୍ୟରେ ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ, କ୍ଲବ, ସହି, ପଥପାର୍ଶ୍ଵ,ଧାର୍ମିକସ୍ଥଳ ଓ ବ୍ୟବସାୟୀ ପ୍ରତିଷ୍ଠାନ ମାନଙ୍କ ମଧ୍ୟରେ ପରିବେଶ ସୁରକ୍ଷା ଉପରେ ସଚେତନତା କରାଇବା ସହ ଚାରା ରୋପଣ, ବଣ୍ଟନ ଆଦି ବିଭିନ୍ନ ଉଲେଖନୀୟ କର୍ଯ୍ୟ ପାଇଁ […]
ନୟାଗଡ଼,(ଓଡ଼ିଶା ଦର୍ପଣ) : ରାଜ୍ୟ ଆଇନ୍ସେବା ପ୍ରାଧିକରଣ,କଟକଙ୍କ ତରଫରୁ ନିଃଶୁକ୍ଳ ଆଇନ୍ସେବା ଏବଂଲୋକ ଅଦାଲତ ପାଇଁ ଭ୍ରାମ୍ୟମାଣ ରଥକୁ ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଚ୍ଛଖଣ୍ଡ ସ୍ଵାଗତକରିବା ସହିତ ଜିଲ୍ଲାର କୋଣ ଅନୁକୋଣରେ ଏହି ରଥ ପହଂଚି ନିଃଶୁକ୍ଳ ଆଇନ୍ସେବା ଏବଂ ଲୋକ ଅଦାଲତ ସମ୍ବନ୍ଧରେ ଜନସାଧାରଣଙ୍କ ନିକଟରେ ବାର୍ତ୍ତା ପହଚାଇବାକୁ ଏହାର ଶୁଭାରମ୍ଭ କରିଥିଲେ । ସକାଳ ୯ ଘଣ୍ଟା ସମୟରେ ଭ୍ରାମ୍ୟମାଣ ରଥ କୋର୍ଟ ପରିସରରେ ପହଞ୍ଚିବା ପରେ ଅଧିକାର ମିତ୍ର ପ୍ରାଧିକରଣ […]
ନୟାଗଡ଼,(ଓଡ଼ିଶା ଦର୍ପଣ) : ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନ୍ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚିବ ଅଞ୍ଜଳି ମଛଖଣ୍ଡଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ନୟାଗଡ଼ କଳାପରିଷଦ ଏବଂ ପ୍ରାଧିକରଣଙ୍କ ମିଳିତ ସହଯୋଗରେ ପାଣିପୋଇଲାସ୍ଥିତ ନୟାଗଡ଼ କଳାପରିଷଦ ଠାରେ ଅନୁଷ୍ଠାନର ପ୍ରତିଷ୍ଠାତ୍ରୀ ସମ୍ପାଦିକା ପ୍ରଭାସିନୀ ନନ୍ଦଙ୍କ ସଭାପତିତ୍ବରେ ବିଶ୍ଵ ପରିବେଶ ଦିବସ ପାଳିତ ହୋଇଯାଇଛି । ଉକ୍ତ ଶିବିରକୁ ସଚିବ ଶ୍ରୀମତୀ ମଛଖଣ୍ଡ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରି ବିଶ୍ଵ ପରିବେଶ ଦିବସ ପାଳନ କରିବାର […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଆଜି ନୟାଗଡ଼ ସୃଜନ ଗୃହରେ ନୟାଗଡ଼ ଜିଲ୍ଲାର ସମସ୍ତ ୮ଟି ବ୍ଲକ ଏବଂ ପୌରାଞ୍ଚଳର ୪୪ ଏ-୧ କୃତୀ ଶିକ୍ଷାର୍ଥୀଙ୍କୁ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଉପଢୌକନ ଏବଂ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧନା ପ୍ରଦାନ କଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେଙ୍କ ପୌରୋହିତ୍ୟରେ ଆୟୋଜିତ ଉକ୍ତ ସମ୍ବର୍ଦ୍ଧନା ଉତ୍ସବରେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଲଗ୍ନଜିତ୍ ରାଉତ, ଦୁଇ ଅତିରିକ୍ତ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ଭାଟସାହି କ୍ଲଷ୍ଟରର ଚଣ୍ଡିବସ୍ତ ଗ୍ରାମ ପଞ୍ଚାୟତର ସରକାରୀ ପ୍ରାଥମିକ ବିଦ୍ୟାଳୟ ମାଙ୍କପଲ୍ଲୀର ପ୍ରଧାନ ଶିକ୍ଷୟତ୍ରୀ ନଳିନୀପ୍ରଭା ସାହୁଙ୍କର ଅବସରକାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରମେଶଚନ୍ଦ୍ର ମହାରଣାଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଜଣେ ଶିକ୍ଷକ ସବୁଦିନ ପାଇଁ ଶିକ୍ଷକ ଏବଂ ନମସ୍ୟ ମଧ୍ୟ ତା’ର କେବେ ଅବସର ନଥାଏ ।ଏଭଳି ମତବ୍ୟକ୍ତ କରିଛନ୍ତି ଅତିଥିମାନେ । ସେ ଜଣେ କର୍ମଠ, ଦକ୍ଷ ଏବଂ ମେଳାପି ଶିକ୍ଷୟତ୍ରୀ […]
ନୟାଗଡ଼,(ଓଡ଼ିଶା ଦର୍ପଣ) : ଜଣେ ଶିକ୍ଷକ ସବୁଦିନ ପାଇଁ ଶିକ୍ଷକଏବଂ ନମସ୍ୟ, ତା’ର କେବେ ଅବସର ନଥାଏ। ନୟାଗଡ଼ ବ୍ଲକ ଅନ୍ତର୍ଗତ ସାନ ପଣ୍ଡୁସର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ବନମାଳୀ ପରିଡ଼ାଙ୍କ ଆଜି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭାରେ ଯୋଗଦାନ କରିଥିବା ଅତିଥିମାନେ ଏଭଳି ମତବ୍ୟକ୍ତ କରିଛନ୍ତି । ସାନ ପଣ୍ଡୁସର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଅବସର କାଳୀନ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ବନିତା ନାୟକ […]
ନୟାଗଡ଼,(ଓଡ଼ିଶା ଦର୍ପଣ): କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଥିଲେ ରୀତିଯୁଗର ଶ୍ରେଷ୍ଠତମ କବି। ଉପମା, ଅଳଙ୍କାର,ଶ୍ଳେଷ, ଶବ୍ଦ, ଅର୍ଥ,ସାଙ୍ଗୀତିକତାର ପ୍ରୟୋଗାତ୍ମକ ଶୈଳୀରେ ସେ ଥିଲେ କାଳଜୟୀ, ଅନତିକ୍ରମଣୀୟ ମୂର୍ଦ୍ଧନ୍ୟ ସାରସ୍ବତ ସ୍ରଷ୍ଟା ବୋଲି କବିସମ୍ରାଟଙ୍କ ସାଧନା ପୀଠ ନୟାଗଡ଼ର ମାଳିସାହି ଠାରେ ଭଞ୍ଜଜୟନ୍ତୀ ଉତ୍ସବରେ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ବର୍ଣ୍ଣନା କରିଛନ୍ତି ଭଞ୍ଜ ସାହିତ୍ୟ ବିଶାରଦ ପ୍ରଫେସର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ! ମଇ ୩୦ ସନ୍ଧ୍ୟାରେ ମାଳିସାହି ଗତୀଶ୍ଵର ମହାଦେବ ମନ୍ଦିର ପ୍ରାଙ୍ଗଣରେ ଉପେନ୍ଦ୍ର ଭଞ୍ଜ ସାହିତ୍ୟ […]