ନୟାଗଡ଼,(ଓଡ଼ିଶା ଦର୍ପଣ): ନାଟ୍ୟଧାରା ପକ୍ଷରୁ ଆୟୋଜିତ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ୫ମ ସନ୍ଧ୍ୟାରେ ମଞ୍ଚସ୍ଥ ହୋଇଥିଲା ନାଟକ ‘ଇନ୍ଦ୍ରଜାଲ’। ସମୁଦ୍ରକୂଳର ଏକ କ୍ଷୁଦ୍ର ମତ୍ସ୍ୟଜୀବୀ ପଲ୍ଲୀରୁ ରୁଷିଆର ବରଫାବୃତ ସହର ପର୍ଯ୍ୟନ୍ତ ବ୍ୟାପିଥିବା ଏକ ଅନନ୍ୟ ପ୍ରେମ କାହାଣୀକୁ ନେଇ ପଠାଣି ସାମନ୍ତ ପ୍ରେକ୍ଷାଳୟରେ ଅଭିନୀତ ହୋଇଯାଇଛି ଏହି ହୃଦୟସ୍ପର୍ଶୀ ତଥା ରୋମାଞ୍ଚଭରା ପ୍ରେମ ପ୍ରଣୟ ନାଟକ। ବିଶିଷ୍ଟ ନାଟ୍ୟକାର ଦୀପିକା ଦାସଙ୍କ ଦ୍ୱାରା ରଚିତ ଏହି ନାଟକକୁ ନିପୁଣତାର ସହ ପରିକଳ୍ପନା ଓ ନିର୍ଦ୍ଦେଶନା […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ନାଟ୍ୟଧାରା’ ପକ୍ଷରୁ ଆୟୋଜିତ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମହୋତ୍ସବର ଚତୁର୍ଥ ସନ୍ଧ୍ୟାରେ ଏକ ମର୍ମସ୍ପର୍ଶୀ ନାଟକ ‘ବଧୂ ବିଦାୟ’ ସ୍ଥାନୀୟ ପଠାଣି ସାମନ୍ତ ଅଡିଟୋରିୟମଠାରେ ସଫଳତାର ସହ ମଞ୍ଚସ୍ଥ ହୋଇଯାଇଛି। ଭୁବନେଶ୍ୱରର ବିଶିଷ୍ଟ ନାଟ୍ୟ ଅନୁଷ୍ଠାନ ‘ପଞ୍ଚଧ୍ୱନି ନାଟ୍ୟ ପରିଷଦ’ ଦ୍ୱାରା ପରିବେଷିତ ଏହି ନାଟକଟି ଦର୍ଶକଙ୍କ ମନକୁ ବେଶ୍ ଆନ୍ଦୋଳିତ କରିଥିଲା। ସାମାଜିକ ଚେତନାର ବାର୍ତ୍ତାନାଟକଟିର ମୂଳ କଥାବସ୍ତୁ ସମାଜରେ ଝିଅ ଓ ବୋହୂ ମଧ୍ୟରେ ଥିବା ପ୍ରଭେଦ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ ‘ନାଟ୍ୟଧାରା’ ପକ୍ଷରୁ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ସ୍ଥାନୀୟ ପଠାଣି ସାମନ୍ତ ପ୍ରେକ୍ଷାଳୟରେ ଆଜି ଉଦଘାଟିତ ହୋଇଯାଇଛି। ଉଦଘାଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜ୍ୟୋତିରଞ୍ଜନ ସାମନ୍ତରାୟ ଉପସ୍ଥିତ ରହି ଉଦଘାଟନ କରିଥିବା ବେଳେ ନାଟ୍ୟଧାରା ସଭାପତି ପ୍ରମୋଦ ପଟ୍ଟନାୟକ, ସମ୍ପାଦକ ଲକ୍ଷ୍ମୀଧର ମହାପାତ୍ର, ନାଟ୍ୟ ନିର୍ଦ୍ଦେଶକ ଡ ବିଜୟ କୁମାର ଚୌଧୁରୀ, ନାଟ୍ୟକାର ଗୋପୀନାଥ ବାରିକ ଏବଂ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ। ନାଟକ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୧୦ ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୫୭, ୪୦, ୦୦୦ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୧୦୩ ଦେୱାନି ମାମଲା […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଓଡ଼ିଶା ସରକାରଙ୍କର ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟ ଅଧୀନସ୍ଥ ପରିବେଶ ଅଧ୍ୟୟନ କେନ୍ଦ୍ର ପ୍ରାୟୋଜିତ କିଚେନ ଗାର୍ଡେନିଙ୍ଗ ସମ୍ବନ୍ଧିତ ଏକ ଦିବସୀୟ ଦକ୍ଷତା ବିକାଶ କର୍ମଶାଳା ସ୍ଥାନୀୟ ମଡେଲ ଡିଗ୍ରୀ କଲେଜଠାରେ ଅନୁଷ୍ଠିତ ହୋଇଯାଇଅଛି | ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀଙ୍କ ପୌରୋହିତ୍ୟରେ ଏହି କର୍ମଶାଳାର ଆୟୋଜକ ରୀତିଶ୍ରୀ ମଲ୍ଲିକ ଶିବିର ପରିଚାଳନା କରିଥିଲେ | ବିଶେଷଜ୍ଞ ଭାବେ ଡକ୍ଟର ସୌଜନେନ୍ଦ୍ର ସ୍ବାଇଁ, ଗୋପାଳ ଚନ୍ଦ୍ର ମହାପାତ୍ର ଓ ସୁଶାନ୍ତ କୁମାର ମିଶ୍ର […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଆସନ୍ତା କାଲି ଠାରୁ ସପ୍ତାହବ୍ୟାପୀ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ-୨୦୨୬ ପଠାଣି ସାମନ୍ତ ଅଡିଟୋରିଅମ ଠାରେ ମଞ୍ଚସ୍ଥ ହେବାକୁ ଯାଉଛି । ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ମାର୍ଚ୍ଚ ୧୫ ରୁ ୨୧ ତାରିଖ ଯାଏଁ ଏହି ନାଟକ ମହୋତ୍ସବ ଆୟୋଜନ କରୁଛି । ଏଥିରେ ଭୁବନେଶ୍ବର, ସମ୍ବଲପୁର,ବାରିପଦା, ନୟାଗଡ଼ ପ୍ରଭୃତି ସ୍ଥାନର ଧୁରୀଣ ନାଟ୍ୟାନୁଷ୍ଠାନ ମାନେ ସେମାନଙ୍କ ନାଟକ ପରିବେଷଣ କରିବେ ବୋଲି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଚିନ୍ମୟ ମିଶନ ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ସ୍ଥାନୀୟ ତ୍ରିନାଥ ଛକସ୍ଥିତ ଶ୍ରୀରାମ ମନ୍ଦିର ପରିସରରେ ହନମାନ ଚାଳିଶା ପଠନ ଏବଂ ସମୂହ ପ୍ରସାଦ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରେନ୍ଦ୍ରନାଥ ମହାପାତ୍ର ଏବଂ ସମ୍ପାଦକ ଘନଶ୍ୟାମ ସାହୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହନୁମାନ ଚାଳିଶା ପଠନରେ ଅନୁଷ୍ଠାନର ଉପସ୍ଥିତ ସଦସ୍ୟମାନେ ଥରେ ଥରେ ହନୁମାନ ଚାଳିଶା ପାଠ କରି ସର୍ଵମଙ୍ଗଳ କାମନା କରିଥିଲେ। ପରେ ସମୂହ ପ୍ରସାଦ ସେବନ କାର୍ଯ୍ୟକ୍ରମରେ ଉପସ୍ଥିତ […]
ନୟାଗଡ଼,(ଓଡ଼ିଶା ଦର୍ପଣ):୦୯ ମାର୍ଚ୍ଚ,୧୯୭୮ ଶିକ୍ଷକ ମହାସଂଘର ରାଜ୍ୟ ସ୍ତରୀୟ ଆନ୍ଦୋଳନରେ ଯୋଗଦେବାକୁ ଯାଉଥିବା ସମୟରେ ଖୋର୍ଦ୍ଧା ଜିଲ୍ଲା ଟିକାତାଳ ଠାରେ ଘଟିଥିବା ମର୍ମନ୍ତୁଦ ରାସ୍ତା ଦୁର୍ଘଟଣାରେ ନୟାଗଡ଼ ଜିଲ୍ଲାର ଛ’ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀ ସହୀଦ ହୋଇଥିଲେ ! ସେହି ଦିବସକୁ ଶିକ୍ଷକ ସହୀଦ ଦିବସ ଭାବରେ ନୟାଗଡ଼ କଲେଜ କାହ୍ନୁ ଚରଣ ପଟ୍ଟନାୟକ ସ୍ମୃତି ପୀଠ ଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ବାମପନ୍ଥୀ ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ପାଳନ କରାଯାଇଛି । […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଓଡ଼ିଶାର ସର୍ବ ଜନାଦୃତ ସର୍ବ ପ୍ରଥମ ରାଜନୈତିକ ହାସ୍ୟ ବ୍ୟଙ୍ଗ କାର୍ଯ୍ୟକ୍ରମ ଦି ଗ୍ରେଟ ଓଡ଼ିଶା ପଲି୍ଟିକାଲ ସର୍କସର ଅଭିନେତା ତଥା ବ୍ୟଙ୍ଗ କବି ରବୀନ୍ଦ୍ର ରାଉତଙ୍କୁ ମଧ୍ୟପ୍ରଦେଶ ଇନ୍ଦୋର ଠାରେ “ଇନ୍ଦୋର ପ୍ରବାସୀ ଓଡ଼ିଆ ସମାଜ ” ଦ୍ୱାରା ଉତ୍କଳ ଦିବସ ଅବସରରେ “ଓଡ଼ିଆ ଗୌରବ ୨୦୨୬” ସମ୍ମାନ ଏପ୍ରିଲ ୫ ତାରିଖରେ ସମ୍ମାନୀତ କରିବା ପାଇଁ ଅନୁଷ୍ଠାନ ତରଫରୁ ଘୋଷଣା କରାଯାଇଅଛି। ବ୍ୟଙ୍ଗ କବି ତଥା ଅଭିନେତା ରବୀନ୍ଦ୍ର ଏହା ପୂର୍ବରୁ ରାଜ୍ୟ ବାହାରେ ମୁମ୍ବାଇ ଓ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ ଶିକ୍ଷା ବିଭାଗ ଅନ୍ତର୍ଭୁକ୍ତ ନୂତନ ପେନସନ ଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘର ଏକ ବନ୍ଧୁମିଳନ ଏବଂ ସ୍ୱାଗତ ସମ୍ବର୍ଦ୍ଧନା ସମାରୋହ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସ୍ବର୍ଣ୍ଣ ଜୟନ୍ତୀ ସଭା ଗୃହରରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ସଂଘ ସଭାପତି ପୀତବାସ ପ୍ରଧାନଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ବନ୍ଧୁମିଳନ ସମାରୋହରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ଯୋଗଦାନ କରିଥିବା ବେଳେ ମୁଖ୍ୟବକ୍ତା ଭାବେ ଲାଠିପଡ଼ା […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ହରେକୃଷ୍ଣପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଦାଶିବ ସାହୁଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ଅବସର କାଳୀନ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବ୍ଲକ ଶିକ୍ଷାଧିକାରୀ ଉମାକାନ୍ତ ସେଠୀ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ବଡ଼ ପଣ୍ଡୁସର ପଞ୍ଚାୟତର ସରପଞ୍ଚ ବନିତା ନାୟକ, ପୂର୍ବତନ ପ୍ରଧାନ ଶିକ୍ଷକ ହରିହର ସାହୁ ଯୋଗଦାନ କରିଥିଲେ । […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଶିକ୍ଷକର କେବେ ଅବସର ନଥାଏ । ସେ ସବୁ ସମୟ ପାଇଁ ହିଁ ଶିକ୍ଷକ ଅଟେ । ଜଣେ ଶିକ୍ଷକ ସମଗ୍ର ଜୀବନକାଳ ପର୍ଯ୍ୟନ୍ତ ଶିକ୍ଷକର ମର୍ଯ୍ୟଦା ହିଁ ପାଇଥାଏ । ନୟାଗଡ଼ ମୁନିସିପାଲିଟି ଅନ୍ତର୍ଗତ ପଶ୍ଚିମ ଟାଉନ ସରକାରୀ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ସତ୍ୟଭାମା ଦେବୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବିଶିଷ୍ଟ କବି ତଥା ସାହିତ୍ୟିକ ଗୋଦାବରୀଶ ମିଶ୍ର ଏପରି ମତବ୍ୟକ୍ତ କରିଥିଲେ। ଶ୍ରୀମତୀ […]
